Assam’s progress is giving new momentum to entire Northeast: PM Modi in Guwahati

March 13th, 05:30 pm

PM Modi inaugurated and laid foundation stones for development projects worth around ₹19,480 crore in Guwahati, Assam. He transferred more than ₹18,000 crore under the PM Kisan Samman Nidhi scheme to Annadatas across the nation and distributed land pattas to tea plantation workers in Assam. He noted that the progress of Assam is giving new momentum to the entire North East and is emerging as a model state for the nation.

PM Modi launches various development works in Guwahati, Assam

March 13th, 05:00 pm

PM Modi inaugurated and laid foundation stones for development projects worth around ₹19,480 crore in Guwahati, Assam. He transferred more than ₹18,000 crore under the PM Kisan Samman Nidhi scheme to Annadatas across the nation and distributed land pattas to tea plantation workers in Assam. He noted that the progress of Assam is giving new momentum to the entire North East and is emerging as a model state for the nation.

ଆନ୍ଧ୍ର ପ୍ରଦେଶର ଅମରାବତୀରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

May 02nd, 03:45 pm

ତଲ୍ଲୀ ଦୁର୍ଗା ଭବାନୀ କୋଲୁଭୂନ୍ନାଙ୍କ ଏହି ପବିତ୍ର ଭୂମିରେ ମୁଁ ସହରର ଭିତରେ ଭାଗରେ, କାଲାଭଡ଼ମକୁ, ଆନନ୍ଦମୁଗା ଅନ୍ନଦି ଅଛି ।

ଆନ୍ଧ୍ରପ୍ରଦେଶର ଅମରାବତୀରେ ୫୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିକାଶ କାର୍ଯ୍ୟର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

May 02nd, 03:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ଅମରାବତୀରେ ୫୮,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ବିକାଶ ପ୍ରକଳ୍ପର ଉଦଘାଟନ, ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ପବିତ୍ର ଅମରାବତୀ ଭୂମିରେ ଠିଆ ହୋଇ ସେ କେବଳ ଏକ ସହର ନୁହେଁ, ବରଂ ଏକ ସ୍ୱପ୍ନ ସାକାର ହେଉଥିବା ଦେଖନ୍ତି-ଏକ ନୂତନ ଅମରାବତୀ, ଏକ ନୂତନ ଆନ୍ଧ୍ର। ଅମରାବତୀ ହେଉଛି ଏପରି ଏକ ଭୂମି ଯେଉଁଠାରେ ପରମ୍ପରା ଏବଂ ପ୍ରଗତି ଏକା ସାଙ୍ଗରେ ଚାଲିଥାଏ, ଯାହା ଏହାର ବୌଦ୍ଧ ଐତିହ୍ୟର ଶାନ୍ତି ଏବଂ ଏକ ବିକଶିତ ଭାରତ ନିର୍ମାଣର ଶକ୍ତିକୁ ଗ୍ରହଣ କରିଥାଏ, ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ସେ ଆହୁରି ମଧ୍ୟ କହିଥିଲେ ଯେ ଆଜି ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉଦଘାଟନ କରାଯାଇଛି ଏବଂ ଏହି ପ୍ରକଳ୍ପଗୁଡ଼ିକ କେବଳ କଂକ୍ରିଟ ଢାଞ୍ଚା ନୁହେଁ ବରଂ ଆନ୍ଧ୍ରପ୍ରଦେଶର ଆକାଂକ୍ଷା ଏବଂ ବିକାଶ ପାଇଁ ଭାରତର ଦୃଷ୍ଟିକୋଣର ଦୃଢ଼ ମୂଳଦୁଆ। ଭଗବାନ ବୀରଭଦ୍ର, ଭଗବାନ ଅମରଲିଙ୍ଗେଶ୍ୱର ଏବଂ ତିରୁପତି ବାଲାଜୀଙ୍କୁ ପ୍ରାର୍ଥନା କରି ପ୍ରଧାନମନ୍ତ୍ରୀ ମୋଦୀ ଆନ୍ଧ୍ରପ୍ରଦେଶର ଜନସାଧାରଣଙ୍କୁ ଶୁଭେଚ୍ଛା ଜଣାଇଥିଲେ। ସେ ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ ଏବଂ ଉପମୁଖ୍ୟମନ୍ତ୍ରୀ ଶ୍ରୀ ପବନ କଲ୍ୟାଣଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଥିଲେ।

Uttar Pradesh is no longer just a land of possibilities but of competence and accomplishments: PM Modi in Varanasi

April 11th, 11:00 am

PM Modi laid the foundation stone and inaugurated various development projects worth over Rs 3,880 crore in Varanasi. The PM exclaimed that in the last 10 years, the development of Banaras has gained a new momentum. He emphasized the strengthening of connectivity through infrastructure projects, the campaign to provide tap water to every household, and the expansion of education, health, and sports facilities.

