Key highlights of Prime Minister Shri Narendra Modi’s address from the ramparts of the Red Fort on the occasion of the 80th Independence Day
August 15th, 04:44 pm
PM Modi today addressed the nation from the ramparts of the Red Fort on the occasion of the 80th Independence Day. In his speech, he presented a detailed report card of India’s progress across manufacturing, digital growth and citizen delivery over the past 12 years. He also unveiled the transformative Sapta Dhara, comprising seven key sectors for achieving national ambitions.ପରୀକ୍ଷା ସଂସ୍କାର ଉପରେ ଉଚ୍ଚ କ୍ଷମତାସମ୍ପନ୍ନ ଟାସ୍କ ଫୋର୍ସ ଗଠନ ନେଇ ଘୋଷଣା କଲେ ପ୍ରଧାନମନ୍ତ୍ରୀ
July 26th, 07:21 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଘୋଷଣା କରିଛନ୍ତି ଯେ ଶ୍ରୀ ନନ୍ଦନ ନିଲେକାନିଙ୍କ ଅଧ୍ୟକ୍ଷତାରେ ପରୀକ୍ଷା ସଂସ୍କାର ଉପରେ ଏକ ଉଚ୍ଚ କ୍ଷମତା ସମ୍ପନ୍ନ ଟାସ୍କ ଫୋର୍ସ ଗଠନ କରାଯାଇଛି।Gen Z & Gen Alpha will lead India to the goal of a Viksit Bharat: PM Modi
December 26th, 01:30 pm
While addressing the national programme marking ‘Veer Baal Diwas’ in New Delhi, PM Modi stated that the Sahibzades broke the boundaries of age and stage and stood like a rock against the cruel Mughal empire. The PM highlighted that the courage and ideals of Mata Gujri, Shri Guru Gobind Singh Ji, and the four Sahibzades continue to give strength to every Indian. He added that India will demonstrate complete liberation from the colonial mindset by 2035.PM Modi addresses Veer Baal Diwas programme in New Delhi
December 26th, 01:00 pm
While addressing the national programme marking ‘Veer Baal Diwas’ in New Delhi, PM Modi stated that the Sahibzades broke the boundaries of age and stage and stood like a rock against the cruel Mughal empire. The PM highlighted that the courage and ideals of Mata Gujri, Shri Guru Gobind Singh Ji, and the four Sahibzades continue to give strength to every Indian. He added that India will demonstrate complete liberation from the colonial mindset by 2035.ବଜେଟ ପରେ ଭିଡିଓ କନଫରେନ୍ସିଂ ଜରିଆରେ ନିଯୁକ୍ତି ସୃଷ୍ଟିକୁ ପ୍ରୋତ୍ସାହିତ କରିବା ଉପରେ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ ।
