ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 25th, 06:16 pm
ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ, ରାଜ୍ୟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର ବରିଷ୍ଠ ସହଯୋଗୀ ଏବଂ ଲକ୍ଷ୍ନୌର ସାଂସଦ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ ଜୀ, ବିଜେପିର ଉତ୍ତର ପ୍ରଦେଶ ଅଧ୍ୟକ୍ଷ ଓ କେନ୍ଦ୍ର ପରିଷଦରେ ମୋର ସହଯୋଗୀ ଶ୍ରୀମାନ ପଙ୍କଜ ଚୌଧୁରୀ, ରାଜ୍ୟ ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟ, ବ୍ରଜେଶ ପାଠକ ଜୀ, ଉପସ୍ଥିତ ଅନ୍ୟ ମନ୍ତ୍ରୀଗଣ, ଜନପ୍ରତିନିଧିମାନେ, ମହିଳା ଏବଂ ସଜ୍ଜନମାନେ,Today, Sansad Khel Mahotsav has truly become a people’s movement: PM Modi
December 25th, 05:30 pm
PM Modi addressed the Sansad Khel Mahotsav via video conferencing and interacted with young athletes from across the country. Calling the initiative a people’s movement, he said the scale of participation reflects the growing sporting culture in India.ଉତ୍ତର ପ୍ରଦେଶର ଲକ୍ଷ୍ନୌରେ ରାଷ୍ଟ୍ର ପ୍ରେରଣା ସ୍ଥଳକୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 25th, 05:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶ ଲକ୍ଷ୍ନୌରେ ପୂର୍ବତନ ପ୍ରଧାନମନ୍ତ୍ରୀ ଶ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୀବନୀ ଏବଂ ଆଦର୍ଶକୁ ସମ୍ମାନ ଜଣାଇବା ଉଦ୍ଦେଶ୍ୟରେ ରାଷ୍ଟ୍ର ପ୍ରେରଣା ସ୍ଥଳର ଉଦଘାଟନ କରିଛନ୍ତି। ଶ୍ରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ ଅବସରର ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଆଜି ଲକ୍ଷ୍ନୌ ଭୂମି ଏକ ନୂତନ ପ୍ରେରଣାର ସାକ୍ଷୀ ହେବାକୁ ଯାଉଛି। ଏହା ସହ ସେ ଦେଶ ଏବଂ ବିଶ୍ୱକୁ ଖ୍ରୀଷ୍ଟମାସର ଶୁଭେଚ୍ଛା ଜଣାଇଥିଲେ। ଭାରତରେ ମଧ୍ୟ ଲକ୍ଷ ଲକ୍ଷ ଖ୍ରୀଷ୍ଟିଆନ ପରିବାର ଆଜି ଏହି ପର୍ବ ପାଳନ କରୁଛନ୍ତି ବୋଲି ଶ୍ରୀ ମୋଦୀ ଆଲୋକପାତ କରିଥିଲେ। ସେ ଗୁରୁତ୍ୱାରୋପ କରିଥିଲେ ଯେ ଖ୍ରୀଷ୍ଟମାସର ଏହି ଉତ୍ସବ ସମସ୍ତଙ୍କ ଜୀବନରେ ଖୁସି ଆଣିବା ଉଚିତ, ଯାହା ଯେଉଛି ଆମ ସମସ୍ତଙ୍କର ସାମୂହିକ ଇଚ୍ଛା।Our country is full of talent in every village and town: PM Modi
