ପଶ୍ଚିମବଙ୍ଗର ବୀରଭୂମରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପ୍ରତି ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

August 17th, 01:32 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପଶ୍ଚିମବଙ୍ଗର ବୀରଭୂମରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

Prime Minister expresses grief over loss of lives due to building collapse in Thane

July 31st, 01:08 pm

The Prime Minister, Shri Narendra Modi has expressed deep grief over the loss of lives due to the collapse of a building in Thane, Maharashtra.

ସିକିମର ନାମଚିରେ ସୁଡ଼ଙ୍ଗ ଭୁଶୁଡ଼ି ପ୍ରାଣ ହରାଇଥିବା ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

July 21st, 01:01 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସିକିମର ନାମଚିରେ ଏକ ନିର୍ମାଣାଧୀନ ସୁଡ଼ଙ୍ଗ ଭୁଶୁଡ଼ି ପ୍ରାଣ ହରାଇଥିବା ଘଟଣାରେ ଆଜି ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି।

ଗୁଜରାଟର ଅହମ୍ମଦାବାଦରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

July 18th, 07:13 pm

ଗୁଜରାଟର ଅହମ୍ମଦାବାଦରେ ଏକ ବାଣ କାରଖାନାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି। ଶ୍ରୀ ମୋଦୀ କହିଥିଲେ ଯେ ସ୍ଥାନୀୟ ପ୍ରଶାସନ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛି।

ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲାରେ ଡଙ୍ଗା ଓଲଟି ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

July 13th, 09:55 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପଶ୍ଚିମବଙ୍ଗର ଦକ୍ଷିଣ ୨୪ ପ୍ରଗଣା ଜିଲ୍ଲାରେ ଏକ ଡଙ୍ଗା ଓଲଟି ପ୍ରାଣ ହରାଇଥିବା ଘଟଣାରେ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

କୋଲକାତାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

June 25th, 11:13 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କୋଲକାତାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି।

ଲକ୍ଷ୍ନୌରେ ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

June 22nd, 06:37 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଲକ୍ଷ୍ନୌରେ ଘଟିଥିବା ଏକ ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

Prime Minister expresses grief over loss of lives due to a tragic mishap in Solapur Rural, Maharashtra

June 14th, 11:40 am

The Prime Minister, Shri Narendra Modi has expressed deep sorrow over the loss of lives due to a tragic mishap in Solapur Rural, Maharashtra.

ବିଶାଖାପାଟଣା ଇସ୍ପାତ କାରଖାନାରେ ଘଟିଥିବା ଦୁର୍ଘଟଣାକୁ ନେଇ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

June 08th, 07:32 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ବିଶାଖାପାଟଣା ଇସ୍ପାତ କାରଖାନାରେ ଘଟିଥିବା ଦୁର୍ଘଟଣାକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ପ୍ରଧାନମନ୍ତ୍ରୀ ସମବେଦନା ଜଣାଇବା ସହ ଆହତମାନେ ଯଥାଶୀଘ୍ର ସୁସ୍ଥ ହୁଅନ୍ତୁ ବୋଲି ପ୍ରାର୍ଥନା କରିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ ସ୍ଥାନୀୟ କର୍ତ୍ତୃପକ୍ଷ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି।

Prime Minister expresses grief over the mishap in Ferozepur, Punjab

June 06th, 06:22 pm

Prime Minister Shri Narendra Modi today expressed deep pain over a mishap in Ferozepur district, Punjab. The Prime Minister extended his condolences to those who have lost their loved ones and wished a speedy recovery to the injured.

ଦିଲ୍ଲୀର ମାଲବ୍ୟ ନଗରରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

June 03rd, 01:04 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର ମାଲବ୍ୟ ନଗରରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରାଣହାନୀକୁ ଦୁଃଖଦ ବୋଲି ବର୍ଣ୍ଣନା କରିଛନ୍ତି। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସେ ହୃଦୟରୁ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। ସେ ଉଲ୍ଲେଖ କରିଛନ୍ତି ଯେ କର୍ତ୍ତୃପକ୍ଷ ପ୍ରଭାବିତ ଲୋକଙ୍କୁ ସମସ୍ତ ସମ୍ଭାବ୍ୟ ସହାୟତା ପ୍ରଦାନ କରୁଛନ୍ତି।

