PM Modi addresses an enthusiastic public rally in Madurai, Tamil Nadu
March 01st, 04:30 pm
PM Modi addressed a massive public rally in Madurai, beginning his speech with deep reverence for Tamil Nadu’s spiritual heritage. He said he had just visited Tirupparankundram and received the darshan of Bhagwan Murugan, describing it as a truly pine experience. He said he prayed for the prosperity of Tamil Nadu and the entire nation.ନେସେଟରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
February 25th, 08:20 pm
ଏହି ବିଶିଷ୍ଟ ସଦନରେ ଉପସ୍ଥିତ ହେବା ମୋ ପାଇଁ ଏକ ସୌଭାଗ୍ୟ ଏବଂ ଗୌରବର ବିଷୟ। ମୁଁ ଭାରତର ପ୍ରଧାନମନ୍ତ୍ରୀ ଭାବରେ ଏବଂ ଏକ ପ୍ରାଚୀନ ସଭ୍ୟତାର ପ୍ରତିନିଧି ଭାବରେ ଆଉ ଗୋଟିଏ ପ୍ରାଚୀନ ସଭ୍ୟତାକୁ ସମ୍ବୋଧିତ କରୁଛି। ମୁଁ ମୋ ସହିତ ୧୪୦ କୋଟି ଭାରତୀୟଙ୍କ ଶୁଭେଚ୍ଛା ଏବଂ ବନ୍ଧୁତା, ସମ୍ମାନ ଓ ସହଭାଗୀତାର ବାର୍ତ୍ତା ନେଇ ଆସିଛି।ଇସ୍ରାଏଲୀ ସଂସଦ ନେସେଟ୍କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
February 25th, 08:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜେରୁସାଲେମରେ ନେସେଟ (ଇସ୍ରାଏଲ୍ର ସଂସଦ)ର ଏକ ସ୍ୱତନ୍ତ୍ର ଅଧିବେଶନକୁ ସମ୍ବୋଧିତ କରିଥିଲେ । ଇସ୍ରାଏଲୀ ସଂସଦକୁ ସମ୍ବୋଧିତ କରିବାରେ ସେ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀମାଲେସିଆର ଭାରତୀୟ ସମୁଦାୟକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
February 07th, 03:59 pm
ଏହି ସାମୁଦାୟିକ ସମାରୋହରେ ସାମିଲ ହୋଇଥିବାରୁ ସର୍ବପ୍ରଥମେ ମୁଁ ମୋର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ଅନଓ୍ୱର ଇବ୍ରାହିମଙ୍କୁ ଧନ୍ୟବାଦ ଜ୍ଞାପନ କରୁଛି। ଏବେ ଏବେ ଭାରତ-ମାଲେସିଆର ବନ୍ଧୁତ୍ୱର ବ୍ୟାପକତା ଓ ଭବିଷ୍ୟତର ସମ୍ଭାବନା ନେଇ ସେ ଯେଉଁ ସୁନ୍ଦର ଅଭିଭାଷଣ ରଖିଲେ, ସେଥିପାଇଁ ମଧ୍ୟ ମୁଁ ତାଙ୍କୁ ଧନ୍ୟବାଦ ଅର୍ପଣ କରୁଛି।ମାଲେସିଆର କ୍ୱାଲାଲମ୍ପୁର ଠାରେ ଏକ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 07th, 03:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମାଲେସିଆର କ୍ୱାଲାଲମ୍ପୁରରେ ଏକ ଜନ ସଭାରେ ଉଦବୋଧନ ଦେଇଛନ୍ତି । ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ସ୍ନେହପୂର୍ଣ୍ଣ ଅଭିବାଦନ ସାଧାରଣ ସଂସ୍କୃତିର ସୁନ୍ଦର ବିବିଧତାକୁ ପ୍ରତିଫଳିତ କରେ। ସେ ତାଙ୍କର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ଏହି ଜନ ସଭାରେ ଯୋଗଦେବା ପାଇଁ ଧନ୍ୟବାଦ ଜଣାଇଥିଲେ। ଶ୍ରୀ ମୋଦୀ କହିଥିଲେ, ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ତାଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରକୁ ଆସିଥିଲେ ଏବଂ ତାଙ୍କ କାରରେ ତାଙ୍କୁ କାର୍ଯ୍ୟକ୍ରମରେ ଆଣିଥିଲେ। ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଏହି ବିଶେଷ ଭାବନା ଭାରତ ଏବଂ ଉପସ୍ଥିତ ଲୋକଙ୍କ ପ୍ରତି ସ୍ନେହ ଓ ସମ୍ମାନକୁ ପ୍ରତିଫଳିତ କରେ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।No matter how many challenges there are, we have 140 crore solutions: PM Modi in Rajya Sabha
February 05th, 05:35 pm
PM Modi replied to the Motion of Thanks on the President’s Address in the Rajya Sabha. In his address, he highlighted that the President articulated the strength of every section and expressed faith in India’s bright future. Listing the government’s achievements over the past decade, he noted that while Congress viewed people as problems, the present government sees 140 crore Indians as the solution, with a focus on achieving a developed India by 2047.ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉତ୍ତର
February 05th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ନିଜର ଉତ୍ତର ରଖିଛନ୍ତି। ଗୃହକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲାଗି କୃତଜ୍ଞତା ଜଣାଇଥିଲେ ଓ କହିଥିଲେ ଯେ ଧନ୍ୟବାଦ ପ୍ରସ୍ତାବକୁ ସମର୍ଥନ କରିବା ତାଙ୍କ ପାଇଁ ଗର୍ବର ବିଷୟ। ସେ କହିଥିଲେ ଯେ ଗତ ଏକ ବର୍ଷରେ ବିକଶିତ ଭାରତ ଅଭିମୁଖୀ ଯାତ୍ରାରେ ଦ୍ରୁତ ପ୍ରଗତି ହୋଇଛି ଓ ପ୍ରତ୍ୟେକ କ୍ଷେତ୍ରରେ ଏବଂ ସମାଜର ସମସ୍ତ ବର୍ଗରେ ପରିବର୍ତ୍ତନ ଦୃଶ୍ୟମାନ ହୋଇଛି। ଦେଶ ସଠିକ୍ ଦିଗରେ ବହୁତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ରାଷ୍ଟ୍ରପତି ଏହି ବିଷୟଗୁଡ଼ିକୁ ସମ୍ବେଦନଶୀଳତା ଏବଂ ସ୍ପଷ୍ଟତାର ସହିତ ଉପସ୍ଥାପନ କରିଥିଲେ ବୋଲି ଶ୍ରୀ ମୋଦୀ କହିଥିଲେ।ନୂଆଦିଲ୍ଲୀର କରିଅପ୍ପା ଗ୍ରାଉଣ୍ଡରେ ଏନ୍ସିସି ରାଲିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 28th, 04:00 pm
କେନ୍ଦ୍ର କ୍ୟାବିନେଟର ମୋର ସହଯୋଗୀମାନେ, ଦେଶର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂ, ମଞ୍ଚରେ ଉପସ୍ଥିତ ସମସ୍ତ ମହାନ ବ୍ୟକ୍ତି, ସମଗ୍ର ଦେଶର ଏନ୍ସିସି ଏବଂ ଏନ୍ଏସ୍ଏସ୍ କ୍ୟାଡେଟ୍, ଡେବ୍ୟୁ କଳାକାର, ରାଷ୍ଟ୍ରୀୟ ରଙ୍ଗଶାଳାର ସହକର୍ମୀ ଏବଂ ମୋର ପ୍ରିୟ ଯୁବ ବନ୍ଧୁମାନେ । ଆପଣମାନଙ୍କ ସମସ୍ତଙ୍କ କଠିନ ପରିଶ୍ରମ ଏଠାରେ ଦୃଶ୍ୟମାନ ହେଉଛି । ତୁମେ ନିଜକୁ ବହୁତ ସମନ୍ୱିତ ଭାବରେ ପ୍ରଦର୍ଶନ କରିଛ ।