Prime Minister shares Sanskrit Subhashitam highlighting respect for nature and environmental stewardship
July 30th, 10:26 am
PM Modi shares a Sanskrit Subhashitam highlighting that respect for nature, the environment and all creation lies at the core of our existence. He encourages everyone to serve nature with gratitude and work together towards building a healthy, prosperous and strong nation.ଫଳାଫଳ ତାଲିକା: ଷୋଡଶ ଭାରତ-ଜାପାନ ବାର୍ଷିକ ଶିଖର ସମ୍ମିଳନୀ ପାଇଁ ଜାପାନ ପ୍ରଧାନମନ୍ତ୍ରୀଙ୍କ ଭାରତ ଗସ୍ତ
July 02nd, 10:39 pm
ଏହି ସେମିକଣ୍ଡକ୍ଟର, ଗୁରୁତ୍ୱପୂର୍ଣ୍ଣ ଖଣିଜ ପଦାର୍ଥ, ସୂଚନା ଏବଂ ଯୋଗାଯୋଗ ପ୍ରଯୁକ୍ତିବିଦ୍ୟା ସମେତ ଏଆଇ, ସ୍ୱଚ୍ଛ ଶକ୍ତି ଏବଂ ଔଷଧ ସମେତ ପ୍ରମୁଖ କ୍ଷେତ୍ରଗୁଡିକରେ ମିଳିତ ସ୍ଥିରତା ବୃଦ୍ଧି ପାଇଁ ପ୍ରକଳ୍ପ-ଆଧାରିତ ସହଯୋଗକୁ ପ୍ରୋତ୍ସାହିତ କରିବ । ଭାରତ-ଜାପାନ ତଥ୍ୟ ପତ୍ର ୨.୦ ଏହି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ବର୍ଦ୍ଧିତ ଭାରତ-ଜାପାନ ମଧ୍ୟରେ ଜି୨ଜି ଏବଂ ବି୨ବି ସମ୍ପର୍କର ବର୍ଦ୍ଧିତ ପରିସରକୁ ରେଖାଙ୍କିତ କରୁଛି।ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଦିବସ ଅବସରରେ ସିଏ ସମୁଦାୟକୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ
July 01st, 12:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ଦିବସ ଅବସରରେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ ସମୁଦାୟକୁ ଶୁଭେଚ୍ଛା ଜଣାଇଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ଭାରତର ଆର୍ଥିକ ଯାତ୍ରାରେ ଚାର୍ଟାର୍ଡ ଆକାଉଣ୍ଟାଣ୍ଟମାନେ ଦୀର୍ଘ ଦିନ ଧରି ବିଶ୍ୱସ୍ତ ଅଂଶୀଦାର ହୋଇ ରହିଛନ୍ତି। ସେ ଉଲ୍ଲେଖ କରିଥିଲେ ଯେ ସ୍ୱଚ୍ଛତା ଏବଂ ବୃତ୍ତିଗତ ଉତ୍କର୍ଷତା ପ୍ରତି ସେମାନଙ୍କର ପ୍ରତିବଦ୍ଧତା ମାଧ୍ୟମରେ ସେମାନେ ଦେଶର ଆର୍ଥିକ ବ୍ୟବସ୍ଥାକୁ ସୁଦୃଢ଼ କରିଛନ୍ତି, ବ୍ୟବସାୟକୁ ସମର୍ଥନ କରିଛନ୍ତି, ଉଦ୍ୟମିତାକୁ ପ୍ରୋତ୍ସାହିତ କରିଛନ୍ତି ଏବଂ ନିବେଶକମାନଙ୍କ ମଧ୍ୟରେ ଆତ୍ମବିଶ୍ୱାସ ସୃଷ୍ଟି କରିଛନ୍ତି।ସେଶେଲ୍ସର ନ୍ୟାସନାଲ ଆସେମ୍ବ୍ଲିରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
June 28th, 05:00 pm
ଏହି ଜାତୀୟ ସଭାକୁ ସମ୍ବୋଧିତ କରିବା ଏକ ବିରଳ ସୌଭାଗ୍ୟ। ଏହି ସ୍ୱତନ୍ତ୍ର ସମ୍ମାନ ପାଇଁ ଧନ୍ୟବାଦ। ଏହି ଅଷ୍ଟମ ଜାତୀୟ ସଭାର ନବନିର୍ବାଚିତ ସଦସ୍ୟମାନଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ । ଏହି ଗରିମାମୟ ଗୃହର ପ୍ରଥମ ମହିଳା ବାଚସ୍ପତି ହୋଇଥିବାରୁ ମାନ୍ୟବର ବାଚସ୍ପତି, ମୁଁ ଆପଣଙ୍କୁ ମଧ୍ୟ ମୋର ଅଭିନନ୍ଦନ ଜଣାଉଛି।ସେଶେଲ୍ସର ସ୍ୱତନ୍ତ୍ର ରାଷ୍ଟ୍ରପତି ସମ୍ମାନ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ରେ ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ
June 28th, 03:07 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେଶେଲ୍ସର ସ୍ୱତନ୍ତ୍ର ରାଷ୍ଟ୍ରପତି ସମ୍ମାନ ‘ଗାର୍ଡିଆନ୍ ଅଫ୍ ଦି ବ୍ଲୁ ହରାଇଜନ୍’ରେ ସମ୍ମାନିତ ହୋଇଛନ୍ତି । ସେଶେଲ୍ସ ରାଷ୍ଟ୍ରପତି ମହାମହିମ ଡକ୍ଟର ପାଟ୍ରିକ୍ ହାର୍ମିନି ଆଜି ଏକ ସ୍ୱତନ୍ତ୍ର ଉତ୍ସବରେ ଶ୍ରୀ ମୋଦୀଙ୍କୁ ଏହି ସମ୍ମାନ ପ୍ରଦାନ କରିଛନ୍ତି । ସବୁଜ ଶକ୍ତି କ୍ଷେତ୍ରରେ ନେତୃତ୍ୱ, ବିକାଶଶୀଳ ରାଷ୍ଟ୍ରଗୁଡ଼ିକର ହିତରକ୍ଷା ପାଇଁ ପ୍ରୟାସ, ନୀଳ ଅର୍ଥବ୍ୟବସ୍ଥାକୁ ପ୍ରୋତ୍ସାହନ, ଜଳବାୟୁ ପରିବର୍ତ୍ତନର ସମାଧାନ, ସାମୁଦ୍ରିକ ସମ୍ପଦର ଦୀର୍ଘସ୍ଥାୟୀ ପରିଚାଳନା ଏବଂ ବିକାଶଶୀଳ କ୍ଷୁଦ୍ର ଦ୍ୱୀପ ରାଷ୍ଟ୍ରଗୁଡ଼ିକର ବିକାଶମୂଳକ ଆକାଂକ୍ଷାକୁ ସମର୍ଥନ କରିବା କ୍ଷେତ୍ରରେ ତାଙ୍କର ନିରନ୍ତର ପ୍ରତିବଦ୍ଧତାକୁ ସ୍ୱୀକୃତି ସ୍ୱରୂପ ଏହି ସମ୍ମାନ ପ୍ରଦାନ କରାଯାଇଛି। ପ୍ରଥମ ଥର ପାଇଁ ଏହି ବିଶେଷ ସମ୍ମାନ ପ୍ରଦାନ କରାଯାଇଛି।ସେଚେଲ୍ସ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ୍ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି
June 28th, 02:02 pm
ତାଙ୍କ ଦ୍ୱାରା “Guardian of the Blue Horizon” ସମ୍ମାନରେ ସମ୍ମାନିତ ହେବା ମୋ ପାଇଁ ଏବଂ ୧୪୦ କୋଟି ଭାରତବାସୀଙ୍କ ପାଇଁ ଅତ୍ୟନ୍ତ ଆନନ୍ଦର ବିଷୟ। ମୁଁ ଏହି ସମ୍ମାନକୁ ନମ୍ରତାର ସହ ଗ୍ରହଣ କରି, ସେହି ସମସ୍ତ ଦେଶକୁ ସମର୍ପିତ କରୁଛି, ଯେଉଁମାନେ ଜଳବାୟୁ ପରିବର୍ତ୍ତନର ଆହ୍ୱାନ ବିରୋଧରେ ଲଢୁଛନ୍ତି ଏବଂ ପରିବେଶ ସୁରକ୍ଷାକୁ ଆଗାମୀ ପିଢ଼ି ପ୍ରତି ନିଜର ଦାୟିତ୍ୱ ବୋଲି ମନେ କରୁଛନ୍ତି।‘ମନ କି ବାତ୍’ର ୧୩୫ତମ ଅଧ୍ୟାୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 28th, 11:30 am
ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ‘ମନ୍ କି ବାତ୍’ରେ ପୁଣିଥରେ ଆପଣ ସମସ୍ତଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ୨୦୨୬ ବର୍ଷର ପ୍ରଥମାର୍ଦ୍ଧ ବିତିବାକୁ ବସିଲାଣି । ଏହି ୬ ମାସରେ ଆମେ ‘ମନ୍ କି ବାତ୍’ରେ ଦେଶବାସୀଙ୍କ ଅନେକ ଉପଲବ୍ଧି ସମ୍ପର୍କରେ ଆଲୋଚନା କରିଛୁ । ଜୁନରେ ମଧ୍ୟ ଦେଶ ଏଭଳି କିଛି ଉପଲବଧି ହାସଲ କରିଛି, ଯାହା ପ୍ରତ୍ୟେକ ଦେଶବାସୀଙ୍କୁ ଗର୍ବିତ କରୁଛି । ଏହି ସଫଳତାଗୁଡ଼ିକ ଦେଶର ସୁରକ୍ଷା ଏବଂ ଆତ୍ମନିର୍ଭରଶୀଳତା ସହ ଜଡ଼ିତ । ନିକଟରେ ମୋତେ କୋଲକାତାରେ ନୌବାହିନୀ ସହ ଜଡ଼ିତ ଗୋଟିଏ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବାର ସୁଯୋଗ ମିଳିଲା । ସେଠାରେ ଆଇଏନ୍ଏସ୍ ଦୁନାଗିରି, ଆଇଏନ୍ଏସ୍ ସଂଶୋଧକ ଏବଂ ଆଇଏନ୍ଏସ୍ ଅଗ୍ରୟକୁ ଭାରତୀୟ ନୌବାହିନୀରେ ସାମିଲ କରାଗଲା । ଏହି ଜାହାଜଗୁଡ଼ିକର ଡିଜାଇନ୍ ଏବଂ ଉତ୍ପାଦନ, ସବୁକିଛି ସ୍ୱଦେଶୀ ।PM shares a Sanskrit Subhashitam highlighting that Nari Shakti is the cornerstone of nation-building and the true embodiment of power
June 12th, 12:39 pm
