West Bengal continues to suffer under corruption and “cut money” culture: PM Modi in Medinipur
April 19th, 11:30 am
In Medinipur rally, PM Modi contrasted India’s rapid progress with Bengal’s stagnation under TMC, citing corruption, unemployment and migration. Calling for a “loot-free Bengal,” he emphasised the need for change - “Paltaano Dorkar!” He also highlighted Bengal’s untapped fisheries potential, promising a “Blue Revolution”.TMC syndicates will be removed from mandis so that exploitation stops: PM Modi in Jhargram, West Bengal
April 19th, 11:20 am
Jhargram rally witnessed PM Modi raise concerns over infiltration and its impact on Bengal’s identity, while warning against pisive politics. He also exposed issues of high electricity bills and shortages, promising relief through clean and affordable energy under PM Surya Ghar. He further outlined key guarantees for farmers, tribals and youth, higher MSP, expanded welfare schemes, improved schools, healthcare and freedom from syndicate control.PM Modi’s enthusiastic rallies across West Bengal in Bishnupur, Purulia, Jhargram & Medinipur
April 19th, 11:00 am
PM Modi addressed massive and energetic public gatherings across Bishnupur, Purulia, Jhargram and Medinipur, delivering a strong and consistent message of women empowerment, development and decisive change in West Bengal.ଦିଲ୍ଲୀ ଯଶୋଭୂମି ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 04th, 10:45 am
ମୋ କ୍ୟାବିନେଟ ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆଜୀ, ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରଶେଖର ପ୍ରେମାସାନିଜୀ, ବିଭିନ୍ନ ରାଜ୍ୟର ପ୍ରତିନିଧିଗଣ, ବିଦେଶାଗତ ଅତିଥି, ଟେଲିକମ ସେକ୍ଟର ସହ ଜଡିତ ସମସ୍ତ ମାନ୍ୟ ଗଣ୍ୟଗଣ, ବିଭିନ୍ନ କଲେଜରୁ ଆସିଥିବା ଯୁବ ବନ୍ଧୁଗଣ, ଭଦ୍ର ମହିଳା ଓ ଅନ୍ୟମାନେ ।କୌଶଳ ଦୀକ୍ଷାନ୍ତ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ, ୬୨୦୦୦ କୋଟି ଟଙ୍କାରୁ ଅଧିକ ଯୁବ-କୈନ୍ଦ୍ରିକ ପଦକ୍ଷେପର ଆରମ୍ଭ
