ବିହାରର ପୁର୍ଣ୍ଣିୟାରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 15th, 04:30 pm
ରାଜ୍ୟପାଳ ଶ୍ରୀ ଆରିଫ୍ ମହମ୍ମଦ ଖାନ୍ ଜୀ, ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ନିତୀଶ କୁମାର ଜୀ, ମଞ୍ଚରେ ଉପସ୍ଥିତ ଅନ୍ୟ ବିଶିଷ୍ଟ ବ୍ୟକ୍ତିଗଣ, ଏବଂ ମୋର ପ୍ରିୟ ଭାଇ ଓ ଭଉଣୀମାନେ!ବିହାରର ପୂର୍ଣ୍ଣିଆରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ମୋଦୀ
September 15th, 04:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରର ପୂର୍ଣ୍ଣିଆରେ ପ୍ରାୟ ୪୦,୦୦୦ କୋଟି ଟଙ୍କାର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ସମସ୍ତଙ୍କୁ ତାଙ୍କର ସମ୍ମାନଜନକ ଶୁଭେଚ୍ଛା ଜଣାଇଛନ୍ତି। ସେ ମତ ଦେଇଥିଲେ ଯେ ପୂର୍ଣ୍ଣିଆ ହେଉଛି ମା' ପୂର୍ଣ୍ଣ ଦେବୀ, ଭକ୍ତ ପ୍ରହଲ୍ଲାଦ ଏବଂ ମହର୍ଷି ମେହି ବାବାଙ୍କ ଭୂମି। ଶ୍ରୀ ମୋଦୀ ଆଲୋକପାତ କରିଥିଲେ ଯେ ଏହି ମାଟି ଫଣୀଶ୍ୱରନାଥ ରେଣୁ ଏବଂ ସତୀନାଥ ଭାଦୁରିଙ୍କ ଭଳି ସାହିତ୍ୟିକ ବ୍ୟକ୍ତିମାନଙ୍କୁ ଜନ୍ମ ଦେଇଛି। ସେ ଆହୁରି ଉଲ୍ଲେଖ କରିଥିଲେ ଯେ ଏହା ବିନୋବା ଭାବେଙ୍କ ଭଳି ସମର୍ପିତ କର୍ମଯୋଗୀଙ୍କ କର୍ମଭୂମି ଏବଂ ଏହି ଭୂମି ପ୍ରତି ତାଙ୍କର ଗଭୀର ଶ୍ରଦ୍ଧା ପୁନଃପ୍ରକାଶ କରିଥିଲା।ଇଞ୍ଜିନିୟର ଦିବସରେ ସାର୍ ଏମ୍. ବିଶ୍ୱେଶ୍ୱରାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
September 15th, 08:44 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଇଞ୍ଜିନିୟର ଦିବସ ଅବସରରେ ଭାରତ ରତ୍ନ ସାର ଏମ୍. ବିଶ୍ୱେଶ୍ୱରାୟଙ୍କୁ ହାର୍ଦ୍ଧିକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଯାହାଙ୍କ ଅଗ୍ରଣୀ ଅବଦାନ ଭାରତର ଆଧୁନିକ ଇଞ୍ଜିନିୟରିଂ ଦୃଶ୍ୟପଟର ମୂଳଦୁଆ ସ୍ଥାପନ କରିଥିଲା ।'ଭୋକାଲ୍ ଫର୍ ଲୋକାଲ୍' – ମନ୍ କି ବାତ୍ ରେ ସ୍ୱଦେଶୀ ଗର୍ବର ସହ ପର୍ବପର୍ବାଣୀ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅନୁରୋଧ
August 31st, 11:30 am