PM Modi lays foundation stone, inaugurates development works worth over Rs 3,880 crore in Varanasi,Uttar Pradesh

April 11th, 10:49 am

PM Modi laid the foundation stone and inaugurated various development projects worth over Rs 3,880 crore in Varanasi. The PM exclaimed that in the last 10 years, the development of Banaras has gained a new momentum. He emphasized the strengthening of connectivity through infrastructure projects, the campaign to provide tap water to every household, and the expansion of education, health, and sports facilities.

ମହାରାଷ୍ଟ୍ରର ୱାର୍ଦ୍ଧାରେ ଜାତୀୟ 'ପିଏମ୍ ବିଶ୍ୱକର୍ମା' କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 20th, 11:45 am

ଦୁଇ ଦିନ ତଳେ ଆମେ ସମସ୍ତେ ବିଶ୍ୱକର୍ମା ପୂଜା ପାଳନ କରିଥିଲୁ। ଆଉ ଆଜି ୱାର୍ଦ୍ଧାର ପବିତ୍ର ଭୂମିରେ ଆମେ ପିଏମ ବିଶ୍ୱକର୍ମା ଯୋଜନାର ସଫଳତାର ଉତ୍ସବ ପାଳନ କରୁଛୁ । ଆଜିର ଦିନଟି ମଧ୍ୟ ବିଶେଷ, କାରଣ ୧୯୩୨ ମସିହା ଆଜିର ଦିନରେ ମହାତ୍ମା ଗାନ୍ଧୀ ଅସ୍ପୃଶ୍ୟତା ବିରୋଧରେ ଅଭିଯାନ ଆରମ୍ଭ କରିଥିଲେ। ଏଭଳି ପରିସ୍ଥିତିରେ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତିର ଏହି ଉତ୍ସବ, ବିନୋବା ଭାବେ ଜୀ ଙ୍କର ଏହି ସାଧନାସ୍ଥଳୀ, ମହାତ୍ମା ଗାନ୍ଧୀଙ୍କର କର୍ମଭୂମି,ୱାର୍ଧାର ଏହି ଭୂମି, ସଫଳତା ଓ ପ୍ରେରଣାର ଏମିତି ସଂଗମ, ଯାହାକି ଭାରତର ବିକଶିତ ଭାରତ ପାଇଁ ଆମର ସଂକଳ୍ପକୁ ନୂତନ ଶକ୍ତି ପ୍ରଦାନ କରିବ। ବିଶ୍ୱକର୍ମା ଯୋଜନା ମାଧ୍ୟମରେ ଆମେ କଠିନ ପରିଶ୍ରମ ମାଧ୍ୟମରେ ସମୃଦ୍ଧି, ଏହାର ଦକ୍ଷତାକୁ ଏକ ଉନ୍ନତ ଭବିଷ୍ୟତର ଯେଉଁ ସଙ୍କଳ୍ପ ନେଇଛୁ, ୱାର୍ଦ୍ଧାରେ ବାପୁଙ୍କ ପ୍ରେରଣା ସେହି ସଂକଳ୍ପଗୁଡ଼ିକୁ ସଫଳତାର ସହ ନେବାରେ ମାଧ୍ୟମ ହେବ । ଏହି ଅବସରରେ ମୁଁ ଏହି ଯୋଜନା ସହ ଜଡ଼ିତ ସମସ୍ତ ଜନସାଧାରଣ, ଦେଶର ସମସ୍ତ ହିତାଧିକାରୀଙ୍କୁ ଏହି ଅବସରରେ ଅଭିନନ୍ଦନ ଜଣାଉଛି ।

ମହାରାଷ୍ଟ୍ରର ୱାର୍ଦ୍ଧାଠାରେ ଜାତୀୟ ପିଏମ୍‌ ବିଶ୍ୱକର୍ମା କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 20th, 11:30 am

