Prime Minister receives phone call from President Emmanuel Macron, discusses situation in West Asia and maritime security
April 16th, 10:25 pm
In a telephone call, PM Modi and French President Emmanuel Macron discussed the prevailing situation in West Asia. They agreed on the need to restore safety and ensure freedom of navigation in the Strait of Hormuz. Both leaders reiterated their commitment to close cooperation in advancing peace and stability.ଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ
March 19th, 05:05 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମ ଏସିଆର ପରିସ୍ଥିତି ଏବଂ ଉତ୍ତେଜନା ହ୍ରାସ ତଥା ଆଲୋଚନା ଏବଂ କୁଟନୀତିକୁ ଫେରିବାର ଆବଶ୍ୟକତା ଉପରେ ଗୁରୁତ୍ୱାରୋପ କରି ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କ ସହ ଆଲୋଚନା କରିଛନ୍ତି । ଶ୍ରୀ ମୋଦୀ ଏବଂ ରାଷ୍ଟ୍ରପତି ମାକ୍ରନ ଏହି ଅଞ୍ଚଳ ସହ ଅନ୍ୟାନ୍ୟ ଅଞ୍ଚଳରେ ଶାନ୍ତି ଏବଂ ସ୍ଥିରତାକୁ ଆଗକୁ ବଢ଼ାଇବା ପାଇଁ ସେମାନଙ୍କର ଘନିଷ୍ଠ ସମନ୍ୱୟ ଜାରି ରଖିବାକୁ ଆଶା ବ୍ୟକ୍ତ କରିଛନ୍ତି ।Prime Minister speaks with French President, Emmanuel Macron
March 05th, 07:20 pm
PM Modi spoke with French President Emmanuel Macron. During the conversation, the two leaders discussed their shared concerns over the evolving situation in West Asia. The PM stated that India and France will continue to engage closely and coordinate efforts towards the early restoration of peace and stability in the region.ହୋଲି ଶୁଭେଚ୍ଛା ପାଇଁ ରାଷ୍ଟ୍ରପତି ଇମାନୁଏଲ ମାକ୍ରୋନଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ
March 04th, 10:51 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସ ରାଷ୍ଟ୍ରପତି ମାନ୍ୟବର ଇମାନୁଏଲ୍ ମାକ୍ରୋନଙ୍କୁ ହୋଲି ଶୁଭେଚ୍ଛା ପାଇଁ ଧନ୍ୟବାଦ ଜଣାଇଛନ୍ତି।ଉତ୍ତର ପ୍ରଦେଶର ମିରଟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର
February 22nd, 01:30 pm
