Participants of Viksit Vibrant Village Programme share their experiences with PM Modi
July 26th, 10:27 pm
PM Modi interacts with participants of the Viksit Vibrant Village Programme 2026, as MYBharat volunteers share inspiring stories from India's border villages. Participants recount how the journey transformed their perspectives through interactions with local communities, firsthand experiences of life in border villages and a deeper understanding of the spirit of Ek Bharat, Shreshtha Bharatବିକଶିତ ଭାଇବ୍ରାଣ୍ଟ ଭିଲେଜ୍ କାର୍ଯ୍ୟକ୍ରମ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
July 26th, 05:00 pm
ଆଜିର ଏହି କାର୍ଯ୍ୟକ୍ରମ ଅତ୍ୟନ୍ତ ସ୍ୱତନ୍ତ୍ର। ଦେଶର ପ୍ରାୟ ୨୫୦ଟି ଜିଲ୍ଲାର ଯୁବ ସାଥୀମାନେ ଏହି କାର୍ଯ୍ୟକ୍ରମ ସହ ଯୋଡ଼ି ହୋଇଛନ୍ତି। ମୁଁ ଆପଣମାନଙ୍କ ସମସ୍ତଙ୍କୁ ଅଭିନନ୍ଦନ ଜଣାଉଛି।PM Modi Interacts with Participants of Viksit Vibrant Village Programme 2026
July 26th, 04:30 pm
PM Modi today interacted with participants of the Viksit Vibrant Village Programme 2026, lauding the young friends of MY Bharat for their commendable work across the country. He highlighted the official redesignation of border settlements from the 'last' to the 'first villages' of India, noted the newly established infrastructure and praised the local inhabitants for living and breathing patriotism.ପ୍ୟାରିସ୍ରେ ଭାରତୀୟ ସମ୍ପ୍ରଦାୟର କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 18th, 11:41 pm
ଫ୍ରାନ୍ସରେ ରହୁଥିବା ଆପଣମାନେ ଭାରତୀୟ ସମ୍ପ୍ରଦାୟ – ୨୧ଶଦାବ୍ଦୀର ଭାରତ-ଫ୍ରାନ୍ସ ସମ୍ପର୍କରେ ଯେପରି ସଂଯୋଗ ସ୍ଥାପନ କରିଛନ୍ତି, ତାହା ଆମର ରଣନୈତିକ ସହଭାଗୀତା ପାଇଁ ଏକ ପ୍ରମୁଖ ଶକ୍ତିରେ ପରିଣତ ହୋଇଛିି । ମୁଁ ଆପଣମାନଙ୍କ ପାଇଁ ୧୪୦ କୋଟି ଭାରତୀୟଙ୍କ ଶୁଭେଚ୍ଛା ଆଣିଛି । ଏହି ଭବ୍ୟ ଏବଂ ସ୍ନେହପୂର୍ଣ୍ଣ ସ୍ୱାଗତ ପାଇଁ ମୁଁ ଆପଣମାନଙ୍କ ସମସ୍ତଙ୍କ ପ୍ରତି ମୋର ହୃଦୟରୁ କୃତଜ୍ଞତା ପ୍ରକାଶ କରୁଛି ।ପ୍ୟାରିସରେ ଭାରତୀୟ ସମୁଦାୟକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
June 18th, 09:30 pm
ପ୍ରଧାନମନ୍ତ୍ରୀ ୧୮ ଜୁନ୍ ୨୦୨୬ରେ ପ୍ୟାରିସରେ ଆୟୋଜିତ ଭାରତୀୟ ସମ୍ପ୍ରଦାୟର ଏକ ବିଶାଳ ସମାବେଶକୁ ସମ୍ବୋଧିତ କରିଥିଲେ। କାର୍ଯ୍ୟକ୍ରମସ୍ଥଳରେ ପହଞ୍ଚିବା ପରେ, ପ୍ରବାସୀ ଭାରତୀୟମାନେ ପ୍ରଧାନମନ୍ତ୍ରୀଙ୍କୁ ଏକ ଭବ୍ୟ ଏବଂ ଆକର୍ଷଣୀୟ ସ୍ୱାଗତ ଜଣାଇଥିଲେ, ଯାହା ମାତୃଭୂମି ପ୍ରତି ସେମମାନଙ୍କର ଗଭୀର ସ୍ନେହ ଓ ଆତ୍ମୀୟତାର ପ୍ରତିଫଳନ ଥିଲା।କ୍ରମାଗତ କାର୍ଯ୍ୟକାଳ ସହ ସବୁଠାରୁ ଦୀର୍ଘ ସମୟ ଧରି ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବାର ଗୌରବ ହାସଲ କରିଥିବାରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଅଭିନନ୍ଦନ ଜଣାଇ କ୍ୟାବିନେଟ୍ରେ ପ୍ରସ୍ତାବ ଗୃହୀତ
