ପ୍ରଧାନମନ୍ତ୍ରୀଙ୍କ ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତ
December 11th, 08:43 pm
ରାଜା ଅବଦୁଲ୍ଲା ଦ୍ୱିତୀୟ ବିନ ଅଲ ହୁସେନଙ୍କ ନିମନ୍ତ୍ରଣରେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୫ରୁ ୧୬ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ଜୋର୍ଡାନର ହାସେମାଇଟ ରାଜ୍ୟ ଗସ୍ତ କରିବେ । ଏହି ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ଭାରତ-ଜୋର୍ଡାନ ମଧ୍ୟରେ ସମ୍ପର୍କର ସମସ୍ତ ଦିଗ ଉପରେ ସମୀକ୍ଷା କରିବା ଏବଂ ଆଞ୍ଚଳିକ ପ୍ରସଙ୍ଗ ଉପରେ ଦୃଷ୍ଟିକୋଣ ଆଦାନପ୍ରଦାନ କରିବା ପାଇଁ ରାଜା ଅବଦୁଲ୍ଲା ଦ୍ୱିତୀୟ ବିନ ଅଲ ହୁସେନଙ୍କୁ ଭେଟିବେ । ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କ ସ୍ଥାପନର ୭୫ତମ ବାର୍ଷିକୀ ଅବସରରେ ଆୟୋଜିତ ଏହି ଗସ୍ତ ଭାରତ ଓ ଜୋର୍ଡାନ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବା, ପାରସ୍ପରିକ ଅଭିବୃଦ୍ଧି ଏବଂ ସମୃଦ୍ଧି ପାଇଁ ସହଯୋଗର ନୂତନ ମାର୍ଗ ଅନୁସନ୍ଧାନ କରିବା ତଥା ଆଞ୍ଚଳିକ ଶାନ୍ତି, ସମୃଦ୍ଧି, ସୁରକ୍ଷା ଏବଂ ସ୍ଥିରତାକୁ ପ୍ରୋତ୍ସାହିତ କରିବା ଦିଗରେ ଆମର ପ୍ରତିବଦ୍ଧତାକୁ ଦୋହରାଇବାର ଏକ ସୁଯୋଗ ପ୍ରଦାନ କରିବ ।ହିନ୍ଦୁସ୍ଥାନ ଟାଇମ୍ସ ନେତୃତ୍ୱ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
December 06th, 08:14 pm
ହିନ୍ଦୁସ୍ଥାନ ଟାଇମ୍ସର ଏହି ନେତୃତ୍ୱ ସମ୍ମିଳନୀରେ ଦେଶ ବିଦେଶରୁ ବହୁ ମାନ୍ୟ ଗଣ୍ୟ ଅତିଥି ଯୋଗ ଦେଇଛନ୍ତି । ଆୟୋଜକ ତଥା ନିଜ ମତ ରଖିଥିବା ସମସ୍ତ ମହାନୁଭବଙ୍କୁ ମୁଁ ଅଭିନନ୍ଦନ ଜଣାଉଛି । ଏବେ ଶୋଭନାଜୀ ଦୁଇଟି କଥା କହିଲେ ଯାହା ମୁଁ ଅନୁଧ୍ୟାନ କରିଛି । ଗୋଟିଏ ହେଲା, ଗତଥର ମୋଦୀ ଆସିଥିଲେ ଓ ଏହି ପ୍ରସ୍ତାବ ଦେଇଥିଲେ । ଏହି ଦେଶରେ ମିଡିଆ ହାଉସକୁ କେହି କିଛି କାମ କହିବାକୁ ସାହାସ କରନ୍ତିନି । କିନ୍ତୁ ମୁଁ କରିଲି । ମୋ ପାଇଁ ଏହା ଏକ ଶୁଭ ଖବର ଯେ, ଶୋଭନାଜୀ ଓ ତାଙ୍କ ଟିମ ଅତି ଆଗ୍ରହର ସହ ଏହି କାମ ସମ୍ପନ୍ନ କରିଛନ୍ତି । ମୁଁ ପ୍ରଦର୍ଶନୀ ଦେଖି ଆସିବା ପରେ ସମସ୍ତେ ଏହା