Today, BJP stands for good governance and last-mile delivery: PM Modi
April 06th, 12:30 pm
PM Modi addressed BJP Karyakartas on the party’s Sthapana Diwas, paying tribute to generations of workers and their dedication, sacrifice and unwavering commitment. He reminisced about the early years when the BJP had neither power nor resources, and karyakartas travelled tirelessly to connect with people. He reiterated their belief in a brighter future for Bharat, which kept them going despite challenges like the Emergency, political isolation and violence.PM Modi addresses Party Karyakartas on BJP Sthapana Diwas
April 06th, 12:00 pm
PM Modi addressed BJP Karyakartas on the party’s Sthapana Diwas, paying tribute to generations of workers and their dedication, sacrifice and unwavering commitment. He reminisced about the early years when the BJP had neither power nor resources, and karyakartas travelled tirelessly to connect with people. He reiterated their belief in a brighter future for Bharat, which kept them going despite challenges like the Emergency, political isolation and violence.ରାଜ୍ୟସଭା ଅଧ୍ୟକ୍ଷ ଥିରୁ ସି.ପି. ରାଧାକୃଷ୍ଣନଙ୍କ ସମ୍ବର୍ଦ୍ଧନା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 01st, 11:15 am
ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇଛି, ଏବଂ ଆଜି ଆମ ସମସ୍ତ ତଥା ଗୃହର ସମସ୍ତ ମାନନୀୟ ସଦସ୍ୟଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ। ଆପଣଙ୍କୁ ସ୍ୱାଗତ କରିବା ଏବଂ ଆପଣଙ୍କ ମାର୍ଗଦର୍ଶନରେ, ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ଆଲୋଚନା କରିବା, ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ଏବଂ ଗୃହ ମାଧ୍ୟମରେ ଦେଶକୁ ପ୍ରଗତି ପଥରେ ଆଗେଇ ନେବା ପାଇଁ ଆପଣଙ୍କ ଅମୂଲ୍ୟ ମାର୍ଗଦର୍ଶନ ଗ୍ରହଣ କରିବା। ଏହା ଆମ ସମସ୍ତଙ୍କ ପାଇଁ ଏକ ମହାନ ସୁଯୋଗ। ଗୃହ ପକ୍ଷରୁ, ମୋ ପକ୍ଷରୁ, ମୁଁ ଆପଣଙ୍କୁ ହୃଦୟର ସହିତ ଅଭିନନ୍ଦନ ଏବଂ ଶୁଭକାମନା ଜଣାଉଛି। ମୁଁ ଆପଣଙ୍କୁ ଏହା ମଧ୍ୟ ଆଶ୍ୱସ୍ତି ଦେଉଛି ଯେ, ଏହି ଗୃହରେ ବସିଥିବା ସମସ୍ତ ମାନନୀୟ ସଦସ୍ୟ, ଉଚ୍ଚ ଗୃହର ମର୍ଯ୍ୟାଦା ବଜାୟ ରଖି, ସର୍ବଦା ଆପଣଙ୍କ ମର୍ଯ୍ୟାଦା ପ୍ରତି ସଚେତନ ରହିବେ ଏବଂ ସୌଜନ୍ୟ ବଜାୟ ରଖିବେ। ମୁଁ ଆପଣଙ୍କୁ ଏହା ଆଶ୍ୱସ୍ତି ଦେଉଛି।ରାଜ୍ୟସଭା ଅଧ୍ୟକ୍ଷ ଶ୍ରୀ ସି.ପି. ରାଧାକୃଷ୍ଣନଙ୍କ ସମ୍ବର୍ଦ୍ଧନା ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟ
December 01st, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାର ପ୍ରଥମ ଅଧ୍ୟକ୍ଷତା ପାଇଁ ଉପରାଷ୍ଟ୍ରପତି ଶ୍ରୀ ସି.ପି. ରାଧାକୃଷ୍ଣନଙ୍କୁ ସ୍ୱାଗତ କରିଥିଲେ । ପ୍ରଧାନମନ୍ତ୍ରୀ ଏହି ଦିନକୁ ରାଜ୍ୟସଭାର ସମସ୍ତ ମାନ୍ୟବର ସଦସ୍ୟଙ୍କ ପାଇଁ ଏକ ଗର୍ବର ମୁହୂର୍ତ୍ତ ଭାବରେ ବର୍ଣ୍ଣନା କରିଥିଲେ। ନୂଆ ଅଧ୍ୟକ୍ଷଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ କହିଥିଲେ, ଏହି ଗୃହ ଏବଂ ମୋ ପକ୍ଷରୁ, ମୁଁ ଆପଣଙ୍କୁ ମୋର ହୃଦୟରୁ ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଉଛି। ମୁଁ ଆପଣଙ୍କୁ ଏହା ମଧ୍ୟ ପ୍ରତିଶ୍ରୁତି ଦେଉଛି ଯେ, ଏହି ଉଚ୍ଚ ସଦନର ସମସ୍ତ ମାନ୍ୟବର ସଦସ୍ୟ ସର୍ବଦା ଏହି ମହାନ ଅନୁଷ୍ଠାନର ମର୍ଯ୍ୟାଦାକୁ ବଜାୟ ରଖିବେ ଏବଂ ନିଜର ମର୍ଯ୍ୟାଦାକୁ ବଜାୟ ରଖିବାରେ ସର୍ବଦା ସତର୍କ ରହିବେ। ଏହା ଆପଣଙ୍କ ପ୍ରତି ମୋର ଦୃଢ଼ ପ୍ରତିଶୃତି।BJP’s connection with Delhi goes back to the Jana Sangh days and is built on trust and commitment to the city: PM Modi
September 29th, 08:40 pm
Inaugurating the Delhi BJP’s new office, PM Modi said, “On this auspicious occasion of Navratri, Delhi BJP has received its new office today. It is a moment filled with new dreams and fresh resolutions.” He added, “For us, every BJP office is no less than a shrine, no less than a temple. A BJP office is not merely a building. It is a strong link that connects the Party with the grassroots and with people’s aspirations.”PM Modi inaugurates Delhi BJP’s new office at Deendayal Upadhyaya Marg
September 29th, 05:00 pm
Inaugurating the Delhi BJP’s new office, PM Modi said, “On this auspicious occasion of Navratri, Delhi BJP has received its new office today. It is a moment filled with new dreams and fresh resolutions.” He added, “For us, every BJP office is no less than a shrine, no less than a temple. A BJP office is not merely a building. It is a strong link that connects the Party with the grassroots and with people’s aspirations.”ନୂଆଦିଲ୍ଲୀରେ ପ୍ରାଇମ ମିନିଷ୍ଟର୍ସ ମ୍ୟୁଜିୟମ ଓ ଲାଇବ୍ରେରୀ (ପିଏମଏମଏଲ) ସୋସାଇଟିର ୪୭ତମ ବାର୍ଷିକ ସାଧାରଣ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ଅଧ୍ୟକ୍ଷତା
June 23rd, 09:35 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ତିନମୂର୍ତ୍ତି ହାଉସଠାରେ ପ୍ରାଇମ ମିନିଷ୍ଟର୍ସ ମ୍ୟୁଜିୟମ ଆଣ୍ଡ ଲାଇବ୍ରେରୀ (ପିଏମଏମଏଲ) ସୋସାଇଟିର ୪୭ତମ ବାର୍ଷିକ ସାଧାରଣ ବୈଠକରେ ଅଧ୍ୟକ୍ଷତା କରିଥିଲେ ।ଜୟନ୍ତୀ ଅବସରରେ ବିଜୁ ପଟ୍ଟନାୟକଙ୍କୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ
March 05th, 09:51 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଶ୍ରୀ ବିଜୁ ପଟ୍ଟନାୟକଙ୍କୁ ତାଙ୍କ ଜୟନ୍ତୀ ଅବସରରେ ମନେ ପକାଇଛନ୍ତି । ସେ ଓଡ଼ିଶାର ବିକାଶ ତଥା ଜନସାଧାରଣଙ୍କ ସଶକ୍ତିକରଣ ଦିଗରେ ତାଙ୍କର ଅବଦାନକୁ ସ୍ମରଣ କରିଛନ୍ତି ।ପୂର୍ବତନ ଉପରାଷ୍ଟ୍ରପତି ଶ୍ରୀ ଏମ୍. ଭେଙ୍କେୟା ନାଇଡୁଙ୍କ ଜୀବନୀ ଉପରେ ଆଧାରିତ ଯାତ୍ରା ପୁସ୍ତକ ଉନ୍ମୋଚନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 30th, 12:05 pm