December 25th, 11:10 am
PM Modi interacted with young sportspersons from across the country during the Sansad Khel Mahotsav, listening to their journeys, aspirations and experiences. Encouraging them to balance sports with education, he lauded their discipline, dedication and confidence. The PM reaffirmed the government’s commitment to nurturing grassroots sporting talent and building a strong sporting ecosystem in India.PM Modi addressed the Sansad Khel Mahotsav via video conferencing
December 25th, 11:09 am
PM Modi addressed the Sansad Khel Mahotsav via video conferencing and interacted with young athletes from across the country. Calling the initiative a people’s movement, he said the scale of participation reflects the growing sporting culture in India.ଆସାମର ନାମରୂପରେ ୟୁରିଆ ପ୍ଲାଣ୍ଟର ଭୂମି ପୂଜନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 21st, 04:25 pm
ଆସାମର ରାଜ୍ୟପାଳ ଶ୍ରୀ ଲକ୍ଷ୍ମଣ ପ୍ରସାଦ ଆଚାର୍ଯ୍ୟ, ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱ ଶର୍ମା, କେନ୍ଦ୍ର ସରକାରରେ ମୋର ସାଥୀ ଏବଂ ଏଠାରେ ଉପସ୍ଥିତ ଆପଣମାନଙ୍କର ପ୍ରତିନିଧି, ଆସାମର ପୂର୍ବତନ ମୁଖ୍ୟମନ୍ତ୍ରୀ ସର୍ବାନନ୍ଦ ସୋନୋୱାଲ, ଆସାମ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକବୃନ୍ଦ, ଅନ୍ୟ ମହାନୁଭବଗଣ, ଏବଂ ବିଶାଳ ସଂଖ୍ୟାରେ ଆମକୁ ଆଶୀର୍ବାଦ ଦେବା ପାଇଁ ଆସିଥିବା ମୋର ସମସ୍ତ ଭାଇ ଓ ଭଉଣୀମାନେ । ମୁଁ ସେଠାରେ ଏହାଠାରୁ ଅଧିକ ଉତ୍ସାହୀ ଲୋକମାନଙ୍କୁ ଦେଖିପାରୁଛି ।ଆସାମ ଭ୍ୟାଲି ଫର୍ଟିଲାଇଜର ଆଣ୍ଡ କେମିକାଲ କମ୍ପାନୀ ଲିମିଟେଡର ଆମୋନିଆ-ୟୁରିଆ ସାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 21st, 12:00 pm
