Participants of Viksit Vibrant Village Programme share their experiences with PM Modi
July 26th, 10:27 pm
PM Modi interacts with participants of the Viksit Vibrant Village Programme 2026, as MYBharat volunteers share inspiring stories from India's border villages. Participants recount how the journey transformed their perspectives through interactions with local communities, firsthand experiences of life in border villages and a deeper understanding of the spirit of Ek Bharat, Shreshtha Bharatବିକଶିତ ଭାଇବ୍ରାଣ୍ଟ ଭିଲେଜ୍ କାର୍ଯ୍ୟକ୍ରମ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 26th, 05:00 pm
ଆଜିର ଏହି କାର୍ଯ୍ୟକ୍ରମ ଅତ୍ୟନ୍ତ ସ୍ୱତନ୍ତ୍ର। ଦେଶର ପ୍ରାୟ ୨୫୦ଟି ଜିଲ୍ଲାର ଯୁବ ସାଥୀମାନେ ଏହି କାର୍ଯ୍ୟକ୍ରମ ସହ ଯୋଡ଼ି ହୋଇଛନ୍ତି। ମୁଁ ଆପଣମାନଙ୍କ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି।PM Modi Interacts with Participants of Viksit Vibrant Village Programme 2026
July 26th, 04:30 pm
PM Modi today interacted with participants of the Viksit Vibrant Village Programme 2026, lauding the young friends of MY Bharat for their commendable work across the country. He highlighted the official redesignation of border settlements from the 'last' to the 'first villages' of India, noted the newly established infrastructure and praised the local inhabitants for living and breathing patriotism.ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜନ୍ମ ଜୟନ୍ତୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 06th, 06:47 pm