କାର୍ଯ୍ୟକ୍ରମରେ ଉପସ୍ଥିତ ଏବଂ ଆଜିର ଏହି କାର୍ଯ୍ୟକ୍ରମର କେନ୍ଦ୍ରବିନ୍ଦୁ ଆମର ବରିଷ୍ଠ ସହକର୍ମୀ ଶ୍ରୀ ଭେଙ୍କେୟା ନାଇଡୁ ଗାରୁ, ତାଙ୍କ ପରିବାର ସଦସ୍ୟ, ବିଭିନ୍ନ ରାଜ୍ୟର ରାଜ୍ୟପାଳ, ବିଭିନ୍ନ ରାଜ୍ୟର ମନ୍ତ୍ରୀ, ଅନ୍ୟ ସମସ୍ତ ବରିଷ୍ଠ ବିଶିଷ୍ଟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ ।ପ୍ରଧାନମନ୍ତ୍ରୀ ପୂର୍ବତନ ଉପରାଷ୍ଟ୍ରପତି ଶ୍ରୀ ଏମ୍. ଭେଙ୍କେୟା ନାଇଡୁଙ୍କ ଜୀବନ ଏବଂ ଯାତ୍ରା ଉପରେ ତିନୋଟି ପୁସ୍ତକ ଉନ୍ମୋଚନ କରିଥିଲେ
June 30th, 12:00 pm
ଭାରତର ପୂର୍ବତନ ଉପରାଷ୍ଟ୍ରପତି ଶ୍ରୀ ଏମ୍. ଭେଙ୍କେୟା ନାଇଡୁଙ୍କ ୭୫ତମ ଜନ୍ମଦିନ ଅବସରର ପୂର୍ବ ଦିନ ଅର୍ଥାତ୍ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ତାଙ୍କ ଜୀବନ ଓ ଯାତ୍ରା ଉପରେ ତିନୋଟି ପୁସ୍ତକ ଉନ୍ମୋଚନ କରିଛନ୍ତି ।ଜରୁରୀକାଳୀନ ସ୍ଥିତିକୁ ଲୋକସଭା ବାଚସ୍ପତିଙ୍କ ନିନ୍ଦାକୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା
June 26th, 02:38 pm
ଜରୁରୀକାଳୀନ ସ୍ଥିତି ଏବଂ ସେ ସମୟରେ ହୋଇଥିବା ଅତ୍ୟଧିକ ବଳପ୍ରୟୋଗକୁ ମାନ୍ୟବର ଲୋକସଭା ବାଚସ୍ପତି ନିନ୍ଦା କରିଥିବାରୁ ଏହାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପ୍ରଶଂସା କରିଛନ୍ତି ।ଜରୁରୀକାଳୀନ ସ୍ଥିତିର ପ୍ରତିବାଦ କରିଥିବା ବ୍ୟକ୍ତିମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
June 25th, 12:31 pm
ଜରୁରୀକାଳୀନ ସ୍ଥିତିର ପ୍ରତିବାଦ କରିଥିବା ସମସ୍ତ ପୁରୁଷ ଓ ମହିଳାମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ।ପ୍ରଧାନମନ୍ତ୍ରୀଙ୍କ ରେଡ଼ିଓ କାର୍ଯ୍ୟକ୍ରମ “ମନ୍ କି ବାତ୍”ର 53ତମ ସଂସ୍କରଣ
February 24th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । “ମନ କି ବାତ୍” ଆରମ୍ଭ କରିବା ସମୟରେ ଆଜି ମନ ଦୁଃଖରେ ଭରି ରହିଛି । 10 ଦିନ ପୂର୍ବେ ଭାରତମାତା ନିଜର ବୀର ପୁତ୍ରମାନଙ୍କୁ ହରାଇଛି । ଏହି ପରାକ୍ରମୀ ବୀରମାନେ, ଆମ 125 କୋଟି ଭାରତୀୟମାନଙ୍କ ସୁରକ୍ଷା ପାଇଁ ନିଜର ବଳିଦାନ ଦେଇଛନ୍ତି ।MP means 'Maximum Progress': PM Modi in Gwalior
November 16th, 07:42 pm
Prime Minister Narendra Modi today addressed a huge public meeting in Shahdol, Madhya Pradesh. PM Modi began his address by applauding the Madhya Pradesh government led by CM Shivraj Singh Chouhan for working tirelessly for the benefit of the people and for empowering their lives. He added that the upcoming Assembly election is not going to be about who wins and who loses the election rather it is going to decide who gets elected to serve the people of Madhya Pradesh and ensure the development of its people.A leader for the ages – ahead of his times
August 16th, 07:53 pm
In times of turbulence and disruption, a nation is blessed to have a leader who rises to become its moral compass and guiding spirit, providing vision, cohesion and direction to his people. And, in such a moment at the turn of the century, India found one in Atal Bihari Vajpayee, who was gifted in spirit, heart and mind.ପ୍ରେସିଡେଣ୍ଟ ପ୍ରଣବ ମୁଖାର୍ଜୀ- ଏ ଷ୍ଟେଟ୍ସମେନ” ଫଟୋ ପୁସ୍ତକ ଉନ୍ମୋଚନ କଲେ ପ୍ରଧାନମନ୍ତ୍ରୀ