ଦେଖିବା ଲାଗି ମୁଁ ଅନୁରୋଧ କରିବି । ଫଟୋଗ୍ରାଫର ବନ୍ଧୁମାନେ ସ୍ମୃତି ସବୁକୁ ଏମିତି ଜାବୁଡି ଧରି ରଖିପାରିଛନ୍ତି ଯେ ସେହି ମୁହୂର୍ତ ସବୁ ଅମରତ୍ୱ ଲାଭ କରିପାରିଛି । ଦେଶ ମାତୃକାର ସେବା ଆଗକୁ ଏମିତି ଜାରି ରଖିବା ନେଇ ହିନ୍ଦୁସ୍ଥାନ ଟାଇମ୍ସ କହିବା ପରେ ମୁଁ ବିଶେଷ ଭାବରେ ଏନେଇ ଧନ୍ୟବାଦ ଜଣାଉଛି ।ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
December 06th, 08:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ଉଦବୋଧନ ଦେଇଛନ୍ତି । ସମ୍ମିଳନୀରେ ଭାରତ ଏବଂ ବିଦେଶରୁ ଅନେକ ବିଶିଷ୍ଟ ଅତିଥିଙ୍କ ଉପସ୍ଥିତିକୁ ସେ ସ୍ୱାଗତ କରିବା ସହିତ ଆୟୋଜକ ଏବଂ ନିଜର ମତାମତ ବାଣ୍ଟିଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଶ୍ରୀ ମୋଦୀ କହିଥିଲେ, ଶୋଭନା ଜୀ ଦୁଇଟି ବିନ୍ଦୁ ଉଲ୍ଲେଖ କରିଥିଲେ ଯାହାକୁ ସେ ଭଲଭାବେ ହୃଦୟଙ୍ଗମ କରିଛନ୍ତି। ପ୍ରଥମଟି ଥିଲା ତାଙ୍କର ପୂର୍ବ ଗସ୍ତର ଉଲ୍ଲେଖ, ଯେତେବେଳେ ସେ ଏକ ପରାମର୍ଶ ଦେଇଥିଲେ, ଯାହା ଗଣମାଧ୍ୟମ ସଂସ୍ଥାଗୁଡ଼ିକ ସହିତ ବହୁତ କମ୍ କରାଯାଇଥାଏ, କିନ୍ତୁ ସେ ତାହା କରିଥିଲେ। ଶୋଭନା ଜୀ ଏବଂ ତାଙ୍କ ଦଳ ଏହାକୁ ଉତ୍ସାହର ସହିତ କାର୍ଯ୍ୟକାରୀ କରିଥିବାରୁ ପ୍ରଧାନମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ପ୍ରଦର୍ଶନୀ ପରିଦର୍ଶନ କରିବା ସମୟରେ ସେ ଦେଖିଥିଲେ ଯେ ଫଟୋଗ୍ରାଫରମାନେ ଏପରି ମୁହୂର୍ତ୍ତଗୁଡ଼ିକୁ କ୍ୟାମେରାରେ କଏଦ କରିଛନ୍ତି ଯାହା ଅମର ହୋଇଯାଇଛି । ସମସ୍ତଙ୍କୁ ଏହା ଦେଖିବାକୁ ସେ ଅନୁରୋଧ କରିଥିଲେ। ଶୋଭନା ଜୀଙ୍କ ଦ୍ୱିତୀୟ ବିନ୍ଦୁ ଉପରେ ପ୍ରଧାନମନ୍ତ୍ରୀ ମତ ରଖିଥିଲେ। ସେ କହିଥିଲେ, ଦେଶର ସେବା କରିବା କେବଳ ତାଙ୍କର ଇଚ୍ଛା ନୁହେଁ ବରଂ ହିନ୍ଦୁସ୍ତାନ ଟାଇମ୍ସ ମଧ୍ୟ ଚାହୁଁଛି ଯେ ସେ ଏହି ସେବା କରିବା ଜାରି ରଖିବା ଆବଶ୍ୟକ। ଏଥିପାଇଁ ପ୍ରଧାନମନ୍ତ୍ରୀ ବିଶେଷ ଭାବେ କୃତଜ୍ଞତା ପ୍ରକଟ କରିଥିଲେ।Prime Minister Narendra Modi to participate in G20 Leaders’ Summit in Johannesburg, South Africa
November 19th, 10:42 pm