କେନ୍ଦ୍ର କ୍ୟାବିନେଟର ମୋର ସହଯୋଗୀ ଅମିତ ଶାହ ଭାଇ , ଗଜେନ୍ଦ୍ର ସିଂହ ଶେଖାୱତ, ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀ, ବରିଷ୍ଠ ବିଜେପି ସଦସ୍ୟ ଏବଂ ଆମ ଭଳି ଲକ୍ଷ-ଲକ୍ଷ କର୍ମୀଙ୍କ ପ୍ରେରଣା, ଶ୍ରୀ ମାଖନଲାଲ ଜୀ, ବିଜେପି ରାଜ୍ୟ ସଭାପତି ଶାଁମୀକ ଭଟ୍ଟାଚାର୍ଯ୍ୟ, ମାନ୍ୟବର ଜନପ୍ରତିନିଧିଗଣ, ସମ୍ମାନିତ ଅତିଥି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜନ୍ମ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
July 06th, 06:17 pm
ନୂଆଦିଲ୍ଲୀ: ଡକ୍ଟର ଶ୍ୟାମା ପ୍ରସାଦ ମୁଖାର୍ଜୀଙ୍କ ୧୨୫ତମ ଜୟନ୍ତୀ ଅବସରରେ ଆଜି ଆୟୋଜିତ ସମାବେଶକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏକ ଭିଡିଓ ବାର୍ତ୍ତା ମାଧ୍ୟମରେ ସମ୍ବୋଧିତ କରିଛନ୍ତି। ପୂର୍ବ ନିର୍ଦ୍ଧାରିତ ଭ୍ରମଣ ସୂଚୀ ହେତୁ ନିଜର ଶାରୀରିକ ଅନୁପସ୍ଥିତି ସମ୍ପର୍କରେ ସୂଚନା ଦେଇ ସେ ଏହି ଗୁରୁତ୍ୱପୂର୍ଣ୍ଣ ଅବସରରେ ଭୌଗୋଳିକ ଦୂରତାକୁ ଦୂର କରିବାରେ ଡିଜିଟାଲ୍ ସଂଯୋଗୀକରଣର ଅଦ୍ଭୁତ ଶକ୍ତି ଉପରେ ଗୁରୁତ୍ୱାରୋପ କରିଛନ୍ତି। ପ୍ରଯୁକ୍ତିବିଦ୍ୟାର ସହାୟତାରେ, ମୁଁ ଏହି ଐତିହାସିକ କାର୍ଯ୍ୟକ୍ରମରେ ଆପଣମାନଙ୍କ ସହ ଜଡ଼ିତ ହେଉଛି, ବୋଲି ଶ୍ରୀ ମୋଦୀ କହିଛନ୍ତି।ପ୍ରଧାନମନ୍ତ୍ରୀ ମୋଦୀ ଗ୍ରୀଷ୍ମ ଗରମକୁ ଦୂର କରିବା ପାଇଁ ଟିପ୍ସ ସେୟାର କରିଛନ୍ତି, ମନ କୀ ବାତରେ ନାଗରିକମାନଙ୍କୁ ହାଇଡ୍ରେଟ୍ ରହିବାକୁ ପରାମର୍ଶ ଦେଇଛନ୍ତି
May 31st, 11:30 am
‘ମନ୍ କି ବାତ୍’ରେ ପୁଣିଥରେ ଆପଣମାନଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ଦେଶର ଭିନ୍ନ ଭିନ୍ନ ଅଞ୍ଚଳରେ ଆମ ଦେଶର ଲୋକେ ଦେଶ ହିତ, ସମାଜର ହିତ ପାଇଁ ଏଭଳି ଚମତ୍କାର କରୁଛନ୍ତି ଯେ ସେମାନଙ୍କ ବିଷୟରେ ଶୁଣିଲେ ଆମକୁ ନୂତନ ପ୍ରେରଣା ମିଳୁଛି । ଆଜିର କାର୍ଯ୍ୟକ୍ରମର ଆରମ୍ଭ ମୁଁ ଆଥଲେଟିକ୍ସରେ ଦେଶର ଏଭଳି ଗୋଟିଏ ଉପଲବ୍ଧିରୁ କରୁଛି । କିଛିଦିନ ପୂର୍ବେ ଝାଡ଼ଖଣ୍ଡର ରାଞ୍ଚିରେ ଜାତୀୟ ସିନିୟର ଆଥଲେଟିକ୍ସ ଫେଡେରେସନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ସମଗ୍ର ଦେଶରୁ ଆସିଥିବା ପ୍ରାୟ ୮୦୦ ଖେଳାଳି ଅଂଶଗ୍ରହଣ କରିଥିଲେ । ଏଥିରେ ଚାରୋଟି ଭିନ୍ନ ଇଭେଣ୍ଟରେ ଚାରୋଟି ଜାତୀୟ ରେକର୍ଡ ଭଙ୍ଗ ହେଲା । ଗୁରିନ୍ଦରବୀର ସିଂ, ବିଶାଳ ଟିକେ, ତେଜସ୍ୱୀନ ଶଙ୍କର, ଦେବ୍ ମୀଣା ଏବଂ କୂଲଦୀପ କୁମାର । ଏହି ବନ୍ଧୁମାନେ ବିଭିନ୍ନ ଶ୍ରେଣୀରେ ନୂତନ ରେକର୍ଡ ସୃଷ୍ଟି କଲେ । ସର୍ବପ୍ରଥମେ ମୁଁ ଏମାନଙ୍କୁ ସମସ୍ତଙ୍କୁ ଅନେକ ଅନେକ ଅଭିନନ୍ଦନ ଜଣାଉଛି ।ସୋମନାଥ ମନ୍ଦିର ପରିଦର୍ଶନ କଲେ ପ୍ରଧାନମନ୍ତ୍ରୀ
