Prime Minister visits Tech Exhibition in Jerusalem
February 26th, 10:37 am
PM Modi and Israel PM Benjamin Netanyahu visited an exhibition showcasing pioneering Israeli innovations across several sectors on February 25, 2026. During his interaction with the innovators, the PM noted that the cutting-edge technologies on display hold immense potential to scale up India-Israel innovation, start-ups and business partnerships, especially in areas such as agriculture, water management, healthcare and digital services.ଅକ୍ଟୋବର ୨୯ରେ ମୁମ୍ବାଇ ଗସ୍ତରେ ଯିବେ ପ୍ରଧାନମନ୍ତ୍ରୀ
October 27th, 10:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୯ ଅକ୍ଟୋବରରେ ମୁମ୍ବାଇ ଗସ୍ତ କରିବେ । ଅପରାହ୍ନ ପ୍ରାୟ ୪ଟା ସମୟରେ ମୁମ୍ବାଇର ନେସ୍କୋ ପ୍ରଦର୍ଶନୀ କେନ୍ଦ୍ରରେ ଅନୁଷ୍ଠିତ ‘ଇଣ୍ଡିଆ ମାରିଟାଇମ ୱିକ୍-୨୦୨୫’ରେ ସେ ମାରିଟାଇମ ଲିଡର୍ସ କନକ୍ଲେଭକୁ ସମ୍ବୋଧିତ କରିବା ସହ ଗ୍ଲୋବାଲ ମାରିଟାଇମ ସିଇଓ ଫୋରମରେ ଅଧ୍ୟକ୍ଷତା କରିବେ ।India is continuously contributing to global food security: PM Modi at World Food India 2025
September 25th, 06:16 pm
In his address at World Food India 2025, PM Modi highlighted that global investors are looking towards India with great optimism. Reiterating his message from the Red Fort, the PM declared that this is the right time to invest in and expand in India. He emphasized that the government has established 10,000 FPOs since 2014, connecting lakhs of small farmers and bringing India’s agricultural persity to every household.ୱାର୍ଲ୍ଡ ଫୁଡ୍ ଇଣ୍ଡିଆ 2025 ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 25th, 06:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ୱାର୍ଲ୍ଡ ଫୁଡ୍ ଇଣ୍ଡିଆ 2025 ଅବସରରେ ଏକ ସମାରୋହକୁ ସମ୍ବୋଧିତ କରିଛନ୍ତି। କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ, ଏହି କାର୍ଯ୍ୟକ୍ରମରେ କୃଷକ, ଉଦ୍ୟୋଗୀ, ନିବେଶକ, ଉଦ୍ଭାବକ ଏବଂ ଗ୍ରାହକ ସମସ୍ତେ ଏକତ୍ର ଉପସ୍ଥିତ ହୋଇଛନ୍ତି, ଯାହା ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ସମାରୋହକୁ ନୂତନ ସମ୍ପର୍କ, ନୂତନ ସଂଯୋଗ ଏବଂ ସୃଜନଶୀଳତାର ଏକ ମଞ୍ଚରେ ପରିଣତ କରିଛି। ପ୍ରଧାନମନ୍ତ୍ରୀ କହିଥିଲେ, ସେ କିଛି ସମୟ ପୂର୍ବରୁ ବିଭିନ୍ନ ପ୍ରଦର୍ଶନୀ ପରିଦର୍ଶନ କରିଛନ୍ତି ଏବଂ ପୁଷ୍ଟିସାର, ତୈଳ ବ୍ୟବହାର ହ୍ରାସ ଏବଂ ପ୍ୟାକେଜ୍ ହୋଇଥିବା ଉତ୍ପାଦଗୁଡ଼ିକର ସୁସ୍ଥତା ବୃଦ୍ଧି ଉପରେ ମୁଖ୍ୟତଃ ଧ୍ୟାନ ଦିଆଯିବା ଖୁସିର ବିଷୟ। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମର ସମସ୍ତ ଅଂଶଗ୍ରହଣକାରୀଙ୍କୁ ତାଙ୍କର ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଇଥିଲେ।ଉତ୍ତରାଖଣ୍ଡର ହରସିଲଠାରେ ଶୀତକାଳୀନ ପର୍ଯ୍ୟଟନ କାର୍ଯ୍ୟକ୍ରମକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