October 04th, 10:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଆୟୋଜିତ ଦକ୍ଷତା ସମାବର୍ତ୍ତନ ସମାରୋହରେ ୬୨ ହଜାର କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଯୁବ-କୈନ୍ଦ୍ରିକ ପଦକ୍ଷେପ ଆରମ୍ଭ କରିଛନ୍ତି। ଦେଶବ୍ୟାପୀ ଲକ୍ଷ ଲକ୍ଷ ଆଇଟିଆଇ ଛାତ୍ରଛାତ୍ରୀ, ବିହାରର ଛାତ୍ରଛାତ୍ରୀ ଏବଂ ଶିକ୍ଷକମାନଙ୍କୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ ସ୍ମରଣ କରିଥିଲେ ଯେ, କିଛି ବର୍ଷ ପୂର୍ବେ ସରକାର ଆଇଟିଆଇ ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଧରଣର ସମାବର୍ତ୍ତନ ସମାରୋହ ଆୟୋଜନ କରିବାର ଏକ ନୂତନ ପରମ୍ପରା ଆରମ୍ଭ କରିଥିଲେ। ସେ କହିଥିଲେ ଯେ ଆଜି ସେହି ପରମ୍ପରାରେ ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଉପଲବ୍ଧି।We are working with a spirit of service for the welfare of all sections of society: PM Modi in Banswara, Rajasthan
September 25th, 02:32 pm
PM Modi inaugurated and laid the foundation stone for development projects worth over ₹1,22,100 cr in Banswara, Rajasthan. “India is moving fast towards becoming a developed nation, with Rajasthan playing a key role,” he said. Further the PM highlighted energy and tribal welfare initiatives, including new solar projects under PM Surya Ghar and PM-KUSUM. PM Modi also emphasised youth employment and urged citizens to embrace Swadeshi.PM Modi launches ₹1.22 lakh crore worth of development works in Banswara, Rajasthan
September 25th, 02:30 pm
PM Modi inaugurated and laid the foundation stone for development projects worth over ₹1,22,100 cr in Banswara, Rajasthan. “India is moving fast towards becoming a developed nation, with Rajasthan playing a key role,” he said. Further the PM highlighted energy and tribal welfare initiatives, including new solar projects under PM Surya Ghar and PM-KUSUM. PM Modi also emphasised youth employment and urged citizens to embrace Swadeshi.୧୩ ରୁ ୧୫ ସେପ୍ଟେମ୍ବର: ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଓ ବିହାର ଗସ୍ତରେ ପ୍ରଧାନମନ୍ତ୍ରୀ
September 12th, 02:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୩ ରୁ ୧୫ ସେପ୍ଟେମ୍ବର ପର୍ଯ୍ୟନ୍ତ ମିଜୋରାମ, ମଣିପୁର, ଆସାମ, ପଶ୍ଚିମବଙ୍ଗ ଏବଂ ବିହାର ଗସ୍ତ କରିବେ।ଗୁଜରାଟର ଦାହୋଡରେ ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 26th, 11:45 am
ଗୁଜରାଟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ, ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ଗୁଜରାଟ ସରକାରଙ୍କ କ୍ୟାବିନେଟର ମୋର ସମସ୍ତ ସହକର୍ମୀ, ସାଂସଦ, ବିଧାୟକ, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତି ଏବଂ ଦାହୋଡର ମୋର ପ୍ରିୟ ଭାଇ ଓ ଭଉଣୀମାନେ,ଗୁଜରାଟର ଦାହୋଡ଼ରେ 24,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
