ପ୍ୟାରିସରେ ଭିଭାଟେକ୍ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

June 18th, 06:15 pm

୨୦୨୧ ମସିହାରେ, ଯେତେବେଳେ ମୁଁ ଭିଭାଟେକକୁ ସମ୍ବୋଧିତ କରିଥିଲି, ସେତେବେଳେ ବିଶ୍ୱ COVID-19 ର ବିପର୍ଯ୍ୟୟ ସହ ଲଢ଼ୁଥିଲା। ଆଜି ବିଶ୍ୱ ଅନ୍ୟ ପ୍ରକାରର ବିଘ୍ନର ସମ୍ମୁଖୀନ ହେଉଛି। ମୁଁ ଭିଭାଟେକ ୨୦୨୧ ରେ ଯେଉଁ ବାର୍ତ୍ତାକୁ ଦେଇଥିଲି ଆଜି ମଧ୍ୟ ତାହାକୁ ପୁନରାବୃତ୍ତି କରୁଛି — “ଯେଉଁଠାରେ ପାରମ୍ପରିକ ପଦ୍ଧତି ବିଫଳ ହୁଏ, ସେଠାରେ ନବୋନ୍ମେଷ ସହାୟକ ହୋଇଥାଏ ।”

ୟୁରୋପର ସର୍ବବୃହତ ଷ୍ଟାର୍ଟଅପ୍‍ ମେଳାରେ ଯୋଗଦେଲେ ଭାରତର ୮୦ ଡିପ ଟେକ୍‍ କମ୍ପାନୀ

June 18th, 06:00 pm

ଟେକ୍-ଉଦ୍ୟୋଗୀ, ଷ୍ଟାର୍ଟ-ଅପ୍, ନିବେଶକ ଏବଂ ବ୍ୟବସାୟିକ ନେତୃବୃନ୍ଦଙ୍କ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ କହିଛନ୍ତି, ମାନବ-କୈନ୍ଦ୍ରିକ କୃତ୍ରିମ ବୁଦ୍ଧିମତ୍ତା ( ଏଆଇ) ଏବଂ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା ପାଇଁ ଭାରତର ଦୂରଦୃଷ୍ଟି ତଥା ଉଦୀୟମାନ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଭାରତ-ଫ୍ରାନ୍ସ ମଧ୍ୟରେ ସହଯୋଗର ପରିସର ବୃଦ୍ଧି ପାଉଛି। ପ୍ରଯୁକ୍ତିବିଦ୍ୟା ଭାରତରେ ଅନେକ ଉଲ୍ଲେଖନୀୟ ରୂପାନ୍ତରଣ କରିଥିବା ସେ ଆଲୋକପାତ କରିଥିଲେ। ଡିଜିଟାଲ୍ ପେମେଣ୍ଟ, ଏଆଇ ଆଧାରିତ କୃଷି ପ୍ରଗତିଠାରୁ ଆରମ୍ଭ କରି ଅତ୍ୟାଧୁନିକ ମହାକାଶ ପ୍ରୟୋଗ ପର୍ଯ୍ୟନ୍ତ ଅନେକ ସଂସ୍କାର ଆଣିବାରେ ପ୍ରଯୁକ୍ତି ବିଦ୍ୟା ସକ୍ଷମ ହୋଇଥିବା ସେ କହିଛନ୍ତି। ମୁଖ୍ୟ ଅଭିଭାଷଣ ପରେ, ପ୍ରଧାନମନ୍ତ୍ରୀ ମୋଦୀ ଏବଂ ରାଷ୍ଟ୍ରପତି ମାକ୍ରୋନ୍ ଶିଳ୍ପ, ସ୍ୱାସ୍ଥ୍ୟସେବା, ସ୍ଥାୟୀ ବିକାଶ ଏବଂ ଯାତାୟାତ ପାଇଁ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା ଏବଂ ବ୍ୟାବହାରିକ ସମାଧାନ ପ୍ରଦର୍ଶନ କରୁଥିବା ଭାରତୀୟ ଷ୍ଟାର୍ଟ-ଅପ୍ ଏବଂ ନବସୃଜନକାରୀ ମାନଙ୍କ ସହ ଆଲୋଚନା କରିଥିଲେ।

Visit of Prime Minister to France and Slovakia (June 13-18, 2026)

June 09th, 07:20 pm

PM Modi will visit France from 13-14 June 2026 and again from 16-19 June 2026. During his initial visit to France, he will hold discussions with President Emmanuel Macron and jointly inaugurate the 'Bharat Innovates' event. He will then visit Slovakia from 14-16 June 2026 to hold discussions with PM Robert Fico and meet President Peter Pellegrini. The PM will once again visit France to participate in the G7 Summit and the VivaTech Summit.

