ଆନ୍ଧ୍ରପ୍ରଦେଶର ଏଲୁରୁରେ ଥିବା ଏକ ରସାୟନିକ ୟୁନିଟରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି
April 14th, 01:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ଏଲୁରୁରେ ଥିବା ଏକ ରସାୟନିକ ୟୁନିଟରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ଲାଗି ଗଭୀର ଦୁଃଖ ପ୍ରକାଶ କରିଛନ୍ତି । ଆହତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ସେ ପ୍ରାର୍ଥନା କରିଛନ୍ତି ।