June 10th, 01:50 pm
କେନ୍ଦ୍ର କ୍ୟାବିନେଟ ଆଜି ଜୁନ୍ ୧୦, ୨୦୨୬କୁ ଭାରତୀୟ ଗଣତନ୍ତ୍ରର ଯାତ୍ରାରେ ଏକ ଐତିହାସିକ ମାଇଲଖୁଣ୍ଟ ଭାବରେ ଗ୍ରହଣ କରି ଏକ ପ୍ରସ୍ତାବ ଗ୍ରହଣ କରିଛି, ଯେଉଁଥିରେ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଦେଶର ସବୁଠାରୁ ଦୀର୍ଘକାଳୀନ ନିର୍ବାଚିତ ପ୍ରଧାନମନ୍ତ୍ରୀ ହେବା ପାଇଁ ଅଭିନନ୍ଦନ ଜଣାଯାଇଛି। ନିର୍ବାଚିତ ପ୍ରଧାନମନ୍ତ୍ରୀ ଭାବରେ ଲଗାତର ୪,୩୯୯ ଦିନ ସେବା କରିବାର ରେକର୍ଡ ସ୍ଥାପନ କରି, ସେ ଶ୍ରୀ ଜବାହରଲାଲ ନେହେରୁଙ୍କ ପୂର୍ବ ରେକର୍ଡକୁ ଅତିକ୍ରମ କରିଛନ୍ତି, ଯିଏ ୧୯୫୨ ରୁ ୧୯୬୪ ପର୍ଯ୍ୟନ୍ତ ଲଗାତାର ୪,୩୯୮ ଦିନ ପ୍ରଧାନମନ୍ତ୍ରୀ ଭାବେ ଦାୟିତ୍ୱ ତୁଲାଇଥିଲେ । ପ୍ରସ୍ତାବରେ କୁହାଯାଇଛି ଯେ ଏହି ଅବସର ଭାରତର ଗଣତାନ୍ତ୍ରିକ ଚେତନା, ଜନ ବିଶ୍ୱାସ ଏବଂ ଜନ ଅଂଶଗ୍ରହଣର ଶକ୍ତିର ପ୍ରତୀକ ଭାବରେ ଠିଆ ହୋଇଛି, ଯାହା 'ରାଷ୍ଟ୍ର ପ୍ରଥମ' ସଂକଳ୍ପ ଦ୍ୱାରା ପରିଚାଳିତ ଜଣେ ନେତାଙ୍କ ପ୍ରତି ଲୋକଙ୍କ ଦ୍ୱାରା ପ୍ରଦତ୍ତ ଅଭୂତପୂର୍ବ ସମର୍ଥନକୁ ପ୍ରତିଫଳିତ କରେ।Daman has become a living example of Mini India: PM Modi
June 05th, 07:20 pm
Addressing a public gathering in Daman, PM Modi lauded Daman as a living example of Mini India. Launching multiple transformative projects spanning connectivity, health, education, tourism, and urban infrastructure, he highlighted the region's prowess in solar energy and cleanliness. Listing various government initiatives that transformed the lives of the people, he assured the Union Territory of the central government's continued support.PM Modi inaugurates, dedicates to the nation and lays the foundation stone of development projects worth around ₹2,970 crore in Daman
June 05th, 07:15 pm
Addressing a public gathering in Daman, PM Modi lauded Daman as a living example of Mini India. Launching multiple transformative projects spanning connectivity, health, education, tourism, and urban infrastructure, he highlighted the region's prowess in solar energy and cleanliness. Listing various government initiatives that transformed the lives of the people, he assured the Union Territory of the central government's continued support.From waste to wealth: PM Modi showcases Surat’s green development model
June 05th, 04:30 pm
