ମେଘାଳୟର ପୂର୍ବ ଜୈନ୍ତିଆ ପାହାଡ଼ରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ ପ୍ରକାଶ

February 05th, 08:36 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମେଘାଳୟର ପୂର୍ବ ଜୈନ୍ତିଆ ପାହାଡ଼ରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି। ସେ ପ୍ରତ୍ୟେକ ମୃତକଙ୍କ ନିକଟ ସମ୍ପର୍କୀୟଙ୍କ ପାଇଁ ପିଏମଏନଆରଏଫରୁ ୨ ଲକ୍ଷ ଟଙ୍କା ଏବଂ ଆହତମାନଙ୍କୁ ୫୦,୦୦୦ ଟଙ୍କା କରି ଅନୁକମ୍ପା ରାଶି ଘୋଷଣା କରିଥିଲେ।