March 06th, 02:07 pm
ଏଠାର ସାମର୍ଥ୍ୟ ମୁଖ୍ୟମନ୍ତ୍ରୀ, ମୋର ଛୋଟ ଭାଇ ପୁଷ୍କର ସିଂହ ଧାମୀ ଜୀ, କେନ୍ଦ୍ର ମନ୍ତ୍ରୀ ଶ୍ରୀ ଅଜୟ ଟମ୍ଟା ଜୀ, ରାଜ୍ୟ ମନ୍ତ୍ରୀ ସତପାଲ ମହାରାଜ ଜୀ, ସଂସଦରେ ମୋର ସାଥି ଏବଂ ଭାରତୀୟ ଜନତା ପାର୍ଟିର ରାଜ୍ୟ ସଭାପତି ମହେନ୍ଦ୍ର ଭଟ୍ଟ ଜୀ, ସଂସଦରେ ମୋର ସହଯୋଗୀ ମାଲା ରାଜ୍ୟ ଲକ୍ଷ୍ମୀ ଜୀ, ବିଧାୟକ ସୁରେଶ ଚୌହାନ ଜୀ, ସମସ୍ତ ଗଣ୍ୟମାନ୍ୟ ବ୍ୟକ୍ତି, ଭାଇ ଓ ଭଉଣୀମାନେ।ଉତ୍ତରାଖଣ୍ଡର ହର୍ଷିଲରେ ଶୀତ ପର୍ଯ୍ୟଟନ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
March 06th, 11:17 am
ଉତ୍ତରାଖଣ୍ଡର ହର୍ଷିଲରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରମସାଧ୍ୟ ଯାତ୍ରା ଓ ବାଇକ ରାଲି ଉଦଘାଟନ କରିବା ପରେ ଶୀତ ପର୍ଯ୍ୟଟନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ । ମୁଖବାରେ ମା ଗଙ୍ଗାଙ୍କ ସେ ପୂଜା ଓ ଦର୍ଶନ କରିଥିଲେ । ସମବେତ ଜନତାକୁ ଉଦବୋଧନ ଦେଇ ମାନା ଗାଁରେ ହୋଇଥିବା ଦୁଃଖଦ ଘଟଣା ପ୍ରତି ସେ ସମବେଦନା ଜଣାଇଥିଲେ ଓ ମୃତକଙ୍କ ପରିବାରକୁ ସାନ୍ତ୍ୱନା ଜଣାଇଥିଲେ । ଏପରି ସଂକଟ ସମୟରେ ସାରା ଦେଶ ସେମାନଙ୍କ ସହ ରହିଥିବା ପ୍ରଧାନମନ୍ତ୍ରୀ କହିଥିଲେ ।On the occasion of National Youth Day, PM to participate in the Viksit Bharat Young Leaders Dialogue 2025 on 12th January
January 10th, 09:21 pm
On the occasion of National Youth Day, commemorating the birth anniversary of Swami Vivekananda, Prime Minister Shri Narendra Modi will participate in the Viksit Bharat Young Leaders Dialogue 2025 on 12th January, at around 10 AM, at Bharat Mandapam, New Delhi. He will engage with 3,000 dynamic young leaders from across India. He will also address the gathering on the occasion.ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମେଳନର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
January 09th, 10:15 am