At the launch of development projects in Surat, Gujarat, PM Modi called upon all elected representatives of local bodies to work even harder for the state's progress. Expressing pride in Surat being one of the cleanest cities in the country, he lauded the continuous efforts of all stakeholders. He credited Gujarat for its significant contribution to India's energy self-reliance, noting that the state produces one-fifth (50 GW) of the nation's 250 GW renewable energy capacity.PM Modi inaugurates, dedicates to the nation and lays the foundation stone of multiple development projects worth over ₹18,800 crore in Surat, Gujarat
June 05th, 04:16 pm
At the launch of development projects in Surat, Gujarat, PM Modi called upon all elected representatives of local bodies to work even harder for the state's progress. Expressing pride in Surat being one of the cleanest cities in the country, he lauded the continuous efforts of all stakeholders. He credited Gujarat for its significant contribution to India's energy self-reliance, noting that the state produces one-fifth (50 GW) of the nation's 250 GW renewable energy capacity.ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ୫୧ତମ ପ୍ରଗତି ବୈଠକ
May 27th, 10:01 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସେବାତୀର୍ଥରେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ପ୍ରୟାସକୁ ସୁଗମ ଭାବରେ ସମନ୍ୱିତ କରି ସକ୍ରିୟ ପ୍ରଶାସନ ଏବଂ ସମୟାନୁବର୍ତ୍ତୀ କାର୍ଯ୍ୟାନ୍ୱୟନକୁ ପ୍ରୋତ୍ସାହିତ କରିବା ପାଇଁ ଆଇସିଟି-ସକ୍ଷମ, ବହୁମୁଖୀ-ମୋଡାଲ ପ୍ଲାଟଫର୍ମ ପ୍ରଗତିର ୫୧ତମ ବୈଠକର ଅଧ୍ୟକ୍ଷତା କରିଥିଲେ ।TMC is Anti-North Bengal, Anti-tribal, Anti-tea garden, Anti-women & Anti-youth: PM Modi in Siliguri
April 12th, 01:15 pm
Ahead of the West Bengal Assembly elections, Prime Minister Narendra Modi today turbocharged the BJP’s campaign with a high-energy address in Siliguri, drawing massive public support. Addressing a packed rally in North Bengal, the PM launched a scathing attack on the ruling All India Trinamool Congress (TMC), accusing it of corruption, neglect and fostering a climate of fear.PM Modi’s high-energy speech electrifies the Siliguri crowd
April 12th, 01:00 pm