March 05th, 01:35 pm
ଏହି ଗୁରୁତ୍ୱପୂର୍ଣ୍ଣ ବଜେଟ୍ ୱେବିନାରରେ ଆପଣ ସମସ୍ତଙ୍କୁ ସ୍ୱାଗତ, ଅଭିନନ୍ଦନ । ଲୋକ, ଅର୍ଥନୀତି ଏବଂ ଉଦ୍ଭାବନ କ୍ଷେତ୍ରରେ ପୁଞ୍ଜିନିବେଶ ହେଉଛି ଏକ ବିଷୟବସ୍ତୁ ଯାହା ଏକ ବିକଶିତ ଭାରତର ରୋଡମ୍ୟାପ୍ କୁ ନିର୍ଦ୍ଧାରଣ କରେ | ଚଳିତ ବର୍ଷବଜେଟରେ ଏହାର ପ୍ରଭାବ ବହୁତ ବଡ ଧରଣର ଦେଖିବାକୁ ମିଳିବ । ତେଣୁ ଏହି ବଜେଟ୍ ଭାରତର ଭବିଷ୍ୟତ ପାଇଁ ବ୍ଲୁ ପ୍ରିଣ୍ଟ ଭାବେ ଉଭା ହୋଇଛି। ଭିତ୍ତିଭୂମି ଏବଂ ଶିଳ୍ପରେ ପୁଞ୍ଜିନିବେଶକୁ ଆମେ ଯେତିକି ପ୍ରାଥମିକତା ଦେଇଛୁ, ସେତିକି ଲୋକ, ଅର୍ଥନୀତି ଓ ଉଦ୍ଭାବନକୁ ମଧ୍ୟ ପ୍ରାଥମିକତା ଦେଇଛୁ। ଆପଣ ସମସ୍ତେ ଜାଣନ୍ତି ଯେ ଦକ୍ଷତା ବୃଦ୍ଧି ଏବଂ ପ୍ରତିଭା ବିକାଶ ଦେଶର ପ୍ରଗତିର ଭିତ୍ତିପ୍ରସ୍ତର ଭାବରେ କାର୍ଯ୍ୟ କରେ । ତେଣୁ ବିକାଶର ପରବର୍ତ୍ତୀ ପର୍ଯ୍ୟାୟରେ ଆମକୁ ଏସବୁ କ୍ଷେତ୍ରରେ ଅଧିକ ପୁଞ୍ଜିନିବେଶ କରିବାକୁ ପଡ଼ିବ। ଏଥିପାଇଁ ସମସ୍ତ ହିତାଧିକାରୀ ଆଗେଇ ଆସିବା ଦରକାର। କାରଣ ଦେଶର ଅର୍ଥନୈତିକ ସଫଳତା ପାଇଁ ଏହା ଜରୁରୀ । ଏଥିସହିତ ଏହା ହିଁ ପ୍ରତ୍ୟେକ ସଂଗଠନର ସଫଳତାର ଆଧାର ମଧ୍ୟ।‘ନିଯୁକ୍ତି ସୁଯୋଗ ବୃଦ୍ଧି- ଜନତା, ଅର୍ଥବ୍ୟବସ୍ଥା ଏବଂ ନବସୃଜନରେ ନିବେଶ’ ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 05th, 01:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ ନିଯୁକ୍ତି ଉପରେ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ସମାବେଶକୁ ସମ୍ବୋଧିତ କରି ସେ ୱେବିନାରର ବିଷୟବସ୍ତୁ ଜନତା, ଅର୍ଥନୀତି ଏବଂ ନବସୃଜନରେ ନିବେଶ ର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ, ଯାହା ବିକାଶିତ ଭାରତ ପାଇଁ ରୋଡମ୍ୟାପକୁ ବ୍ୟାଖ୍ୟା କରେ। ସେ କହିଥିଲେ ଯେ ଚଳିତ ବର୍ଷର ବଜେଟ୍ ଏହି ବିଷୟବସ୍ତୁକୁ ବ୍ୟାପକ ସ୍ତରରେ ପ୍ରତିଫଳିତ କରୁଛି ଏବଂ ଭାରତର ଭବିଷ୍ୟତ ପାଇଁ ଏକ ବ୍ଲୁପ୍ରିଣ୍ଟ ଭାବେ କାର୍ଯ୍ୟ କରୁଛି। ଭିତ୍ତିଭୂମି, ଶିଳ୍ପ, ଲୋକ, ଅର୍ଥନୀତି ଏବଂ ନବସୃଜନ କ୍ଷେତ୍ରରେ ନିବେଶକୁ ସମାନ ପ୍ରାଥମିକତା ଦିଆଯାଇଛି ବୋଲି ସେ ଗୁରୁତ୍ୱାରୋପ କରିଥିଲେ। ଦେଶର ପ୍ରଗତି ପାଇଁ ସାମର୍ଥ୍ୟ ନିର୍ମାଣ ଏବଂ ପ୍ରତିଭାର ବିକାଶ ମୂଳଦୁଆ ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ ସମସ୍ତ ଅଂଶୀଦାରମାନଙ୍କୁ ଆଗକୁ ବଢ଼ିବା ଏବଂ ବିକାଶର ପରବର୍ତ୍ତୀ ପର୍ଯ୍ୟାୟର ଆବଶ୍ୟକତା ଅନୁଯାୟୀ ଏହି କ୍ଷେତ୍ରରେ ଅଧିକ ନିବେଶ କରିବା ପାଇଁ ଅନୁରୋଧ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ଦେଶର ଆର୍ଥିକ ସଫଳତା ପାଇଁ ଏହା ଅପରିହାର୍ଯ୍ୟ ଏବଂ ପ୍ରତ୍ୟେକ ସଙ୍ଗଠନର ସଫଳତାର ଆଧାରକୁ ଗଠନ କରିଥାଏ।‘Pariksha Pe Charcha’ is back and that too in a fresh and livelier format!: Prime Minister
February 06th, 01:18 pm
Urging all Exam Warriors, their parents and teachers to watch the Pariksha Pe Charcha 2025, the Prime Minister Shri Narendra Modi in a post on X wroteAAP-da's sinking ship will drown in Yamuna Ji: PM Modi in Kartar Nagar, Delhi
January 29th, 01:16 pm
PM Modi today, addressed a massive crowd in Kartar Nagar, declared that Delhi had rejected excuses, fake promises, and deception. He asserted that the city demanded a double-engine BJP government focused on welfare and development, ensuring housing, modernization, piped water, and an end to the tanker mafia. Confident of victory, he proclaimed, On February 5th, AAP-da Jayegi, BJP Aayegi!”PM Modi’s power-packed rally in Kartar Nagar ignites BJP’s campaign
January 29th, 01:15 pm
PM Modi today, addressed a massive crowd in Kartar Nagar, declared that Delhi had rejected excuses, fake promises, and deception. He asserted that the city demanded a double-engine BJP government focused on welfare and development, ensuring housing, modernization, piped water, and an end to the tanker mafia. Confident of victory, he proclaimed, On February 5th, AAP-da Jayegi, BJP Aayegi!”ଭାରତର କ୍ୟାଥଲିକ ବିଶପ ସମ୍ମିଳନୀ ଦ୍ୱାରା ଆୟୋଜିତ ଖ୍ରୀଷ୍ଟମାସ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 23rd, 09:24 pm