PM Modi will visit Johannesburg, South Africa, from 21-23 November 2025 to attend the 20th G20 Leaders’ Summit. During the Summit sessions, the PM will present India’s perspectives on key issues on the G20 agenda. On the margins of the Summit, he will hold bilateral meetings with world leaders and will also participate in the India-Brazil-South Africa (IBSA) Leaders’ Meeting being hosted by South Africa.ନୂଆଦିଲ୍ଲୀ ଠାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପ୍ରଦାନ କରିଥିବା ରାମନାଥ ଗୋଏଙ୍କା ଷଷ୍ଠ ଅଭିଭାଷଣ
November 17th, 08:30 pm
ଆଜି ଆମେ ସଭିଏଁ ଏଭଳି ଜଣେ ବିଭୂତିଙ୍କୁ ସମ୍ମାନ ପ୍ରଦର୍ଶନ କରିବା ନିମନ୍ତେ ଏଠାରେ ଆସି ଉପସ୍ଥିତ ହୋଇଛେ, ଯିଏ ଭାରତୀୟ ଲୋକତନ୍ତ୍ରରେ, ସାମ୍ବାଦିକତା କ୍ଷେତ୍ରରେ, ଅଭିବ୍ୟକ୍ତି ଏବଂ ଜନ ଆନ୍ଦୋଳନର ଶକ୍ତିକୁ ନୂତନ ଶୀର୍ଷରେ ପହଞ୍ଚାଇବାରେ ସକ୍ଷମ ହୋଇଥିଲେ । ରାମନାଥ ଗୋଏଙ୍କାଜୀ ଏଭଳି ଜଣେ ଦୂରଦ୍ରଷ୍ଟା ଭାବରେ, ଜଣେ ଅନୁଷ୍ଠାନ ନିର୍ମାତା ଭାବରେ, ଜଣେ ରାଷ୍ଟ୍ରବାଦୀ ରୂପରେ ଏବଂ ଜଣେ ଗଣମାଧ୍ୟମ ନେତୃତ୍ୱ ଭାବରେ, ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ, କେବଳ ଗୋଟିଏ ସମ୍ବାଦପତ୍ର ଭାବରେ ନୁହେଁ ବରଂ ଏକ ମିଶନ ଭାବରେ, ଭାରତର ଜନସାଧାରଣଙ୍କ ନିକଟରେ ଉପସ୍ଥାପନ କରିପାରିଥିଲେ । ଅନେକ ନେତୃତ୍ୱରେ ଏହି ଗୋଷ୍ଠୀ, ଭାରତର ଲୋକତାନ୍ତ୍ରିକ ମୂଲ୍ୟବୋଧ ଏବଂ ରାଷ୍ଟ୍ରୀୟ ହିତ ସାଧନର ସ୍ୱର ରୂପରେ ମଧ୍ୟ ଗୁଞ୍ଜରିତ ହୋଇପାରିଥିଲା । ସେଥି ନିମନ୍ତେ ଏକବିଂଶ ଶତାବ୍ଦୀର ଏହି କାଳଖଣ୍ଡରେ ଯେତେବେଳେ ଭାରତ ବିକଶିତ ହେବାର ସଂକଳ୍ପର ସହିତ ଆଗକୁ ଅଗ୍ରସର ହୋଇଚାଲିଛି, ସେତେବେଳେ ରାମନାଥ ଗୋଏଙ୍କାଜୀଙ୍କ ପ୍ରତିବଦ୍ଧତା, ତାଙ୍କର ପ୍ରୟାସ, ତାଙ୍କର ପରିକଳ୍ପନା, ଆମକୁ ଢେର୍ ପ୍ରେରଣା ଯୋଗାଉଛି । ମୁଁ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପ ନିକଟରେ କୃତଜ୍ଞତା ବ୍ୟକ୍ତ କରୁଛି ଯେ ଆପଣମାନେ ମୋତେ ଏହି ବ୍ୟାଖ୍ୟାନ ନିମନ୍ତେ ଆମନ୍ତ୍ରିତ କରିଛନ୍ତି, ମୁଁ ଆପଣମାନଙ୍କ ସମସ୍ତଙ୍କୁ ଏଥି ସକାଶେ ଅଭିନନ୍ଦନ ଜ୍ଞାପନ କରୁଛି ।ଷଷ୍ଠ ରାମନାଥ ଗୋଏଙ୍କା ବକ୍ତୃତା ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