PM Modi shared a Sanskrit Subhashitam highlighting Nari Shakti as the cornerstone of nation-building and the true embodiment of power. Reflecting on 12 years of women-led development, he noted the growing role of women across sectors such as financial inclusion, entrepreneurship, education, healthcare, sanitation, housing, science, innovation and governance.PM chairs 11th Governing Council Meeting of NITI Aayog
June 11th, 08:09 pm
While addressing the 11th Governing Council Meeting of NITI Aayog, PM Modi called for collective efforts by States and the Centre to achieve Viksit Bharat@2047. He also highlighted the importance of youth empowerment, women-led development, AI-driven growth, MSMEs, defence manufacturing and inclusive human development across the country.Cabinet approves Ahmedabad Metro Rail project Phase 2A (Koteshwar Road to Airport corridor)
June 10th, 01:59 pm
The Union Cabinet has approved Phase 2A of the Ahmedabad Metro Rail Project, a 6.032 Km with 05 stations connecting key urban areas to Ahmedabad Airport. The ₹2,169 crore project will expand the Ahmedabad-Gandhinagar metro network to 77.63 km, improve connectivity, reduce traffic congestion and emissions, boost economic activity, and generate employment during both construction and operations.Cabinet approves construction of new Central Government General Pool Office Accommodation in Amaravati, Andhra Pradesh
June 10th, 01:52 pm
The Cabinet has approved the construction of the Central Government General Pool Office Accommodation (CGGPOA) in Amaravati, Andhra Pradesh. Built across 5.53 acres at an estimated cost of over ₹1,299.08 crore, the green-rated office complex will accommodate around 8,000 officials and staff members, enhance coordination among Central Government departments, provide modern civic amenities and generate significant employment opportunities.Prime Minister congratulates people of Assam on commendable environmental feat
June 05th, 11:42 pm
Prime Minister Shri Narendra Modi today extended his heartiest congratulations to the people of Assam, especially the state’s Nari Shakti, for achieving a commendable feat in environmental conservation. The Prime Minister remarked that the state's Nari Shakti has taken a lead in this significant effort, which is aimed at building a sustainable planet.PM congratulates people of Uttar Pradesh on historic planting milestone under 'Ek Ped Maa Ke Naam' campaign