ଶ୍ରୀ ମୋଦୀ କହିଥିଲେ ଯେ ସେ ଦେଖୁଛନ୍ତି ଯେ, ଆଗକୁ ବହୁ ସଂଖ୍ୟାରେ ଲୋକମାନେ ଏକାଠି ହୋଇ ସେମାନଙ୍କ ଭଲପାଇବାକୁ ବଢାଉଛନ୍ତି । ସେ ବିଶେଷ କରି ମାଆ ଏବଂ ଭଉଣୀମାନଙ୍କ ଉପସ୍ଥିତି ଉପରେ ଆଲୋକପାତ କରି କହିଥିଲେ ଯେ ସେମାନେ ଆଣିଥିବା ପ୍ରେମ ଏବଂ ଆଶୀର୍ବାଦ ଅସାଧାରଣ ଥିଲା। ସେ କହିଥିଲେ ଯେ ଅନେକ ଭଉଣୀ ଆସାମର ଚା' ବଗିଚାର ସୁଗନ୍ଧ ନେଇ ଆସିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ସୁଗନ୍ଧ ଆସାମ ସହିତ ତାଙ୍କର ସମ୍ପର୍କରେ ଏକ ଅନନ୍ୟ ଅନୁଭବ ସୃଷ୍ଟି କରିଥାଏ। ସେ ଉପସ୍ଥିତ ସମସ୍ତଙ୍କୁ ପ୍ରଣାମ କରିଥିଲେ ଏବଂ ସେମାନଙ୍କ ସ୍ନେହ ଓ ଭଲପାଇବା ପାଇଁ କୃତଜ୍ଞତା ବ୍ୟକ୍ତ କରିଥିଲେ।West Bengal must be freed from TMC’s Maha Jungle Raj: PM Modi at Nadia virtual rally
December 20th, 01:55 pm
PM Modi addressed a public rally in Nadia, West Bengal through video conferencing after being unable to attend the programme physically due to adverse weather conditions. He sought forgiveness from the people, stating that dense fog made it impossible for the helicopter to land safely. Earlier today, the PM also laid the foundation stone and inaugurated development works in Ranaghat, a major way forward towards West Bengal’s growth story.PM Modi addresses a public rally virtually in Nadia, West Bengal
December 20th, 01:53 pm
PM Modi addressed a public rally in Nadia, West Bengal through video conferencing after being unable to attend the programme physically due to adverse weather conditions. He sought forgiveness from the people, stating that dense fog made it impossible for the helicopter to land safely. Earlier today, the PM also laid the foundation stone and inaugurated development works in Ranaghat, a major way forward towards West Bengal’s growth story.ହିନ୍ଦୁସ୍ଥାନ ଟାଇମ୍ସ ନେତୃତ୍ୱ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
December 06th, 08:14 pm