ମାତ୍ର ୩-୪ ଦିନ ତଳେ ମୁଁ ଖ୍ରୀଷ୍ଟମାସ ପାଳନ ପାଇଁ ଭାରତ ସରକାରରେ ଥିବା ମୋର ସହକର୍ମୀ ଜର୍ଜ କୁରିୟନଜୀଙ୍କ ଘରକୁ ଯାଇଥିଲି। ବର୍ତ୍ତମାନ ଆପଣଙ୍କ ମଧ୍ୟରେ ଉପସ୍ଥିତ ରହିବା ମଧ୍ୟ ଏକ ଆନନ୍ଦର ବିଷୟ। କାଥୋଲିକ ବିଶପ୍ କନଫରେନ୍ସ ଅଫ୍ ଇଣ୍ଡିଆ (ସିବିସିଆଇ)ର ଏହି କାର୍ଯ୍ୟକ୍ରମ ଖ୍ରୀଷ୍ଟମାସରେ ଆପଣଙ୍କ ସହ ମିଶିବା ମୋ ପାଇଁ ଏକ ସ୍ମରଣୀୟ ଦିନ ହେବାକୁ ଯାଉଛି । ସିବିସିଆଇ ପ୍ରତିଷ୍ଠାର ୮୦ ବର୍ଷ ପୂର୍ତ୍ତି ପାଳନ ହେଉଥିବାରୁ ଏହି ଅବସର ମଧ୍ୟ ବିଶେଷ। ଏହି ଅବସରରେ ମୁଁ ସିବିସିଆଇ ଏବଂ ଏହା ସହିତ ଜଡ଼ିତ ସମସ୍ତଙ୍କୁ ବହୁତ -ବହୁତ ଅଭିନନ୍ଦନ ଜଣାଉଛି ।କ୍ୟାଥୋଲିକ ବିଶପ୍ସ କନ୍ଫରେନ୍ସ ଅଫ୍ ଇଣ୍ଡିଆ ଦ୍ୱାରା ଆୟୋଜିତ ଖ୍ରୀଷ୍ଟମାସ ଉତ୍ସବରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 23rd, 09:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ସିବିସିଆଇ କେନ୍ଦ୍ର ପରିସରରେ କାଥୋଲିକ୍ ବିଶପ୍ସ କନ୍ଫରେନ୍ସ ଅଫ୍ ଇଣ୍ଡିଆ (ସିବିସିଆଇ) ଦ୍ୱାରା ଆୟୋଜିତ ଖ୍ରୀଷ୍ଟମାସ ଉତ୍ସବରେ ଅଂଶଗ୍ରହଣ କରିଥିଲେ । ପ୍ରଥମ ଥର ପାଇଁ କୌଣସି ପ୍ରଧାନମନ୍ତ୍ରୀ ଭାରତର କ୍ୟାଥଲିକ ଚର୍ଚ୍ଚ ମୁଖ୍ୟାଳୟରେ ଏଭଳି କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। କାର୍ଡିନାଲ, ବିଶପ ଏବଂ ଚର୍ଚ୍ଚର ପ୍ରମୁଖ ନେତାଙ୍କ ସମେତ ଖ୍ରୀଷ୍ଟିଆନ ସମ୍ପ୍ରଦାୟର ପ୍ରମୁଖ ନେତାଙ୍କ ସହ ମଧ୍ୟ ପ୍ରଧାନମନ୍ତ୍ରୀ ଆଲୋଚନା କରିଥିଲେ ।ଭିଡିଓ କନଫରେନ୍ସିଂ ଜରିଆରେ ରୋଜଗାର ମେଳା ଅଧୀନରେ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 23rd, 11:00 am
ଗତକାଲି ବିଳମ୍ବିତ ରାତିରେ ମୁଁ କୁଏତରୁ ଫେରିଥିଲି। ସେଠାରେ ମୁଁ ଭାରତର ଯୁବକ ଏବଂ ବୃତ୍ତିଜୀବୀମାନଙ୍କୁ ଭେଟିଲି, ଅନେକ କଥା ବାର୍ତ୍ତା ହୋଇଥିଲା । ଏବେ ଏଠାକୁ ଆସିବା ପରେ ଦେଶର ଯୁବପିଢ଼ିଙ୍କ ସହ ମୋର ପ୍ରଥମ କାର୍ଯ୍ୟକ୍ରମ ଆୟୋଜନ କରାଯାଉଛି। ଏହା ଏକ ବହୁତ ଖୁସିର କଥା। ଆଜି ଦେଶର ହଜାର ହଜାର ଯୁବପିଢ଼ିଙ୍କ ପାଇଁ ଜୀବନର ଏକ ନୂଆ ଆରମ୍ଭ ହେଉଛି। ଆପଣଙ୍କର ବର୍ଷ ବର୍ଷର ସ୍ୱପ୍ନ ପୂରଣ ହୋଇଛି, ବର୍ଷ ବର୍ଷର କଠିନ ପରିଶ୍ରମ ସଫଳ ହୋଇଛି । ୨୦୨୪ର ଏହି ଅତିବାହିତ ବର୍ଷ ଆପଣଙ୍କୁ ଏବଂ ଆପଣଙ୍କ ପରିବାର ସଦସ୍ୟଙ୍କୁ ନୂଆ ଖୁସି ଦେବାକୁ ଯାଉଛି । ମୁଁ ସମସ୍ତ ଯୁବକମାନଙ୍କୁ ଏବଂ ଆପଣଙ୍କ ପରିବାରକୁ ମୋର ଅନେକ ଅନେକ ଅଭିନନ୍ଦନ ଜଣାଉଛି ।ରୋଜଗାର ମେଳା ଅଧୀନରେ କେନ୍ଦ୍ର ସରକାରଙ୍କ ବିଭିନ୍ନ ବିଭାଗ ଓ ସଂସ୍ଥାରେ ନବନିଯୁକ୍ତ କର୍ମଚାରୀଙ୍କୁ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବାଣ୍ଟିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 23rd, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ବିଭିନ୍ନ ସରକାରୀ ବିଭାଗ ଏବଂ ସଂଗଠନରେ ନବନିଯୁକ୍ତ ଯୁବକଯୁବତୀମାନଙ୍କୁ ୭୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି । ରୋଜଗାର ମେଳା ନିଯୁକ୍ତି ସୃଷ୍ଟିକୁ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି । ଏହା ଯୁବପିଢ଼ିଙ୍କୁ ରାଷ୍ଟ୍ର ନିର୍ମାଣ ଓ ଆତ୍ମ-ସଶକ୍ତୀକରଣରେ ଯୋଗଦାନ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରି ସଶକ୍ତ କରିବ।"