କୋରିଆ ଯୁକ୍ତରାଜ୍ୟର ରାଷ୍ଟ୍ରପତିଙ୍କ ସହିତ ମିଳିତ ପ୍ରେସ ବିବୃତ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
April 20th, 01:05 pm
ରାଷ୍ଟ୍ରପତି ଲୀଙ୍କୁ ତାଙ୍କର ପ୍ରଥମ ଭାରତ ଗସ୍ତ ଅବସରରେ ସ୍ୱାଗତ କରି ମୁଁ ଅତ୍ୟନ୍ତ ଆନନ୍ଦ ଅନୁଭବ କରୁଛି। ରାଷ୍ଟ୍ରପତି ଲୀଙ୍କ ଜୀବନ ସଂଘର୍ଷ, ସେବା ଓ ସମର୍ପଣର ଏକ ପ୍ରେରଣାଦାୟୀ ଉଦାହରଣ। ପ୍ରତ୍ୟେକ ଆହ୍ୱାନ ତାଙ୍କ ମନରେ ଜନସେବା ପ୍ରତି ସଂକଳ୍ପକୁ ଆହୁରି ସୁଦୃଢ କରିଛି। ଯଦିଓ ଏହା ତାଙ୍କର ପ୍ରଥମ ଭାରତ ଗସ୍ତ, କିନ୍ତୁ ଭାରତ ପ୍ରତି ତାଙ୍କର ଗଭୀର ଆତ୍ମୀୟତା ଆମର ପ୍ରଥମ ସାକ୍ଷାତରୁ ହିଁ ସ୍ପଷ୍ଟ ହୋଇଛି।୨୩ ମଇରେ ନୂଆଦିଲ୍ଲୀରେ ରାଇଜିଂ ନର୍ଥ ଇଷ୍ଟ ଇନ୍ଭେଷ୍ଟର୍ସ ସମ୍ମିଟ୍ର ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
May 22nd, 04:13 pm
ଉତ୍ତର-ପୂର୍ବ କ୍ଷେତ୍ରକୁ ସୁଯୋଗର ଭୂମି ଭାବରେ ପ୍ରଦର୍ଶିତ କରିବା, ବିଶ୍ୱସ୍ତରୀୟ ଏବଂ ଘରୋଇ ନିବେଶକୁ ଆକର୍ଷିତ କରିବା ଏବଂ ପ୍ରମୁଖ ଅଂଶୀଦାର, ନିବେଶକ ଏବଂ ନୀତି ନିର୍ଦ୍ଧାରକମାନଙ୍କୁ ଗୋଟିଏ ମଞ୍ଚରେ ଏକତ୍ରିତ କରିବା ଲକ୍ଷ୍ୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୩ ମଇ ଦିନ ପ୍ରାୟ ୧୦:୩୦ ସମୟରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ରେ ରାଇଜିଂ ନର୍ଥ ଇଷ୍ଟ ନିବେଶକ ସମ୍ମିଳନୀର ଉଦ୍ଘାଟନ କରିବେ ।Today, when one sees India, then they can be rest assured that Democracy can deliver: PM at ABP Network India@2047 Summit
May 06th, 08:04 pm
PM Modi, at the ABP News India@2047 Summit in Bharat Mandapam, hailed India's bold strides towards becoming a developed nation. Applauding the inspiring journeys of Drone Didis and Lakhpati Didis, he spotlighted key reforms, global trade pacts, and the transformative impact of DBT—underscoring his government's unwavering commitment to Nation First.Prime Minister Shri Narendra Modi addresses ABP Network India@2047 Summit
May 06th, 08:00 pm
PM Modi, at the ABP News India@2047 Summit in Bharat Mandapam, hailed India's bold strides towards becoming a developed nation. Applauding the inspiring journeys of Drone Didis and Lakhpati Didis, he spotlighted key reforms, global trade pacts, and the transformative impact of DBT—underscoring his government's unwavering commitment to Nation First.Today, India's youth are demonstrating our immense potential to the world, through their dedication and innovation: PM Modi in Rozgar Mela
April 26th, 11:23 am
PM Modi addressed the Rozgar Mela and distributed more than 51,000 appointment letters to youth. He highlighted that the government is ensuring employment and self-employment opportunities for the country's youth. The PM spoke about the immense opportunity WAVES 2025 summit offers for the youth. He recalled the mantra of ‘Nagrik Devo Bhava,’ and encouraged youth to serve every citizen of India.ରୋଜଗାର ମେଳାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 26th, 11:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ ବିଭିନ୍ନ ସରକାରୀ ବିଭାଗ ଏବଂ ସଂଗଠନରେ ନବନିଯୁକ୍ତ ୫୧,୦୦୦ରୁ ଅଧିକ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଥିଲେ। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ଆଜିଠାରୁ ଏସବୁ ଯୁବକଯୁବତୀମାନଙ୍କୁ ଭାରତ ସରକାରଙ୍କ ବିଭିନ୍ନ ବିଭାଗରେ ନୂତନ ଦାୟିତ୍ୱ ମିଳୁଛି । ସେ କହିଛନ୍ତି ଯେ ତାଙ୍କର କର୍ତ୍ତବ୍ୟ ମଧ୍ୟରେ ଦେଶର ଆର୍ଥିକ ଭିତ୍ତିଭୂମିକୁ ସୁଦୃଢ଼ କରିବା, ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା, ଆଧୁନିକ ଭିତ୍ତିଭୂମି ନିର୍ମାଣରେ ଯୋଗଦାନ ଦେବା ଏବଂ ଶ୍ରମିକଙ୍କ ଜୀବନରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ଅନ୍ତର୍ଭୁକ୍ତ। ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ସେମାନେ ଯେଉଁ ଆନ୍ତରିକତାର ସହିତ ସେମାନଙ୍କର ଦାୟିତ୍ୱ ନିର୍ବାହ କରନ୍ତି, ତାହା ଭାରତର ଏକ ବିକଶିତ ରାଷ୍ଟ୍ର ହେବା ଯାତ୍ରାରେ ସକାରାତ୍ମକ ପ୍ରଭାବ ପକାଇବ। ଏହି ଯୁବକଯୁବତୀମାନେ ପୂର୍ଣ୍ଣ ନିଷ୍ଠାର ସହିତ ସେମାନଙ୍କର କର୍ତ୍ତବ୍ୟ ନିର୍ବାହ କରିବେ ବୋଲି ସେ ଆତ୍ମବିଶ୍ବାସ ପ୍ରକାଶ କରିଥିଲେ।ମନୋରଞ୍ଜନ, ସୃଜନଶୀଳତା ଏବଂ ସଂସ୍କୃତି ଜଗତକୁ ଏକତ୍ର କରିଥିବା ବିଶ୍ୱସ୍ତରୀୟ ସମ୍ମିଳନୀ ୱେବ୍ସର ପରାମର୍ଶଦାତା ବୋର୍ଡ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ
February 07th, 11:41 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସ ଜରିଆରେ ୱେବ୍ସ (ଢବ୍ଲ୍ୟୁଏଭିଇଏସ୍) ର ପରାମର୍ଶଦାତା ବୋର୍ଡ ବୈଠକରେ ଅଧ୍ୟକ୍ଷତା କରିଥିଲେ । ୱେବ୍ସ ହେଉଛି ଏକ ବିଶ୍ୱସ୍ତରୀୟ ଶିଖର ସମ୍ମିଳନୀ ଯାହା ମନୋରଞ୍ଜନ, ସୃଜନଶୀଳତା ଏବଂ ସଂସ୍କୃତି ଜଗତକୁ ଏକତ୍ର କରିଥାଏ ।