2030 ପଥେ : ଏକ ମିଳିତ ଭାରତ-ୟୁରୋପୀୟ ସଂଘ ବିସ୍ତୃତ ରଣନୈତିକ ଏଜେଣ୍ଡା
January 27th, 06:48 pm
27 ଜାନୁୟାରୀ 2026 ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ଷୋଡଶ ଭାରତ-ୟୁରୋପୀୟ ସଂଘ ଶିଖର ସମ୍ମିଳନୀରେ ଅନୁମୋଦିତ ମିଳିତ ଭାରତ-ୟୁରୋପୀୟ ସଂଘ ବ୍ୟାପକ ରଣନୀତିକ ଏଜେଣ୍ଡାର ଉଦ୍ଦେଶ୍ୟ ହେଉଛି ଉଭୟ ଅଂଶୀଦାର ଏବଂ ବ୍ୟାପକ ବିଶ୍ୱ ପାଇଁ ପାରସ୍ପରିକ ଲାଭଦାୟକ, ଦୃଢ଼ ଏବଂ ପରିବର୍ତ୍ତନଶୀଳ ଫଳାଫଳ ପ୍ରଦାନ କରିବା ପାଇଁ ୟୁରୋପୀୟ ସଂଘ-ଭାରତ ସହଯୋଗକୁ ବିସ୍ତାର, ଗଭୀର ଏବଂ ଉନ୍ନତ ସମନ୍ୱୟ ମାଧ୍ୟମରେ ରଣନୀତିକ ଭାଗିଦାରୀକୁ ଆହୁରି ମଜବୁତ କରିବା ।ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଏବଂ ୟୁରୋପୀୟ ଆୟୋଗ ଅଧ୍ୟକ୍ଷଙ୍କ ଭାରତ ଗସ୍ତ ଏବଂ 16ତମ ଭାରତ-ୟୁରୋପୀୟ ସଂଘ ଶିଖର ସମ୍ମିଳନୀ ଉପରେ ଭାରତ-ୟୁରୋପୀୟ ସଂଘ ମିଳିତ ବିବୃତ୍ତି
January 27th, 06:15 pm
ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିମନ୍ତ୍ରଣ କ୍ରମେ ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଆଣ୍ଟୋନିଓ କୋଷ୍ଟା ଏବଂ ୟୁରୋପୀୟ ଆୟୋଗର ଅଧ୍ୟକ୍ଷା ଉର୍ସୁଲା ଭନ୍ ଡେର୍ ଲିଏନ୍ ଭାରତର 77ତମ ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବରେ ଭାରତ ଗସ୍ତରେ ଆସିଛନ୍ତି । ଏହି ଗସ୍ତ ସମୟରେ ନେତାମାନେ ଐତିହାସିକ ଭାରତ-ୟୁରୋପୀୟ ସଂଘ ଏଫଟିଏ ଉପରେ ଆଲୋଚନାର ସଫଳ ସମାପ୍ତିକୁ ପ୍ରଶଂସା କରିଥିଲେ ଏବଂ 2030 ପଥେ: ଭାରତ-ୟୁରୋପୀୟ ସଂଘ ମିଳିତ ବିସ୍ତୃତ ରଣନୀତିକ ଏଜେଣ୍ଡା ଗ୍ରହଣ କରିଥିଲେ ।ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତ ଶକ୍ତି ସପ୍ତାହ ୨୦୨୬ର ଉଦଘାଟନୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 27th, 10:15 am
କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ , ଗୋଆର ମୁଖ୍ୟମନ୍ତ୍ରୀ, ଅନ୍ୟ ମନ୍ତ୍ରୀଗଣ , ରାଷ୍ଟ୍ରଦୂତ, ସିଇଓ, ସମ୍ମାନିତ ଅତିଥି ଏବଂ ଅନ୍ୟ ସମସ୍ତ ମାନ୍ୟଗଣ୍ୟବ୍ୟକ୍ତି , ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !ଭିଡିଓ କନଫରେନ୍ସିଂ ମାଧ୍ୟମରେ ଭାରତ ଶକ୍ତି ସପ୍ତାହ ୨୦୨୬ର ଉଦଘାଟନୀ ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 27th, 10:08 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ‘ଭାରତ ଶକ୍ତି ସପ୍ତାହ-୨୦୨୬’ର ଉଦଘାଟନ ସମାରୋହକୁ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ଶ୍ରୀ ମୋଦୀ କହିଛନ୍ତି ଯେ, ଶକ୍ତି ସପ୍ତାହର ଏହି ନୂତନ ସଂସ୍କରଣରେ ପ୍ରାୟ ୧୨୫ଟି ଦେଶର ପ୍ରତିନିଧି ଗୋଆରେ ଏକତ୍ରିତ ହୋଇଛନ୍ତି। ସମସ୍ତ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରି ପ୍ରତିନିଧିମାନେ ଶକ୍ତି-ସୁରକ୍ଷା ଏବଂ ସ୍ଥାୟୀ ଭବିଷ୍ୟତ ବିଷୟରେ ଆଲୋଚନା କରିବା ପାଇଁ ଭାରତ ଆସିଛନ୍ତି ବୋଲି ଉଲ୍ଲେଖ କରିଛନ୍ତି।ଯୁକ୍ତରାଜ୍ୟର ପ୍ରଧାନମନ୍ତ୍ରୀ କୀର ଷ୍ଟାରମରଙ୍କ ସହ ସାକ୍ଷାତ ସମୟରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 24th, 04:00 pm
ଏହି ସ୍ୱାଗତ ପାଇଁ, ଏହି ଭବ୍ୟ ସମ୍ମାନ ପାଇଁ ମୁଁ ଆପଣଙ୍କ ପ୍ରତି ହୃଦୟର ଗଭୀରତାରୁ ବହୁତ କୃତଜ୍ଞତା ପ୍ରକାଶ କରୁଛି । ଆଜି ଆମେ ଚେକର୍ସରେ ଏକ ନୂତନ ଇତିହାସ ସୃଷ୍ଟି କରିବାକୁ ଯାଉଛେ। ଉଭୟ ଭାରତ ଏବଂ ଯୁକ୍ତରାଜ୍ୟ ଏକାଠି ଏକ ନୂତନ ଇତିହାସର ମୂଳଦୁଆ ସ୍ଥାପନ କରୁଛନ୍ତି।ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
July 24th, 03:59 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବ୍ରିଟେନକୁ ତାଙ୍କର ସରକାରୀ ଗସ୍ତ କାଳରେ ଆଜି ବ୍ରିଟେନର ପ୍ରଧାନମନ୍ତ୍ରୀ ସମ୍ମାନନୀୟ ସାର୍ କୀର୍ ଷ୍ଟାରମରଙ୍କୁ ଭେଟିଛନ୍ତି। ବକିଂହାମଶାୟରର ଚେକର୍ସସ୍ଥିତ ବ୍ରିଟେନ ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀ ଷ୍ଟାରମର ତାଙ୍କୁ ଭବ୍ୟ ସ୍ୱାଗତ କରିଥିଲେ। ଦୁଇ ନେତା ଦ୍ୱିପାକ୍ଷିକ ବୈଠକ କରିବା ସହିତ ପ୍ରତିନିଧିମଣ୍ଡଳୀ ସ୍ତରୀୟ ଆଲୋଚନା କରିଥିଲେ।ଭାରତ-ଇଏଫ୍ଟିଏ ବାଣିଜ୍ୟ ଓ ଅର୍ଥନୈତିକ ଭାଗିଦାରୀ ଚୁକ୍ତିନାମାକୁ ପ୍ରଧାନମନ୍ରୀଙ୍କ ସ୍ବାାଗତ
March 10th, 08:17 pm
କେନ୍ଦ୍ର ମନ୍ରୀ ଶ୍ରୀ ପିୟୁଷ ଗୋଏଲ୍ଙ୍କ ଏକ୍ସରେ ପୋଷ୍ଟ ଉପରେ ନିଜର ମନ୍ତବ୍ୟ ଦେଇ ସେ କହିଛନ୍ତି :