ହିନ୍ଦୁସ୍ଥାନ ଟାଇମ୍ସର ଏହି ନେତୃତ୍ୱ ସମ୍ମିଳନୀରେ ଦେଶ ବିଦେଶରୁ ବହୁ ମାନ୍ୟ ଗଣ୍ୟ ଅତିଥି ଯୋଗ ଦେଇଛନ୍ତି । ଆୟୋଜକ ତଥା ନିଜ ମତ ରଖିଥିବା ସମସ୍ତ ମହାନୁଭବଙ୍କୁ ମୁଁ ଅଭିନନ୍ଦନ ଜଣାଉଛି । ଏବେ ଶୋଭନାଜୀ ଦୁଇଟି କଥା କହିଲେ ଯାହା ମୁଁ ଅନୁଧ୍ୟାନ କରିଛି । ଗୋଟିଏ ହେଲା, ଗତଥର ମୋଦୀ ଆସିଥିଲେ ଓ ଏହି ପ୍ରସ୍ତାବ ଦେଇଥିଲେ । ଏହି ଦେଶରେ ମିଡିଆ ହାଉସକୁ କେହି କିଛି କାମ କହିବାକୁ ସାହାସ କରନ୍ତିନି । କିନ୍ତୁ ମୁଁ କରିଲି । ମୋ ପାଇଁ ଏହା ଏକ ଶୁଭ ଖବର ଯେ, ଶୋଭନାଜୀ ଓ ତାଙ୍କ ଟିମ ଅତି ଆଗ୍ରହର ସହ ଏହି କାମ ସମ୍ପନ୍ନ କରିଛନ୍ତି । ମୁଁ ପ୍ରଦର୍ଶନୀ ଦେଖି ଆସିବା ପରେ ସମସ୍ତେ ଏହା ଦେଖିବା ଲାଗି ମୁଁ ଅନୁରୋଧ କରିବି । ଫଟୋଗ୍ରାଫର ବନ୍ଧୁମାନେ ସ୍ମୃତି ସବୁକୁ ଏମିତି ଜାବୁଡି ଧରି ରଖିପାରିଛନ୍ତି ଯେ ସେହି ମୁହୂର୍ତ ସବୁ ଅମରତ୍ୱ ଲାଭ କରିପାରିଛି । ଦେଶ ମାତୃକାର ସେବା ଆଗକୁ ଏମିତି ଜାରି ରଖିବା ନେଇ ହିନ୍ଦୁସ୍ଥାନ ଟାଇମ୍ସ କହିବା ପରେ ମୁଁ ବିଶେଷ ଭାବରେ ଏନେଇ ଧନ୍ୟବାଦ ଜଣାଉଛି ।ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
December 06th, 08:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ଉଦବୋଧନ ଦେଇଛନ୍ତି । ସମ୍ମିଳନୀରେ ଭାରତ ଏବଂ ବିଦେଶରୁ ଅନେକ ବିଶିଷ୍ଟ ଅତିଥିଙ୍କ ଉପସ୍ଥିତିକୁ ସେ ସ୍ୱାଗତ କରିବା ସହିତ ଆୟୋଜକ ଏବଂ ନିଜର ମତାମତ ବାଣ୍ଟିଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଶ୍ରୀ ମୋଦୀ କହିଥିଲେ, ଶୋଭନା ଜୀ ଦୁଇଟି ବିନ୍ଦୁ ଉଲ୍ଲେଖ କରିଥିଲେ ଯାହାକୁ ସେ ଭଲଭାବେ ହୃଦୟଙ୍ଗମ କରିଛନ୍ତି। ପ୍ରଥମଟି ଥିଲା ତାଙ୍କର ପୂର୍ବ ଗସ୍ତର ଉଲ୍ଲେଖ, ଯେତେବେଳେ ସେ ଏକ ପରାମର୍ଶ ଦେଇଥିଲେ, ଯାହା ଗଣମାଧ୍ୟମ ସଂସ୍ଥାଗୁଡ଼ିକ ସହିତ ବହୁତ କମ୍ କରାଯାଇଥାଏ, କିନ୍ତୁ ସେ ତାହା କରିଥିଲେ। ଶୋଭନା ଜୀ ଏବଂ ତାଙ୍କ ଦଳ ଏହାକୁ ଉତ୍ସାହର ସହିତ କାର୍ଯ୍ୟକାରୀ କରିଥିବାରୁ ପ୍ରଧାନମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ପ୍ରଦର୍ଶନୀ ପରିଦର୍ଶନ କରିବା ସମୟରେ ସେ ଦେଖିଥିଲେ ଯେ ଫଟୋଗ୍ରାଫରମାନେ ଏପରି ମୁହୂର୍ତ୍ତଗୁଡ଼ିକୁ କ୍ୟାମେରାରେ କଏଦ କରିଛନ୍ତି ଯାହା ଅମର ହୋଇଯାଇଛି । ସମସ୍ତଙ୍କୁ ଏହା ଦେଖିବାକୁ ସେ ଅନୁରୋଧ କରିଥିଲେ। ଶୋଭନା ଜୀଙ୍କ ଦ୍ୱିତୀୟ ବିନ୍ଦୁ ଉପରେ ପ୍ରଧାନମନ୍ତ୍ରୀ ମତ ରଖିଥିଲେ। ସେ କହିଥିଲେ, ଦେଶର ସେବା କରିବା କେବଳ ତାଙ୍କର ଇଚ୍ଛା ନୁହେଁ ବରଂ ହିନ୍ଦୁସ୍ତାନ ଟାଇମ୍ସ ମଧ୍ୟ ଚାହୁଁଛି ଯେ ସେ ଏହି ସେବା କରିବା ଜାରି ରଖିବା ଆବଶ୍ୟକ। ଏଥିପାଇଁ ପ୍ରଧାନମନ୍ତ୍ରୀ ବିଶେଷ ଭାବେ କୃତଜ୍ଞତା ପ୍ରକଟ କରିଥିଲେ।ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପାର୍ତ୍ତଗଳି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 28th, 03:35 pm