ଚଳିତ ମାସର ମନ୍ କି ବାତ୍ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦୀ ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିଥିବା ସୁରକ୍ଷା ବାହିନୀ ଏବଂ ନାଗରିକମାନଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଛନ୍ତି। ଜମ୍ମୁ-କଶ୍ମୀରରେ କ୍ରୀଡ଼ା ପ୍ରତିଯୋଗିତା, ସୌରଶକ୍ତି, 'ଅପରେସନ୍ ପୋଲୋ' ଏବଂ ଭାରତୀୟ ସଂସ୍କୃତିର ବିଶ୍ବବ୍ୟାପୀ ପ୍ରସାର ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସେ ଆଲୋକପାତ କରିଥିଲେ। ପାର୍ବଣ ଋତୁରେ ମେଡ୍ ଇନ୍ ଇଣ୍ଡିଆ ଉତ୍ପାଦ କିଣିବା ଏବଂ ସ୍ୱଚ୍ଛତା ବଜାୟ ରଖିବାର ଗୁରୁତ୍ୱ ବିଷୟରେ ପ୍ରଧାନମନ୍ତ୍ରୀ ନାଗରିକମାନଙ୍କୁ ସ୍ମରଣ କରାଇଥିଲେ ।ଇଞ୍ଜିନିୟର୍ସ ଦିବସରେ ଏମ୍.ବିଶ୍ୱେଶ୍ୱରାୟଙ୍କ ଅବଦାନକୁ ସ୍ମରଣ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 15th, 08:34 am
ଇଞ୍ଜିନିୟର୍ସ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସାର୍ ଏମ୍ ବିଶ୍ୱେଶ୍ୱରାୟଙ୍କ ଅବଦାନକୁ ମନେ ପକାଇଛନ୍ତି । ଏହି ଅବସରରେ ସେ ସମସ୍ତ ଇଞ୍ଜିନିୟର୍ମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ।ସାର୍ ଏମ୍ ବିଶ୍ୱେସରାୟଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
September 15th, 09:56 am
ପ୍ରଧାନମନ୍ତ୍ରୀ କହିଛନ୍ତି, ସାର୍ ଏମ୍. ବିଶ୍ୱେସରାୟ ପିଢ଼ି ପରେ ପିଢ଼ିକୁ ନୂଆ ଉଦ୍ଭାବନ ଏବଂ ଦେଶ ସେବା ପାଇଁ ପ୍ରେରଣା ଯୋଗାଉଛନ୍ତି । ପ୍ରଧାନମନ୍ତ୍ରୀ ଚଳିତ ବର୍ଷ ପ୍ରାରମ୍ଭରେ ଚିକ୍କାବଲ୍ଲାପୁରରେ ସାର୍ ଏମ୍. ବିଶ୍ୱେସରାୟଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିବାର ଝଲକ ସେୟାର କରିଛନ୍ତି ।ଗୁଜରାଟର ଗାନ୍ଧୀନଗର ଠାରେ ଅଖିଳ ଭାରତୀୟ ଶିକ୍ଷା ସଂଘର ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ
May 12th, 10:31 am
ଗୁଜରାଟର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, କେନ୍ଦ୍ର ମନ୍ତ୍ରି ପରିଷଦର ମୋର ସାଥୀ ଏବଂ ଯେଉଁମାନେ ପୂରା ଜୀବନବ୍ୟାପୀ ନିଜକୁ ନିଜେ ଶିକ୍ଷକ ଭାବରେ ହିଁ ପରିଚିତ ହୋଇଥାନ୍ତି, ଏଭଳି ପୁରୁଷୋତ୍ତମ ରୁପାଲା ଜୀ, ଗତ ନିର୍ବାଚନରେ ଭାରତର ସଂସଦରେ, ଦେଶରେ, ସମଗ୍ର ଦେଶରେ ସବୁଠାରୁ ଅଧିକ ଭୋଟ ପାଇ ଜିତିଥିବା ଶ୍ରୀମାନ ସି.ଆର. ପାଟିଲ ଜୀ, ଗୁଜରାଟ ସରକାରଙ୍କ ମନ୍ତ୍ରୀଗଣ, ଅଖିଳ ଭାରତୀୟ ପ୍ରାଇମେରୀ ଶିକ୍ଷକ ସଂଘର ସମସ୍ତ ସଦସ୍ୟଗଣ, ଦେଶର କୋଣ-ଅନୁକୋଣରୁ ଆସିଥିବା ସମ୍ମାନିତ ଶିକ୍ଷକଗଣ, ମହିଳା ଏବଂ ଭଦ୍ର ଲୋକମାନେ!ଗୁଜୁରାଟର ଗାନ୍ଧିନଗର ଠାରେ ଅଖିଳ ଭାରତୀୟ ଶିକ୍ଷା ସଂଘ ଅଧିବେଶନରେ ଅଂଶଗ୍ରହଣ କରିଛନ୍ତି ପ୍ରଧାନମନ୍ତ୍ରୀ