Let us together make the India-Austria partnership innovation-centric and future-ready: PM Modi at the India-Austria Joint Press Meet

April 16th, 11:55 am

In his address at the India-Austria Joint Press Meet, PM Modi said that Chancellor Stocker’s visit marks the beginning of a new era in India-Austria relations. Highlighting the partnership in infrastructure, innovation and sustainability, he noted that the visit will inject fresh momentum into trade and investment. He reiterated that military conflict cannot provide solutions to problems, whether in Ukraine or West Asia.

ଶାନ୍ତି ଏବଂ ସୁରକ୍ଷା ଉପରେ ବ୍ରିକ୍ସ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

July 06th, 11:07 pm

ବିଶ୍ୱ ଶାନ୍ତି ଏବଂ ସୁରକ୍ଷା କେବଳ ଏକ ଆଦର୍ଶ ନୁହେଁ, ବରଂ ଏହା ଆମର ସାଧାରଣ ସ୍ୱାର୍ଥ ଏବଂ ଭବିଷ୍ୟତର ମୂଳଦୁଆ ଅଟେ । ମାନବତାର ବିକାଶ କେବଳ ଏକ ଶାନ୍ତିପୂର୍ଣ୍ଣ ଏବଂ ସୁରକ୍ଷିତ ପରିବେଶରେ ହିଁ ସମ୍ଭବ ହୋଇପାରିବ । ଏହି ଉଦ୍ଦେଶ୍ୟ ପୂରଣ କରିବାରେ ବ୍ରିକ୍ସର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଆମକୁ ଏକତ୍ରିତ ହେବାକୁ ପଡିବ ଏବଂ ଆମର ସାଧାରଣ ସମସ୍ୟାର ସମ୍ମୁଖୀନ ହେବା ପାଇଁ ଆମକୁ ସାମୂହିକ ପ୍ରୟାସ କରିବାକୁ ପଡିବ। ଆମକୁ ଆଗକୁ ଏକାଠି ହୋଇ ବଢ଼ିବାକୁ ପଡିବ।

Institutional service has the ability to solve big problems of the society and the country: PM at the Karyakar Suvarna Mahotsav

December 07th, 05:52 pm

PM Modi addressed the Karyakar Suvarna Mahotsav in Ahmedabad via video conferencing. He highlighted the Karyakar Suvarna Mahotsav as a key milestone in 50 years of service by BAPS. He praised the initiative of connecting volunteers to service work, which began five decades ago and applauded the dedication of lakhs of BAPS workers.