ଓଡ଼ିଶାର ରାଜ୍ୟପାଳ ଡକ୍ଟର ହରି ବାବୁ ଜୀ, ଆମର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ଏସ୍ ଜୟଶଙ୍କର ଜୀ, ଜୁଏଲ ଓରାମ ଜୀ, ଧର୍ମେନ୍ଦ୍ର ପ୍ରଧାନ ଜୀ, ଅଶ୍ୱିନୀ ବୈଷ୍ଣବ ଜୀ, ଶୋଭା କରନ୍ଦଲାଜେ ଜୀ, କୀର୍ତ୍ତି ବର୍ଦ୍ଧନ ସିଂହ ଜୀ, ପବିତ୍ରା ମାର୍ଗେରିଟା ଜୀ, ଓଡ଼ିଶା ସରକାରଙ୍କ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଜୀ, ପ୍ରଭାତୀ ପରିଡ଼ା ଜୀ, ଅନ୍ୟ ମନ୍ତ୍ରୀଗଣ, ସାଂସଦ ଓ ବିଧାୟକଗଣ, ବିଶ୍ୱର କୋଣ ଅନୁକୋଣରୁ ଏଠାକୁ ଆସିଥିବା ଭାରତ ମାତାଙ୍କ ସମସ୍ତ ପୁଅ ଝିଅ…ଓଡ଼ିଶାରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 09th, 10:00 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶାର ଭୁବନେଶ୍ୱରରେ ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ବିଶ୍ୱର ବିଭିନ୍ନ ସ୍ଥାନରୁ ଆସିଥିବା ସମସ୍ତ ପ୍ରତିନିଧି ଏବଂ ପ୍ରବାସୀ ଭାରତୀୟଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ବିଶ୍ୱାସ ବ୍ୟକ୍ତ କରିଛନ୍ତି ଯେ, ଆଜି ଏଠାରେ ପରିବେଷିତ ଉଦଘାଟନୀ ସଂଗୀତ ଭବିଷ୍ୟତରେ ସାରା ବିଶ୍ୱରେ ଆୟୋଜିତ ହେବାକୁ ଥିବା ବିଭିନ୍ନ ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ପରିବେଷଣ କରାଯିବ। ସେ ଗ୍ରାମୀ ପୁରସ୍କାର ବିଜେତା କଳାକାର ରିକି କେଜ ଏବଂ ତାଙ୍କ ଦଳକୁ ଏଭଳି ଚମତ୍କାର ଉପସ୍ଥାପନା ପାଇଁ ପ୍ରଶଂସା କରିଛନ୍ତି। ଏହି ଗୀତରେ ପ୍ରବାସୀ ଭାରତୀୟଙ୍କ ଭାବନା ଏବଂ ଅନୁଭୂତି ରହିଥିବା ସେ କହିଛନ୍ତି।ଜାନୁଆରୀ ୪ ରେ ନୂଆଦିଲ୍ଲୀରେ ଗ୍ରାମୀଣ ଭାରତ ମହୋତ୍ସବ ୨୦୨୫ କୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ
January 03rd, 05:56 pm
03.01.25 ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜାନୁଆରୀ ୪ ତାରିଖ ପୂର୍ବାହ୍ନ ପ୍ରାୟ ୧୧ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ ଠାରେ ଗ୍ରାମୀଣ ଭାରତ ମହୋତ୍ସବ ୨୦୨୫କୁ ଉଦଘାଟନ କରିବେ । ଏହି ଅବସରରେ ସେ ସମାବେଶକୁ ସମ୍ବୋଧିତ କରିବେ।ପ୍ରଧାନମନ୍ତ୍ରୀ ଡିସେମ୍ବର ୬ ତାରିଖରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିବେ
December 05th, 06:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡିସେମ୍ବର ୬ ତାରିଖ ଅପରାହ୍ଣ ପ୍ରାୟ ୩ଟାରେ ନୂଆଦିଲ୍ଲୀର ଭାରତ ମଣ୍ଡପମ୍ ଠାରେ ଅଷ୍ଟଲକ୍ଷ୍ମୀ ମହୋତ୍ସବକୁ ଉଦଘାଟନ କରିବେ । ଉତ୍ତର-ପୂର୍ବ ଭାରତର ସାଂସ୍କୃତିକ ଜୀବନ୍ତତାକୁ ପ୍ରଦର୍ଶିତ କରିବାର ପ୍ରତିବଦ୍ଧତାକୁ ଏହି ମହୋତ୍ସବ ଦର୍ଶାଉଛି ।ମୁମ୍ବାଇରେ ଗ୍ଲୋବାଲ୍ ଫିନ୍ ଟେକ୍ ଫେଷ୍ଟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
August 30th, 12:00 pm
ଆରବିଆଇର ଗଭର୍ଣ୍ଣର ଶ୍ରୀ ଶକ୍ତିକାନ୍ତ ଦାସଜୀ, କ୍ରିସ୍ ଗୋପାଳ କ୍ରିଷ୍ଣନ ଜୀ, ନିୟାମକ ସଦସ୍ୟ, ଫାଇନାନ୍ସ ଇଣ୍ଡଷ୍ଟ୍ରିର ପ୍ରମୁଖ ବ୍ୟକ୍ତିମାନେ, ଫିନଟେକ୍ ଏବଂ ଷ୍ଟାର୍ଟଅପ୍ ଜଗତର ମୋର ସାଥିମାନେ, ଅନ୍ୟ ସମସ୍ତ ବିଶିଷ୍ଟ ବ୍ୟକ୍ତିମାନେ, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ !ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ମୁମ୍ବାଇଠାରେ ଗ୍ଲୋବାଲ ଫିନଟେକ୍ ଫେଷ୍ଟ (ଜିଏଫଏଫ୍) ୨୦୨୪କୁ ସମ୍ବୋଧିତ କରିଛନ୍ତି
