Prime Minister pays tributes to former PM Chaudhary Charan Singh ji on his birth anniversary
December 23rd, 09:39 am
On the birth anniversary of Former PM Bharat Ratna Chaudhary Charan Singh, PM Modi lauded his dedication to the welfare of the deprived sections of society and farmers. The PM also remarked that the country can never forget his contributions to nation-building.Assam has picked up a new momentum of development: PM Modi at the foundation stone laying of Ammonia-Urea Fertilizer Project in Namrup
December 21st, 04:25 pm
In a major boost to the agricultural sector, PM Modi laid the foundation stone of Ammonia-Urea Fertilizer Project at Namrup in Assam. He highlighted the start of new industries, the creation of modern infrastructure, semiconductor manufacturing, new opportunities in agriculture, the advancement of tea gardens and their workers as well as the growing potential of tourism in Assam. The PM reiterated his commitment to preserving Assam’s identity and culture.PM Modi lays foundation stone of Ammonia-Urea Fertilizer Project of Assam Valley Fertilizer and Chemical Company Limited at Namrup, Assam
December 21st, 12:00 pm
In a major boost to the agricultural sector, PM Modi laid the foundation stone of Ammonia-Urea Fertilizer Project at Namrup in Assam. He highlighted the start of new industries, the creation of modern infrastructure, semiconductor manufacturing, new opportunities in agriculture, the advancement of tea gardens and their workers as well as the growing potential of tourism in Assam. The PM reiterated his commitment to preserving Assam’s identity and culture.୨୦୨୬ ଋତୁ ପାଇଁ କୋପ୍ରାର ସର୍ବନିମ୍ନ ସହାୟକ ମୂଲ୍ୟକୁ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ
December 12th, 04:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଆର୍ଥିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ୍ କମିଟି (ସିସିଇଏ) ୨୦୨୬ ଋତୁ ପାଇଁ କୋପ୍ରା (ଶୁଖିଲା ନଡ଼ିଆ)ର ସର୍ବନିମ୍ନ ସହାୟକ ମୂଲ୍ୟ (ଏମଏସପି)କୁ ଅନୁମୋଦନ କରିଛନ୍ତି। ଚାଷୀମାନଙ୍କୁ ଲାଭଦାୟକ ମୂଲ୍ୟ ପ୍ରଦାନ କରିବା ପାଇଁ, ସରକାର ୨୦୧୮-୧୯ କେନ୍ଦ୍ରୀୟ ବଜେଟରେ ଘୋଷଣା କରିଥିଲେ ଯେ, ସମସ୍ତ ଅତ୍ୟାବଶ୍ୟକ ଫସଲର ଏମଏସପି ସମଗ୍ର ଭାରତରେ ହାରାହାରି ଉତ୍ପାଦନ ଖର୍ଚ୍ଚର ଅତି କମରେ ୧.୫ ଗୁଣ ସ୍ଥିର କରାଯିବ। ୨୦୨୬ ଋତୁ ପାଇଁ, ଉପଯୁକ୍ତ ହାରାହାରି ଗୁଣବତ୍ତା ବିଶିଷ୍ଟ ମିଲ୍ ହୋଇଥିବା କୋପ୍ରାର ଏମଏସପି କ୍ୱିଣ୍ଟାଲ ପିଛା ୧୨,୦୨୭ ଟଙ୍କା ଏବଂ ବଲ୍ କୋପ୍ରାର ଏମଏସପି କ୍ବିଣ୍ଟାଲ ପିଛା ୧୨,୫୦୦ ଟଙ୍କା ସ୍ଥିର କରାଯାଇଛି।ହିନ୍ଦୁସ୍ଥାନ ଟାଇମ୍ସ ନେତୃତ୍ୱ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
