ଇଥିଓପିଆର ଆଡିସ୍ ଆବାବାରେ ଥିବା ଆଡୱା ବିଜୟ ସ୍ମାରକୀରେ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ପ୍ରଧାନମନ୍ତ୍ରୀ

December 17th, 01:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଡିସ୍ ଆବାବାସ୍ଥିତ ଆଡୱା ବିଜୟ ସ୍ମାରକୀରେ ପୁଷ୍ପମାଲ୍ୟ ଅର୍ପଣ କରିବା ସହ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି। ଏହି ସ୍ମାରକୀ ସାହସୀ ଇଥିଓପିଆ ସୈନିକମାନଙ୍କୁ ଉତ୍ସର୍ଗୀକୃତ, ଯେଉଁମାନେ ୧୮୯୬ ମସିହାରେ ଆଡୱା ଯୁଦ୍ଧରେ ନିଜ ରାଷ୍ଟ୍ରର ସାର୍ବଭୌମତ୍ୱ ପାଇଁ ଚରମ ବଳିଦାନ ଦେଇଥିଲେ। ଏହି ସ୍ମାରକୀ ଆଡୱାର ବୀରମାନଙ୍କ ଚିରସ୍ଥାୟୀ ଉତ୍ସାହ ଏବଂ ଦେଶର ସ୍ୱାଧୀନତା, ମର୍ଯ୍ୟାଦା ଏବଂ ନମନୀୟତାର ଗର୍ବିତ ପରମ୍ପରା ପ୍ରତି ଏକ ଶ୍ରଦ୍ଧାଞ୍ଜଳି।

ଇଥିଓପିଆ ସଂସଦର ମିଳିତ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 17th, 12:25 pm

ପ୍ରାଚୀନ ଜ୍ଞାନ ଓ ଆଧୁନିକ ଆକାଂକ୍ଷାର ସମନ୍ୱୟ ଥିବା ଏକ ଜାତିର ହୃଦୟସ୍ଥଳ ତଥା ଗଣତନ୍ତ୍ରର ଏହି ମନ୍ଦିରକୁ ଆସିଥିବାରୁ ମୁଁ ନିଜକୁ ଗୌରବାନ୍ୱିତ ମନେକରୁଛି। ଆପଣମାନଙ୍କ ସଂସଦ, ଆପଣମାନଙ୍କ ଜନତା ଏବଂ ଆପଣମାନଙ୍କ ଗଣତାନ୍ତ୍ରିକ ଯାତ୍ରା ପ୍ରତି ଗଭୀର ସମ୍ମାନର ସହିତ ମୁଁ ଏଠାକୁ ଆସିଛି।

ଇଥିଓପିଆ ସଂସଦର ମିଳିତ ଅଧିବେଶନକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ

December 17th, 12:12 pm

ପ୍ରଧାନମନ୍ତ୍ରୀ ଭାରତୀୟମାନଙ୍କ ପକ୍ଷରୁ ଇଥିଓପିଆ ସାଂସଦମାନଙ୍କୁ ବନ୍ଧୁତା ଏବଂ ସଦ୍ଭାବନାର ଶୁଭେଚ୍ଛା ଜଣାଇ ତାଙ୍କର ଅଭିଭାଷଣ ଆରମ୍ଭ କରିଥିଲେ। ସେ କହିଥିଲେ ଯେ, ସଂସଦକୁ ସମ୍ବୋଧିତ କରିବା ଏବଂ ଗଣତନ୍ତ୍ରର ଏହି ମନ୍ଦିର ମାଧ୍ୟମରେ, ଇଥିଓପିଆର ଭବିଷ୍ୟତ ଗଠନ କରୁଥିବା ସାଧାରଣ ଜନତା - କୃଷକ, ଉଦ୍ୟୋଗୀ, ଗର୍ବିତ ମହିଳା ଏବଂ ଯୁବକମାନଙ୍କ ସହ କଥା ହେବା ଏକ ସୌଭାଗ୍ୟର ବିଷୟ। ତାଙ୍କୁ ସର୍ବୋଚ୍ଚ ପୁରସ୍କାର - ‘ଗ୍ରେଟ୍ ଅନର ନିଶାନ ଅଫ ଇଥିଓପିଆ’ ପ୍ରଦାନ କରିବା ପାଇଁ ସେ ଇଥିଓପିଆର ଜନତା ଏବଂ ସରକାରଙ୍କୁ ଧନ୍ୟବାଦ ଜଣାଇଥିଲେ। ଦୁଇଦେଶର ଗୁରୁତ୍ବପୂର୍ଣ୍ଣ ସମ୍ପର୍କ କଥା ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ ସନ୍ତୋଷ ପ୍ରକାଶ କରିଥିଲେ ଯେ, ଏହି ଗସ୍ତ ସମୟରେ ଦୁଇ ଦେଶ ମଧ୍ୟରେ ରହିଆସିଥିବା ଦୀର୍ଘକାଳୀନ ସମ୍ପର୍କ ରଣନୈତିକ ସହଭାଗୀତା ସ୍ତରକୁ ଉନ୍ନୀତ ହୋଇଛି।