May 26th, 11:40 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଦାହୋଡ଼ ଠାରେ 24,000 କୋଟି ଟଙ୍କାରୁ ଅଧିକ ମୂଲ୍ୟର ବହୁବିଧ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଦେଶ ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ସେ କହିଛନ୍ତି ଯେ , ମେ’ 26 ତାରିଖଟି ବିଶେଷ ଗୁରୁତ୍ୱ ବହନ କରେ, କାରଣ ହେଉଛି ଏହି ଦିନ ସେ 2014 ରେ ପ୍ରଧାନମନ୍ତ୍ରୀ ଭାବରେ ପ୍ରଥମ ଥର ପାଇଁ ଶପଥ ଗ୍ରହଣ କରିଥିଲେ। ସେ ଗୁଜରାଟର ଲୋକ, ଯେଉଁମାନେ ତାଙ୍କୁ ରାଷ୍ଟ୍ରର ନେତୃତ୍ୱ ନେବାର ଦାୟିତ୍ୱ ଦେଇଥିଲେ, ସେମାନଙ୍କର ଅତୁଟ ସମର୍ଥନ ଏବଂ ଆଶୀର୍ବାଦକୁ ସ୍ୱୀକାର କରିଥିଲେ। ପ୍ରଧାନମନ୍ତ୍ରୀ ଆଲୋକପାତ କରିଥିଲେ ଯେ, ଏହି ବିଶ୍ୱାସ ଏବଂ ଉତ୍ସାହ ଦିନରାତି ଦେଶ ସେବା କରିବା ପାଇଁ ତାଙ୍କ ଉତ୍ସର୍ଗକୁ ପ୍ରୋତ୍ସାହିତ କରିଛି । ବର୍ଷ ବର୍ଷ ଧରି, ଭାରତ ଏପରି ନିଷ୍ପତ୍ତି ନେଇଛି , ଯାହା ଅଭୂତପୂର୍ବ ଏବଂ ଅକଳ୍ପନୀୟ ଥିଲା, ଅନେକ ଦଶନ୍ଧି ପୁରୁଣା ପ୍ରତିବନ୍ଧକରୁ ମୁକ୍ତ ହୋଇ ପ୍ରତ୍ୟେକ କ୍ଷେତ୍ରରେ ଭାରତ ଅଗ୍ରଗତି କରିଛି। ଆଜି, ଦେଶ ହତାଶା ଏବଂ ଅନ୍ଧକାରର ଯୁଗରୁ ଆତ୍ମବିଶ୍ୱାସ ଏବଂ ଆଶାବାଦର ଏକ ନୂତନ ଯୁଗକୁ ଗତି କରୁଛି, ବୋଲି ସେ ମଧ୍ୟ କହିଛନ୍ତି।ଛତିଶଗଡ଼ର ବିଳାସପୁରରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 30th, 06:12 pm
ଛତିଶଗଡ଼ର ରାଜ୍ୟପାଳ, ଶ୍ରୀ ରମେନ ଡେକା ଜୀ, ରାଜ୍ୟର ଲୋକପ୍ରିୟ ଏବଂ ସକ୍ରିୟ ମୁଖ୍ୟମନ୍ତ୍ରୀ, ଶ୍ରୀ ବିଷ୍ଣୁଦେବ ସାଇ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, ମନୋହର ଲାଲ ଜୀ, ଏହି ଅଞ୍ଚଳର ସାଂସଦ ତଥା କେନ୍ଦ୍ର ମନ୍ତ୍ରୀ, ତୋଖାନ ସାହୁ ଜୀ, ଛତିଶଗଡ଼ ବିଧାନସଭାର ବାଚସ୍ପତି ଏବଂ ମୋର ପ୍ରିୟ ବନ୍ଧୁ, ରମଣ ସିଂହ ଜୀ, ଉପମୁଖ୍ୟମନ୍ତ୍ରୀ, ବିଜୟ ଶର୍ମା ଜୀ, ଅରୁଣ ସାହୁ ଜୀ, ଛତିଶଗଡ଼ ସରକାରଙ୍କ ସମସ୍ତ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ, ଏବଂ ଦୂର ଦୂରାନ୍ତରୁ ଏଠାକୁ ଆସିଥିବା ମୋର ଭାଇ ଓ ଭଉଣୀମାନେ !ଛତିଶଗଡର ବିଳାସପୁରରେ ୩୩,୭୦୦ କୋଟିରୁ ଅଧିକ ଟଙ୍କାର ଉନ୍ନୟନ ମୂଳକ କାର୍ଯ୍ୟର ଶିଳାନ୍ୟାସ ଓ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 30th, 03:30 pm
ଭିତ୍ତିଭୂମି ବିକାଶ ଏବଂ ସ୍ଥାୟୀ ଜୀବିକା ବୃଦ୍ଧି ପାଇଁ ତାଙ୍କର ପ୍ରତିବଦ୍ଧତା ଅନୁଯାୟୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଛତିଶଗଡ଼ର ବିଳାସପୁର ଠାରେ ୩୩,୭୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶ ମୂଳକ ପ୍ରକଳ୍ପର ଶିଳାନ୍ୟାସ, କାର୍ଯ୍ୟ ଆରମ୍ଭ କରିଛନ୍ତି ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିଛନ୍ତି । ଆଜି ନୂଆ ବର୍ଷର ଶୁଭ ଆରମ୍ଭ ଏବଂ ନବରାତ୍ରିର ପ୍ରଥମ ଦିନରେ ସେ ମା' ମହାମାୟାଙ୍କ ଭୂମି ଏବଂ ମାତା କୌଶଲ୍ୟାଙ୍କ ମାତୃଭୂମି ଭାବେ ଛତିଶଗଡ଼ର ମହତ୍ତ୍ୱ ଉପରେ ଗୁରୁତ୍ୱାରୋପ କରିଥିଲେ। ରାଜ୍ୟ ପାଇଁ ଦେବୀଙ୍କ ପ୍ରତି ସମର୍ପିତ ଏହି ନଅ ଦିନର ବିଶେଷ ମହତ୍ତ୍ୱ ଉପରେ ସେ ଆଲୋକପାତ କରିଥିଲେ। ନବରାତ୍ରିର ପ୍ରଥମ ଦିନରେ ଛତିଶଗଡ଼ରେ ରହିବାର ସୌଭାଗ୍ୟ ସମ୍ପର୍କରେ ଉଲ୍ଲେଖ କରିବା ସହ ଭକ୍ତ ଶିରୋମଣି ମାତା କର୍ମାଙ୍କ ସମ୍ମାନରେ ନିକଟରେ ଡାକ ଟିକଟ ଜାରି ହୋଇଥିବାରୁ ସମସ୍ତଙ୍କୁ ଅଭିନନ୍ଦନ ଜଣାଇଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ, ନବରାତ୍ରି ପର୍ବ ରାମନବମୀ ପାଳନ ସହିତ ଶେଷ ହେବ , ଏହା ସହିତ ଯେ ଛତିଶଗଡ଼ରେ ଭଗବାନ ରାମଙ୍କ ପ୍ରତି ଅନନ୍ୟ ଭକ୍ତି, ବିଶେଷ କରି ରାମନାମୀ ସମାଜର ଅସାଧାରଣ ସମର୍ପଣ, ଯିଏ କି ଭଗବାନ ରାମଙ୍କ ନାମରେ ନିଜର ସମଗ୍ର ଅସ୍ତିତ୍ୱ ଉତ୍ସର୍ଗ କରିଛନ୍ତି, ତାହା ଉପରେ ଆଲୋକପାତ କରିଥିଲେ। ସେ ଛତିଶଗଡ଼ବାସୀଙ୍କୁ ଭଗବାନ ରାମଙ୍କ ମାମୁଁ ଘର ପରିବାର ବୋଲି ଦର୍ଶାଇ ଶୁଭେଚ୍ଛା ଜଣାଇଥିଲେ।ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ
February 06th, 04:21 pm
ଭାରତର ଉପଲବ୍ଧି ସମ୍ପର୍କରେ ଭାରତଠାରୁ ବିଶ୍ୱର ଆଶା ଏବଂ ଏକ 'ବିକଶିତ ଭାରତ' ଗଠନ ସମ୍ବନ୍ଧରେ ଭାରତରେ ସାଧାରଣ ଲୋକଙ୍କ ଆତ୍ମବିଶ୍ୱାସ ବିକଶିତ କରିବାର ସଂକଳ୍ପ ଉପରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟ ବିସ୍ତୃତ ଭାବେ ବର୍ଣ୍ଣନା କରିଛନ୍ତି, ସେ ଦେଶର ଭବିଷ୍ୟତ ପାଇଁ ଏକ ଦିଗ ମଧ୍ୟ ଦେଖାଇଛନ୍ତି। ସମ୍ମାନନୀୟ ରାଷ୍ଟ୍ରପତିଙ୍କ ଅଭିଭାଷଣ ପ୍ରେରଣାଦାୟୀ ଏବଂ ପ୍ରଭାବଶାଳୀ ଥିଲା, ଏବଂ ଏହା ଭବିଷ୍ୟତ କାର୍ଯ୍ୟ ପାଇଁ ଆମ ସମସ୍ତଙ୍କ ପାଇଁ ମାର୍ଗଦର୍ଶନ ଭାବରେ କାର୍ଯ୍ୟ କରିଥିଲା। ମୁଁ ଏଠାରେ ସମ୍ମାନନୀୟ ରାଷ୍ଟ୍ରପତି ମହୋଦୟଙ୍କୁ ତାଙ୍କ ଅଭିଭାଷଣ ପାଇଁ ଧନ୍ୟବାଦ ଜଣାଇବାକୁ ଆସି ଏହି ସ୍ଥାନରେ ଉପସ୍ଥିତ ହୋଇଛି ।ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
February 06th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ଦେଇଛନ୍ତି। ଗୃହକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଅଭିଭାଷଣରେ ଭାରତର ସଫଳତା, ଭାରତଠାରୁ ବିଶ୍ୱର ଆଶା ଏବଂ ଏକ ବିକଶିତ ଭାରତ ନିର୍ମାଣରେ ସାଧାରଣ ଜନତାଙ୍କ ଆତ୍ମବିଶ୍ୱାସ ସାମିଲ ଥିଲା। ସେ କହିଥିଲେ ଯେ ରାଷ୍ଟ୍ରପତିଙ୍କ ଭାଷଣ ପ୍ରେରଣାଦାୟୀ, ପ୍ରଭାବଶାଳୀ ଏବଂ ଭବିଷ୍ୟତର କାର୍ଯ୍ୟ ପାଇଁ ମାର୍ଗଦର୍ଶନ ପ୍ରଦାନ କରିଛି । ଏହି ଅଭିଭାଷଣ ପାଇଁ ସେ ରାଷ୍ଟ୍ରପତିଙ୍କୁ କୃତଜ୍ଞତା ଜଣାଇଥିଲେ।Odisha is experiencing unprecedented development: PM Modi in Bhubaneswar
November 29th, 04:31 pm
Prime Minister Narendra Modi addressed a large gathering in Bhubaneswar, Odisha, emphasizing the party's growing success in the state and reaffirming the BJP's commitment to development, public welfare, and strengthening the social fabric of the state.PM Modi's Commitment to Making Odisha a Global Hub of Growth and Opportunity
November 29th, 04:30 pm