June 05th, 11:40 pm
Prime Minister Shri Narendra Modi today extended his heartiest congratulations to the people of Uttar Pradesh for a splendid achievement that serves as an inspiration to every fellow countryman. The Prime Minister remarked that this wonderful success associated with the 'Ek Ped Maa Ke Naam' campaign clearly demonstrates that people today are fully committed to environmental conservation.Prime Minister plants tree in Surat under the 'Ek Ped Maa Ke Naam' campaign on World Environment Day
June 05th, 10:11 pm
PM Modi plants tree in Surat under the ‘Ek Ped Maa Ke Naam’ campaign on World Environment Day and urged citizens to renew their collective commitment towards making nature greener and protecting it for future generations. The initiative reflects the shared responsibility of environmental conservation and sustainable development.Prime Minister lauds designation of Jai Prakash Narayan Bird Sanctuary as India's 100th Ramsar site
June 05th, 11:58 am
Prime Minister Shri Narendra Modi today expressed great happiness over India achieving a century of Ramsar sites, following the designation of the Jai Prakash Narayan Bird Sanctuary (Surha Tal) in Ballia, Uttar Pradesh, as the nation's 100th Ramsar site.ପ୍ରଧାନମନ୍ତ୍ରୀ ମୋଦୀ ଗ୍ରୀଷ୍ମ ଗରମକୁ ଦୂର କରିବା ପାଇଁ ଟିପ୍ସ ସେୟାର କରିଛନ୍ତି, ମନ କୀ ବାତରେ ନାଗରିକମାନଙ୍କୁ ହାଇଡ୍ରେଟ୍ ରହିବାକୁ ପରାମର୍ଶ ଦେଇଛନ୍ତି
May 31st, 11:30 am
‘ମନ୍ କି ବାତ୍’ରେ ପୁଣିଥରେ ଆପଣମାନଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ଦେଶର ଭିନ୍ନ ଭିନ୍ନ ଅଞ୍ଚଳରେ ଆମ ଦେଶର ଲୋକେ ଦେଶ ହିତ, ସମାଜର ହିତ ପାଇଁ ଏଭଳି ଚମତ୍କାର କରୁଛନ୍ତି ଯେ ସେମାନଙ୍କ ବିଷୟରେ ଶୁଣିଲେ ଆମକୁ ନୂତନ ପ୍ରେରଣା ମିଳୁଛି । ଆଜିର କାର୍ଯ୍ୟକ୍ରମର ଆରମ୍ଭ ମୁଁ ଆଥଲେଟିକ୍ସରେ ଦେଶର ଏଭଳି ଗୋଟିଏ ଉପଲବ୍ଧିରୁ କରୁଛି । କିଛିଦିନ ପୂର୍ବେ ଝାଡ଼ଖଣ୍ଡର ରାଞ୍ଚିରେ ଜାତୀୟ ସିନିୟର ଆଥଲେଟିକ୍ସ ଫେଡେରେସନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ସମଗ୍ର ଦେଶରୁ ଆସିଥିବା ପ୍ରାୟ ୮୦୦ ଖେଳାଳି ଅଂଶଗ୍ରହଣ କରିଥିଲେ । ଏଥିରେ ଚାରୋଟି ଭିନ୍ନ ଇଭେଣ୍ଟରେ ଚାରୋଟି ଜାତୀୟ ରେକର୍ଡ ଭଙ୍ଗ ହେଲା । ଗୁରିନ୍ଦରବୀର ସିଂ, ବିଶାଳ ଟିକେ, ତେଜସ୍ୱୀନ ଶଙ୍କର, ଦେବ୍ ମୀଣା ଏବଂ କୂଲଦୀପ କୁମାର । ଏହି ବନ୍ଧୁମାନେ ବିଭିନ୍ନ ଶ୍ରେଣୀରେ ନୂତନ ରେକର୍ଡ ସୃଷ୍ଟି କଲେ । ସର୍ବପ୍ରଥମେ ମୁଁ ଏମାନଙ୍କୁ ସମସ୍ତଙ୍କୁ ଅନେକ ଅନେକ ଅଭିନନ୍ଦନ ଜଣାଉଛି ।ଭାରତ ପ୍ରଧାନମନ୍ତ୍ରୀଙ୍କ ନେଦରଲ୍ୟାଣ୍ଡ ଗସ୍ତ ସମ୍ପର୍କରେ ଭାରତ-ନେଦରଲ୍ୟାଣ୍ଡ ମିଳିତ ବିବୃତ୍ତି
