ଇରାନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 21st, 04:26 pm

ପ୍ରଧାନମନ୍ତ୍ରୀ ଇଦ୍ ଏବଂ ନୌରୋଜର ପବିତ୍ର ଅବସରରେ ରାଷ୍ଟ୍ରପତି ଡକ୍ଟର ମସୁଦ ପେଜେଶକିୟନଙ୍କୁ ତାଙ୍କର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ। ଏହି ପାର୍ବଣ ଋତୁ ପଶ୍ଚିମ ଏସୀୟ କ୍ଷେତ୍ର ପାଇଁ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧିର ଏକ ସମୟ ଆଣିବ ବୋଲି ଆଲୋଚନା ସମୟରେ ଉଭୟ ନେତା ମିଳିତ ଭାବେ ଆଶା ପ୍ରକାଶ କରିଥିଲେ। ଶ୍ରୀ ମୋଦୀ ଏହି ଅଞ୍ଚଳର ଗୁରୁତ୍ୱପୂର୍ଣ୍ଣ ଭିତ୍ତିଭୂମି ଉପରେ ସମ୍ପ୍ରତି ହୋଇଥିବା ଆକ୍ରମଣକୁ ନିନ୍ଦା କରି କହିଛନ୍ତି ଯେ ଏପରି କାର୍ଯ୍ୟ ଆଞ୍ଚଳିକ ସ୍ଥିରତାକୁ ବିପଦରେ ପକାଇଛି । ଏହା ମଧ୍ୟ ଗୁରୁତ୍ୱପୂର୍ଣ୍ଣ ବିଶ୍ୱ ଯୋଗାଣ ଶୃଙ୍ଖଳକୁ ବିପର୍ଯ୍ୟସ୍ତ କରୁଛି। ପ୍ରଧାନମନ୍ତ୍ରୀ ଜାହାଜ ଚଳାଚଳ ସ୍ୱାଧୀନତାକୁ ସୁରକ୍ଷା ଦେବା ଏବଂ ଅନ୍ତର୍ଜାତୀୟ ଜାହାଜ ଚଳାଚଳ ମାର୍ଗଗୁଡ଼ିକୁ ଖୋଲା ଓ ସୁରକ୍ଷିତ ରଖିବା ଉପରେ ଗୁରୁତ୍ୱାରୋପ କରିଥିଲେ। ଏହା ବ୍ୟତୀତ, ଶ୍ରୀ ମୋଦୀ ଦେଶରେ ରହୁଥିବା ଭାରତୀୟ ନାଗରିକଙ୍କ ସୁରକ୍ଷା ଏବଂ ନିରାପତ୍ତା ସୁନିଶ୍ଚିତ କରିବାରେ ଇରାନର ନିରନ୍ତର ସମର୍ଥନ ପାଇଁ ତାଙ୍କର ଆନ୍ତରିକ କୃତଜ୍ଞତା ପ୍ରକାଶ କରିଥିଲେ।

ବାହାରିନ ରାଜାଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 20th, 07:57 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବାହାରିନର ରାଜା ହମାଦ ବିନ୍ ଇସା ଅଲ୍ ଖଲିଫାଙ୍କ ସହ କଥା ହୋଇଛନ୍ତି । ଏହି ଆଲୋଚନାର ଉଦ୍ଦେଶ୍ୟ ଉତ୍ସବର ଶୁଭେଚ୍ଛା ଏବଂ ଆଞ୍ଚଳିକ ସୁରକ୍ଷା ସହିତ ଜଡିତ ସମସ୍ୟାର ସମାଧାନ ଥିଲା ।

Prime Minister Speaks with Amir of Qatar

March 19th, 10:00 pm

During a telephone conversation with His Highness Sheikh Tamim bin Hamad Al Thani, the Amir of Qatar, PM Modi conveyed Eid greetings. The PM strongly condemned the attacks on the region’s energy infrastructure and expressed gratitude for the care and support extended to the Indian community in Qatar. Both countries stand for safe and free navigation through the Strait of Hormuz.