May 12th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଖିଳ ଭାରତୀୟ ଶିକ୍ଷା ଅଧିବେଶନରେ ଅଂଶଗ୍ରହଣ କରିଥିଲେ, ଯାହା ସର୍ବ ଭାରତୀୟ ପ୍ରାଥମିକ ଶିକ୍ଷକ ମହାସଂଘର ୨୯ ତମ ଦ୍ୱିବାର୍ଷିକ ସମ୍ମିଳନୀ ଅଟେ । ଏହି ଅବସରରେ ଆୟୋଜିତ ପ୍ରଦର୍ଶନୀକୁ ପ୍ରଧାନମନ୍ତ୍ରୀ ମଧ୍ୟ ବୁଲି ଦେଖିଥିଲେ । ଏହି ସମ୍ମିଳନୀର ବିଷୟବସ୍ତୁ ହେଉଛି ଶିକ୍ଷକ ହେଉଛନ୍ତି ପରିବର୍ତ୍ତିତ ଶିକ୍ଷାର ହୃଦୟ”।ଇଞ୍ଜିନିୟର୍ସ ଦିବସ ଅବସରରେ ଇଞ୍ଜିନିୟରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
September 15th, 09:10 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଞ୍ଜିନିୟର୍ସ ଦିବସରେ ଇଞ୍ଜିନିୟରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି । ଶ୍ରୀ ମୋଦୀ ମଧ୍ୟ ଇଞ୍ଜିନିୟର୍ସ ଦିବସ ଅବସରରେ ସାର୍ ଏମ୍ ବିଶେଶ୍ୱରାୟଙ୍କ ଅବଦାନକୁ ମନେ ପକାଇଛନ୍ତି ।Focus on modernisation of infrastructure is driven by increasing ease of living for the people: PM
June 19th, 10:31 am
PM Modi dedicated to the nation the main tunnel and five underpasses of Pragati Maidan Integrated Transit Corridor Project. The PM called the project a big gift from the central government to the people of Delhi. He recalled the enormity of the challenge in completing the project due to the traffic congestion and the pandemic.PM dedicates Pragati Maidan Integrated Transit Corridor project
June 19th, 10:30 am
PM Modi dedicated to the nation the main tunnel and five underpasses of Pragati Maidan Integrated Transit Corridor Project. The PM called the project a big gift from the central government to the people of Delhi. He recalled the enormity of the challenge in completing the project due to the traffic congestion and the pandemic.ସଂସଦ ଟିଭିର ମିଳିତ ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 15th, 06:32 pm