The ‘Great Honour Nishan of Ethiopia’ belongs to the countless Indians who have shaped India-Ethiopia partnership: PM Modi

December 17th, 09:25 am

During his visit to Ethiopia, PM Modi was conferred the 'Great Honor Nishan of Ethiopia', the country’s highest award, by Ethiopian PM Abiy Ahmed Ali. The honour was bestowed upon PM Modi in recognition of his contribution to strengthening the India-Ethiopia partnership and his visionary leadership as a global statesman. The PM dedicated the award to all those who have contributed to nurturing the bilateral ties between India & Ethiopia.

India and Ethiopia have shared continuous contact, dialogue and exchanges for thousands of years: PM Modi during meeting with Ethiopian PM Abiy Ahmed Ali

December 17th, 09:12 am

During his remarks at the meeting with Ethiopian PM Abiy Ahmed Ali, PM Modi announced that India–Ethiopia relations have been elevated to the level of a Strategic Partnership. The PM noted that both countries are democratic forces committed to peace and the welfare of humanity. He also expressed satisfaction over the decision to double the number of student scholarships for Ethiopia in India.

Prime Minister holds bilateral talks with the Prime Minister of Ethiopia

December 17th, 12:02 am

During his visit to Ethiopia, PM Modi held discussions with Ethiopian PM Dr. Abiy Ahmed Ali in Addis Ababa. Both leaders reviewed the entire spectrum of the bilateral relationship and agreed to elevate the ties to the level of a Strategic Partnership. PM Modi thanked Ethiopia for its solidarity in the wake of the Pahalgam terror attack. Following the talks, the two leaders witnessed the exchange of MoUs.

Prime Minister receives the highest award of Ethiopia

December 16th, 11:52 pm

During his visit to Ethiopia, PM Modi was conferred the 'Great Honor Nishan of Ethiopia', the country’s highest award, by Ethiopian PM Abiy Ahmed Ali. The honour was bestowed upon PM Modi in recognition of his contribution to strengthening the India-Ethiopia partnership and his visionary leadership as a global statesman. The PM dedicated the award to all those who have contributed to nurturing the bilateral ties between India & Ethiopia.

ଫଳାଫଳ ତାଲିକା : ପ୍ରଧାନମନ୍ତ୍ରୀଙ୍କ ଇଥିଓପିଆ ଗସ୍ତ

December 16th, 10:41 pm

ଦ୍ୱିପାକ୍ଷିକ ସମ୍ପର୍କ ‘ରଣନୈତିକ ସହଭାଗୀତା’ ସ୍ତରକୁ ବୃଦ୍ଧି କରିବା

ଇଥିଓପିଆରେ ପହଞ୍ଚିବା ପରେ ପ୍ରଧାନମନ୍ତ୍ରୀଙ୍କୁ ସ୍ୱତନ୍ତ୍ର ସ୍ୱାଗତ କରାଗଲା

December 16th, 06:21 pm

ଇଥିଓପିଆ ପ୍ରଥମ ଦ୍ୱିପାକ୍ଷିକ ଗସ୍ତରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଡିସ ଆବାବାରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ଇଥିଓପିଆର ପ୍ରଧାନମନ୍ତ୍ରୀ ଡ଼ା. ଆବି ଅହମ୍ମଦ ଅଲି ସ୍ୱାଗତ କରିଥିଲେ।

ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତ୍ତି

December 15th, 08:15 am

ଆଜି ମୁଁ ଜୋର୍ଡାନର ହାସେମାଇଟ, ଫେଡେରାଲ ଡେମୋକ୍ରାଟିକ ରିପବ୍ଲିକ ଅଫ ଇଥିଓପିଆ ଏବଂ ସୁଲତାନତ ଅଫ ଓମାନକୁ ତିନି ଦେଶ ଗସ୍ତରେ ଯାଉଛି, ଏହି ତିନିଟି ରାଷ୍ଟ୍ର ସହିତ ଭାରତର ପୁରୁଣା ସଭ୍ୟତାଗତ ସମ୍ପର୍କ ଏବଂ ବ୍ୟାପକ ସମସାମୟିକ ଦ୍ୱିପାକ୍ଷିକ ସମ୍ପର୍କ ମଧ୍ୟ ରହିଛି ।

ପ୍ରଧାନମନ୍ତ୍ରୀଙ୍କ ଜୋର୍ଡାନ, ଇଥିଓପିଆ ଏବଂ ଓମାନ ଗସ୍ତ

December 11th, 08:43 pm

ରାଜା ଅବଦୁଲ୍ଲା ଦ୍ୱିତୀୟ ବିନ ଅଲ ହୁସେନଙ୍କ ନିମନ୍ତ୍ରଣରେ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୫ରୁ ୧୬ ଡିସେମ୍ବର ୨୦୨୫ ପର୍ଯ୍ୟନ୍ତ ଜୋର୍ଡାନର ହାସେମାଇଟ ରାଜ୍ୟ ଗସ୍ତ କରିବେ । ଏହି ଗସ୍ତ ସମୟରେ, ପ୍ରଧାନମନ୍ତ୍ରୀ ଭାରତ-ଜୋର୍ଡାନ ମଧ୍ୟରେ ସମ୍ପର୍କର ସମସ୍ତ ଦିଗ ଉପରେ ସମୀକ୍ଷା କରିବା ଏବଂ ଆଞ୍ଚଳିକ ପ୍ରସଙ୍ଗ ଉପରେ ଦୃଷ୍ଟିକୋଣ ଆଦାନପ୍ରଦାନ କରିବା ପାଇଁ ରାଜା ଅବଦୁଲ୍ଲା ଦ୍ୱିତୀୟ ବିନ ଅଲ ହୁସେନଙ୍କୁ ଭେଟିବେ । ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କ ସ୍ଥାପନର ୭୫ତମ ବାର୍ଷିକୀ ଅବସରରେ ଆୟୋଜିତ ଏହି ଗସ୍ତ ଭାରତ ଓ ଜୋର୍ଡାନ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ମଜବୁତ କରିବା, ପାରସ୍ପରିକ ଅଭିବୃଦ୍ଧି ଏବଂ ସମୃଦ୍ଧି ପାଇଁ ସହଯୋଗର ନୂତନ ମାର୍ଗ ଅନୁସନ୍ଧାନ କରିବା ତଥା ଆଞ୍ଚଳିକ ଶାନ୍ତି, ସମୃଦ୍ଧି, ସୁରକ୍ଷା ଏବଂ ସ୍ଥିରତାକୁ ପ୍ରୋତ୍ସାହିତ କରିବା ଦିଗରେ ଆମର ପ୍ରତିବଦ୍ଧତାକୁ ଦୋହରାଇବାର ଏକ ସୁଯୋଗ ପ୍ରଦାନ କରିବ ।

ପ୍ରତ୍ୟେକ ଭାରତୀୟଙ୍କ ରକ୍ତ ତାତିଛି : 'ମନ କୀ ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ

April 27th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ଯେତେବେଳେ ମୁଁ ଆପଣଙ୍କ ସହିତ ମନର କଥା ହେଉଛି, ସେତେବେଳେ ମନରେ ଗଭୀର ପୀଡ଼ା ରହିଛି । ଏପ୍ରିଲ ୨୨ ତାରିଖ ଦିନ ପହଲଗାମ୍ ଠାରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଦେଶର ପ୍ରତ୍ୟେକ ନାଗରିକକୁ ବ୍ୟଥିତ କରିଛି । ପୀଡ଼ିତ ପରିବାରଙ୍କ ପ୍ରତି ପ୍ରତ୍ୟେକ ଭାରତୀୟଙ୍କ ମନରେ ଗଭୀର ସମବେଦନା ରହିଛି । ସେ ଯେକୌଣସି ରାଜ୍ୟର ହୋଇଥାଆନ୍ତୁ ନା କାହିଁକି, ଯେକୌଣସି ଭାଷାଭାଷୀ ହୋଇଥାଆନ୍ତୁ ନା କାହିଁକି, ସମସ୍ତେ ସେହିମାନଙ୍କ ଯନ୍ତ୍ରଣାକୁ ଅନୁଭବ କରୁଛନ୍ତି, ଯେଉଁମାନେ ଏହି ଆକ୍ରମଣରେ ନିଜ ପରିବାରର ଲୋକଙ୍କୁ ହରାଇଛନ୍ତି । ଆତଙ୍କବାଦୀ ଆକ୍ରମଣର ଚିତ୍ରଗୁଡ଼ିକୁ ଦେଖି ପ୍ରତ୍ୟେକ ଭାରତୀୟର ରକ୍ତ ତାତି ଉଠୁଛି, ସେ କଥା ମୁଁ ଅନୁଭବ କରିପାରୁଛି । ପହଲଗାମରେ ହୋଇଥିବା ଏହି ଆକ୍ରମଣ, ଆତଙ୍କବାଦର ପୃଷ୍ଠପୋଷକଙ୍କ ହତାଶା ଭାବକୁ ଦର୍ଶାଉଛି, ସେମାନଙ୍କ କାପୁରୁଷପଣିଆକୁ ପ୍ରଦର୍ଶିତ କରୁଛି । କାଶ୍ମୀରରେ ଶାନ୍ତି ଫେରିଆସୁଥିବା ସମୟରେ - ସ୍କୁଲ-କଲେଜମାନଙ୍କରେ ଗୋଟିଏ ଉତ୍ସାହ ଥିଲା, ନିର୍ମାଣ କାର୍ଯ୍ୟରେ ଅଭୂତପୂର୍ବ ଗତିଶୀଳତା ଆସିଥିଲା, ଗଣତନ୍ତ୍ର ଦୃଢ଼ୀଭୂତ ହେଉଥିଲା, ପର୍ଯ୍ୟଟକମାନଙ୍କ ସଂଖ୍ୟାରେ ରେକର୍ଡ଼ ବୃଦ୍ଧି ହୋଇଚାଲିଥିଲା, ଲୋକମାନଙ୍କ ଆୟ ବୃଦ୍ଧି ହେଉଥିଲା, ଯୁବବର୍ଗଙ୍କ ପାଇଁ ନୂତନ ସୁଯୋଗ ସୃଷ୍ଟି ହୋଇଚାଲିଥିଲା – ଏଭଳି ସମୟରେ ଦେଶର ଶତ୍ରୁ, ଜାମ୍ମୁ-କାଶ୍ମୀରର ଶତ୍ରୁମାନଙ୍କ ପକ୍ଷରେ ଏହା ଅସହ୍ୟ ହେଲା । ଆତଙ୍କବାଦୀ ଓ ଆତଙ୍କକୁ ପ୍ରଶ୍ରୟ ଦେଉଥିବା ଶକ୍ତିମାନେ ଚାହାଁନ୍ତି ଯେ, କାଶ୍ମୀର ପୁଣିଥରେ ଧ୍ୱଂସ ହେଇଯାଉ, ତେଣୁ ସେମାନେ ଏତେ ବଡ଼ ଷଡ଼ଯନ୍ତ୍ର ଘଟାଇଲେ । ଆତଙ୍କବାଦ ବିରୁଦ୍ଧରେ ଏହି ଯୁଦ୍ଧରେ ଦେଶର ଏକତା, ୧୪୦ କୋଟି ଭାରତୀୟଙ୍କ ଏକଜୁଟପଣିଆ ଆମର ସବୁଠାରୁ ବଡ଼ ଶକ୍ତି । ଏହି ଏକତା, ଆତଙ୍କବାଦ ବିରୁଦ୍ଧରେ ଆମର ନିର୍ଣ୍ଣାୟକ ସଂଗ୍ରାମର ଆଧାର । ଦେଶ ଆଗରେ ଦେଖାଦେଇଥିବା ଏହି ଆହ୍ୱାନର ମୁକାବିଲା କରିବା ପାଇଁ ଆମକୁ ଆମ ସଂକଳ୍ପକୁ ସୁଦୃଢ଼ କରିବାକୁ ହେବ । ଗୋଟିଏ ରାଷ୍ଟ୍ର ହିସାବରେ ଆମକୁ ଦୃଢ଼ ଇଚ୍ଛାଶକ୍ତି ପ୍ରଦର୍ଶିତ କରିବାକୁ ହେବ । ଏହି ଆତଙ୍କବାଦୀ ଆକ୍ରମଣ ପରେ ସମଗ୍ର ଦେଶର ସ୍ୱର ଏକ ହୋଇଥିବା କଥା ଆଜି ସାରା ବିଶ୍ୱ ଦେଖୁଛି ।