Prime Minister Narendra Modi addressed a large gathering in Bhubaneswar, Odisha, emphasizing the party's growing success in the state and reaffirming the BJP's commitment to development, public welfare, and strengthening the social fabric of the state.The Mahayuti government is striving for the empowerment of every section of the society: PM to BJP Karyakartas, Maharashtra
November 16th, 11:48 am
As part of the ‘Mera Booth Sabse Mazboot’ program, Prime Minister Narendra Modi has directly interacted with BJP karyakartas in Maharashtra via the NaMo App. He said, “The people of Maharashtra are highly impressed with the two-and-a-half years of the Mahayuti government's tenure. Everywhere I have been, I have witnessed this affection. The people of Maharashtra want this government to continue for the next five years.”PM Modi interacts with BJP Karyakartas from Maharashtra via NaMo App
November 16th, 11:30 am
As part of the ‘Mera Booth Sabse Mazboot’ program, Prime Minister Narendra Modi has directly interacted with BJP karyakartas in Maharashtra via the NaMo App. He said, “The people of Maharashtra are highly impressed with the two-and-a-half years of the Mahayuti government's tenure. Everywhere I have been, I have witnessed this affection. The people of Maharashtra want this government to continue for the next five years.”Ek Hain To Safe Hain: PM Modi in Nashik, Maharashtra
November 08th, 12:10 pm
A large audience gathered for public meeting addressed by Prime Minister Narendra Modi in Nashik, Maharashtra. Reflecting on his strong bond with the state, PM Modi said, “Whenever I’ve sought support from Maharashtra, the people have blessed me wholeheartedly.” He further emphasized, “If Maharashtra moves forward, India will prosper.” Over the past two and a half years, the Mahayuti government has demonstrated the rapid progress the state can achieve.Article 370 will never return. Baba Saheb’s Constitution will prevail in Kashmir: PM Modi in Dhule, Maharashtra
November 08th, 12:05 pm
A large audience gathered for a public meeting addressed by PM Modi in Dhule, Maharashtra. Reflecting on his bond with Maharashtra, PM Modi said, “Whenever I’ve asked for support from Maharashtra, the people have blessed me wholeheartedly.”