Ahead of the West Bengal Assembly elections, Prime Minister Narendra Modi today turbocharged the BJP’s campaign with a high-energy address in Siliguri, drawing massive public support. Addressing a packed rally in North Bengal, the PM launched a scathing attack on the ruling All India Trinamool Congress (TMC), accusing it of corruption, neglect and fostering a climate of fear.ପ୍ରଧାନମନ୍ତ୍ରୀ ମୋଦୀ ମନ କୀ ବାତରେ ପଶ୍ଚିମ ଏସିଆ ସଙ୍କଟ ଦୂର କରିବା ପାଇଁ 140 କୋଟି ଭାରତୀୟଙ୍କ ଏକତା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି
March 29th, 11:30 am
ଏହି ମାସର ମନ କୀ ବାତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମ ଏସିଆ ବିବାଦ ବିଷୟରେ କହିଥିଲେ ଏବଂ ସଙ୍କଟ ଦୂର କରିବା ପାଇଁ ଏକତା ରହିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରିଥିଲେ। ସେ ନାଗରିକମାନଙ୍କୁ ଗୁଜବ ଦ୍ୱାରା ଭ୍ରମିତ ନ ହେବାକୁ ଏବଂ କେବଳ ସରକାରଙ୍କ ଦ୍ୱାରା ପ୍ରଦାନ କରାଯାଇଥିବା ସୂଚନା ଉପରେ ନିର୍ଭର କରିବାକୁ ନିବେଦନ କରିଥିଲେ। ପ୍ରଧାନମନ୍ତ୍ରୀ ଜ୍ଞାନ ଭାରତମ୍ ସର୍ଭେ, କ୍ରୀଡା ଏବଂ ଫିଟନେସ୍, ଜଳ ସଂରକ୍ଷଣ, ମାଛ ଚାଷ ଏବଂ ସୌରଶକ୍ତି ଭଳି ପ୍ରମୁଖ ବିଷୟବସ୍ତୁ ଉପରେ ମଧ୍ୟ ଆଲୋକପାତ କରିଥିଲେ।ଭାରତର ଏନଡିସିକୁ ଅନୁମୋଦନ କଲା କେନ୍ଦ୍ର କ୍ୟାବିନେଟ୍
March 25th, 05:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ୨୦୩୧-୨୦୩୫ ଅବଧି ପାଇଁ ଭାରତର ଜାତୀୟ ନିର୍ଦ୍ଧାରିତ ଅବଦାନ (ଏନଡିସି)କୁ ମଞ୍ଜୁରୀ ଦେଇଛି। ଏହା ଭାରତର କାର୍ଯ୍ୟକୁ ମଜବୁତ କରିବା ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ। ଏହା ଜଳବାୟୁ ପରିବର୍ତ୍ତନ ଉପରେ ମିଳିତ ଜାତିସଂଘ ଫ୍ରେମୱାର୍କ କନଭେନସନ (ୟୁଏନଏଫସିସିସି) ଏବଂ ଏହାର ପ୍ୟାରିସ ଚୁକ୍ତିନାମା ଅଧୀନରେ ଦେଶର ମହତ୍ତ୍ୱାକାଂକ୍ଷାକୁ ପ୍ରୋତ୍ସାହିତ କରିବ ଏବଂ ଦୀର୍ଘସ୍ଥାୟୀ ବିକାଶ ଏବଂ ଜଳବାୟୁ ନ୍ୟାୟ ପ୍ରତି ଏହାର ପ୍ରତିବଦ୍ଧତାକୁ ମଧ୍ୟ ମଜବୁତ କରିବ।Assam’s progress is giving new momentum to entire Northeast: PM Modi in Guwahati
March 13th, 05:30 pm
PM Modi inaugurated and laid foundation stones for development projects worth around ₹19,480 crore in Guwahati, Assam. He transferred more than ₹18,000 crore under the PM Kisan Samman Nidhi scheme to Annadatas across the nation and distributed land pattas to tea plantation workers in Assam. He noted that the progress of Assam is giving new momentum to the entire North East and is emerging as a model state for the nation.PM Modi launches various development works in Guwahati, Assam
March 13th, 05:00 pm