November 17th, 08:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ଦ ଇଣ୍ଡିଆନ ଏକ୍ସପ୍ରେସ ଦ୍ୱାରା ଆୟୋଜିତ ଷଷ୍ଠ ରାମନାଥ ଗୋଏଙ୍କା ବତ୍କୃତା ପ୍ରଦାନ କରିଛନ୍ତି । ପ୍ରଧାନମନ୍ତ୍ରୀ କହିଥିଲେ, ଆଜି ଆମେ ଏମିତି ଜଣେ ବ୍ୟକ୍ତିତ୍ୱଙ୍କୁ ସ୍ମରଣ କରିବାକୁ ଏକାଠି ହୋଇଛୁ, ଯିଏକି ଭାରତର ଗଣତନ୍ତ୍ର, ପତ୍ରକାରିତା, ଅଭିବ୍ୟକ୍ତି ଏବଂ ଜନଆନ୍ଦୋଳନର ଶକ୍ତିକୁ ଉଚ୍ଚ ସ୍ଥାନକୁ ନେଇଯାଇଥିଲେ । ସେ ଉଲ୍ଲେଖ କରିଥିଲେ, ଶ୍ରୀ ରାମନାଥ ଗୋଏଙ୍କା ଦୃଷ୍ଟିସମ୍ପନ୍ନ, ସଂସ୍ଥାପକ, ଜାତୀୟତାବାଦୀ ଏବଂ ଗଣମାଧ୍ୟମ ନେତା ଭାବେ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କେବଳ ଏକ ସମ୍ବାଦପତ୍ର ନୁହେଁ, ବରଂ ଜନତାଙ୍କ ମଧ୍ୟରେ ଏକ ମିଶନରେ ପରିଣତ କରିଥିଲେ । ସେ କହିଥିଲେ, ଗୋଏଙ୍କାଜୀଙ୍କ ନେତୃତ୍ୱରେ ଏହି ଗ୍ରୁପ ଭାରତର ଗଣତାନ୍ତ୍ରିକ ମୂଲ୍ୟବୋଧ ଏବଂ ଜାତୀୟ ହିତର ଏକ ସ୍ୱର ହୋଇପାରିଥିଲା । ସେ କହିଥିଲେ, ଏକବିଂଶ ଶତାବ୍ଦୀର ଏହି ଯୁଗରେ ଯେତେବେଳେ ଭାରତ ନିଜକୁ ବିକଶିତ କରିବାର ସଂକଳ୍ପରେ ଅଗ୍ରସର ହେଉଛି, ଗୋଏଙ୍କାଜୀଙ୍କର ଦୃଢ଼ତା ଏବଂ ଦୃଷ୍ଟି ଆମ ପାଇଁ ପ୍ରେରଣା । ବତ୍କୃତା ପାଇଁ ତାଙ୍କୁ ନିମନ୍ତ୍ରଣ କରିଥିବାରୁ ପ୍ରଧାନମନ୍ତ୍ରୀ ଇଣ୍ଡିଆନ ଏକ୍ସପ୍ରେସ ଗ୍ରୁପକୁ କୃତଜ୍ଞତା ଜଣାଇବା ସହ ଉପସ୍ଥିତ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ ।ସବୁଜ ଶକ୍ତି ପାଇଁ ଗୁରୁତ୍ୱପୂର୍ଣ୍ଣ ଗ୍ରାଫାଇଟ୍, ସିଜିୟମ୍, ରୁବିଡିୟମ୍ ଏବଂ ଜିରକୋନିୟମ୍ ଖଣିଜ ପଦାର୍ଥର ରୟାଲ୍ଟି ହାରକୁ ଯୁକ୍ତିଯୁକ୍ତ କରିବା ପାଇଁ କ୍ୟାବିନେଟର ଅନୁମୋଦନ
November 12th, 08:26 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ସିଜିୟମ, ଗ୍ରାଫାଇଟ, ରୁବିଡିୟମ ଏବଂ ଜିରକୋନିୟମର ରୟାଲ୍ଟି ହାର ନିର୍ଦ୍ଦିଷ୍ଟ କରିବା/ସଂଶୋଧନକୁ ନିମ୍ନଲିଖିତ ପ୍ରକାରେ ମଞ୍ଜୁରୀ ଦିଆଯାଇଛି:Joint Press Release on the State Visit to Bhutan by Prime Minister of India