May 11th, 12:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସୋମନାଥ ମନ୍ଦିର ପରିଦର୍ଶନ କରିଛନ୍ତି ଏବଂ ପୁନଃନିର୍ମାଣ ମନ୍ଦିର ଭକ୍ତମାନଙ୍କ ପାଇଁ ଏହାର ଦ୍ୱାର ଖୋଲିବାର ୭୫ ବର୍ଷ ପୂର୍ତ୍ତି ଅବସରରେ ନିଜକୁ ଧନ୍ୟ ମନେ କରୁଛନ୍ତି ବୋଲି ପ୍ରକାଶ କରିଛନ୍ତି ।ଗୁଜରାଟର ପ୍ରଭାସ ପାଟଣରେ ଆୟୋଜିତ ‘ସୋମନାଥ ଅମୃତ ମହୋତ୍ସବ’ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 11th, 10:20 am
ଶ୍ରୀ ସୋମନାଥ ମନ୍ଦିର ପୁନରୁଦ୍ଧାରର ୭୫ତମ ବର୍ଷ ପୂର୍ତ୍ତି ଅବସରରେ ସୋମନାଥ ମନ୍ଦିର ପରିସରରେ ଏକ ବିଶାଳ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମକୁ କେବଳ ଏକ ଆନୁଷ୍ଠାନିକ ଉତ୍ସବ ନୁହେଁ, ବରଂ ଭାରତର ଶାଶ୍ୱତ ଚେତନା ଏବଂ ସଭ୍ୟତାଗତ ଶକ୍ତି ଭାବେ ବର୍ଣ୍ଣନା କରିଥିଲେ। ଏହି ଐତିହାସିକ ସମାବେଶରେ ଦିବ୍ୟ ଭକ୍ତି ଏବଂ ରାଷ୍ଟ୍ରୀୟ ଗୌରବର ଏକ ଉଲ୍ଲେଖନୀୟ ସଙ୍ଗମ ଦେଖିବାକୁ ମିଳିଥିଲା । ବୈଦିକ ମନ୍ତ୍ର, ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ ଏବଂ ସମୁଦ୍ର ଲହଡ଼ିର ଗର୍ଜନ ସହିତ ଏହି ପବିତ୍ର ସ୍ଥାନର ପୁନଃନିର୍ମାଣ ଉତ୍ସବକୁ ଭବ୍ୟ ଆକାରରେ ପାଳନ କରାଯାଇଥିଲା ।ସୋମନାଥ ଅମୃତ ମହୋତ୍ସବରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 11th, 10:15 am
ଶ୍ରୀ ସୋମନାଥ ମନ୍ଦିର ପୁନରୁଦ୍ଧାରର ୭୫ତମ ବର୍ଷ ପୂର୍ତ୍ତି ଅବସରରେ ସୋମନାଥ ମନ୍ଦିର ପରିସରରେ ଏକ ବିଶାଳ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏହି କାର୍ଯ୍ୟକ୍ରମକୁ କେବଳ ଏକ ଆନୁଷ୍ଠାନିକ ଉତ୍ସବ ନୁହେଁ, ବରଂ ଭାରତର ଶାଶ୍ୱତ ଚେତନା ଏବଂ ସଭ୍ୟତାଗତ ଶକ୍ତି ଭାବେ ବର୍ଣ୍ଣନା କରିଥିଲେ। ଏହି ଐତିହାସିକ ସମାବେଶରେ ଦିବ୍ୟ ଭକ୍ତି ଏବଂ ରାଷ୍ଟ୍ରୀୟ ଗୌରବର ଏକ ଉଲ୍ଲେଖନୀୟ ସଙ୍ଗମ ଦେଖିବାକୁ ମିଳିଥିଲା । ବୈଦିକ ମନ୍ତ୍ର, ସାଂସ୍କୃତିକ କାର୍ଯ୍ୟକ୍ରମ ପ୍ରଦର୍ଶନ ଏବଂ ସମୁଦ୍ର ଲହଡ଼ିର ଗର୍ଜନ ସହିତ ଏହି ପବିତ୍ର ସ୍ଥାନର ପୁନଃନିର୍ମାଣ ଉତ୍ସବକୁ ଭବ୍ୟ ଆକାରରେ ପାଳନ କରାଯାଇଥିଲା ।ବେଙ୍ଗାଲୁରୁରେ ‘ଆର୍ଟ ଅଫ୍ ଲିଭିଂ’ର 45ତମ ବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 10th, 11:05 am