କଂଗ୍ରେସ ଭାରତର ଶିକ୍ଷା ବ୍ୟବସ୍ଥାକୁ ଧ୍ୱଂସ ଭିତରକୁ ଠେଲି ଦେଇଥିଲା, ପ୍ରଧାନମନ୍ତ୍ରୀ ମୋଦୀ ଏହାକୁ ପୁନରୁଦ୍ଧାର କରିଛନ୍ତି" : କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
December 10th, 05:30 pm
କେନ୍ଦ୍ର ଶିକ୍ଷାମନ୍ତ୍ରୀ ତଥା ବିଜେପିର ବରିଷ୍ଠ ନେତା ଧର୍ମେନ୍ଦ୍ର ପ୍ରଧାନ ଗତ ଏକ ଦଶନ୍ଧି ମଧ୍ୟରେ ଭାରତର ସାକ୍ଷରତା ହାରରେ ଉଲ୍ଲେଖନୀୟ ଅଗ୍ରଗତି ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ପ୍ରଶଂସା କରିଛନ୍ତି। 2023-24 ରେ ଭାରତର ଗ୍ରାମୀଣ ସାକ୍ଷରତା ହାର ଯଥେଷ୍ଟ ବୃଦ୍ଧି ପାଇ 77.5% ରେ ପହଞ୍ଚିଛି।ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷକଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
September 06th, 04:15 pm
ସାର୍ ଜଣେ ସଂସ୍କୃତ ଶିକ୍ଷକ ଭାବରେ, ମୁଁ ପିଲାମାନଙ୍କୁ ଭାରତର ସଂସ୍କୃତି ବିଷୟରେ ସଚେତନ କରାଇବା ମୋର ସ୍ୱପ୍ନ ଥିଲା ଯାହା ଆମକୁ ଆମର ସମସ୍ତ ମୂଲ୍ୟବୋଧ ଏବଂ ଆଦର୍ଶ ବିଷୟରେ ସଚେତନ କରିଥାଏ ଯାହା ମାଧ୍ୟମରେ ଆମେ ଆମର ମୂଲ୍ୟବୋଧ, ଆଦର୍ଶ ନିର୍ଦ୍ଧାରଣ କରିଥାଉ । ଏହି ଉଦ୍ଦେଶ୍ୟକୁ ଦୃଷ୍ଟିରେ ରଖି ମୁଁ ସଂସ୍କୃତ ପ୍ରତି ପିଲାଙ୍କ ଆଗ୍ରହ ସୃଷ୍ଟି କରି ଏହାକୁ ନୈତିକ ଶିକ୍ଷାର ଆଧାର କରି ବିଭିନ୍ନ ଶ୍ଲୋକ ମାଧ୍ୟମରେ ପିଲାମାନଙ୍କୁ ଜୀବନ ମୂଲ୍ୟବୋଧ ଶିଖାଇବାକୁ ଚେଷ୍ଟା କରିଥିଲି।ଜାତୀୟ ଶିକ୍ଷକ ପୁରସ୍କାର ପାଇଥିବା ଶିକ୍ଷକମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
September 06th, 04:04 pm
ପୁରସ୍କୃତ ବ୍ୟକ୍ତିମାନେ ସେମାନଙ୍କର ଶିକ୍ଷାଦାନ ଅଭିଜ୍ଞତା ପ୍ରଧାନମନ୍ତ୍ରୀଙ୍କ ସହ ବାଣ୍ଟିଥିଲେ। ଶିକ୍ଷଣକୁ ଅଧିକ ଆକର୍ଷଣୀୟ କରିବା ପାଇଁ ସେମାନଙ୍କ ଦ୍ୱାରା ବ୍ୟବହୃତ ଆକର୍ଷଣୀୟ କୌଶଳ ବିଷୟରେ ମଧ୍ୟ ସେମାନେ ଆଲୋଚନା କରିଥିଲେ। ନିୟମିତ ଶିକ୍ଷାଦାନ କାର୍ଯ୍ୟ ସହିତ ସେମାନଙ୍କ ଦ୍ୱାରା କରାଯାଉଥିବା ସାମାଜିକ କାର୍ଯ୍ୟର ଉଦାହରଣ ମଧ୍ୟ ସେମାନେ ସେୟାର କରିଥିଲେ। ସେମାନଙ୍କ ସହିତ କଥାବାର୍ତ୍ତା କରି ପ୍ରଧାନମନ୍ତ୍ରୀ ଶିକ୍ଷାଦାନ କଳା ପ୍ରତି ସେମାନଙ୍କର ସମର୍ପଣ ଏବଂ ବର୍ଷ ବର୍ଷ ଧରି ସେମାନେ ପ୍ରଦର୍ଶନ କରିଥିବା ଉଲ୍ଲେଖନୀୟ ଉତ୍ସାହକୁ ପ୍ରଶଂସା କରିଥିଲେ, ଯାହାକୁ ପୁରସ୍କାର ମାଧ୍ୟମରେ ସ୍ୱୀକୃତି ମିଳିଛି ।Reform, Perform and Transform has been our mantra: PM Modi at the ET World Leaders’ Forum