ଦିଲ୍ଲୀରେ ଆୟୋଜିତ ବାର୍ଷିକ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 28th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର କାରିଆପ୍ପା ପରେଡ୍ ଗ୍ରାଉଣ୍ଡରେ ବାର୍ଷିକ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧିତ କରିଛନ୍ତି। ଏନ୍ସିସି ଦିବସ ଅବସରରେ ସମାବେଶକୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏନ୍ସିସି, ଏନ୍ଏସ୍ଏସ୍ କ୍ୟାଡେଟ୍, ଟାବ୍ଲୋ କଳାକାର, ଜାତୀୟ ରଙ୍ଗଶାଳାର ସାଥୀ ଏବଂ ସମଗ୍ର ଦେଶର ଯୁବ ଅଂଶଗ୍ରହଣକାରୀଙ୍କ ପ୍ରୟାସ ସେମାନଙ୍କର ସମନ୍ୱିତ ପ୍ରଦର୍ଶନରେ ସ୍ପଷ୍ଟ ଭାବରେ ଦୃଶ୍ୟମାନ ହେଉଛି। ଶ୍ରୀ ମୋଦୀ ଦୁଃଖର ସହିତ ଉଲ୍ଲେଖ କରିଛନ୍ତି ଯେ, ଆଜି ସକାଳେ ମହାରାଷ୍ଟ୍ରରେ ଘଟିଥିବା ଦୁଃଖଦ ବିମାନ ଦୁର୍ଘଟଣା ଯୋଗୁଁ ଏହି ଦିନଟି ବହୁତ ଦୁଃଖ ଆଣି ଦେଇଛି, ଯେଉଁଥିରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅଜିତ ପାୱାର ଏବଂ କିଛି ସହକର୍ମୀଙ୍କ ଜୀବନ ହାନୀ ହୋଇଛି। ଅଜିତ ଦାଦା ମହାରାଷ୍ଟ୍ର ଓ ଦେଶର ବିକାଶରେ, ବିଶେଷକରି ଗ୍ରାମୀଣ ଜୀବନକୁ ଉନ୍ନତ କରିବା ଦିଗରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେଇଥିଲେ। ଏଥି ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ଅଜିତ ପାୱାରଙ୍କ ପରିବାର ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଏହି ଯନ୍ତ୍ରଣାର ମୁହୂର୍ତ୍ତରେ, ଦେଶ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସହିତ ଠିଆ ହୋଇଛି। ପ୍ରଧାନମନ୍ତ୍ରୀ ଏହି ଦୁଃଖ ଓ ସମବେଦନାର ମୁହୂର୍ତ୍ତରେ, ବନ୍ଧୁ ରାଷ୍ଟ୍ରର କ୍ୟାଡେଟଙ୍କ ସମେତ ଉପସ୍ଥିତ ସମସ୍ତ କ୍ୟାଡେଟମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ଏହି ବର୍ଷ ବାଳିକା କ୍ୟାଡେଟ୍ମାନଙ୍କ ବିପୁଳ ଅଂଶଗ୍ରହଣକୁ ସ୍ୱୀକାର କରିଛନ୍ତି।2030 ପଥେ : ଏକ ମିଳିତ ଭାରତ-ୟୁରୋପୀୟ ସଂଘ ବିସ୍ତୃତ ରଣନୈତିକ ଏଜେଣ୍ଡା
January 27th, 06:48 pm
27 ଜାନୁୟାରୀ 2026 ରେ ନୂଆଦିଲ୍ଲୀରେ ଅନୁଷ୍ଠିତ ଷୋଡଶ ଭାରତ-ୟୁରୋପୀୟ ସଂଘ ଶିଖର ସମ୍ମିଳନୀରେ ଅନୁମୋଦିତ ମିଳିତ ଭାରତ-ୟୁରୋପୀୟ ସଂଘ ବ୍ୟାପକ ରଣନୀତିକ ଏଜେଣ୍ଡାର ଉଦ୍ଦେଶ୍ୟ ହେଉଛି ଉଭୟ ଅଂଶୀଦାର ଏବଂ ବ୍ୟାପକ ବିଶ୍ୱ ପାଇଁ ପାରସ୍ପରିକ ଲାଭଦାୟକ, ଦୃଢ଼ ଏବଂ ପରିବର୍ତ୍ତନଶୀଳ ଫଳାଫଳ ପ୍ରଦାନ କରିବା ପାଇଁ ୟୁରୋପୀୟ ସଂଘ-ଭାରତ ସହଯୋଗକୁ ବିସ୍ତାର, ଗଭୀର ଏବଂ ଉନ୍ନତ ସମନ୍ୱୟ ମାଧ୍ୟମରେ ରଣନୀତିକ ଭାଗିଦାରୀକୁ ଆହୁରି ମଜବୁତ କରିବା ।ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଏବଂ ୟୁରୋପୀୟ ଆୟୋଗ ଅଧ୍ୟକ୍ଷଙ୍କ ଭାରତ ଗସ୍ତ ଏବଂ 16ତମ ଭାରତ-ୟୁରୋପୀୟ ସଂଘ ଶିଖର ସମ୍ମିଳନୀ ଉପରେ ଭାରତ-ୟୁରୋପୀୟ ସଂଘ ମିଳିତ ବିବୃତ୍ତି
January 27th, 06:15 pm
