୨୧ ଅପ୍ରେଲରେ ସିଭିଲ ସର୍ଭିସେସ୍ ଦିବସରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ପ୍ରଧାନମନ୍ତ୍ରୀ
April 19th, 01:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ତମ ସିଭିଲ ସର୍ଭିସେସ୍ ଦିବସ ଅବସରରେ, ଅପ୍ରେଲ ୨୧ ତାରିଖ ଦିନ ପ୍ରାୟ ୧୧ଟା ସମୟରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ପ୍ରଶାସନିକ ସେବା ଅଧିକାରୀମାନଙ୍କୁ ସମ୍ବୋଧିତ କରିବେ । ସେ ସାଧାରଣ ପ୍ରଶାସନରେ ଉତ୍କର୍ଷତା ପାଇଁ ପ୍ରଧାନମନ୍ତ୍ରୀ ପୁରସ୍କାର ମଧ୍ୟ ପ୍ରଦାନ କରିବେ ।