November 12th, 10:00 am
At the invitation of His Majesty Jigme Khesar Namgyel Wangchuck, the King of Bhutan, PM Modi undertook a two-day State Visit to Bhutan from 11–12 November 2025. During the visit, the PM joined the 70th Birth Anniversary celebrations of His Majesty the Fourth Druk Gyalpo, participated in the ongoing Global Peace Prayer Festival, inaugurated the 1020 MW Punatsangchhu-II Hydroelectric Project and witnessed the signing of several agreements and MoUs between India and Bhutan.ଭୂଟାନ ରାଜାଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 11th, 12:00 pm
କିନ୍ତୁ ମୁଁ ଆଜି ଏଠାକୁ ବ୍ୟଥିତ ହୃଦୟରେ ଆସିଛି । କାଲି ସନ୍ଧ୍ୟାରେ ଦିଲ୍ଲୀରେ ହୋଇଥିବା ଭୟାବହ ଘଟଣା ସମସ୍ତଙ୍କ ମନକୁ ବ୍ୟଥିତ କରିଦେଇଛି । ମୁଁ ଅପୂରଣୀୟ କ୍ଷତିର ସମ୍ମୁଖୀନ ହୋଇଥିବା ପୀଡ଼ିତ ପରିବାରଙ୍କ ଦୁଃଖ ବୁଝିପାରୁଛି । ଆଜି ସମଗ୍ର ଦେଶ ସେମାନଙ୍କ ସହ ସହାୟତା ପାଇଁ ଛିଡ଼ା ହୋଇଛି ।ଭୂଟାନର ଚତୁର୍ଥ ରାଜାଙ୍କ ୭୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
November 11th, 11:39 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୂଟାନର ଥିମ୍ପୁର ଚାଙ୍ଗଲିମେଥାଙ୍ଗ ସେଲିବ୍ରେସନ୍ ଗ୍ରାଉଣ୍ଡରେ ଏକ ସମାବେଶରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ ଭୁଟାନର ରାଜା, ମହାମହିମ ଜିଗମେ ଖେସର ନାମଗ୍ୟେଲ ୱାଙ୍ଗଚୁକ୍ ଏବଂ ଚତୁର୍ଥ ରାଜା, ମହାମହିମ ଜିଗମେ ସିଙ୍ଗୟେ ୱାଙ୍ଗଚୁକ୍ ଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ। ସେ ରାଜପରିବାରର ସମ୍ମାନିତ ସଦସ୍ୟ, ଭୂଟାନର ପ୍ରଧାନମନ୍ତ୍ରୀ, ମହାମହିମ ଶ୍ରୀଯୁକ୍ତ ଶେରିଂ ତୋବଗେ ଏବଂ ଉପସ୍ଥିତ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନର ସହିତ ସ୍ୱାଗତ କରିଥିଲେ।ନଭେମ୍ବର ୯ରେ ପ୍ରଧାନମନ୍ତ୍ରୀଙ୍କ ଡେରାଡୁନ ଗସ୍ତ