ଆଜିର ଏହି ପବିତ୍ର ଅବସର ମୋ ମନକୁ ଅତି ଆନନ୍ଦିତ କରିଛି। ସନ୍ଥ ଏବଂ ମୁନିମାନଙ୍କ ଗହଣରେ ବସିବା ନିଜର ଏକ ଆଧ୍ୟାତ୍ମିକ ଅନୁଭୂତି। ଏଠାରେ ଉପସ୍ଥିତ ବହୁ ସଂଖ୍ୟକ ଭକ୍ତ ଏହି ମଠର ଶତାବ୍ଦୀ ପୁରୁଣା ସ୍ପନ୍ଦନଶୀଳ ଶକ୍ତିକୁ ଆହୁରି ମଜବୁତ କରେ। ଏହି ସମାରୋହରେ ଆପଣମାନଙ୍କ ମଧ୍ୟରେ ଉପସ୍ଥିତ ରହିବା ପାଇଁ ମୁଁ ନିଜକୁ ଭାଗ୍ୟବାନ ମନେ କରୁଛି। ଏଠାକୁ ଆସିବା ପୂର୍ବରୁ, ମୁଁ ରାମ ମନ୍ଦିର ଏବଂ ବୀର ବିଟ୍ଠଲ ମନ୍ଦିରରେ ପ୍ରାର୍ଥନା କରିବାର ସୌଭାଗ୍ୟ ପାଇଥିଲି। ସେଠାକାର ଶାନ୍ତ ଏବଂ ଭକ୍ତିପୂର୍ଣ୍ଣ ପରିବେଶ ଏହି ସମାରୋହର ଆଧ୍ୟାତ୍ମିକ ସାରକୁ ଆହୁରି ଗଭୀର କରିଥିଲା ।ଗୋଆରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପର୍ତଗଲି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
November 28th, 03:30 pm
28.11.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୋଆରେ ଶ୍ରୀ ସଂସ୍ଥାନ ଗୋକର୍ଣ୍ଣ ପର୍ତଗଲି ଜୀବୋତ୍ତମ ମଠର ୫୫୦ତମ ବାର୍ଷିକୀ ସମାରୋହରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହି ପବିତ୍ର ଅବସରରେ ତାଙ୍କର ମନ ଗଭୀର ଶାନ୍ତିରେ ପରିପୂର୍ଣ୍ଣ। ସେ ଆଲୋକପାତ କରିଥିଲେ ଯେ ସନ୍ଥମାନଙ୍କ ଉପସ୍ଥିତିରେ ବସିବା ବାସ୍ତବରେ ଏକ ଆଧ୍ୟାତ୍ମିକ ଅନୁଭୂତି। ଏଠାରେ ଉପସ୍ଥିତ ବହୁ ସଂଖ୍ୟକ ଭକ୍ତ ଏହି ମଠର ଶତାବ୍ଦୀ ପୁରୁଣା ଜୀବନ୍ତ ଶକ୍ତିକୁ ଆହୁରି ବୃଦ୍ଧି କରୁଛନ୍ତି ବୋଲି ଉଲ୍ଲେଖ କରି ଶ୍ରୀ ମୋଦୀ କହିଥିଲେ ଯେ ଆଜି ଏହି ସମାରୋହରେ ଲୋକଙ୍କ ମଧ୍ୟରେ ଉପସ୍ଥିତ ରହିବା ପାଇଁ ସେ ନିଜକୁ ଭାଗ୍ୟବାନ ମନେ କରୁଛନ୍ତି। ସେ ଉଲ୍ଲେଖ କରିଥିଲେ ଯେ ଏଠାକୁ ଆସିବା ପୂର୍ବରୁ ତାଙ୍କୁ ରାମ ମନ୍ଦିର ଏବଂ ବୀର ବିଠଲ ମନ୍ଦିର ପରିଦର୍ଶନ କରିବାର ସୌଭାଗ୍ୟ ମିଳିଥିଲା। ସେ କହିଥିଲେ ଯେ ସେଠାକାର ଶାନ୍ତି ଏବଂ ପରିବେଶ ଏହି ସମାରୋହର ଆଧ୍ୟାତ୍ମିକତାକୁ ଆହୁରି ଗଭୀର କରିଛି।କର୍ଣ୍ଣାଟକ ଉଡୁପି ଶ୍ରୀକୃଷ୍ଣ ମଠରେ ‘ଲକ୍ଷ କଣ୍ଠ ଗୀତା ପାରାୟଣ’ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
November 28th, 11:45 am