ଆଜିର ଏହି ସକାଳ ଏକ ଅତ୍ୟନ୍ତ ସ୍ୱତନ୍ତ୍ର ଅନୁଭବ ଆଣିଛି। ପିଲାମାନଙ୍କ ଦ୍ୱାରା ପାଠ କରାଯାଉଥିବା ବୈଦିକ ମନ୍ତ୍ର ସହିତ ସ୍ୱାଗତ, ଭଗବାନ ଶ୍ରୀ ଗଣେଶଙ୍କ ଦର୍ଶନ, ଶ୍ରୀ ଶ୍ରୀ ରବି ଶଙ୍କର ଜୀଙ୍କ 70 ବର୍ଷ ପାଳନ ଏବଂ ଆର୍ଟ ଅଫ୍ ଲିଭିଂର 45 ବର୍ଷ , ଏହି ମୁହୂର୍ତ୍ତଗୁଡ଼ିକ ସର୍ବଦା ମୋ ସ୍ମୃତିରେ ରହିବ। ଏହି ସୁନ୍ଦର ଉତ୍ସବରେ ମୋତେ ନିମନ୍ତ୍ରଣ କରିଥିବା ଯୋଗୁଁ ମୁଁ ଆପଣ ସମସ୍ତଙ୍କ ପ୍ରତି କୃତଜ୍ଞ।କର୍ଣ୍ଣାଟକର ବେଙ୍ଗାଲୁରୁଠାରେ ଆର୍ଟ ଅଫ୍ ଲିଭିଂ ପ୍ରତିଷ୍ଠାର ୪୫ତମ ବାର୍ଷିକୀ ସମାରୋହରେ ଯୋଗଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 10th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ବେଙ୍ଗାଲୁରୁଠାରେ ଆର୍ଟ ଅଫ ଲିଭିଂର ୪୫ତମ ବାର୍ଷିକୀ ପାଳନ ସମାରୋହରେ ଯୋଗଦେଇଛନ୍ତି। ଏହି ଅବସରର ପବିତ୍ରତା କଥା ପ୍ରକାଶ କରି ସେ କହିଥିଲେ ଯେ ପିଲାମାନଙ୍କ ବେଦବାଣୀ, ଭଗବାନ ଗଣେଶଙ୍କ ଦର୍ଶନ, ଶ୍ରୀ ଶ୍ରୀ ରବିଶଙ୍କରଙ୍କ ୭୦ତମ ବର୍ଷ ଓ ଆର୍ଟ ଅଫ ଲିଭିଂର ୪୫ତମ ବାର୍ଷିକୀ ଦ୍ବାରା ଆଜିର ସକାଳଟି ସମୃଦ୍ଧ ହୋଇଛି। “ଏସବୁ କ୍ଷଣଗୁଡ଼ିକ ସବୁବେଳ ମୋ ମାନସପଟ୍ଟରେ ରହିବ’’ ସେ କହିଥିଲେ।From Gangotri to Gangasagar… the lotus is blooming everywhere: PM Modi from BJP HQ
May 04th, 07:01 pm
PM Modi addressed the karyakartas at the BJP HQ following resounding victories in West Bengal, Assam and Puducherry, calling the moment historic, emotional and a powerful affirmation of trust in democracy and performance-driven governance. Dressed in traditional Bengali attire with a dhoti, the Prime Minister’s appearance reflected a deep cultural connect and symbolised the significance of Bengal’s landmark mandate.PM Modi addresses at the BJP HQ after sweeping victories across states
May 04th, 07:00 pm