November 08th, 09:26 am
କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ ୮,୧୪୦ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ପ୍ରକଳ୍ପର ଲୋକାର୍ପଣ ଓ ଶିଳାନ୍ୟାସ କରିବେ । ଏହା ମଧ୍ୟରେ ସେ ୯୩୦ କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ କରିବେ ଏବଂ ୭,୨୧୦ କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ କରିବେ । ଏହି ପ୍ରକଳ୍ପ ଗୁଡ଼ିକ ପାନୀୟଜଳ, ଜଳସେଚନ, ବୈଷୟିକ ଶିକ୍ଷା, ଶକ୍ତି, ସହରାଞ୍ଚଳ ବିକାଶ, କ୍ରୀଡ଼ା ଏବଂ କୌଶଳ ବିକାଶ ଆଦି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରର ।ନଭେମ୍ବର ୩ରେ ଉଦୀୟମାନ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ନବାଚାର ସମ୍ମିଳନୀ ୨୦୨୫ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
November 02nd, 09:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୩ ନଭେମ୍ବର ସକାଳ ପ୍ରାୟ ୯:୩୦ ସମୟରେ ନୂଆଦିଲ୍ଲୀର ଭାରତ ମଣ୍ଡପରେ ଉଦୀୟମାନ ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ନବାଚାର ସମ୍ମିଳନୀ (ଇଏସ୍ଟିଆଇସି) ୨୦୨୫ର ଉଦ୍ଘାଟନ କରିବେ । ପ୍ରଧାନମନ୍ତ୍ରୀ ଏହି ଅବସରରେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।ନଭେମ୍ବର ୧ ରେ ଛତିଶଗଡ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
October 31st, 12:02 pm
ସକାଳ ପ୍ରାୟ ୧୦ ଟା ସମୟରେ ‘ଦିଲ୍ କି ବାତ କାର୍ଯ୍ୟକ୍ରମର ଅଂଶ ସ୍ୱରୂପ, ସେ ନବ ରାୟପୁର ଅଟଳ ନଗରର ଶ୍ରୀ ସତ୍ୟ ସାଇ ସଞ୍ଜିବନୀ ହସ୍ପିଟାଲରେ ‘ଜୀବନ ଉପହାର’ ସମାରୋହରେ ଜନ୍ମଗତ ହୃଦରୋଗର ସଫଳତାର ସହ ଚିକିତ୍ସିତ ହୋଇଥିବା ୨୫୦୦ ପିଲାମାନଙ୍କ ସହିତ ଆଲୋଚନା କରିବେ ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଇଜିପ୍ଟର ବୈଦେଶିକ ମନ୍ତ୍ରୀ
October 17th, 04:22 pm