ପ୍ରଧାନମନ୍ତ୍ରୀ ମୋଦୀଙ୍କ ନିମନ୍ତ୍ରଣ କ୍ରମେ ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଆଣ୍ଟୋନିଓ କୋଷ୍ଟା ଏବଂ ୟୁରୋପୀୟ ଆୟୋଗର ଅଧ୍ୟକ୍ଷା ଉର୍ସୁଲା ଭନ୍ ଡେର୍ ଲିଏନ୍ ଭାରତର 77ତମ ଗଣତନ୍ତ୍ର ଦିବସରେ ମୁଖ୍ୟ ଅତିଥି ଭାବରେ ଭାରତ ଗସ୍ତରେ ଆସିଛନ୍ତି । ଏହି ଗସ୍ତ ସମୟରେ ନେତାମାନେ ଐତିହାସିକ ଭାରତ-ୟୁରୋପୀୟ ସଂଘ ଏଫଟିଏ ଉପରେ ଆଲୋଚନାର ସଫଳ ସମାପ୍ତିକୁ ପ୍ରଶଂସା କରିଥିଲେ ଏବଂ 2030 ପଥେ: ଭାରତ-ୟୁରୋପୀୟ ସଂଘ ମିଳିତ ବିସ୍ତୃତ ରଣନୀତିକ ଏଜେଣ୍ଡା ଗ୍ରହଣ କରିଥିଲେ ।List of Outcomes: Visit of President of the European Council and President of the European Commission to India
January 27th, 02:53 pm
The visit of the President of the European Council and the President of the European Commission to India led to a joint announcement on the conclusion of negotiations for the India–EU Free Trade Agreement. Several agreements and MoUs were signed in key areas, including Defence & Security, Skilling and Mobility, Disaster Management, Clean Energy, Science & Technology, Research & Innovation and connectivity.India–European Union cooperation is a partnership for the global good: PM Modi
January 27th, 01:30 pm
At the joint press meet with European Commission President & European Council President, PM Modi remarked that India-EU partnership is reaching new heights based on shared democratic values, economic synergy and strong people-to-people ties. He noted that the India-EU FTA will help farmers and small industries access European markets, create new opportunities in manufacturing and further strengthen cooperation between our services sectors.ଉତ୍ସାହ ଏବଂ ରାଷ୍ଟ୍ର ଗୌରବରେ ପରିପୂର୍ଣ୍ଣ ସାଧାରଣତନ୍ତ୍ର ଦିବସ ସମାରୋହକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
January 26th, 04:50 pm
ଭାରତ ସାଧାରଣତନ୍ତ୍ର ଦିବସ ସମାରୋହକୁ ଅତ୍ୟନ୍ତ ଉତ୍ସାହ ଏବଂ ଗୌରବର ସହିତ ପାଳନ କରିଛି ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି।ନୂଆଦିଲ୍ଲୀର କର୍ତ୍ତବ୍ୟ ପଥରେ 77ତମ ଗଣତନ୍ତ୍ର ଦିବସ
January 26th, 08:12 am