କାର୍ଯ୍ୟକ୍ରମରେ ଆମ ସହିତ ଉପସ୍ଥିତ ରାଜ୍ୟସଭାର ମାନନୀୟ ସଭାପତି ଏବଂ ଦେଶର ଉପରାଷ୍ଟ୍ରପତି ଶ୍ରୀ ଭେଙ୍କେୟା ନାୟଡ଼ୁ ମହାଶୟ, ଲୋକସଭାର ମାନନୀୟ ଅଧ୍ୟକ୍ଷ ଶ୍ରୀମାନ ଓମ୍ ବିରଲା ମହାଶୟ, ରାଜ୍ୟସଭାର ମାନନୀୟ ଉପସଭାପତି ଶ୍ରୀ ହରିବଂଶ ମହାଶୟ, ଲୋକସଭା ଏବଂ ରାଜ୍ୟସଭାରେ ବିରୋଧି ଦଳର ନେତାଗଣ, ଏଠାରେ ଉପସ୍ଥିତ ଥିବା ଅନ୍ୟ ମହାନୁଭବ, ଭଦ୍ର ମହିଳା ଏବଂ ଭଦ୍ରବ୍ୟକ୍ତିଗଣ!ଉପ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ ଏବଂ ଲୋକସଭା ବାଚସ୍ପତି ମିଳିତ ଭାବେ ସଂସଦ ଟିଭିର କଲେ ଶୁଭାରମ୍ଭ
September 15th, 06:24 pm
ଉପ ରାଷ୍ଟ୍ରପତି ତଥା ରାଜ୍ୟସଭା ଅଧ୍ୟକ୍ଷ ଶ୍ରୀ ଏମ ଭେଙ୍କେୟା ନାଇଡ଼ୁ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଲୋକସଭା ବାଚସ୍ପତି ଶ୍ରୀ ଓମ୍ ବିରଳା ଆଜି ଆନ୍ତର୍ଜାତିକ ଗଣତନ୍ତ୍ର ଦିବସ ଅବସରରେ ମିଳିତ ଭାବେ ସଂସଦ ଟିଭିର ଶୁଭାରମ୍ଭ କରିଛନ୍ତି ।ଇଞ୍ଜିନିୟର୍ସ ଦିବସ ଅବସରରେ ଇଞ୍ଜିନିୟରମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶୁଭେଚ୍ଛା ଜ୍ଞାପନ
September 15th, 10:56 am
ଇଞ୍ଜିନିୟର୍ସ ଦିବସ ଅବସରରେ ପରିଶ୍ରମୀ ଇଞ୍ଜିନିୟର୍ସମାନଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୁଭେଚ୍ଛା ଜଣାଇଛନ୍ତି । ସେହିପରି ଜୟନ୍ତୀ ଅବସରରେ ଶ୍ରୀ ଏମ. ବିଶ୍ୱେଶ୍ୱରାୟାଙ୍କୁ ପ୍ରଧାନମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ତାଙ୍କ ଉପଲବ୍ଧିଗୁଡିକୁ ସ୍ମରଣ କରିଛନ୍ତି ।ଇଞ୍ଜିନିୟର ଦିବସରେ ଇଞ୍ଜିନିୟରମାନଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
September 15th, 07:36 pm
ଇଞ୍ଜିନିୟର ଦିବସରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଞ୍ଜିନିୟରମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ଇଞ୍ଜିନିୟର ଦିବସରେ ସମସ୍ତ ଇଞ୍ଜିନିୟରମାନଙ୍କୁ ଶୁଭେଚ୍ଛା । ସାର୍ ଏମ୍ ବିଶ୍ୱେ ଶ୍ୱରାୟାଙ୍କୁ ଆମେ ତାଙ୍କ ଜୟନ୍ତୀରେ ସ୍ମରଣ କରୁଛୁ । ରାଷ୍ଟ୍ର ନିର୍ମାଣରେ ଆମର ଇଞ୍ଜିନିୟରମାନଙ୍କ ଅବଦାନ ପାଇଁ ଭାରତ ଗର୍ବିତ, ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି ।ବିହାରରେ ବହୁମୁଖୀ ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
September 15th, 12:01 pm