ଇଜିପ୍ଟର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ବଦର ଅବଦେଲାଟି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।ଆନ୍ଧ୍ର ପ୍ରଦେଶ କୁର୍ଣ୍ଣୁଲରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 16th, 03:00 pm
ଆନ୍ଧ୍ର ପ୍ରଦେଶର ମହାମହିମ ରାଜ୍ୟପାଳ ଏସ. ଅବଦୁଲ ନଜିରଜୀ, ଲୋକପ୍ରିୟ ଓ କର୍ମଠ ମୁଖ୍ୟମନ୍ତ୍ରୀ ଚନ୍ଦ୍ରବାବୁ ନାଇଡୁ, କେନ୍ଦ୍ରମନ୍ତ୍ରୀ କେ. ରାମମୋହନ ନାଇଡୁଜୀ, ଚନ୍ଦ୍ରଶେଖର ପ୍ରେମାସାନିଜୀ, ଭୂପତିରାଜୁ ଶ୍ରୀନିବାସ ବର୍ମାଜୀ, ଉପମୁଖ୍ୟମନ୍ତ୍ରୀ ପବନ କଲ୍ୟାଣଜୀ, ରାଜ୍ୟ ମନ୍ତ୍ରିମଣ୍ଡଳର ମନ୍ତ୍ରୀ ନାରା ଲୋକେଶଜୀ, ସମସ୍ତ ମନ୍ତ୍ରୀ, ରାଜ୍ୟ ବିଜେପି ସଭାପତି ପି.ଭି.ଏନ ମାଧବଜୀ, ସମସ୍ତ ସାଂସଦ, ବିଧାୟକଗଣ ଓ ଏଠାରେ ଆମକୁ ଆଶୀର୍ବାଦ କରିବାକୁ ଆସିଥିବା ମୋର ସମସ୍ତ ପ୍ରିୟ ଭାଇ ଓ ଉଭଣୀମାନେ ।ଆନ୍ଧ୍ରପ୍ରଦେଶର କର୍ଣ୍ଣୁଲରେ 13,430 କୋଟି ଟଙ୍କାର ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 16th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆନ୍ଧ୍ରପ୍ରଦେଶର କର୍ଣ୍ଣୁଲଠାରେ ପ୍ରାୟ 13,430 କୋଟି ଟଙ୍କାର ଏକାଧିକ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦଘାଟନ ଏବଂ ଲୋକାର୍ପଣ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଅହୋବିଲମର ଭଗବାନ ନରସିଂହ ସ୍ୱାମୀ ଏବଂ ମହାନନ୍ଦିର ଶ୍ରୀ ମହାନନ୍ଦିଶ୍ୱର ସ୍ୱାମୀଙ୍କୁ ପ୍ରଣାମ କରିଥିଲେ। ସେ ସମସ୍ତଙ୍କ ମଙ୍ଗଳ ପାଇଁ ମନ୍ତ୍ରାଳୟମର ଗୁରୁ ଶ୍ରୀ ରାଘବେନ୍ଦ୍ର ସ୍ୱାମୀଙ୍କଠାରୁ ଆଶୀର୍ବାଦ ମଧ୍ୟ ଲୋଡ଼ିଥିଲେ।ମଙ୍ଗୋଲିଆର ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତି ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତି
October 14th, 01:15 pm