ଉତ୍ତର ପ୍ରଦେଶର ସମ୍ମାନନୀୟ ଏବଂ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ପଙ୍କଜ ଚୌଧୁରୀ ଜୀ, ଜୟନ୍ତ ଚୌଧୁରୀ ଜୀ, ଉତ୍ତର ପ୍ରଦେଶର ଉପ-ମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଜୀ, ୟୁପି ସରକାରଙ୍କ ମନ୍ତ୍ରୀଗଣ, ସଂସଦରେ ମୋର ସାଥୀମାନେ, ବିଧାୟକଗଣ ଏବଂ ବହୁ ସଂଖ୍ୟାରେ ଏଠାରେ ଏକତ୍ରିତ ହୋଇଥିବା ମୋର ପ୍ରିୟ ଭାଇ ଏବଂ ଭଉଣୀମାନେ!ଭାରତର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡରକୁ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 22nd, 01:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମେରଠରେ ନମୋ ଭାରତ ରାପିଡ୍ ରେଳ ଏବଂ ମେରଠ ମେଟ୍ରୋ ମାର୍ଗକୁ ଉଦଘାଟନ କରିଛନ୍ତି । ଏହି ପ୍ରକଳ୍ପ ‘ବିକଶିତ ଉତ୍ତର ପ୍ରଦେଶ' ଏବଂ ବିକଶିତ ଭାରତ’ ଲକ୍ଷ୍ୟକୁ ଗତିଶୀଳ କରିବ ବୋଲି ସେ କହିଛନ୍ତି। ଭାରତରେ ପ୍ରଥମ ଥର ପାଇଁ ଗୋଟିଏ ପ୍ଲାଟଫର୍ମରୁ ଗୋଟିଏ ଦିନରେ ଗୋଟିଏ ରାପିଡ୍ ରେଳ ଏବଂ ମେଟ୍ରୋ ସେବା ଆରମ୍ଭ ହୋଇଛି।India-France Year of Innovation is our shared commitment to innovate and lead: PM Modi at the India-France Innovation Forum
February 18th, 12:07 pm
In his address at the India-France Innovation Forum in Mumbai, PM Modi said that he and President Macron have decided to celebrate 2026 as the India-France Year of Innovation. Highlighting the government’s achievements in innovation over the past decade, he urged industry leaders to join the Atal Innovation Mission. He called on everyone to join hands with India to build a future where technology serves humanity and progress is inclusive.ଭାରତ-ଫ୍ରାନ୍ସ ମିଳିତ ବିବୃତି
February 18th, 08:10 am
ଭାରତର ପ୍ରଧାନମନ୍ତ୍ରୀ ମାନ୍ୟବର ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଫ୍ରାନ୍ସର ରାଷ୍ଟ୍ରପତି ମହାମହିମ ଶ୍ରୀ ଇମାନୁଏଲ ମାକ୍ରନ ୧୭ ରୁ ୧୯ ଫେବୃଆରୀ ୨୦୨୬ ପର୍ଯ୍ୟନ୍ତ ଭାରତ ଗସ୍ତ କରିଥିଲେ ଏବଂ କୃତ୍ରିମ ବୁଦ୍ଧିମତ୍ତା ପ୍ରଭାବ ସମ୍ମିଳନୀ ୨୦୨୬ରେ ଅଂଶଗ୍ରହଣ କରିଥିଲେ। ଏହି ଗସ୍ତ ସମୟରେ ଦୁଇ ନେତା ଦ୍ୱିପାକ୍ଷିକ ଆଲୋଚନା କରିଥିଲେ ଏବଂ ୧୭ ଫେବୃଆରୀରେ ମୁମ୍ବାଇରେ ମିଳିତ ଭାବରେ ୨୦୨୬ ଭାରତ-ଫ୍ରାନ୍ସ ନବସୃଜନ ବର୍ଷର ଉଦଘାଟନ କରିଥିଲେ। ଏହା ହେଉଛି ରାଷ୍ଟ୍ରପତି ମାକ୍ରନଙ୍କର