ଇଲାବେନ ଭଟ୍ଟଙ୍କ ବିୟୋଗରେ ପ୍ରଧାନମନ୍ତ୍ରୀଙ୍କ ଶୋକ

November 02nd, 04:28 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ବିଶିଷ୍ଟ ଶିକ୍ଷାବିତ ଓ ସମାଜସେବୀ ସୁଶ୍ରୀ ଇଲାବେନ ଭଟ୍ଟଙ୍କ ବିୟୋଗରେ ଶୋକ ବ୍ୟକ୍ତ କରିଛନ୍ତି । ମହିଳା ସଶକ୍ତିକରଣ, ସମାଜସେବା ଓ ଯୁବପୀଢିଙ୍କ ମଧ୍ୟରେ ଶିକ୍ଷାକୁ ପ୍ରୋତ୍ସାହନ ଦେବାରେ ତାଙ୍କ ଉଦ୍ୟମକୁ ପ୍ରଧାନମନ୍ତ୍ରୀ ସ୍ମରଣ କରିଛନ୍ତି ।