ସାଥୀଗଣ, ଆଜି ଯେଉଁ 4ଟି ଯୋଜନାଗୁଡିକର ଉଦଘାଟନ ହେଉଛି, ସେଥିରେ ପାଟନା ସହରର ବେଉରୁ ଏବଂ କରମ-ଲୀଚକମେ ସ୍ୱରେଜ ଟ୍ରିଟମେଣ୍ଟ ପ୍ଳାଣ୍ଟ ବ୍ୟତୀତ ଅମୃତ ଯୋଜନା ଅଧୀନରେ ସୀୱାନ ଏବଂ ଛପରାରେ ଜଳ ସହିତ ଜଡିତ ପ୍ରକଳ୍ପଗୁଡିକ ମଧ୍ୟ ସାମିଲ ହୋଇଛି । ଏହା ସହିତ ମୁଙ୍ଗେର ଏବଂ ଜମାଲପୁରରେ ଜଳ ସଙ୍କଟକୁ ଦୂର କରିବା ଭଳି ଜଳ ଯୋଗାଣ ପରିଯୋଜନାଗୁଡିକ ଓ ମୁଜଫରପୁରରେ ନମାମୀ ଗଙ୍ଗେ ଅଧୀନରେ ରିଭର ଫ୍ରଣ୍ଟ ବିକାଶ ଯୋଜନାର ମଧ୍ୟ ଆଜି ଶିଳାନ୍ୟାସ କରାଯାଇଛି । ସହରୀ ଗରିବ, ସହରରେ ରହୁଥିବା ମଧ୍ୟମ ବର୍ଗର ସାଥୀମାନଙ୍କ ଜୀବନକୁ ସହଜ ଓ ସରଳ କରିବା ପାଇଁ ଏହି ନୂତନ ସୁବିଧାଗୁଡିକ ନିମନ୍ତେ ବହୁତ-ବହୁତ ଅଭିନନ୍ଦନ ।ବିହାରରେ ‘ନମାମି ଗଙ୍ଗେ’ ଓ ‘ଅମୃତ’ ଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
September 15th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିହାରରେ କାର୍ଯ୍ୟକାରୀ ହେଉଥିବା ନମାମି ଗଙ୍ଗେ ଓ ଅମୃତ ଯୋଜନାରେ ବିଭିନ୍ନ କାର୍ଯ୍ୟକ୍ରମ ଉଦ୍ଘାଟନ କରିଛନ୍ତି । ଆଜି ଉଦ୍ଘାଟିତ 4ଟି ପ୍ରକଳ୍ପରେ ରହିଛି ପାଟନା ସହରର ବେଉର ଓ କରମ-ଲିଛକ୍ର ଦୁଇଟି ସ୍ୱେରେଜ ଟ୍ରିଟମେଣ୍ଟ ପ୍ଲାଣ୍ଟ ଏବଂ ଅମୃତ ଯୋଜନାରେ ସିୱାନ ଓ ଛାପ୍ରାର ଦୁଇଟି ଜଳପ୍ରକଳ୍ପ । ଏହାଛଡା ପ୍ରଧାନମନ୍ତ୍ରୀ ମୁଙ୍ଗେର ଏବଂ ଜମାଲପୁରରେ ଦୁଇଟି ଜଳଯୋଗାଣ ପ୍ରକଳ୍ପର ଶୁଭ ଦେଇଥିବାବେଳେ ମୁଜାଫରପୁରଠାରେ ନମାମି ଗଙ୍ଗେ କାର୍ଯ୍ୟକ୍ରମରେ ଏକ ରିଭରଫ୍ରଣ୍ଟ ବିକାଶ ଯୋଜନାର ଶିଳାନ୍ୟାସ କରିଛନ୍ତି ।ସୋସିଆଲ ମିଡିଆ କର୍ଣ୍ଣର ସେପ୍ଟେମ୍ବର 15, 2017
September 15th, 07:40 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ଇଞ୍ଜିନିୟର ଦିବସ ଅବସରରେ ଇଞ୍ଜିନିୟରମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିବାଦନ; ଭାରତ ରତ୍ନ ଏମ. ବିଶ୍ୱେଶ୍ୱରାୟଙ୍କ ଜୟନ୍ତୀରେ ଜଣାଇଲେ ଶ୍ରଦ୍ଧାଞ୍ଜଳି
September 15th, 11:27 am
ଇଞ୍ଜିନିୟର ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଇଞ୍ଜିନିୟରମାନଙ୍କୁ ଅଭିବାଦନ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ମଧ୍ୟ ଭାରତ ରତ୍ନ ଶ୍ରୀ ଏମ. ବିଶ୍ୱେଶ୍ୱରାୟଙ୍କୁ ତାଙ୍କ ଜନ୍ମବାର୍ଷିକୀ ଅବସରରେ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି ।Social Media Corner 15th September
September 15th, 08:38 pm
Your daily does of governance updates from Social Media. Your tweets on governance get featured here daily. Keep reading and sharing!