ବ୍ରିକ୍ସ - ଆଫ୍ରିକା ଆଉଟରିଚ୍ ଏବଂ ବ୍ରିକ୍ସ ପ୍ଲସ୍ ସଂଳାପରେ ପ୍ରଧାନମନ୍ତ୍ରୀଙ୍କ ଅଂଶଗ୍ରହଣ

August 25th, 12:12 am

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ 24 ଅଗଷ୍ଟ 2023 ରେ ଜୋହାନ୍ସବର୍ଗ ଠାରେ ବ୍ରିକ୍ସ - ଆଫ୍ରିକା ଆଉଟରିଚ୍ ଏବଂ ବ୍ରିକ୍ସ ପ୍ଲସ ସଂଳାପରେ ଭାଗ ନେଇଥିଲେ।

ପ୍ରଧାନମନ୍ତ୍ରୀଙ୍କ ସହ ଇଥିଓପିଆ ଗଣରାଜ୍ୟର ପ୍ରଧାନମନ୍ତ୍ରୀଙ୍କ ବୈଠକ

August 24th, 11:27 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୋହାନ୍ସବର୍ଗରେ 15 ତମ ବ୍ରିକ୍ସ ଶିଖର ସମ୍ମିଳନୀ ଅବସରରେ 24 ଅଗଷ୍ଟ 2023 ରେ, ଇଥିଓପିଆ ଗଣରାଜ୍ୟର ପ୍ରଧାନମନ୍ତ୍ରୀ ମହାମହିମ ଡକ୍ଟର ଆବି ଅହମ୍ମଦ ଅଲିଙ୍କୁ ସାକ୍ଷାତ କରିଛନ୍ତି ।

ବ୍ରିକ୍ସ - ଆଫ୍ରିକା ଆଉଟ୍‌ରିଚ୍ ଏବଂ ବ୍ରିକ୍ସ ପ୍ଲସ୍ ଡାଏଲଗରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ

August 24th, 02:38 pm

ଆଫ୍ରିକା ମାଟିରେ ଆପଣ ସମସ୍ତ ବନ୍ଧୁ ମାନଙ୍କ ମଧ୍ୟରେ ଉପସ୍ଥିତ ରହିବା ମୋତେ ବହୁତ ଆନନ୍ଦିତ କରୁଛି ।

Phone call between Prime Minister Shri Narendra Modi and H.E. Dr. Abiy Ahmed Ali, Prime Minister of Federal Democratic Republic of Ethiopia

May 06th, 07:08 pm

PM Narendra Modi had a phone call with H.E. Dr. Abiy Ahmed Ali, Prime Minister of the Federal Democratic Republic of Ethiopia. The two leaders discussed the domestic, regional and global challenges posed by the COVID-19 pandemic, and expressed solidarity with each other during the health crisis.