ଓମାନର ସୁଲତାନଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 19th, 04:39 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓମାନର ସୁଲତାନ ହାଇଥାମ୍ ବିନ୍ ତାରିକଙ୍କ ସହ ପାର୍ବଣର ଶୁଭେଚ୍ଛା ଆଦାନପ୍ରଦାନ ସହ ଅଞ୍ଚଳର ପରିବର୍ତ୍ତିତ ପରିସ୍ଥିତି ବାବଦରେ ଏକ ଫଳପ୍ରଦ ଆଲୋଚନା କରିଛନ୍ତି ।

କୁଏତର ଯୁବରାଜଙ୍କ ସହ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ

March 18th, 06:20 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୁଏତର ଯୁବରାଜ ମହାମହିମ ଶେଖ୍ ସବାହ୍ ଅଲ୍-ଖାଲିଦ୍ ଅଲ୍-ହମାଦ୍ ଅଲ୍-ମୁବାରକ୍ ଅଲ୍-ସବାହଙ୍କ ସହ ଆଲୋଚନା କରି ଶୁଭେଚ୍ଛା ଜଣାଇବା ସହିତ ଆଞ୍ଚଳିକ ସୁରକ୍ଷା ବିକାଶର ସମୀକ୍ଷା କରିଥିଲେ।

ୟୁଏଇ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ

March 17th, 10:42 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁଏଇର ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାୟଦ୍ ଅଲ୍ ନହ୍ୟାନଙ୍କ ସହ କଥା ହେବା ସହ ତାଙ୍କୁ ଇଦ୍ ପାଇଁ ଆଗୁଆ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ ଏବଂ ରାଷ୍ଟ୍ରପତି ନହ୍ୟାନ ପଶ୍ଚିମ ଏସିଆର ସାମ୍ପ୍ରତିକ ପରିସ୍ଥିତି ଉପରେ ଆଲୋଚନା କରିଥିଲେ । ପ୍ରଧାନମନ୍ତ୍ରୀ ୟୁଏଇ ଉପରେ ହୋଇଥିବା ସମସ୍ତ ଆକ୍ରମଣର କଡ଼ା ନିନ୍ଦା କରିଥିଲେ, ଯାହାଦ୍ୱାରା ନିରୀହ ଲୋକଙ୍କ ଜୀବନହାନି ହୋଇଛି ଏବଂ ନାଗରିକ ଭିତ୍ତିଭୂମି କ୍ଷତିଗ୍ରସ୍ତ ହୋଇଛି ।

ମିଲାଦ-ଉନ-ନବୀ ଅବସରରେ ସମସ୍ତଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭକାମନା

September 05th, 08:31 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ‘ମିଲାଦ-ଉନ-ନବୀ’ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଏହି ପବିତ୍ର ଦିବସ ଆମ ସମାଜରେ ଶାନ୍ତି ଓ ସମୃଦ୍ଧି ଆଣୁ । କରୁଣା, ସେବା ଏବଂ ନ୍ୟାୟ ସର୍ବଦା ଆମକୁ ମାର୍ଗଦର୍ଶନ କରୁ ।”

ମିଲାଦ୍-ଉନ୍-ନବୀ ଅବସରରେ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

September 16th, 10:43 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମିଲାଦ୍‌-ଉନ୍‌-ନବୀ ଅବସରରେ ନାଗରିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ମିଲାଦ-ଉନ-ନବୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

October 30th, 11:41 am

ମିଲାଦ-ଉନ-ନବୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ମନର କଥା 2.0 (ସପ୍ତଦଶ ଅଧ୍ୟାୟ)