ଚତୁର୍ଥ ଭାରତ ଗସ୍ତ। ଫେବୃଆରୀ ୨୦୨୫ରେ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଫ୍ରାନ୍ସ ଗସ୍ତ ପରେ ପରେ ମାକ୍ରନ ଭାରତ ଗସ୍ତରେ ଆସିଥିଲେ। ଏହି ଅବସରରେ ଉଭୟ ନେତା ଆଗାମୀ ଦଶନ୍ଧିରେ ଦ୍ୱିପାକ୍ଷିକ ସହଯୋଗକୁ ମାର୍ଗଦର୍ଶନ କରିବା ପାଇଁ ସମ୍ପର୍କକୁ ସ୍ୱତନ୍ତ୍ର ବୈଶ୍ୱିକ ରଣନୀତିକ ସହଭାଗିତା ରେ ପରିଣତ କରିବାକୁ ସହମତ ହୋଇଥିଲେ। ଭାରତ-ଫ୍ରାନ୍ସ ସମ୍ପର୍କର ଏହି ଉନ୍ନତି ମିଳିତ ଭାବେ ବୃଦ୍ଧି ପାଉଥିବା ଉଭୟ ନେତାଙ୍କ ଉଚ୍ଚଭିଳାଷ ଓ ଲକ୍ଷ୍ୟକୁ ପ୍ରତିଫଳିତ କରୁଛି। ବିଶ୍ୱର ମଙ୍ଗଳ ପାଇଁ ଏହା ଏକ ଶକ୍ତି ଭାବରେ କାର୍ଯ୍ୟ କରିବ । ଏହା କେବଳ ସେମାନଙ୍କ ଅର୍ଥନୀତିରେ ସମୃଦ୍ଧି ଓ ସ୍ଥିରତା ନିର୍ମାଣ କରିବାରେ ଓ ସେମାନଙ୍କ ଦେଶର ସୁରକ୍ଷାକୁ ଆହୁରି ମଜଭୁତ କରିବାରେ ସାହାଯ୍ୟ କରିବ, ତାହା ନୁହେଁ ବରଂ ଦିନକୁ ଦିନ ବଢୁଥିବା ଅନିଶ୍ଚିତ ବୈଶ୍ୱିକ ପରିସ୍ଥିତିରେ ଚ୍ୟାଲେଞ୍ଜର ସମାଧାନ ପାଇଁ ସାମୂହିକ ଭାବରେ କାର୍ଯ୍ୟ କରିବ। ଏହା ସହିତ ଏକ ସ୍ଥିର ନିୟମ-ଆଧାରିତ ଅନ୍ତର୍ଜାତୀୟ ପରିବେଶ ଗଠନ କରିବାରେ ସାହାଯ୍ୟ କରିବ। ଉଭୟ ଦେଶ ୨୦୨୩ ମସିହାରେ ରଣନୀତିକ ସହଭାଗୀତାର ପଞ୍ଚବିଂଶ ବାର୍ଷିକୀ ପାଳନ କରିଥିଲେ। ଏହି ଅବସରରେ ସେମାନେ ୨୦୪୭ ପର୍ଯ୍ୟନ୍ତ ଦ୍ୱିପାକ୍ଷିକ ସମ୍ପର୍କର ମାର୍ଗ ନିର୍ଦ୍ଧାରଣ କରିବା ପାଇଁ ହରାଇଜନ ୨୦୪୭ ରୋଡମ୍ୟାପ୍ ଗ୍ରହଣ କରିଥିଲେ। ଏହି ୨୦୪୭ ହେଉଛି ଭାରତର ସ୍ୱାଧୀନତାର ଶତବାର୍ଷିକୀ ବର୍ଷ, ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କର ଶତବାର୍ଷିକୀ ଓ ଦୁଇ ଦେଶ ମଧ୍ୟରେ ରଣନୀତିକ ସହଭାଗୀତାର ୫୦ତମ ବର୍ଷ। ଉଭୟ ନେତା ଦ୍ୱିପାକ୍ଷିକ ସହଯୋଗର ଅଗ୍ରଗତି ଓ ଉନ୍ନତ ସହଭାଗୀତାର କାର୍ଯ୍ୟାନ୍ୱୟନ ଏବଂ ହରାଇଜନ୍ ୨୦୪୭ ବିଶେଷ କରି ଆର୍ଥିକ ସୁରକ୍ଷା, ବିଶ୍ୱ ସମସ୍ୟା ଏବଂ ଦୁଇ ଦେଶର ଲୋକଙ୍କ ମଧ୍ୟରେ ପରସ୍ପର ମଧ୍ୟରେ ଆଦାନପ୍ରଦାନ କ୍ଷେତ୍ରରେ ନିୟମିତ ସମୀକ୍ଷା କରିବା ପାଇଁ ଏକ ବୈଦେଶିକ ମନ୍ତ୍ରୀସ୍ତରୀୟ ବ୍ୟାପକ ଆଲୋଚନା କରିଥିଲେ।ଫଳାଫଳ ତାଲିକା: ଫ୍ରାନ୍ସ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ
February 17th, 07:00 pm
ଭାରତ-ଫ୍ରାନ୍ସ ସମ୍ପର୍କକୁ ‘ବିଶେଷ ବିଶ୍ୱ ରଣନୈତିକ ସହଭାଗୀତା’ ସ୍ତରକୁ ଉନ୍ନୀତ କରିବାଫ୍ରାନ୍ସ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
February 17th, 04:00 pm