PM Modi addressed the karyakartas at the BJP HQ following resounding victories in West Bengal, Assam and Puducherry, calling the moment historic, emotional and a powerful affirmation of trust in democracy and performance-driven governance. Dressed in traditional Bengali attire with a dhoti, the Prime Minister’s appearance reflected a deep cultural connect and symbolised the significance of Bengal’s landmark mandate.ଗ୍ୟାଙ୍ଗଟକରେ ସିକିମର ୫୦ତମ ରାଜ୍ୟ ପ୍ରତିଷ୍ଠା ଉତ୍ସବର ସମାପନ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
April 28th, 10:25 am
ସିକିମର ରାଜ୍ୟପାଳ ଶ୍ରୀ ଓମ୍ ମାଥୁର ଜୀ, ଏଠିକାର ଲୋକପ୍ରିୟ , ଦକ୍ଷତା ପୂର୍ଣ୍ଣ ଯୁବ ଏବଂ ମୋର ପ୍ରିୟ ବନ୍ଧୁ ଶ୍ରୀ ପ୍ରେମ ସିଂହ ତମାଙ୍ଗ ଜୀ, ସଂସଦରେ ମୋର ସହକର୍ମୀ ଶ୍ରୀ ଦୋରଜୀ ଶେରିଂ ଲେପଚା ଜୀ, ଡକ୍ଟର ଇନ୍ଦ୍ର ହାଙ୍ଗ ସୁବ୍ବା ଜୀ, ଶ୍ରୀ ଦିଲ୍ଲୀ ରାମ ଥାପା ଜୀ, ଏବଂ ସିକିମର ମୋର ପ୍ରିୟ ଭାଇ ଓ ଭଉଣୀମାନେ।PM Modi participates in the closing ceremony of Sikkim’s 50th Year of Statehood celebrations in Gangtok, Sikkim
April 28th, 10:15 am
Addressing the closing ceremony of Sikkim’s 50th Year of Statehood celebrations in Gangtok, Sikkim, PM Modi said the state exemplifies the spirit of ‘Ek Bharat, Shreshtha Bharat’. Highlighting tourism, sporting talent and the role of self-help groups in Sikkim, he termed the Northeast as India’s ‘Asht Lakshmi’ and called for collective efforts to accelerate Sikkim’s development and realise Viksit Bharat.ଆଜି ବିଜେପି ସୁଶାସନ ଏବଂ ଶେଷ ମାଇଲ ପର୍ଯ୍ୟନ୍ତ ପହଞ୍ଚାଇବା ପାଇଁ ଠିଆ ହୋଇଛି: ପ୍ରଧାନମନ୍ତ୍ରୀ ମୋଦୀ
April 06th, 12:30 pm
ପ୍ରଧାନମନ୍ତ୍ରୀ ମୋଦୀ ଦଳର ସ୍ଥାପନା ଦିବସରେ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କଲେ, ପିଢ଼ି ପରେ ପିଢ଼ିର କର୍ମୀମାନଙ୍କୁ ଏବଂ ସେମାନଙ୍କ ସମର୍ପଣ, ତ୍ୟାଗ ଏବଂ ଅଟଳ ପ୍ରତିବଦ୍ଧତାକୁ ଶ୍ରଦ୍ଧାଞ୍ଜଳି ଦେଲେ। ସେ ପ୍ରାରମ୍ଭିକ ବର୍ଷଗୁଡ଼ିକୁ ମନେ ପକାଇ କହିଲେ ,ଯେତେବେଳେ ବିଜେପି ପାଖରେ ନା ଶକ୍ତି ଥିଲା ନା ସମ୍ବଳ, ଏବଂ କାର୍ଯ୍ୟକର୍ତ୍ତାମାନେ ଲୋକଙ୍କ ସହିତ ସଂଯୋଗ ସ୍ଥାପନ ପାଇଁ ଅକ୍ଲାନ୍ତ ଯାତ୍ରା କରିଥିଲେ। ସେ ଭାରତର ଉଜ୍ଜ୍ୱଳ ଭବିଷ୍ୟତ ପ୍ରତି ସେମାନଙ୍କର ବିଶ୍ୱାସକୁ ପୁନରାବୃତ୍ତି କଲେ, ଯାହା ସେମାନଙ୍କୁ ଜରୁରୀକାଳୀନ ପରିସ୍ଥିତି, ରାଜନୈତିକ ବିଚ୍ଛିନ୍ନତା ଏବଂ ହିଂସା ଭଳି ଚ୍ୟାଲେଞ୍ଜ ସତ୍ତ୍ୱେ ଆଗକୁ ବଢ଼ୁଥିଲା।