ଅହମ୍ମଦାବାଦରେ କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

December 07th, 05:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦରେ ଭିଡିଓ କନଫରେନ୍ସିଂ ଜରିଆରେ କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବକୁ ସମ୍ବୋଧିତ କରିଛନ୍ତି । ଉପସ୍ଥିତ ସମାବେଶକୁ ଉଦବୋଧନ ଦେଇ ସେ ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜ,ସତସଙ୍ଗୀ ପରିବାରର ଶ୍ରଦ୍ଧେୟ ସନ୍ଥ ଓ ସଦସ୍ୟମାନେ, ଗଣ୍ୟମାନ୍ୟ ବ୍ୟକ୍ତି ଓ ପ୍ରତିନିଧିମାନଙ୍କୁ ସ୍ୱାଗତ କରିଥିଲେ । କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବ ଅବସରରେ ଶ୍ରୀ ମୋଦୀ ଭଗବାନ ସ୍ୱାମୀ ନାରାୟଣଙ୍କୁ ପ୍ରଣିପାତ କରିବା ସହ କହିଥିଲେ, ଆଜି ମଧ୍ୟ ପ୍ରମୁଖ ସ୍ୱାମୀ ମହାରାଜଙ୍କ ୧୦୩ ତମ ଜୟନ୍ତୀ । ସେ କହିଥିଲେ, ଭଗବାନ ସ୍ୱାମୀ ନାରାୟଣଙ୍କ ଶିକ୍ଷା, ପ୍ରମୁଖ ସ୍ୱାମୀ ମହାରାଜଙ୍କ ସଂକଳ୍ପ ଆଜି ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜଙ୍କ ପ୍ରଗାଢ଼ ଉଦ୍ୟମ ଯୋଗୁ ଫଳ ଆଣିପାରିଛି । ପ୍ରାୟ ଏକ ଲକ୍ଷ କର୍ମୀଙ୍କ ସମାବେଶରେ ଏପରି ଏକ ବିଶାଳ କାର୍ଯ୍ୟକ୍ରମର ସାକ୍ଷୀ ହୋଇପାରିଥିବାରୁ ଶ୍ରୀ ମୋଦୀ ସନ୍ତୋଷ ପ୍ରକାଶ କରିଥିଲେ । ବ୍ୟକ୍ତିଗତ ଭାବେ ସେ କାର୍ଯ୍ୟକ୍ରମରେ ଉପସ୍ଥିତ ନଥିଲେ ମଧ୍ୟ ଯୁବକ ଓ ପିଲାମାନଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମରୁ ଉତ୍ସବର ଉତ୍ସାହକୁ ଭଲ ଭ।।ବେ ଅନୁଭବ କରିପାରିଥିଲେ । ଏଭଳି ଭବ୍ୟ ଦିବ୍ୟ ସମାରୋହ ପାଇଁ ସେ ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜ ଓ ସମସ୍ତ ସନ୍ଥଙ୍କୁ ଅଭିନନ୍ଦନ ଜଣାଇଥିଲେ ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଭାରତ ଗସ୍ତରେ ଥିବା ଫ୍ରାନ୍ସର ବୈଦେଶିକ ଓ ୟୁରୋପୀୟ ବ୍ୟାପାର ମନ୍ତ୍ରୀ

September 14th, 05:45 pm

ସେପ୍ଚେମ୍ବର ୧୩-୧୫, ୨୦୨୨ ପର୍ଯ୍ୟନ୍ତ ଔପଚାରିକ ଭାରତ ଗସ୍ତରେ ଥିବା ଫ୍ରାନ୍ସର ବୈଦେଶିକ ଓ ୟୁରୋପୀୟ ବ୍ୟାପାର ମନ୍ତ୍ରୀ ସୁଶ୍ରୀ କାଥେରିନ କୋଲୋନା ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । ଦ୍ୱିପାକ୍ଷିକ ଓ ଉଭୟ ପକ୍ଷର ସ୍ୱାର୍ଥ ନିହିତ ଥିବା ଅନ୍ୟ ପ୍ରସଙ୍ଗରେ ଆଲୋଚନା ବ୍ୟତୀତ ଫ୍ରାନ୍ସର ମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କୁ ଫ୍ରାନ୍ସ ରାଷ୍ଟ୍ରପତି ମାକ୍ରୋଁଙ୍କ ବନ୍ଧୁତା ଓ ସହଯୋଗର ବାର୍ତ୍ତା ପ୍ରଦାନ କରିଥିଲେ । ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ପ୍ୟାରିସ ଓ ଜର୍ମାନର ଶାଲ୍ସ ଏଲମୁ ଠାରେ ରାଷ୍ଟ୍ରପତି ମାକ୍ରୋଁଙ୍କ ସହ ହୋଇଥିବା ନିକଟରେ ହୋଇଥିବା ବୈଠକକୁ ସ୍ମରଣ କରିଥିଲେ ଓ ଯଥାଶୀଘ୍ର ରାଷ୍ଟ୍ରପତିଙ୍କୁ ଭାରତରେ ସ୍ୱାଗତ କରିବାକୁ ଇଚ୍ଛା ଜାହିର କରିଛନ୍ତି ।

ଜୈନ ଅନ୍ତରାଷ୍ଟ୍ରୀୟ ବାଣିଜ୍ୟ ସଂଗଠନର ‘JITO Connect 2022’ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳ ପାଠ

May 06th, 02:08 pm

JITO ସଂଯୋଗର ଏହି ଶିଖର ସମ୍ମିଳନୀ ସ୍ୱାଧୀନତାର ୭୫ତମ ବର୍ଷରେ ଅମୃତ ମହୋତ୍ସବରେ ଅନୁଷ୍ଠିତ ହେଉଛି। ଏଠାରୁ ଦେଶ ସ୍ୱାଧୀନତାର ଅମୃତ କାଳକୁ ପ୍ରବେଶ କରୁଛି । ବର୍ତ୍ତମାନ ଦେଶ ସମ୍ମୁଖରେ ଆଗାମୀ ୨୫ ବର୍ଷରେ ଏକ ସୁବର୍ଣ୍ଣ ଭାରତ ଗଠନ ପାଇଁ ସଂକଳ୍ପ ଅଛି । ତେଣୁ ଏଥର ଆପଣ ଯେଉଁ ଥିମ ରଖିଛନ୍ତି, ଏହି ଥିମ ମଧ୍ୟ ନିଜେ ବହୁତ ଉପଯୁକ୍ତ । ଟୁଗେଦର, ଟୁୱାର୍ଡସ, ଟୁମୋରୋ ଏବଂ ମୁଁ କହିପାରେ ଯେ ଏହା ସେହି କଥା ଯାହା ସମସ୍ତଙ୍କ ପ୍ରୟାସର ଭାବନା, ଯାହା ସ୍ୱାଧୀନତାର ଅମୃତ କାଳରେ ଦ୍ରୁତ ବିକାଶର ମନ୍ତ୍ର ଅଟେ । ଆଗାମୀ ତିନିଦିନରେ ଆପଣ ସମସ୍ତଙ୍କର ପ୍ରୟାସ ଏହି ଭାବନାକୁ ସବୁ ଦିଗରେ ବିକଶିତ କରିବା ଉଚିତ, ବିକାଶ ସର୍ବବ୍ୟାପି ହେବା ଉଚିତ, ସମାଜର ଶେଷ ବ୍ୟକ୍ତି ମଧ୍ୟ ଏଥିରୁ ବଂଚିତ ହେବା ଉଚିତ ନୁହେଁ ।

‘ଜିଆଇଟିଓ କନେକ୍ଟ ୨୦୨୨’ର ଉଦ୍‌ଘାଟନୀ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ

May 06th, 10:17 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନସିଂ ମାଧ୍ୟମରେ ଜୈନ ଅନ୍ତର୍ଜାତୀୟ ବାଣିଜ୍ୟ ସଙ୍ଗଠନର ‘ଜିଆଇଟିଓ କନେକ୍ଟ ୨୦୨୨’ର ଉଦ୍‌ଘାଟନୀ ଅଧିବେଶନକୁ ସମ୍ବୋଧିତ କରିଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ୟୁରୋପୀୟ ପରିଷଦର ସଭାପତି ଚାର୍ଲ୍ସ ମିଚେଲଙ୍କ ମଧ୍ୟରେ ଟେଲିଫୋନ୍ ବାର୍ତ୍ତାଳାପ

August 31st, 08:41 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଟେଲିଫୋନ୍‍ ଯୋଗେ ୟୁରୋପୀୟ ପରିଷଦର ସଭାପତି ମହା ମହିମ ଚାର୍ଲ୍ସ ମିଚେଲଙ୍କ ସହିତ କଥା ହୋଇଛନ୍ତି ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲେ ୟୁରୋପୀୟ ଉଚ୍ଚ ପ୍ରତିନିଧି (ଏଚଆରଭିପି) ଉପସଭାପତି ମହାମହୀମ ଯୋଶେପ ବୋରେଲ ଫ୍ରଣ୍ଟିଲେସ

January 17th, 09:13 pm

ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ୟୁରୋପୀୟ ଉଚ୍ଚ ପ୍ରତିନିଧି (HRVP) ଉପସଭାପତି ମହାମହୀମ ଯୋଶେପ ବୋରେଲ ଫ୍ରଣ୍ଟିଲେସ ସାକ୍ଷାତ କରିଛନ୍ତି । ମି. ବୋରେଲ ଜାନୁଆରୀ 16 ରୁ 18 ଭାରତ ଗସ୍ତରେ ଅଛନ୍ତି । ସେ ଗତ କାଲି ରାଇସିନା ଆଲୋଚନା 2020ରେ ଉଦଯାପନୀ ଅଭିଭାଷଣ ପ୍ରଦାନ କରିଛନ୍ତି । 1 ଡିସେମ୍ବର 2019ରେ ଏଚଆରଭିପିର ଦାୟିତ୍ୱ ଗ୍ରହଣ କରିବା ପରେ ୟୁରୋପୀୟ ୟୁନିଅନ ବାହାରକୁ ଏହା ତାଙ୍କର ପ୍ରଥମ ଗସ୍ତ ।