ମୋର ପ୍ରିୟ ବନ୍ଧୁ, ରାଷ୍ଟ୍ରପତି ମାକ୍ରନଙ୍କୁ ମୁମ୍ବାଇରେ ସ୍ୱାଗତ କରି ମୁଁ ଅତ୍ୟନ୍ତ ଖୁସି ଅନୁଭବ କରୁଛି। ଗତ ବର୍ଷ, ସେ ମୋତେ ଫ୍ରାନ୍ସରେ ଅନୁଷ୍ଠିତ ଏଆଇ ଆକ୍ସନ୍ ଶିଖର ସମ୍ମିଳନୀରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଥିଲେ।ଫ୍ରାନ୍ସ ରାଷ୍ଟ୍ରପତିଙ୍କୁ ଭାରତରେ ସ୍ୱାଗତ ଜଣାଇବା ସହିତ ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ପ୍ରଧାନମନ୍ତ୍ରୀ
February 17th, 09:57 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଫ୍ରାନ୍ସର ରାଷ୍ଟ୍ରପତି ଇମାନୁଏଲ ମାକ୍ରନଙ୍କୁ ଭବ୍ୟ ସ୍ୱାଗତ ଜଣାଇ ବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ ଏହି ଗସ୍ତ ଭାରତ-ଫ୍ରାନ୍ସ ସମ୍ପର୍କକୁ ନୂତନ ଉଚ୍ଚତାକୁ ନେଇଯିବ।୧୭ ଫେବୃଆରୀରେ ମୁମ୍ବାଇରେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରନଙ୍କୁ ସାକ୍ଷାତ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
February 16th, 09:02 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ଫେବୃଆରୀ ୨୦୨୬ରେ ମୁମ୍ବାଇ ଗସ୍ତ କରିବେ, ଯେଉଁଠାରେ ସେ ଫ୍ରାନ୍ସର ରାଷ୍ଟ୍ରପତି ମହାମହିମ ଶ୍ରୀ ଇମାନୁଏଲ୍ ମାକ୍ରନଙ୍କୁ ଭେଟିବେ ।Prime Minister thanks World Leaders for their greetings on India’s 77th Republic Day
January 26th, 11:12 pm
The Prime Minister, Shri Narendra Modi, today thanked the World Leaders for their greetings and wishes on the 77th Republic Day of India.Diplomatic Advisor to President of France meets the Prime Minister
January 13th, 10:52 pm
Diplomatic Advisor to President of France, Mr. Emmanuel Bonne met the Prime Minister, Shri Narendra Modi today in New Delhi.ରାଷ୍ଟ୍ରପତି ମାକ୍ରନଙ୍କ ସହ ଟେଲିଫୋନ୍ ଯୋଗେ କଥା ହେଲେ ପ୍ରଧାନମନ୍ତ୍ରୀ
September 06th, 06:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସ ରାଷ୍ଟ୍ରପତି ମହାମହିମ ଶ୍ରୀ ଇମାନୁଏଲ୍ ମାକ୍ରନଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନରେ କଥା ହେଲେ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରୋଁ
August 21st, 06:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫ୍ରାନ୍ସ ରାଷ୍ଟ୍ରପତି ମହାମହିମ ଇମାନୁଏଲ ମାକ୍ରୋଁଙ୍କ ଠାରୁ ଏକ ଫୋନ୍ କଲ୍ ପାଇ ତାଙ୍କ ସହିତ କଥା ହୋଇଛନ୍ତି।୭୯ତମ ସ୍ୱାଧୀନତା ଦିବସରେ ଶୁଭେଚ୍ଛା ପାଇଁ ବିଶ୍ୱ ନେତାମାନଙ୍କୁ ଧନ୍ୟବାଦ ଜଣାଇଲେ ପ୍ରଧାନମନ୍ତ୍ରୀ