ଛଅ ବର୍ଷ ପରେ ମଙ୍ଗୋଲିଆ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ ଏକ ଅତ୍ୟନ୍ତ ସ୍ୱତନ୍ତ୍ର ଅବସର ଆଣିଦେଇଛି। ଏବଂ ଏହି ଗସ୍ତ ସେତେବେଳେ ଆସିଛି ଯେତେବେଳେ ଭାରତ ଏବଂ ମଙ୍ଗୋଲିଆ ୭୦ ବର୍ଷର କୂଟନୈତିକ ସମ୍ପର୍କ ଏବଂ ୧୦ ବର୍ଷର ରଣନୈତିକ ସହଭାଗୀତା ପାଳନ କରୁଛନ୍ତି। ଏହି ଅବସରକୁ ପାଳନ କରିବା ପାଇଁ, ଆମେ ଏକ ମିଳିତ ଡାକ ଟିକେଟ ଜାରି କରିଛୁ, ଯାହାକି ଆମର ସହଭାଗୀ ଐତିହ୍ୟ, ବିବିଧତା ଏବଂ ଗଭୀର ସଭ୍ୟତାଗତ ସମ୍ପର୍କର ପ୍ରତୀକ।ପ୍ରଧାନମନ୍ତ୍ରୀ ଅକ୍ଟୋବର ୮-୯ ରେ ମହାରାଷ୍ଟ୍ର ଗସ୍ତ କରିବେ
October 07th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୮-୯ ତାରିଖରେ ମହାରାଷ୍ଟ୍ର ଗସ୍ତ କରିବେ। ନଭି ମୁମ୍ବାଇରେ ପହଞ୍ଚିବା ପରେ, ପ୍ରଧାନମନ୍ତ୍ରୀ ପ୍ରାୟ ଅପରାହ୍ନ ୩ତ ସମୟରେ ନବନିର୍ମିତ ନଭି ମୁମ୍ବାଇ ଆନ୍ତର୍ଜାତିକ ବିମାନବନ୍ଦରର ପରିଦର୍ଶନ କରିବେ। ଏହା ପରେ, ପ୍ରାୟ ୩ଟା ୩୦ ମିନିଟରେ, ପ୍ରଧାନମନ୍ତ୍ରୀ ନଭି ମୁମ୍ବାଇ ଆନ୍ତର୍ଜାତିକ ବିମାନବନ୍ଦରର ଉଦଘାଟନ କରି ମୁମ୍ବାଇରେ ଅନେକ ଗୁଡ଼ିଏ ପ୍ରକଳ୍ପର ଲୋକାର୍ପଣ କରିବେ। ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ।ଅରୁଣାଚଳ ପ୍ରଦେଶର ଇଟାନଗରରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 22nd, 11:36 am
ଅରୁଣାଚଳ ପ୍ରଦେଶର ରାଜ୍ୟପାଳ ଶ୍ରୀ କେ.ଟି ପରନାୟକ ଜୀ, ରାଜ୍ୟର ଲୋକପ୍ରିୟ ଏବଂ ଯୁବ ମୁଖ୍ୟମନ୍ତ୍ରୀ ପେମା ଖାଣ୍ଡୁ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ, କିରେନ ରିଜିଜୁ, ରାଜ୍ୟ ସରକାରଙ୍କ ମନ୍ତ୍ରୀଗଣ, ମୋର ସାଥୀ ସାଂସଦ ନବମ ରେବିଆ ଜୀ ଏବଂ ତାପିର ଗାଓ ଜୀ, ସମସ୍ତ ବିଧାୟକଗଣ, ଅନ୍ୟ ଜନ ପ୍ରତିନିଧିଗଣ, ଏବଂ ଅରୁଣାଚଳ ପ୍ରଦେଶର ମୋର ପ୍ରିୟ ଭାଇ ଓ ଭଉଣୀମାନେ !ଅରୁଣାଚଳ ପ୍ରଦେଶ ଇଟାନଗରରେ ୫୧୦୦ କୋଟିରୁ ଅଧିକ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
September 22nd, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ଅରୁଣାଚଳ ପ୍ରଦେଶର ଇଟାନଗରରେ ପ୍ରାୟ ୫୧୦୦ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍ଘାଟନ କରିଛନ୍ତି। ଉପସ୍ଥିତ ସମାବେଶକୁ ସମ୍ବୋଧନ କରି, ସେ ପରମାତ୍ମା ଡୋନୟି ପୋଲୋଙ୍କୁ ସ୍ମରଣ କରିବା ସହ ସମସ୍ତଙ୍କ ଉପରେ ତାଙ୍କର କୃପା ରହୁ ବୋଲି ପ୍ରାର୍ଥନା କରିଥିଲେ।