October 25th, 11:00 am

ବନ୍ଧୁଗଣ, ଆମେ ଯେତେବେଳେ ପର୍ବପର୍ବାଣୀ କଥା କହୁଁ, ସେଗୁଡ଼ିକ ପାଇଁ ପ୍ରସ୍ତୁତି କରୁଁ, ସେତେବେଳେ ପ୍ରଥମେ ମନରେ ପ୍ରଶ୍ନ ଆସେ ବଜାରକୁ କେବେ ଯିବା? କ’ଣ କ’ଣ ସବୁ କିଣିବା? ବିଶେଷକରି ପିଲାମାନଙ୍କ ମଧ୍ୟରେ ଏସବୁକୁ ନେଇ ବିଶେଷ ଉତ୍ସାହ ରହିଥାଏ । ଏଥର ପର୍ବପର୍ବାଣୀରେ ନୂଆ କ’ଣ ମିଳିବ? ପର୍ବପର୍ବାଣୀର ଏହି ଉତ୍ସାହ ଓ ବଜାରର ଆକର୍ଷଣ ପରସ୍ପର ସହିତ ଜଡ଼ିତ । କିନ୍ତୁ ଏଥର ବଜାରକୁ ଯିବାବେଳେ ଆପଣମାନେ ‘ଭୋକାଲ ଫର ଲୋକାଲ’ର ନିଜର ସଂକଳ୍ପ ନିଶ୍ଚୟ ମନେରଖିବେ । ବଜାରରୁ ଜିନିଷ କିଣିବା ସମୟରେ ଆମକୁ ସ୍ଥାନୀୟ ସାମଗ୍ରୀଗୁଡ଼ିକୁ ଅଗ୍ରାଧିକାର ଦେବାକୁ ହେବ ।

ରାଷ୍ଟ୍ର ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

October 20th, 05:40 pm

PM Modi addressed the nation over Covid-19 situation and said that the lockdown may have been lifted but warned adding the “virus is still out there.” PM Modi cautioned people to not lose guard during the festive season and urged the countrymen to wear masks, maintain social distancing and ensure hand hygiene. PM Modi said, Government is earnestly working towards developing, manufacturing and distribution of Covid-19 vaccine to every citizen, whenever it is available.

ଦେଶବାସୀଙ୍କ ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀଙ୍କ ସ୍ଵତନ୍ତ୍ର ଅଭିଭାଷଣ

October 20th, 05:34 pm

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଦେଶରେ ସୁସ୍ଥତା ହାରରେ ଉନ୍ନତି ଘଟିବା ସହ ମୃତ୍ୟୁହାର ମଧ୍ୟ କମ ରହିଛି । ଦେଶରେ 10 ଲକ୍ଷ ଜନସାଧାରଣଙ୍କ ମଧ୍ୟରୁ ପ୍ରାୟ 5,500 ଜଣ କରୋନାରେ ସଂକ୍ରମିତ ହୋଇଛନ୍ତି । ତେବେ ଯୁକ୍ତରାଷ୍ଟ୍ର ଆମେରିକା ଓ ବ୍ରାଜିଲରେ ଏହି ସଂଖ୍ୟା 25,000 ବୋଲି ସେ କହିଛନ୍ତି । ଦେଶରେ ପ୍ରତ୍ୟେକ 10 ଲକ୍ଷ ନାଗରିକଙ୍କ ମଧ୍ୟରେ 83 ଜଣ ପ୍ରାଣ ହରାଉଥିବା ବେଳେ ଯୁକ୍ତରାଷ୍ଟ୍ର ଆମେରିକା, ବ୍ରାଜିଲ, ସ୍ପେନ ଓ ବ୍ରିଟେନ ଭଳି ଅନେକ ଉନ୍ନତ ରାଷ୍ଟ୍ରରେ ଏହି ସଂଖ୍ୟା ପ୍ରାୟ 600 ରହିଛି ।

ଆଫଗାନିସ୍ତାନ ରାଷ୍ଟ୍ରପତି ଏବଂ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପ

August 03rd, 07:49 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଆଫଗାନିସ୍ତାନ ରାଷ୍ଟ୍ରପତି ଡଃ ଅଶରଫ ଘନିଙ୍କ ମଧ୍ୟରେ ଆଜି ଏକ ଟେଲିଫୋନ ବାର୍ତ୍ତାଳାପ ହୋଇଛି । ଉଭୟ ନେତା ପରସ୍ପରକୁ ଆନନ୍ଦର ପର୍ବ ଇଦ-ଅଲ-ଅଜହାର ଶୁଭେଚ୍ଛା ଜଣାଇଲେ ।