ମୁଁ ମୋ ବକ୍ତବ୍ୟ ଆରମ୍ଭ କରିବା ପୂର୍ବରୁ, କିଛି ପିଲା ଏଠାରେ କିଛି ଫଟୋ ନେଇ ଆସିଛନ୍ତି। ଏସ୍ପିଜି ଓ ସ୍ଥାନୀୟ ପୁଲିସକର୍ମୀ ଦୟାକରି ସେଗୁଡ଼ିକୁ ସଂଗ୍ରହ କରିବାରେ ସାହାଯ୍ୟ କରନ୍ତୁ। ଯଦି ଆପଣ ଫଟୋ ପଛରେ ଆପଣଙ୍କର ଠିକଣା ଲେଖିଛନ୍ତି, ତେବେ ମୁଁ ନିଶ୍ଚିତ ଭାବରେ ଆପଣଙ୍କୁ ଏକ ଧନ୍ୟବାଦ ପତ୍ର ପଠାଇବି। ଯେଉଁମାନେ କିଛି ସାଙ୍ଗରେ ନେଇ ଆସିଛନ୍ତି, ଦୟାକରି ସେମାନଙ୍କୁ ଦେଇଦିଅନ୍ତୁ; ସେମାନେ ତାହା ସଂଗ୍ରହ କରିନେବେ। ଆପଣ ଏଠାରେ ଆରାମରେ ବସନ୍ତୁ। ଏହି ପିଲାମାନେ ଅନେକ ସମୟରେ ବହୁତ କଠିନ ପରିଶ୍ରମ କରିଥାଆନ୍ତି, କିନ୍ତୁ ବେଳେବେଳେ ସେମାନଙ୍କ ପ୍ରତି ମୋ ଦ୍ୱାରା ଅନ୍ୟାୟ ହୋଇଯାଏ, ଏଥିପାଇଁ ମୁଁ ବହୁତ ଦୁଃଖ ପାଏ।କର୍ଣ୍ଣାଟକର ଉଡ଼ୁପୀସ୍ଥିତ ଶ୍ରୀକୃଷ୍ଣ ମଠରେ ଲକ୍ଷ କଣ୍ଠ ଗୀତା ପାରାୟଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 28th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର ଉଡ଼ୁପୀସ୍ଥିତ ଶ୍ରୀକୃଷ୍ଣ ମଠରେ ଲକ୍ଷ କଣ୍ଠ ଗୀତା ପାରାୟଣ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଭଗବାନ ଶ୍ରୀକୃଷ୍ଣଙ୍କ ଦିବ୍ୟ ଦର୍ଶନରୁ ମିଳିଥିବା ସନ୍ତୋଷ, ଶ୍ରୀମଦ୍ ଭଗବଦ୍ ଗୀତାର ମନ୍ତ୍ରୋଚାରଣରୁ ମିଳିଥିବା ଆଧ୍ୟାତ୍ମିକ ଅନୁଭୂତି ଏବଂ ଏତେ ସଂଖ୍ୟକ ପୂଜ୍ୟ ସନ୍ଥ ଓ ଗୁରୁମାନଙ୍କର ଉପସ୍ଥିତି ତାଙ୍କ ପାଇଁ ପରମ ସୌଭାଗ୍ୟ। ତାଙ୍କ ପାଇଁ ଏହା ଅଗଣିତ ଆଶୀର୍ବାଦ ପାଇବା ସହିତ ସମାନ ବୋଲି ସେ ଆଲୋକପାତ କରି କହିଥିଲେ।ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀଠାରେ ଶ୍ରୀ ସତ୍ୟ ସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 19th, 11:00 am
ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ, କେନ୍ଦ୍ରରେ ମୋର ସହକର୍ମୀ ରାମମୋହନ ନାଇଡୁ, ଜି. କିଶନ ରେଡ୍ଡୀ, ଭୂପତି ରାଜୁ ଶ୍ରୀନିବାସ ବର୍ମା, ସଚିନ ତେନ୍ଦୁଲକର ଜୀ, ଉପମୁଖ୍ୟମନ୍ତ୍ରୀ ପୱନ କଲ୍ୟାଣ ଜୀ, ରାଜ୍ୟ ସରକାରରେ ଥିବା ମନ୍ତ୍ରୀ ନାରା ଲୋକେଶ ଜୀ, ଶ୍ରୀ ସତ୍ୟ ସାଇ ସେଣ୍ଟ୍ରାଲ ଟ୍ରଷ୍ଟର ପରିଚାଳନା ଟ୍ରଷ୍ଟି ଆର୍. ଜେ. ରତ୍ନାକର ଜୀ, କୁଳପତି କେ. ଚକ୍ରବର୍ତ୍ତୀ ଜୀ, ଐଶ୍ୱର୍ଯ୍ୟା ଜୀ, ଅନ୍ୟ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଗଣ, ମହିଳା ଓ ସଜ୍ଜନଗଣ, ସାଇ ରାମ!ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀରେ ଶ୍ରୀ ସତ୍ୟସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ଉତ୍ସବକୁ ସମ୍ବୋଧିତ କରିଛନ୍ତି