August 15th, 07:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୭୯ତମ ସ୍ୱାଧୀନତା ଦିବସଅବସରରେ ଶୁଭେଚ୍ଛା ଏବଂ ଶୁଭକାମନା ପାଇଁ ବିଶ୍ୱନେତାମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି ।Prime Minister interacts with President of France at G7 summit
June 18th, 02:57 pm
The Prime Minister Shri Narendra Modi interacted with the President of France, H.E Mr. Emmanuel Macron at the 51st G7 Summit at Kananaskis, Canada on 17th June 2025. Exchanging perspectives on a wide range of issues, both leaders affirmed that India and France will keep working closely for the betterment of our planet.ବିପର୍ଯ୍ୟୟ ପ୍ରଶମନ ଭିତ୍ତିଭୂମି ଉପରେ ଅନ୍ତର୍ଜାତୀୟ ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 07th, 02:00 pm
ବିପର୍ଯ୍ୟୟ ପ୍ରଶମନ ଭିତ୍ତିଭୂମି 2025 ଉପରେ ଅନ୍ତର୍ଜାତୀୟ ସମ୍ମିଳନୀକୁ ଆପଣଙ୍କୁ ସ୍ୱାଗତ। ପ୍ରଥମ ଥର ପାଇଁ ୟୁରୋପରେ ଏହି ସମ୍ମିଳନୀ ଆୟୋଜନ କରାଯାଉଛି। ମୁଁ ମୋର ବନ୍ଧୁ, ରାଷ୍ଟ୍ରପତି ମାକ୍ରୋନ୍ ଏବଂ ଫ୍ରାନ୍ସ ସରକାରଙ୍କ ପକ୍ଷରୁ ଦିଆଯାଇଥିବା ସହଯୋଗ ପାଇଁ ତାଙ୍କୁ ଧନ୍ୟବାଦ ଜଣାଉଛି। ମୁଁ ଆଗାମୀ ମିଳିତ ଜାତିସଂଘ ମହାସାଗର ସମ୍ମିଳନୀ ପାଇଁ ମଧ୍ୟ ଶୁଭେଚ୍ଛା ଜଣାଉଛି।ବିପର୍ଯ୍ୟୟ ସହନକ୍ଷମ ଭିତ୍ତିଭୂମି ସମ୍ପର୍କିତ ଆନ୍ତର୍ଜାତୀୟ ସମ୍ମିଳନୀ-୨୦୨୫ରେ ଉଦବୋଧନ ଦେଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
June 07th, 01:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ବିପର୍ଯ୍ୟୟ ସହନକ୍ଷମ ଭିତ୍ତିଭୂମି ସମ୍ପର୍କିତ ଆନ୍ତର୍ଜାତୀୟ ସମ୍ମିଳନୀ ୨୦୨୫କୁ ସମ୍ବୋଧିତ କରିଥିଲେ। ସମାବେଶକୁ ସମ୍ବୋଧିତ କରି, ସେ ସମସ୍ତ ଅଂଶଗ୍ରହଣକାରୀଙ୍କୁ ବିପର୍ଯ୍ୟୟ ସହନକ୍ଷମ ଭିତ୍ତିଭୂମି ସମ୍ପର୍କିତ ଆନ୍ତର୍ଜାତୀୟ ସମ୍ମିଳନୀ ୨୦୨୫କୁ ସ୍ୱାଗତ କରିଥିଲେ। ଏହି ସମ୍ମିଳନୀ ପ୍ରଥମ ଥର ପାଇଁ ୟୁରୋପରେ ଅନୁଷ୍ଠିତ ହେଉଛି। ଏହି କାର୍ଯ୍ୟକ୍ରମ ଆୟୋଜନ କରିବାରେ ସହଯୋଗ ପାଇଁ ସେ ଫ୍ରାନ୍ସର ରାଷ୍ଟ୍ରପତି ଶ୍ରୀ ଇମାନୁଏଲ ମାକ୍ରନ ଏବଂ ଫ୍ରାନ୍ସ ସରକାରଙ୍କୁ ଧନ୍ୟବାଦ ଜଣାଇଥିଲେ। ପ୍ରଧାନମନ୍ତ୍ରୀ ଆଗାମୀ ମିଳିତ ଜାତିସଂଘ ମହାସାଗର ସମ୍ମିଳନୀ ପାଇଁ ମଧ୍ୟ ଶୁଭକାମନା ଜଣାଇଥିଲେ।