: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ୱାର୍ଦ୍ଧାଠାରେ ଜାତୀୟ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ 'ଆଚାର୍ଯ୍ୟ ଚାଣକ୍ୟ ଦକ୍ଷତା ବିକାଶ' ଯୋଜନା ଏବଂ 'ପୁଣ୍ୟଶ୍ଲୋକ ଅହଲ୍ୟାଦେବୀ ହୋଲକର ମହିଳା ଷ୍ଟାର୍ଟଅପ୍ ଯୋଜନା'ର ଶୁଭାରମ୍ଭ କରିଥିଲେ। ସେ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ହିତାଧିକାରୀଙ୍କୁ ସାର୍ଟିଫିକେଟ୍ ଏବଂ ଋଣ ପ୍ରଦାନ କରିବା ସହ ପ୍ରଧାନମନ୍ତ୍ରୀ ବିଶ୍ୱକର୍ମା ଅଧୀନରେ ପ୍ରଗତିର ଏକ ବର୍ଷ ପୂର୍ତ୍ତି ଅବସରରେ ସମର୍ପିତ ଏକ ସ୍ମାରକୀ ଟିକଟ ମଧ୍ୟ ଉନ୍ମୋଚନ କରିଥିଲେ । ଶ୍ରୀ ମୋଦୀ ମହାରାଷ୍ଟ୍ରର ଅମରାବତୀଠାରେ ପ୍ରଧାନମନ୍ତ୍ରୀ ମେଗା ସମନ୍ୱିତ ଟେକ୍ସଟାଇଲ୍ ରିଜିୟନ୍ସ ଆଣ୍ଡ୍ ଆପାରେଲ୍ (ପିଏମ୍ ମିତ୍ର) ପାର୍କର ଶିଳାନ୍ୟାସ କରିଛନ୍ତି। ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ପଦଯାତ୍ରା କରିଥିଲେ।

ଗୁଜରାଟର ଅହମ୍ମଦାବାଦରେ ଉନ୍ନୟନମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 12th, 10:00 am

ଗୁଜୁରାଟର ରାଜ୍ୟପାଳ ଆଚାର୍ଯ୍ୟ ଶ୍ରୀ ଦେବବ୍ରତ ଜୀ, ଗୁଜୁରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଜୀ, କ୍ୟାବିନେଟରେ ମୋର ସହକର୍ମୀ, ରେଳମନ୍ତ୍ରୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ସଂସଦରେ ମୋର ସହଯୋଗୀ ଏବଂ ଗୁଜରାଟ ପ୍ରଦେଶ ଭାରତୀୟ ଜନତା ପାର୍ଟିର ଅଧକ୍ଷ ଶ୍ରୀ ସିଆର ପାଟିଲ ଏବଂ ଦେଶର କୋଣ ଅନୁକୋଣରେ ଯୋଡି ହୋଇଥିବା ସମସ୍ତ ସମସ୍ତ ସମ୍ମାନିତ ରାଜ୍ୟପାଳ, ଆଦରଣୀୟ, ବିଧାୟକ ଗଣ, ମୁଖ୍ୟମନ୍ତ୍ରୀ ଗଣ, ସାଂସଦଗଣ, ବିଧାନସଭାର ସଦସ୍ୟ ଓ ମନ୍ତ୍ରୀଗଣ। ଦେଶର ୭୦୦ରୁ ଅଧିକ ସ୍ଥାନରେ ଲକ୍ଷ ଲକ୍ଷ ଲୋକ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରୁଥିବା ମୁଁ ସ୍କ୍ରିନରେ ଦେଖୁଛି । ବୋଧହୁଏ ଭାରତର କୋଣ ଅନୁକୋଣରେ ଏତେ ବଡ଼ ଘଟଣା ରେଳଇତିହାସରେ ପୂର୍ବରୁ କେବେ ଘଟିନଥିଲା। ଗତ ୧୦୦ ବର୍ଷ ମଧ୍ୟରେ ପ୍ରଥମ ଥର ପାଇଁ ଏଭଳି ଘଟଣା ଘଟୁଛି। ଏହି ଭବ୍ୟ କାର୍ଯ୍ୟକ୍ରମ ପାଇଁ ମୁଁ ରେଳବାଇକୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି ।

ଗୁଜରାଟର ଅହମ୍ମଦାବାଦରେ ୧,୦୬,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଛନ୍ତି ପ୍ରଧାନମନ୍ତ୍ରୀ