November 19th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର ପୁଟ୍ଟପର୍ଥୀରେ ଭଗବାନ ଶ୍ରୀ ସତ୍ୟ ସାଇ ବାବାଙ୍କ ଜନ୍ମ ଶତବାର୍ଷିକୀ ସମାରୋହରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ ତାଙ୍କର ବକ୍ତବ୍ୟ ସାଇ ରାମ ସହିତ ଆରମ୍ଭ କରିଥିଲେ ଏବଂ ପ୍ରକାଶ କରିଥିଲେ ଯେ ପୁଟ୍ଟପର୍ଥୀର ପବିତ୍ର ଭୂମିରେ ସମସ୍ତଙ୍କ ମଧ୍ୟରେ ଉପସ୍ଥିତ ରହିବା ତାଙ୍କ ପାଇଁ ଏକ ଭାବପ୍ରବଣତାପୂର୍ଣ୍ଣ ଏବଂ ଆଧ୍ୟାତ୍ମିକ ଅନୁଭୂତି। ସେ କହିଥିଲେ ଯେ, କିଛି ସମୟ ପୂର୍ବରୁ ତାଙ୍କୁ ବାବାଙ୍କ ସମାଧିରେ ପୁଷ୍ପମାଲ୍ୟ ଅର୍ପଣ କରିବାର ସୁଯୋଗ ମିଳିଥିଲା। ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ, ବାବାଙ୍କ ପାଦ ତଳେ ପ୍ରଣାମ କରିବା ଏବଂ ତାଙ୍କ ଆଶୀର୍ବାଦ ଗ୍ରହଣ କରିବା ସର୍ବଦା ହୃଦୟକୁ ଗଭୀର ଭାବପ୍ରବଣତାରେ ପରିପୂର୍ଣ୍ଣ କରିଥାଏ।ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିଥିବା ରାମନାଥ ଗୋଏଙ୍କା ଷଷ୍ଠ ଅଭିଭାଷଣ
November 17th, 08:30 pm
ଆଜି ଆମେ ସଭିଏଁ ଏଭଳି ଜଣେ ବିଭୂତିଙ୍କୁ ସମ୍ମାନ ପ୍ରଦର୍ଶନ କରିବା ନିମନ୍ତେ ଏଠାରେ ଆସି ଉପସ୍ଥିତ ହୋଇଛେ, ଯିଏ ଭାରତୀୟ ଲୋକତନ୍ତ୍ରରେ, ସାମ୍ବାଦିକତା କ୍ଷେତ୍ରରେ, ଅଭିବ୍ୟକ୍ତି ଏବଂ ଜନ ଆନ୍ଦୋଳନର ଶକ୍ତିକୁ ନୂତନ ଶୀର୍ଷରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ । ରାମନାଥ ଗୋଏଙ୍କାଜୀ ଏଭଳି ଜଣେ ଦୂରଦ୍ରଷ୍ଟା ଭାବରେ, ଜଣେ ଅନୁଷ୍ଠାନ ନିର୍ମାତା ଭାବରେ, ଜଣେ ରାଷ୍ଟ୍ରବାଦୀ ରୂପରେ ଏବଂ ଜଣେ ଗଣମାଧ୍ୟମ ନେତୃତ୍ୱ ଭାବରେ, ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ, କେବଳ ଗୋଟିଏ ସମ୍ବାଦପତ୍ର ଭାବରେ ନୁହେଁ ବରଂ ଏକ ମିଶନ ଭାବରେ, ଭାରତର ଜନସାଧାରଣଙ୍କ ନିକଟରେ ଉପସ୍ଥାପନ କରିପାରିଥିଲେ । ଅନେକ ନେତୃତ୍ୱରେ ଏହି ଗୋଷ୍ଠୀ, ଭାରତର ଲୋକତାନ୍ତ୍ରିକ ମୂଲ୍ୟବୋଧ ଏବଂ ରାଷ୍ଟ୍ରୀୟ ହିତ ସାଧନର ସ୍ୱର ରୂପରେ ମଧ୍ୟ ଗୁଞ୍ଜରିତ ହୋଇପାରିଥିଲା । ସେଥି ନିମନ୍ତେ ଏକବିଂଶ ଶତାବ୍ଦୀର ଏହି କାଳଖଣ୍ଡରେ ଯେତେବେଳେ ଭାରତ ବିକଶିତ ହେବାର ସଂକଳ୍ପର ସହିତ ଆଗକୁ ଅଗ୍ରସର ହୋଇଚାଲିଛି, ସେତେବେଳେ ରାମନାଥ ଗୋଏଙ୍କାଜୀଙ୍କ ପ୍ରତିବଦ୍ଧତା, ତାଙ୍କର ପ୍ରୟାସ, ତାଙ୍କର ପରିକଳ୍ପନା, ଆମକୁ ଢେର୍ ପ୍ରେରଣା ଯୋଗାଉଛି । ମୁଁ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପ ନିକଟରେ କୃତଜ୍ଞତା ବ୍ୟକ୍ତ କରୁଛି ଯେ ଆପଣମାନେ ମୋତେ ଏହି ବ୍ୟାଖ୍ୟାନ ନିମନ୍ତେ ଆମନ୍ତ୍ରିତ କରିଛନ୍ତି, ମୁଁ ଆପଣମାନଙ୍କ ସମସ୍ତଙ୍କୁ ଏଥି ସକାଶେ ଅଭିନନ୍ଦନ ଜ୍ଞାପନ କରୁଛି ।ଷଷ୍ଠ ରାମନାଥ ଗୋଏଙ୍କା ବକ୍ତୃତା ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