ୟୁରୋପିଆନ କମିଶନର ରାଷ୍ଟ୍ରପତି ଶ୍ରୀମତି ଉର୍ସୁଲା ଭନ ଡେର ଲିୟେନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଟେଲିଫୋନ ବାର୍ତ୍ତାଳାପ

December 02nd, 07:48 pm

ୟୁରୋପିଆନ କମିଶନର ରାଷ୍ଟ୍ରପତି ଶ୍ରୀମତି ଉର୍ସୁଲା ଭନ ଡେର ଲିୟେନଙ୍କ ସହ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଟେଲିଫୋନ ବାର୍ତ୍ତାଳାପ କରିଛନ୍ତି ।

ପ୍ରଧାନମନ୍ତ୍ରୀ ସ୍ଵିଡେନର ସିଇଓମାନଙ୍କ ସହ ମତ ବିନିମୟ କରିଛନ୍ତି ,ଭାରତରେ ନିବେଶର ସୁଯୋଗ ଉପରେ ଉଲ୍ଲେଖ କରିଛନ୍ତି

April 17th, 05:52 pm

ପ୍ରଧାନମନ୍ତ୍ରୀ ମୋଦୀ ଆଜି ସ୍ଵିଡେନ ସିଇଓମାନଙ୍କ ସହ ମତ ବିନିମୟ କରିଥିଲେ । ସେ ଦୁଇ ଦେଶ ମଧ୍ୟରେ ବ୍ୟାପାର ଏବଂ ବ୍ୟବସାୟିକ ସମ୍ପର୍କ ଉପରେ ଆଲୋଚନା କରିଥିଲେ । ପ୍ରଧାନମନ୍ତ୍ରୀ ସ୍ଵିଡେନ 'ମେକ ଇନ ଇଣ୍ଡିଆ' ପଦକ୍ଷେପରେ ଏକ ବଡ଼ ଯୋଗଦାନକାରୀ ରାଷ୍ଟ୍ର ବୋଲି କହି ଭାରତରେ ନିବେଶ ଲାଗି ଉପଲବ୍ଧ ଭିଭିନ୍ନ ସୁଯୋଗ ଉପରେ ମଧ୍ୟ ଉଲ୍ଲେଖ କରିଥିଲେ ।

ସ୍ୱିଡେନ ଗସ୍ତ (ଏପ୍ରିଲ 17, 2018) ଅବସରରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତି

April 17th, 04:50 pm

ଏହା ମୋର ପ୍ରଥମ ସ୍ୱିଡେନ ଗସ୍ତ ଅଟେ । ଭାରତର ପ୍ରଧାନମନ୍ତ୍ରୀଙ୍କ ସ୍ୱିଡେନ ଯାତ୍ରା ପାଖାପାଖି ତିନି ଦଶକ ପରେ ହେଉଛି । ସ୍ୱିଡେନରେ ଆମକୁ ଉଦାରତାପୂର୍ଣ୍ଣ ସ୍ୱାଗତ ଏବଂ ସମ୍ମାନ ଲାଗି ମୁଁ ପ୍ରଧାନମନ୍ତ୍ରୀ ଲୱେନ ଏବଂ ସ୍ୱିଡେନ ସରକାରଙ୍କୁ ହୃଦୟପୂର୍ବକ କୃତଜ୍ଞତା ପ୍ରକଟ କରୁଛି । ମୋର ଏହି ଗସ୍ତରେ ପ୍ରଧାନମନ୍ତ୍ରୀ ଲୱେନ ଅନ୍ୟ ନୋର୍ଡିକ ଦେଶଗୁଡ଼ିକ ସହିତ ଭାରତର ଶିଖର ସମ୍ମିଳନୀ ମଧ୍ୟ ଆୟୋଜନ କରୁଛନ୍ତି । ସେଥିପାଇଁ ମୁଁ ହୃଦୟପୂର୍ବକ କୃତଜ୍ଞତା ପ୍ରକଟ କରୁଛି ।