PM Modi inaugurated and laid foundation stones for development projects worth around ₹19,480 crore in Guwahati, Assam. He transferred more than ₹18,000 crore under the PM Kisan Samman Nidhi scheme to Annadatas across the nation and distributed land pattas to tea plantation workers in Assam. He noted that the progress of Assam is giving new momentum to the entire North East and is emerging as a model state for the nation.The HPV vaccination campaign, launched from Ajmer, marks a significant step towards empowering the nation’s Nari Shakti: PM Modi in Rajasthan
February 28th, 12:00 pm
At a public gathering in Ajmer, PM Modi expressed satisfaction that the “double-engine government” in Rajasthan has completed two years of rapid progress. He launched projects worth approximately ₹17,000 crore and handed over appointment letters to youth. The PM also launched the nationwide HPV vaccination campaign, describing it as a pivotal step toward empowering India’s ‘Nari Shakti’ (women power) and ensuring the health of mothers and daughters.ରାଜସ୍ଥାନରେ ଏଚପିଭି ଟୀକାକରଣ ଅଭିଯାନର ଶୁଭାରମ୍ଭ କରିଛନ୍ତି ପ୍ରଧାନମନ୍ତ୍ରୀ
February 28th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଜମେରଠାରେ ଏକ ସାଧାରଣ ସଭାକୁ ସମ୍ବୋଧିତ କରିଥିଲେ । ଏହା ରାଜସ୍ଥାନର ବିକାଶ ଯାତ୍ରାରେ ଏକ ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ଥିଲା। ପ୍ରଧାନମନ୍ତ୍ରୀ ଏହି ଅଞ୍ଚଳର ସାଂସ୍କୃତିକ ଏବଂ ବୀରତ୍ୱପୂର୍ଣ୍ଣ ଐତିହ୍ୟ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ସେ ସୁରସୁରାର ତେଜାଜୀ ଧାମ ଏବଂ ହାଇଫାକୁ ମୁକ୍ତ କରିବାରେ ଗୁରୁତ୍ଵପୂର୍ଣ୍ଣ ଭୂମିକା ନିର୍ବାହ କରି ଏବେ ବି ଇସ୍ରାଏଲରେ ସମ୍ମାନିତ ମେଜର ଦଲପତ ସିଂହଙ୍କ ସାହସିକତା ପ୍ରତି ସମ୍ମାନ ପ୍ରଦର୍ଶନ କରିଥିଲେ।'ବିକଶିତ ଭାରତ'ର ସଂକଳ୍ପ ନିଶ୍ଚିତ ଭାବରେ ପୂରଣ ହେବ: ମନ କୀ ବାତରେ ପ୍ରଧାନମନ୍ତ୍ରୀ ମୋଦୀ
December 28th, 11:30 am
ବର୍ଷର ଶେଷ ମନ କୀ ବାତ ଏପିସୋଡରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ 2025ରେ ଭାରତ ଜାତୀୟ ସୁରକ୍ଷା, କ୍ରୀଡା, ବିଜ୍ଞାନ ପ୍ରୟୋଗଶାଳା ଏବଂ ବିଶ୍ୱସ୍ତରୀୟ ପ୍ଲାଟଫର୍ମରେ ନିଜର ଛାପ ସୃଷ୍ଟି କରିଥିଲା। ସେ ଆଶା ପ୍ରକାଶ କରିଥିଲେ ଯେ ଦେଶ 2026 ରେ ନୂତନ ସଂକଳ୍ପ ସହିତ ଆଗକୁ ବଢ଼ିବାକୁ ପ୍ରସ୍ତୁତ। ପ୍ରଧାନମନ୍ତ୍ରୀ ମଧ୍ୟ ଯୁବ-କୈନ୍ଦ୍ରିକ ପଦକ୍ଷେପ ଯେପରିକି ବିକଶିତ ଭାରତ ଯୁବ ନେତା ସଂଳାପ, କୁଇଜ୍ ପ୍ରତିଯୋଗିତା, ସ୍ମାର୍ଟ ଇଣ୍ଡିଆ ହାକାଥନ୍ 2025 ଏବଂ ଫିଟ୍ ଇଣ୍ଡିଆ ଆନ୍ଦୋଳନ ଉପରେ ଆଲୋକପାତ କରିଥିଲେ।