March 12th, 09:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜୁରାଟର ଅହମ୍ମଦାବାଦଠାରେ ଡେଡିକେଟେଡ୍ ଫ୍ରେଟ୍ କରିଡରର ଅପରେସନ୍ କଣ୍ଟ୍ରୋଲ ସେଣ୍ଟରରେ ୧,୦୬,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜିର ବିକାଶ ପ୍ରକଳ୍ପଗୁଡିକରେ ରେଳ ଭିତ୍ତିଭୂମି, ଯୋଗାଯୋଗ ଏବଂ ପେଟ୍ରୋକେମିକାଲ ସମେତ ଏକାଧିକ କ୍ଷେତ୍ର ଅନ୍ତର୍ଭୁକ୍ତ । ଏଥିସହ ସେ ୧୦ଟି ନୂଆ ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିଛନ୍ତି।

ବିହାରର ଔରଙ୍ଗାବାଦରେ ବିଭିନ୍ନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 02nd, 03:00 pm

ବିହାରର ରାଜ୍ୟପାଳ ଶ୍ରୀମାନ ରାଜେନ୍ଦ୍ର ଅର୍ଲେକରଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ନୀତୀଶ କୁମାର ଜୀ ଏବଂ ଏଠାରେ ବସିଥିବା ସମସ୍ତ ବରିଷ୍ଠ ନେତା, ମୁଁ ସମସ୍ତଙ୍କ ନାମ ମନେ ପକାଉନାହିଁ କିନ୍ତୁ ମୁଁ ସମସ୍ତ ପୁରୁଣା ବନ୍ଧୁମାନଙ୍କୁ ଆଜିର ଏହି ମିଳନ ଏବଂ ଏତେ ସଂଖ୍ୟକ ସଂଖ୍ୟାରେ ଆପଣମାନେ ଏଠାକୁ ଆସିଥିବା ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ, ଜନତା ଜନାର୍ଦ୍ଦନଙ୍କୁ ମୁଁ ହୃଦୟରୁ ଅଭିନନ୍ଦନ ଜଣାଉଛି ।

ପ୍ରଧାନମନ୍ତ୍ରୀ ବିହାରର ଔରଙ୍ଗାବାଦରେ ୨୧,୪୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବା ସହ ଶିଳାନ୍ୟାସ କରିଛନ୍ତି

March 02nd, 02:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ଔରଙ୍ଗାବାଦ ଠାରେ ୨୧,୪୦୦ କୋଟି ଟଙ୍କାର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜିର ଉନ୍ନୟନ ମୂଳକ ପ୍ରକଳ୍ପ ଗୁଡ଼ିକ ମଧ୍ୟରେ ସଡ଼କ, ରେଳ ବାଇ ଏବଂ ନମାମି ଗଙ୍ଗେ କାର୍ଯ୍ୟକ୍ରମ ଇତ୍ୟାଦି କ୍ଷେତ୍ର ଅନ୍ତର୍ଭୁକ୍ତ । ପ୍ରଧାନମନ୍ତ୍ରୀ ଫଟୋ ଗ୍ୟାଲେରୀକୁୁ ମଧ୍ୟ ବୁଲି ଦେଖିଥିଲେ ।

ପ୍ରଧାନମନ୍ତ୍ରୀଙ୍କ ଦ୍ଵାରା ଗୁଜରାଟର କେୱଡିଆଠାରେ ଆରୋଗ୍ୟ ବନ, ଆରୋଗ୍ୟ କୁଟୀର, ଏକତା ମଲ ଓ ଶିଶୁ ପୋଷଣ ଉଦ୍ୟାନ ଉଦଘାଟିତ

October 30th, 03:11 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସମନ୍ଵିତ ବିକାଶ ପ୍ରକଳ୍ପ ଅଧୀନରେ ଗୁଜରାଟର କେୱଡିଆଠାରେ ବିଭିନ୍ନ ପ୍ରକଳ୍ପ ଉଦଘାଟନ କରିଛନ୍ତି । ଶ୍ରୀ ମୋଦୀ ଆରୋଗ୍ୟ ବନ ଏବଂ ଆରୋଗ୍ୟ କୁଟୀର ସହ ଏକତା ମଲ ଓ ଶିଶୁ ପୋଷଣ ଉଦ୍ୟାନ ମଧ୍ୟ ଉଦଘାଟନ କରିଛନ୍ତି ।