November 17th, 08:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଦ ଇଣ୍ଡିଆନ ଏକ୍ସପ୍ରେସ ଦ୍ୱାରା ଆୟୋଜିତ ଷଷ୍ଠ ରାମନାଥ ଗୋଏଙ୍କା ବତ୍କୃତା ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ଆମେ ଏମିତି ଜଣେ ବ୍ୟକ୍ତିତ୍ୱଙ୍କୁ ସ୍ମରଣ କରିବାକୁ ଏକାଠି ହୋଇଛୁ, ଯିଏକି ଭାରତର ଗଣତନ୍ତ୍ର, ପତ୍ରକାରିତା, ଅଭିବ୍ୟକ୍ତି ଏବଂ ଜନଆନ୍ଦୋଳନର ଶକ୍ତିକୁ ଉଚ୍ଚ ସ୍ଥାନକୁ ନେଇଯାଇଥିଲେ । ସେ ଉଲ୍ଲେଖ କରିଥିଲେ, ଶ୍ରୀ ରାମନାଥ ଗୋଏଙ୍କା ଦୃଷ୍ଟିସମ୍ପନ୍ନ, ସଂସ୍ଥାପକ, ଜାତୀୟତାବାଦୀ ଏବଂ ଗଣମାଧ୍ୟମ ନେତା ଭାବେ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କେବଳ ଏକ ସମ୍ବାଦପତ୍ର ନୁହେଁ, ବରଂ ଜନତାଙ୍କ ମଧ୍ୟରେ ଏକ ମିଶନରେ ପରିଣତ କରିଥିଲେ । ସେ କହିଥିଲେ, ଗୋଏଙ୍କାଜୀଙ୍କ ନେତୃତ୍ୱରେ ଏହି ଗ୍ରୁପ ଭାରତର ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଜାତୀୟ ହିତର ଏକ ସ୍ୱର ହୋଇପାରିଥିଲା । ସେ କହିଥିଲେ, ଏକବିଂଶ ଶତାବ୍ଦୀର ଏହି ଯୁଗରେ ଯେତେବେଳେ ଭାରତ ନିଜକୁ ବିକଶିତ କରିବାର ସଂକଳ୍ପରେ ଅଗ୍ରସର ହେଉଛି, ଗୋଏଙ୍କାଜୀଙ୍କର ଦୃଢ଼ତା ଏବଂ ଦୃଷ୍ଟି ଆମ ପାଇଁ ପ୍ରେରଣା । ବତ୍କୃତା ପାଇଁ ତାଙ୍କୁ ନିମନ୍ତ୍ରଣ କରିଥିବାରୁ ପ୍ରଧାନମନ୍ତ୍ରୀ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କୃତଜ୍ଞତା ଜଣାଇବା ସହ ଉପସ୍ଥିତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ ।Bihar doesn't need ‘Katta Sarkar’: PM Modi in Sitamarhi
November 08th, 11:15 am
PM Modi addressed a large and enthusiastic gathering in Sitamarhi, Bihar, seeking blessings at the sacred land of Mata Sita and underlining the deep connection between faith and nation building. Recalling the events of November 8 2019, when he had prayed for a favourable Ayodhya judgment before inauguration duties the next day, he said today he had come to Sitamarhi to seek the people’s blessings for a Viksit Bihar. He reminded voters that this election will decide the future of Bihar’s youth and urged them to vote for progress.