କର୍ଣ୍ଣାଟକର କାରୱାରରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

May 24th, 06:51 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କର୍ଣ୍ଣାଟକର କାରୱାର ଜିଲ୍ଲାରେ ଘଟିଥିବା ଦୁଃଖଦ ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ଯେଉଁମାନେ ସେମାନଙ୍କ ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କୁ ସେ ହୃଦୟରୁ ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରାର୍ଥନା କରିଛନ୍ତି।

ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରିରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

May 18th, 01:45 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉତ୍ତରପ୍ରଦେଶର ଲକ୍ଷ୍ମୀପୁର ଖେରିରେ ଘଟିଥିବା ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଦୁଃଖ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।

ଦିଲ୍ଲୀର ଶାହଦରା ଜିଲ୍ଲାରେ ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

May 03rd, 07:06 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀର ଶାହଦରା ଜିଲ୍ଲାରେ ଘଟିଥିବା ଅଗ୍ନିକାଣ୍ଡ ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

Prime Minister condoles the loss of lives due to the capsizing of a boat in Jabalpur, Madhya Pradesh

May 01st, 12:59 pm

Prime Minister Shri Narendra Modi has expressed deep grief over the loss of lives due to the capsizing of a boat in Jabalpur, Madhya Pradesh.

ମଧ୍ୟପ୍ରଦେଶର ଧାରରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ

April 29th, 11:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମଧ୍ୟପ୍ରଦେଶର ଧାରରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।

କର୍ଣ୍ଣାଟକର ବେଙ୍ଗାଲୁରୁରେ କାନ୍ଥ ଭୁଶୁଡ଼ି ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତି କରିଛନ୍ତି ପ୍ରଧାନମନ୍ତ୍ରୀ

April 29th, 11:22 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କର୍ଣ୍ଣାଟକର ବେଙ୍ଗାଲୁରୁରେ ଏକ କାନ୍ଥ ଭୁଶୁଡ଼ିବା ଘଟଣାରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି।

ଉତ୍ତରାଖଣ୍ଡର ତେହରି ଗଡ଼ୱାଲ ଠାରେ ଘଟିଥିବା ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

April 23rd, 07:24 pm

ଉତ୍ତରାଖଣ୍ଡର ତେହରି ଗଡ଼ୱାଲ ଜିଲ୍ଲାରେ ଘଟିଥିବା ଏକ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ପ୍ରଧାନମନ୍ତ୍ରୀ ଦୁଃଖ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି ପ୍ରଧାନମନ୍ତ୍ରୀ।

ଉତ୍ତର ପ୍ରଦେଶର ମିର୍ଜାପୁରରେ ଦୁର୍ଘଟଣାରେ ପ୍ରାଣ ହରାଇଥିବା ମୃତକମାନଙ୍କ ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ

April 23rd, 02:34 pm

ଉତ୍ତର ପ୍ରଦେଶର ମିର୍ଜାପୁର ଜିଲ୍ଲାରେ ଏକ ଦୁର୍ଘଟଣାରେ ପ୍ରାଣହରାଇଥିବା ମୃତକମାନଙ୍କ ପାଇଁ ପ୍ରଧାନମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି। ଏହି ଦୁଃଖଦ ଘଟଣାରେ ନିଜ ପ୍ରିୟଜନଙ୍କୁ ହରାଇଥିବା ପରିବାରବର୍ଗଙ୍କ ପ୍ରତି ଗଭୀର ସମବେଦନା ଜଣାଇ ପ୍ରଧାନମନ୍ତ୍ରୀ ଆହତମାନଙ୍କ ଶୀଘ୍ର ଆରୋଗ୍ୟ ପ୍ରାର୍ଥନା କରିଛନ୍ତି।


ଉଧମପୁରରେ ବସ୍ ଦୁର୍ଘଟଣାରେ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଶୋକ ବ୍ୟକ୍ତ କରିଛନ୍ତି ପ୍ରଧାନମନ୍ତ୍ରୀ

April 20th, 01:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାମ୍ମୁ-କାଶ୍ମୀରର ଉଧମପୁରରେ ଏକ ବସ୍ ଦୁର୍ଘଟଣା ଯୋଗୁଁ ପ୍ରାଣ ହରାଇଥିବା ବ୍ୟକ୍ତିଙ୍କ ପାଇଁ ଗଭୀର ଶୋକ ବ୍ୟକ୍ତ କରିଛନ୍ତି।