ବିଜେପି ସ୍ଥାପନା ଦିବସରେ ଦଳୀୟ କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ମୋଦୀ
April 06th, 12:00 pm
ପ୍ରଧାନମନ୍ତ୍ରୀ ମୋଦୀ ଦଳର ସ୍ଥାପନା ଦିବସରେ ବିଜେପି କାର୍ଯ୍ୟକର୍ତ୍ତାଙ୍କୁ ସମ୍ବୋଧିତ କଲେ, ପିଢ଼ି ପରେ ପିଢ଼ିର କର୍ମୀମାନଙ୍କୁ ଏବଂ ସେମାନଙ୍କ ସମର୍ପଣ, ତ୍ୟାଗ ଏବଂ ଅଟଳ ପ୍ରତିବଦ୍ଧତାକୁ ଶ୍ରଦ୍ଧାଞ୍ଜଳି ଦେଲେ। ସେ ପ୍ରାରମ୍ଭିକ ବର୍ଷଗୁଡ଼ିକୁ ମନେ ପକାଇ କହିଲେ ,ଯେତେବେଳେ ବିଜେପି ପାଖରେ ନା ଶକ୍ତି ଥିଲା ନା ସମ୍ବଳ, ଏବଂ କାର୍ଯ୍ୟକର୍ତ୍ତାମାନେ ଲୋକଙ୍କ ସହିତ ସଂଯୋଗ ସ୍ଥାପନ ପାଇଁ ଅକ୍ଲାନ୍ତ ଯାତ୍ରା କରିଥିଲେ। ସେ ଭାରତର ଉଜ୍ଜ୍ୱଳ ଭବିଷ୍ୟତ ପ୍ରତି ସେମାନଙ୍କର ବିଶ୍ୱାସକୁ ପୁନରାବୃତ୍ତି କଲେ, ଯାହା ସେମାନଙ୍କୁ ଜରୁରୀକାଳୀନ ପରିସ୍ଥିତି, ରାଜନୈତିକ ବିଚ୍ଛିନ୍ନତା ଏବଂ ହିଂସା ଭଳି ଚ୍ୟାଲେଞ୍ଜ ସତ୍ତ୍ୱେ ଆଗକୁ ବଢ଼ୁଥିଲା।ଗୁଜରାଟର ପୋରବନ୍ଦର ଠାରେ ଅନୁଷ୍ଠିତ ମାଧବପୁର ମେଳା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା
March 29th, 10:23 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜରାଟର ପୋରବନ୍ଦରରେ ଚାଲିଥିବା ମାଧବପୁର ମେଳା ପାଇଁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ ଏହି ଭବ୍ୟ ଉତ୍ସବ ଆମର ଗୌରବମୟ ସଂସ୍କୃତିକୁ ଦର୍ଶାଉଛି ଏବଂ ଏହା ଗୁଜରାଟ ଏବଂ ଉତ୍ତର-ପୂର୍ବ ମଧ୍ୟରେ ଥିବା ଚିରନ୍ତନ ସାଂସ୍କୃତିକ ବନ୍ଧନକୁ ସୁଦୃଢ଼ କରୁଛି। ଏହି ପର୍ବ ବିବିଧ ପରମ୍ପରାକୁ ଏକତ୍ର କରିଥାଏ, ଯାହା 'ଏକ ଭାରତ, ଶ୍ରେଷ୍ଠ ଭାରତ ର ପ୍ରକୃତ ଭାବନାକୁ ପ୍ରତିଫଳିତ କରିଥାଏ। ମୁଁ ଲୋକମାନଙ୍କୁ ଏହି ମେଳା ପରିଦର୍ଶନ କରିବାକୁ ଆହ୍ୱାନ କରୁଛି! , ଶ୍ରୀ ମୋଦୀ କହିଥିଲେ।ନୂଆଦିଲ୍ଲୀରେ ପୋଙ୍ଗଲ ଉତ୍ସବରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 14th, 11:00 am