August 30th, 11:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମହାରାଷ୍ଟ୍ରର ମୁମ୍ବାଇସ୍ଥିତ ଜିଓ ୱାର୍ଲ୍ଡ କନଭେନସନ ସେଣ୍ଟରରେ ଗ୍ଲୋବାଲ ଫିନଟେକ୍ ଫେଷ୍ଟ (ଜିଏଫଏଫ୍) ୨୦୨୪କୁ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଦର୍ଶିତ ପ୍ରଦର୍ଶନୀକୁ ମଧ୍ୟ ପ୍ରଧାନମନ୍ତ୍ରୀ ବୁଲି ଦେଖିଥିଲେ। ପେମେଣ୍ଟ କାଉନସିଲ ଅଫ୍ ଇଣ୍ଡିଆ, ନ୍ୟାସନାଲ ପେମେଣ୍ଟ କର୍ପୋରେସନ୍ ଅଫ୍ ଇଣ୍ଡିଆ ଏବଂ ଫିନଟେକ୍ କନଭରଜେନ୍ସ କାଉନସିଲ୍ ମିଳିତ ଭାବେ ଜିଏଫଏଫ୍ ଆୟୋଜନ କରୁଛନ୍ତି ଏବଂ ଏହାର ଉଦ୍ଦେଶ୍ୟ ହେଉଛି ଫିନଟେକ୍ ରେ ଭାରତର ଅଗ୍ରଗତି ପ୍ରଦର୍ଶନ କରିବା ଏବଂ ଏହି କ୍ଷେତ୍ରର ପ୍ରମୁଖ ଅଂଶୀଦାରମାନଙ୍କୁ ଏକାଠି କରିବା ।ଭିଡିଏନକେଏଚ୍ ଠାରେ ରୋଜାଟମ୍ ପ୍ୟାଭିଲିୟନ ପରିଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ
July 09th, 04:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାମହିମ ରାଷ୍ଟ୍ରପତି ଶ୍ରୀ ଭ୍ଲାଦିମିର ପୁଟିନଙ୍କ ସହ ଆଜି ମସ୍କୋରେ ଥିବା ଅଲ୍ ଋଷୀୟ ପ୍ରଦର୍ଶନୀ କେନ୍ଦ୍ର, ଭିଡିଏନକେଏଚ୍ ପରିଦର୍ଶନ କରିଛନ୍ତି ।Bharat Tex 2024 is an excellent platform to highlight India's exceptional capabilities in the textile industry: PM Modi
February 26th, 11:10 am
PM Modi inaugurated Bharat Tex 2024, one of the largest-ever global textile events to be organized in the country at Bharat Mandapam in New Delhi. He said that Bharat Tex connects the glorious history of Indian tradition with today’s talent; technology with traditions and is a thread to bring together style/sustainability/ scale/skill.ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ନୂଆଦିଲ୍ଲୀଠାରେ ଭାରତ ଟେକ୍ସ-୨୦୨୪ ଉଦ୍ଘାଟିତ
February 26th, 10:30 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି (୨୬.୦୨.୨୦୨୪) ନୂଆଦିଲ୍ଲୀର ଭାରତ ମଣ୍ଡପମ୍ରେ ବୈଶ୍ୱିକ ବୃହତ୍ତମ ବୟନ ମେଳା ଭାରତ ଟେକ୍ସ-୨୦୨୪କୁ ଉଦ୍ଘାଟନ କରିଛନ୍ତି । ଏହି ଅବସରରେ ଆୟୋଜିତ ପ୍ରଦର୍ଶନୀକୁ ମଧ୍ୟ ପ୍ରଧାନମନ୍ତ୍ରୀ ବୁଲି ଦେଖିଥିଲେ ।ଫେବ୍ରୁଆରୀ ୨ରେ ଭାରତର ସବୁଠୁ ବଡ଼ ଏବଂ ପ୍ରଥମ ମୋବିଲିଟି ପ୍ରଦର୍ଶନୀ ଭାରତ ମୋବିଲିଟି ଗ୍ଲୋବାଲ ଏକ୍ସପୋ-୨୦୨୪ କାର୍ଯ୍ୟକ୍ରମରେ ସମ୍ବୋଧନ ଦେବେ ପ୍ରଧାନମନ୍ତ୍ରୀ
February 01st, 03:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୪ ଫେବ୍ରୁଆରୀ ୨ ଅପରାହ୍ନ ସାଢ଼େ ୪ଟାରେ ନୂଆଦିଲ୍ଲୀ ସ୍ଥିତ ଭାରତ ମଣ୍ଡପମ୍ରେ ଭାରତର ସବୁଠୁ ବଡ଼ ଏବଂ ପ୍ରଥମ ମୋବିଲିଟି ପ୍ରଦର୍ଶନୀ ଭାରତ ମୋବିଲିଟି ଗ୍ଲୋବାଲ ଏକ୍ସପୋ-୨୦୨୪ କାର୍ଯ୍ୟକ୍ରମରେ ସମ୍ବୋଧନ ଦେବେ ।