August 31st, 10:39 pm
Prime Minister Narendra Modi addressed the Economic Times World Leaders Forum. He remarked that India is writing a new success story today and the impact of reforms can be witnessed through the performance of the economy. He emphasized that India has at times performed better than expectations.PM Modi addresses Economic Times World Leaders Forum in New Delhi
August 31st, 10:13 pm
Prime Minister Narendra Modi addressed the Economic Times World Leaders Forum. He remarked that India is writing a new success story today and the impact of reforms can be witnessed through the performance of the economy. He emphasized that India has at times performed better than expectations.ବିହାରର ରାଜଗିରରେ ନାଲନ୍ଦା ବିଶ୍ୱବିଦ୍ୟାଳୟ ପରିସରରେ ଉଦ୍ ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ଇଂରାଜୀ ଉପସ୍ଥାପନା
June 19th, 10:31 am
ତୃତୀୟ ଥର ପାଇଁ ଶପଥ ନେବାର ପ୍ରଥମ ୧୦ ଦିନ ମଧ୍ୟରେ ମୁଁ ନାଳନ୍ଦା ଆସିବାର ସୁଯୋଗ ପାଇଛି। ଏହା ପ୍ରକୃତରେ ମୋର ସୌଭାଗ୍ୟ ଏବଂ ମୁଁ ଏହାକୁ ଭାରତର ବିକାଶ ଯାତ୍ରା ପାଇଁ ଏକ ଶୁଭ ସଙ୍କେତ ଭାବରେ ଦେଖୁଛି । ନାଳନ୍ଦା କେବଳ ଏକ ନାମ ନୁହେଁ। ନାଳନ୍ଦା ହେଉଛି ଏକ ପରିଚୟ, ଏକ ସମ୍ମାନ। ନାଳନ୍ଦା ହେଉଛି ଏକ ମୂଲ୍ୟ, ଏକ ମନ୍ତ୍ର, ଏକ ଗର୍ବ, ଏକ ଗାଥା । ନାଳନ୍ଦା ହେଉଛି ଏହି ସତ୍ୟର ଘୋଷଣା ଯେ ନିଆଁରେ ବହି ଜଳିଗଲେ ମଧ୍ୟ ନିଆଁ ଜ୍ଞାନକୁ ନିଭାଇ ପାରିବ ନାହିଁ । ନାଳନ୍ଦାର ବିନାଶ ଭାରତକୁ ଅନ୍ଧକାରରେ ଭରି ଦେଇଥିଲା। ଏବେ ଏହାର ପୁନରୁଦ୍ଧାର ଭାରତର ସୁବର୍ଣ୍ଣ ଯୁଗର ଶୁଭାରମ୍ଭ ହେବାକୁ ଯାଉଛି।ବିହାରର ରାଜଗିର ଠାରେ ନାଳନ୍ଦା ବିଶ୍ୱବିଦ୍ୟାଳୟ କ୍ୟାମ୍ପସକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
June 19th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିହାରର ରାଜଗିରଠାରେ ନାଲନ୍ଦା ବିଶ୍ୱବିଦ୍ୟାଳୟର ନୂତନ କ୍ୟାମ୍ପସକୁ ଉଦଘାଟନ କରିଛନ୍ତି । ଭାରତ ଓ ପୂର୍ବ ଏସିଆ ଶିଖର ସମ୍ମିଳନୀ (ଇଏଏସ୍) ଦେଶଗୁଡ଼ିକର ମିଳିତ ସହଯୋଗରେ ଏହି ବିଶ୍ୱବିଦ୍ୟାଳୟ ସାକାର ରୂପ ନେଇଛି । ଉଦଘାଟନୀ ଉତ୍ସବରେ ୧୭ଟି ଦେଶର ମିଶନ ମୁଖ୍ୟଙ୍କ ସମେତ ଅନେକ ବିଶିଷ୍ଟ ବ୍ୟକ୍ତି ଯୋଗ ଦେଇଥିଲେ। ପ୍ରଧାନମନ୍ତ୍ରୀ ଏକ ଚାରା ରୋପଣ ମଧ୍ୟ କରିଥିଲେ।