ଆଜି, ପୋଙ୍ଗଲ ବାସ୍ତବରେ ଏକ ବିଶ୍ୱସ୍ତରୀୟ ପର୍ବ ପାଲଟିଛି । ସମଗ୍ର ବିଶ୍ୱରେ ତାମିଲ ସମ୍ପ୍ରଦାୟ ଏବଂ ତାମିଲ ସଂସ୍କୃତିକୁ ପାଳନ କରୁଥିବା ଲୋକମାନେ ଏହାକୁ ବହୁତ ଉତ୍ସାହର ସହ ପାଳନ କରନ୍ତି ଏବଂ ମୁଁ ସେମାନଙ୍କ ମଧ୍ୟରୁ ଜଣେ । ଏହା ମୋର ସୌଭାଗ୍ୟ ଯେ ଏହି ବିଶେଷ ପର୍ବ ପାଳନ କରିବା ପାଇଁ ମୁଁ ଆପଣଙ୍କ ସହ ଯୋଗ ଦେଇଛି । ତାମିଲ ଜୀବନରେ, ପୋଙ୍ଗଲ ଏକ ଆନନ୍ଦଦାୟକ ଅନୁଭୂତି, ଯାହା ଆମର କୃଷକ, ପୃଥିବୀ ଏବଂ ସୂର୍ଯ୍ୟଙ୍କ ପ୍ରତି ଏକ କୃତଜ୍ଞତାର ଭାବନା । ଏହା ଆମକୁ ପ୍ରକୃତି, ପରିବାର ଏବଂ ସମାଜ ସହ ସମନ୍ୱୟର ଗୁରୁତ୍ୱ ଶିଖାଇଥାଏ । ଏହି ସମୟରେ, ଭାରତର ଅନ୍ୟାନ୍ୟ ଅଞ୍ଚଳଗୁଡ଼ିକ ମଧ୍ୟ ଉତ୍ସବରେ ବୁଡ଼ି ରହିଛନ୍ତି - ଲୋହରୀ, ମକର ସଂକ୍ରାନ୍ତି, ମାଘ ବିହୁ ଏବଂ ଏମିତି ଅନେକ ପର୍ବ । ମୁଁ ପୋଙ୍ଗଲ ଏବଂ ଏହି ସମସ୍ତ ପର୍ବରେ ଭାରତ ଏବଂ ବିଶ୍ୱର ସମସ୍ତ ତାମିଲ ଭାଇଭଉଣୀମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି ।ନୂଆଦିଲ୍ଲୀରେ ପୋଙ୍ଗଲ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 14th, 10:45 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ପୋଙ୍ଗଲ ଉତ୍ସବକୁ ସମ୍ବୋଧିତ କରିଛନ୍ତି। ତାମିଲ ଭାଷାରେ ଶୁଭେଚ୍ଛା ଜଣାଇ ଶ୍ରୀ ମୋଦୀ କହିଥିଲେ ଯେ, ପୋଙ୍ଗଲ ଆଜି ଏକ ବିଶ୍ଵସ୍ତରୀୟ ପର୍ବ ପାଲଟିଛି। ଏହି ପର୍ବକୁ ତାମିଲ ସମ୍ପ୍ରଦାୟ ଏବଂ ବିଶ୍ୱବ୍ୟାପୀ ତାମିଲ ସଂସ୍କୃତିକୁ ଆଦର କରୁଥିବା ଲୋକମାନେ ଉତ୍ସାହର ସହିତ ପାଳନ କରନ୍ତି ଏବଂ ସେ ମଧ୍ୟ ସେମାନଙ୍କ ମଧ୍ୟରୁ ଜଣେ । ଏହି ବିଶେଷ ପର୍ବକୁ ସମସ୍ତଙ୍କ ସହିତ ଏକାଠି ପାଳନ କରିବା ତାଙ୍କ ପାଇଁ ସୌଭାଗ୍ୟର କଥା। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ତାମିଲ ଜୀବନରେ, ପୋଙ୍ଗଲ ଏକ ସୁଖଦ ଅଭିଜ୍ଞତା ଭଳି, ଯାହା କୃଷକ, ପୃଥିବୀ ଏବଂ ସୂର୍ଯ୍ୟଙ୍କ ପରିଶ୍ରମ ପ୍ରତି କୃତଜ୍ଞତାକୁ ମୂର୍ତ୍ତିମନ୍ତ କରିଥାଏ। ଏହା ପ୍ରକୃତି, ପରିବାର ଏବଂ ସମାଜରେ ସନ୍ତୁଳନ ରକ୍ଷା ପାଇଁ ଆମକୁ ମାର୍ଗଦର୍ଶନ କରିଥାଏ। ଏହି ସମୟରେ ଦେଶର ବିଭିନ୍ନ ଅଂଶ ମଧ୍ୟ ଲୋହରୀ, ମକର ସଂକ୍ରାନ୍ତି, ମାଘ ବିହୁ ଏବଂ ଅନ୍ୟାନ୍ୟ ପର୍ବପର୍ବାଣୀରେ ବୁଡ଼ି ରହିଛି ବୋଲି ଶ୍ରୀ ମୋଦୀ ଉଲ୍ଲେଖ କରିଥିଲେ। ସେ ପୋଙ୍ଗଲ ଉପଲକ୍ଷେ ଭାରତ ଏବଂ ବିଶ୍ୱବ୍ୟାପୀ ସମସ୍ତ ତାମିଲ ଭାଇଭଉଣୀମାନଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ ଏବଂ ସମସ୍ତ ପର୍ବପର୍ବାଣୀ ପାଇଁ ଶୁଭକାମନା ଦେଇଥିଲେ।