ନାରୀଶକ୍ତି ସମାଜର ବାଧାବିଘ୍ନକୁ ଭାଙ୍ଗି ଅଗ୍ରସର ହେଉଛନ୍ତି : 'ମନ କି ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ

January 28th, 11:45 am

ନୂଆ ବର୍ଷର ପ୍ରଥମ 'ମନ କି ବାତ' ରେ ପ୍ରଧାନମନ୍ତ୍ରୀ ମୋଦୀ ମହିଳା ସଶକ୍ତିକରଣ ,ସ୍ୱଚ୍ଛତା ,ଜନଔଷଧି କେନ୍ଦ୍ର ଏବଂ ପଦ୍ମ ପୁରସ୍କାର ବିଷୟରେ କହିଥିଲେ । ପ୍ରଧାନମନ୍ତ୍ରୀ ମୋଦୀ ମହାତ୍ମାଗାନ୍ଧୀଙ୍କୁ ମଧ୍ୟ ସ୍ମରଣ କରି କହିଲେ ଯେ ବାପୁ କେବଳ ଶାନ୍ତି ଏବଂ ଅହିଂସାର ମନ୍ତ୍ରରେ ବିଶ୍ୱାସ କରୁଥିଲେ । ପ୍ରଧାନମନ୍ତ୍ରୀ କହିଲେ ଯେ ଯଦି ଆମେ ତାଙ୍କ ଦ୍ଵାରା ଦେଖାଯାଇଥିବା ମାର୍ଗର ପାଳନ କରିବା ତ ମହାତ୍ମାଗାନ୍ଧୀଙ୍କ ପାଇଁ ଏକ ଉତ୍ତମ ଶ୍ରଦ୍ଧାଞ୍ଜଳି ହେବ ।

ଡାଭୋସ ଯାତ୍ରା ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି

January 21st, 09:04 pm

ଡାଭୋସ ଯାତ୍ରାର ଅବ୍ୟବହିତ ପୂର୍ବରୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ବିବୃତି ନିମ୍ନରେ ପ୍ରଦତ୍ତ ହେଲା ।

Press statement by PM during India-EU Summit

October 06th, 02:45 pm

PM Narendra Modi met Mr. Donald Tusk, President of European Council and Mr. Jean-Claude Juncker, President, European Commission today and reviewed bilateral and strategic partnership. During the joint press statements, PM Modi expressed India's will to further enhance ties with the European Union at global level.

ୟୁନିକ ଷ୍ଟାର୍ଟ-ଅପ ପୋର୍ଟାଲର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ମୋଦୀ ଓ ପ୍ରଧାନମନ୍ତ୍ରୀ କୋଷ୍ଟା

June 24th, 08:52 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ପର୍ତ୍ତୁଗାଲ ପ୍ରଧାନମନ୍ତ୍ରୀ ଆଣ୍ଟୋନିଓ କୋଷ୍ଟା ଲିସବନଠାରେ ଏକ ୟୁନିକ ଷ୍ଟାର୍ଟ-ଅପ ପୋର୍ଟାଲ - ପର୍ତ୍ତୁଗାଲ ଆନ୍ତର୍ଜାତିକ ଷ୍ଟାର୍ଟ-ଅପ ହବର ଶୁଭାରମ୍ଭ କରିଛନ୍ତି । ଷ୍ଟାର୍ଟ-ଅପ ଇଣ୍ଡିଆ ଦ୍ୱାରା ଏହି ଉଦ୍ୟମକୁ ପ୍ରୋତ୍ସାହିତ କରାଯାଇଛି ଏବଂ ଭାରତ ସରକାରଙ୍କ ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରଣାଳୟ ଏବଂ ଷ୍ଟାର୍ଟ-ଅପ ପର୍ତ୍ତୁଗାଲ ଏହାକୁ ଆବଶ୍ୟକ ସହଯୋଗ ଯୋଗାଇ ଦେଇଛନ୍ତି । ଏହି କାର୍ଯ୍ୟକ୍ରମ ଉଭୟ ରାଷ୍ଟ୍ରଙ୍କ ପାରସ୍ପରିକ ସହଯୋଗକ୍ଷମ ଉଦ୍ୟୋଗ ସହଭାଗୀତା ସୃଷ୍ଟି କରିବାରେ ସହାୟକ ହେବ ।

Terrorism a challenge to entire humanity: PM Modi in Brussels

March 31st, 02:01 am