May 17th, 03:45 am
ନେଦରଲ୍ୟାଣ୍ଡର ପ୍ରଧାନମନ୍ତ୍ରୀ ଶ୍ରୀଯୁକ୍ତ ରବ ଜେଟେନଙ୍କ ନିମନ୍ତ୍ରଣ କ୍ରମେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୬-୧୭ ମେ ୨୦୨୬ ରେ ନେଦରଲ୍ୟାଣ୍ଡକୁ ସରକାରୀ ଗସ୍ତ କରିଥିଲେ। ଏହା ପ୍ରଧାନମନ୍ତ୍ରୀ ମୋଦୀଙ୍କର ନେଦରଲ୍ୟାଣ୍ଡକୁ ଦ୍ୱିତୀୟ ଗସ୍ତ ଥିଲା।List of Outcomes: Prime Minister’s visit to the Netherlands
May 17th, 02:47 am
The state visit of PM Modi to the Netherlands resulted in the signing of several MoUs and agreements covering areas such as culture, critical minerals, energy, semiconductors, agriculture, health and education. Major highlights of the visit included the restitution of the Chola Copper Plates to India and an MoU between TATA Electronics and ASML to support the semiconductor fab in Dholera.Ganga Expressway to become new lifeline of Uttar Pradesh’s development: PM Modi in Hardoi
April 29th, 11:35 am
PM Modi inaugurated the 594-km access-controlled Ganga Expressway in Hardoi, calling it a new lifeline for Uttar Pradesh’s development that will boost connectivity, support farmers and create industrial opportunities across multiple districts. He said the expressway will also bring the possibilities of the NCR closer and strengthen the state’s role in the journey towards Viksit Bharat.ଉତ୍ତରପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଦୀର୍ଘ ଆକ୍ସେସ୍ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେର ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
April 29th, 11:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ହରଦୋଇରେ ୫୯୪ କିଲୋମିଟର ଲମ୍ବ ଆକ୍ସେସ କଣ୍ଟ୍ରୋଲଡ୍ ଗ୍ରୀନଫିଲ୍ଡ ଗଙ୍ଗା ଏକ୍ସପ୍ରେସୱେକୁ ଉଦଘାଟନ କରିଛନ୍ତି। ଭଗବାନ ନରସିଂହଙ୍କ ପବିତ୍ର ଭୂମି ଏବଂ ମାତ୍ର କିଛି କିଲୋମିଟର ଦୂରରେ ପ୍ରବାହିତ ମା ଗଙ୍ଗାଙ୍କ ଦିବ୍ୟ ଉପସ୍ଥିତିକୁ ପ୍ରଣିପାତ କରି ପ୍ରଧାନମନ୍ତ୍ରୀ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ସେ ଦୃଢ଼ ଭାବରେ କହିଥିଲେ ଯେ ଏ ସମଗ୍ର ଅଞ୍ଚଳ ଗଙ୍ଗାନଦୀର ଆଧ୍ୟାତ୍ମିକ ଏବଂ ପୁଷ୍ଟିକର କୃପାପ୍ରାପ୍ତ ଏକ ତୀର୍ଥସ୍ଥଳ। ଏହି ଏକ୍ସପ୍ରେସୱେ କିଛି ଘଣ୍ଟା ମଧ୍ୟରେ ପବିତ୍ର ସ୍ଥାନକୁ ଯାତ୍ରାକୁ ରୂପାନ୍ତରିତ କରିବ ବୋଲି ଉଲ୍ଲେଖ କରି ମୋଦୀ କହିଥିଲେ,ଉତ୍ତର ପ୍ରଦେଶକୁ ଏକ୍ସପ୍ରେସୱେ ମଧ୍ୟ ମା ଗଙ୍ଗାଙ୍କ ଆଶୀର୍ବାଦ।