କର୍ତ୍ତବ୍ୟ ପଥରେ 77ତମ ଗଣତନ୍ତ୍ର ଦିବସ ପାଳନ ଭାରତର ଏକତା, ଶକ୍ତି ଏବଂ ଐତିହ୍ୟକୁ ପ୍ରଦର୍ଶିତ କରିଥିଲା । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଷ୍ଟ୍ରୀୟ ସମର ସ୍ମାରକରେ ସହିଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହ ସାହସୀ ସୈନିକମାନଙ୍କୁ ଦେଶ ପକ୍ଷରୁ କୃତଜ୍ଞତା ଜଣାଇଛନ୍ତି ।ୟୁରୋପୀୟ ପରିଷଦର ଅଧ୍ୟକ୍ଷ ଆଣ୍ଟୋନିଓ କୋଷ୍ଟା ଏବଂ ୟୁରୋପୀୟ ଆୟୋଗର ଅଧ୍ୟକ୍ଷ ଉର୍ସୁଲା ଭନ୍ ଡେର୍ ଲେୟେନଙ୍କ ସହିତ ଟେଲିଫୋନ୍ ଯୋଗେ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 04th, 06:27 pm
ବିଶ୍ୱର ସର୍ବବୃହତ ଗଣତାନ୍ତ୍ରିକ ଶକ୍ତି ଭାବେ ଭାରତ ଏବଂ ୟୁରୋପୀୟ ସଂଘ ମଧ୍ୟରେ ବିଶ୍ୱାସ, ସହଭାଗୀ ମୂଲ୍ୟବୋଧ ଏବଂ ଭବିଷ୍ୟତ ପାଇଁ ଏକ ସାଧାରଣ ଦୃଷ୍ଟିକୋଣ ଆଧାରରେ ଏକ ସୁଦୃଢ଼ ଏବଂ ଘନିଷ୍ଠ ସମ୍ପର୍କ ରହିଛି। ବୈଶ୍ୱିକ ପ୍ରସଙ୍ଗଗୁଡ଼ିକର ମିଳିତ ସମାଧାନ, ସ୍ଥିରତା ବୃଦ୍ଧି ଏବଂ ପାରସ୍ପରିକ ସମୃଦ୍ଧି ପାଇଁ ନିୟମ ଆଧାରିତ ବ୍ୟବସ୍ଥାକୁ ପ୍ରୋତ୍ସାହନ ଦେବାରେ ଭାରତ-ୟୁରୋପୀୟ ସଂଘ ରଣନୈତିକ ଭାଗିଦାରୀର ଭୂମିକା ଉପରେ ନେତାମାନେ ରେଖାଙ୍କିତ କରିଥିଲେ।Prime Minister interacts with President of the European Council during G7 summit
June 18th, 05:03 pm
The Prime Minister Shri Narendra Modi had a productive conversation with the President of the European Council, Mr. António Costa during the G7 Summit at Kananaskis, Canada on 17th June 2025.PM Modi's remarks during joint press meet with President Christodoulides of Cyprus
June 16th, 01:45 pm
During the joint press meet with President Christodoulides of Cyprus, PM Modi said his visit to Cyprus marked a new chapter in bilateral ties. He announced plans for a strategic roadmap for the next five years, focusing on defence, cyber and maritime security and real-time intelligence sharing. He thanked Cyprus for supporting India's fight against terrorism and its bid for a permanent seat in the UN Security Council.President of the European Council, Antonio Costa calls PM Narendra Modi
January 07th, 08:31 pm
Prime Minister Shri. Narendra Modi received a telephone call today from H.E. Mr. Antonio Costa, President of the European Council.Prime Minister congratulates H.E António Costa on being elected as President of the European Council
June 28th, 08:28 pm
The Prime Minister, Shri Narendra Modi has congratulated H.E António Costa on being elected as next President of the European Council.