ଇଦ-ଅଲ-ଅଜହା ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

August 01st, 10:10 am

ଇଦ-ଅଲ-ଅଜହା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

ମିଲାଦ-ଉନ-ନବି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

November 10th, 12:18 pm

ଆଜି ମିଲାଦ-ଉନ-ନବି ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, “ମିଲାଦ-ଉନ-ନବି ଅବସରରେ ଅଭିନନ୍ଦନ । ପ୍ରଫେଟ ମହମ୍ମଦଙ୍କ ଚିନ୍ତାଧାରା ଦ୍ୱାରା ଅନୁପ୍ରାଣିତ, ଏହି ଦିବସ ସମାଜରେ ଏକତା ଓ କରୁଣାର ଭାବନାକୁ ବୃଦ୍ଧି କରୁ । ସବୁଆଡେ ଶାନ୍ତି ବିରାଜମାନ କରୁ ।”

"ଇଦ-ଉଲ-ଅଜହା ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା "

August 12th, 09:21 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଦ-ଉଲ-ଅଜହା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ''ଇଦ-ଉଲ-ଅଜହା ଅବସରରେ ମୋର ଶୁଭକାମନା I ଆଶା କରୁଛି ଯେ ,ଏହି ପର୍ବ ଆମ ସମାଜରେ ଶାନ୍ତି ଏବଂ ଆନନ୍ଦର ଭାବନାକୁ ଆହୁରି ମଜବୁତ କରିବ I ଇଦ ମୁବାରକ! ,ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି I''

ମିଲାଦ-ଉନ-ନବୀ ଅବସରରେ ଦେଶବାସୀଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ

November 21st, 08:40 am

ମିଲାଦ-ଉନ-ନବିର ପବିତ୍ର ଅବସରରେ ପ୍ରଧାନମନ୍ତ୍ରୀ ଦେଶବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଇଦ୍ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା

June 16th, 10:10 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଦ୍ ପର୍ବ ଅବସରରେ ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।

“ମନ୍ କି ବାତ୍”ର 44ତମ ସଂସ୍କରଣ ମାଧ୍ୟମରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ, 27.05.2018

May 27th, 11:30 am

ନମସ୍କାର । “ମନ କି ବାତ୍” ମାଧ୍ୟମରେ ପୁଣିଥରେ ଆପଣମାନଙ୍କ ସହିତ ଭାବ ବିନିମୟ କରିବାର ସୁଯୋଗ ମିଳିଛି । ଆପଣମାନଙ୍କର ଭଲଭାବେ ମନେଥିବ ନୌବାହିନୀର ଛଅଜଣ ମହିଳା କମାଣ୍ଡରଙ୍କୁ ନେଇ ଗୋଟିଏ ଦଳ ବିଗତ ଅନେକ ମାସ ଧରି ସମୁଦ୍ର ଯାତ୍ରାରେ ଯାଇଥିଲେ । “ନାବିକ ସାଗର ପରିକ୍ରମା” – ମୁଁ ତାଙ୍କରି ବିଷୟରେ କିଛି କହିବାକୁ ଚାହୁଁଛି ।

ଆକାଶବାଣୀରେ ପ୍ରଧାନମନ୍ତ୍ରୀଙ୍କ “ମନ୍ କି ବାତ୍’’ କାର୍ଯ୍ୟକ୍ରମର 38ତମ ସଂସ୍କରଣ (26.11.2017)

November 26th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । କିଛିଦିନ ପୂର୍ବରୁ ମୋତେ କର୍ଣ୍ଣାଟକର ଶିଶୁସାଥିମାନଙ୍କ ସହିତ ପରୋକ୍ଷ ବାର୍ତ୍ତାଳାପର ସୁଯୋଗ ମିଳିଲା ।