July 02nd, 06:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରପତି ଭବନରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ “ପ୍ରେସିଡେଣ୍ଟ ପ୍ରଣବ ମୁଖାର୍ଜ- ଏ ଷ୍ଟେଟ୍ସମେନ” ଫଟୋ ସମ୍ବଳିତ ପୁସ୍ତକକୁ ଉନ୍ମୋଚନ କରିଥିଲେ । ଏହି ଅବସରରେ ନିଜ ଅଭିଜ୍ଞତା ସମ୍ପର୍କରେ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ବିଭିନ୍ନ ସମୟରେ ସମ୍ପୂର୍ଣ୍ଣ ଭିନ୍ନ ବିଚାରଧାରାର ନେତା ଏବଂ କର୍ମୀଙ୍କ ସହିତ କାମ କରିବା ଲାଗି ତାଙ୍କୁ ସୁଯୋଗ ମିଳିଥିଲା । ସେ ଆହୁରି କହିଥିଲେ ଯେ ଯେତେବେଳେ ସେ ଦିଲ୍ଲୀ ଆସିଲେ ସେ “ପ୍ରଣବ ଦା”ଙ୍କ ଭଳି ଜଣେ ମାର୍ଗଦର୍ଶକ ପାଇଥିଲେ ଯାହା ସେ କେବେହେଲେ ଭୁଲିପାରିବେ ନାହିଁ । ସେ କହିଥିଲେ ଯେ ରାଷ୍ଟ୍ରପତି ପ୍ରଣବ ମୁଖାର୍ଜୀ ତାଙ୍କୁ ପିତା ସମାନ ମାର୍ଗଦର୍ଶନ କରିଛନ୍ତି ।PM releases photo book titled "President Pranab Mukherjee - A Statesman"
July 02nd, 06:40 pm
Prime Minister Narendra Modi today released the book President Pranab Mukherjee - A Statesman at Rashtrapati Bhavan. During his address, PM said, It is my view that we can be more history conscious as a society. We can preserve aspects of our history much better.Social Media Corner 25 June 2017
June 25th, 08:06 pm
Your daily dose of governance updates from Social Media. Your tweets on governance get featured here daily. Keep reading and sharing!ଆକାଶବାଣୀରେ ପ୍ରଧାନମନ୍ତ୍ରୀଙ୍କ ମନ୍ କି ବାତ କାର୍ଯ୍ୟକ୍ରମ, 25.06.2017
June 25th, 12:21 pm
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଋତୁ ବଦଳୁଛି । ଏଥର ଗରମ ବି ଖୁବ୍ ପଡ଼ିଲା । କିନ୍ତୁ ଭଲ କଥା ଯେ, ବର୍ଷାଋତୁ ଠିକ୍ ସମୟରେ ନିଜ ପାଦ ଚିହ୍ନ ପକାଇ ଆଗେଇ ଚାଲିଛି । ଦେଶର ଅନେକ ଅଂଚଳରେ ଭଲ ବର୍ଷା ହୋଇଥିବା ଯୋଗୁଁ ପାଗ ବେଶ୍ ଭଲ ରହିଛି । ଗତି କିଛି ଦିନ ଧରି ବର୍ଷା ପରେ ବହୁଥିବା ଥଣ୍ଡା ପବନ ଯୋଗୁ ଆରାମ ଲାଗୁଛି । ଆମେ ସମସ୍ତେ ଜାଣିଛୁ ଯେ, ଜୀବନରେ ଯେତେ କର୍ମ ଚଞ୍ଚଳତା ଥାଉ, ଯେତେ ମାନସିକ ଚାପ ଥାଉ, ତାହା ବ୍ୟକ୍ତିଗତ କିମ୍ବା ସାର୍ବଜନୀନ ଜୀବନରେ ହେଉ, ବର୍ଷାର ଆଗମନ ମନର ସ୍ଥିତିକୁ ବଦଳାଇ ଦିଏ ।ଜାତୀୟ ପ୍ରେସ ଦିବସରେ ପ୍ରେସ କାଉନସିଲ ଅଫ୍ ଇଣ୍ଡିଆର ସ୍ଵର୍ଣ୍ଣ ଜୟନ୍ତୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 16th, 11:21 pm
Addressing members of media in National Press Day, PM Modi said that role of media in the country has been immense. Prime Minister said, “We remember how the press council ceased to exist during the Emergency. Things normalised after Morarji Bhai became PM.” He added that Press is responsible for upholding free speech. PM Modi also lauded the role played by media to further the message of cleanliness across the country.