December 06th, 08:14 pm
ହିନ୍ଦୁସ୍ଥାନ ଟାଇମ୍ସର ଏହି ନେତୃତ୍ୱ ସମ୍ମିଳନୀରେ ଦେଶ ବିଦେଶରୁ ବହୁ ମାନ୍ୟ ଗଣ୍ୟ ଅତିଥି ଯୋଗ ଦେଇଛନ୍ତି । ଆୟୋଜକ ତଥା ନିଜ ମତ ରଖିଥିବା ସମସ୍ତ ମହାନୁଭବଙ୍କୁ ମୁଁ ଅଭିନନ୍ଦନ ଜଣାଉଛି । ଏବେ ଶୋଭନାଜୀ ଦୁଇଟି କଥା କହିଲେ ଯାହା ମୁଁ ଅନୁଧ୍ୟାନ କରିଛି । ଗୋଟିଏ ହେଲା, ଗତଥର ମୋଦୀ ଆସିଥିଲେ ଓ ଏହି ପ୍ରସ୍ତାବ ଦେଇଥିଲେ । ଏହି ଦେଶରେ ମିଡିଆ ହାଉସକୁ କେହି କିଛି କାମ କହିବାକୁ ସାହାସ କରନ୍ତିନି । କିନ୍ତୁ ମୁଁ କରିଲି । ମୋ ପାଇଁ ଏହା ଏକ ଶୁଭ ଖବର ଯେ, ଶୋଭନାଜୀ ଓ ତାଙ୍କ ଟିମ ଅତି ଆଗ୍ରହର ସହ ଏହି କାମ ସମ୍ପନ୍ନ କରିଛନ୍ତି । ମୁଁ ପ୍ରଦର୍ଶନୀ ଦେଖି ଆସିବା ପରେ ସମସ୍ତେ ଏହା ଦେଖିବା ଲାଗି ମୁଁ ଅନୁରୋଧ କରିବି । ଫଟୋଗ୍ରାଫର ବନ୍ଧୁମାନେ ସ୍ମୃତି ସବୁକୁ ଏମିତି ଜାବୁଡି ଧରି ରଖିପାରିଛନ୍ତି ଯେ ସେହି ମୁହୂର୍ତ ସବୁ ଅମରତ୍ୱ ଲାଭ କରିପାରିଛି । ଦେଶ ମାତୃକାର ସେବା ଆଗକୁ ଏମିତି ଜାରି ରଖିବା ନେଇ ହିନ୍ଦୁସ୍ଥାନ ଟାଇମ୍ସ କହିବା ପରେ ମୁଁ ବିଶେଷ ଭାବରେ ଏନେଇ ଧନ୍ୟବାଦ ଜଣାଉଛି ।ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
December 06th, 08:13 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀରେ ହିନ୍ଦୁସ୍ତାନ ଟାଇମ୍ସ ଲିଡରସିପ୍ ଶିଖର ସମ୍ମିଳନୀ 2025ରେ ଉଦବୋଧନ ଦେଇଛନ୍ତି । ସମ୍ମିଳନୀରେ ଭାରତ ଏବଂ ବିଦେଶରୁ ଅନେକ ବିଶିଷ୍ଟ ଅତିଥିଙ୍କ ଉପସ୍ଥିତିକୁ ସେ ସ୍ୱାଗତ କରିବା ସହିତ ଆୟୋଜକ ଏବଂ ନିଜର ମତାମତ ବାଣ୍ଟିଥିବା ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଥିଲେ। ଶ୍ରୀ ମୋଦୀ କହିଥିଲେ, ଶୋଭନା ଜୀ ଦୁଇଟି ବିନ୍ଦୁ ଉଲ୍ଲେଖ କରିଥିଲେ ଯାହାକୁ ସେ ଭଲଭାବେ ହୃଦୟଙ୍ଗମ କରିଛନ୍ତି। ପ୍ରଥମଟି ଥିଲା ତାଙ୍କର ପୂର୍ବ ଗସ୍ତର ଉଲ୍ଲେଖ, ଯେତେବେଳେ ସେ ଏକ ପରାମର୍ଶ ଦେଇଥିଲେ, ଯାହା ଗଣମାଧ୍ୟମ ସଂସ୍ଥାଗୁଡ଼ିକ ସହିତ ବହୁତ କମ୍ କରାଯାଇଥାଏ, କିନ୍ତୁ ସେ ତାହା କରିଥିଲେ। ଶୋଭନା ଜୀ ଏବଂ ତାଙ୍କ ଦଳ ଏହାକୁ ଉତ୍ସାହର ସହିତ କାର୍ଯ୍ୟକାରୀ କରିଥିବାରୁ ପ୍ରଧାନମନ୍ତ୍ରୀ ଖୁସି ପ୍ରକାଶ କରିଥିଲେ। ଶ୍ରୀ ମୋଦୀ କହିଥିଲେ, ପ୍ରଦର୍ଶନୀ ପରିଦର୍ଶନ କରିବା ସମୟରେ ସେ ଦେଖିଥିଲେ ଯେ ଫଟୋଗ୍ରାଫରମାନେ ଏପରି ମୁହୂର୍ତ୍ତଗୁଡ଼ିକୁ କ୍ୟାମେରାରେ କଏଦ କରିଛନ୍ତି ଯାହା ଅମର ହୋଇଯାଇଛି । ସମସ୍ତଙ୍କୁ ଏହା ଦେଖିବାକୁ ସେ ଅନୁରୋଧ କରିଥିଲେ। ଶୋଭନା ଜୀଙ୍କ ଦ୍ୱିତୀୟ ବିନ୍ଦୁ ଉପରେ ପ୍ରଧାନମନ୍ତ୍ରୀ ମତ ରଖିଥିଲେ। ସେ କହିଥିଲେ, ଦେଶର ସେବା କରିବା କେବଳ ତାଙ୍କର ଇଚ୍ଛା ନୁହେଁ ବରଂ ହିନ୍ଦୁସ୍ତାନ ଟାଇମ୍ସ ମଧ୍ୟ ଚାହୁଁଛି ଯେ ସେ ଏହି ସେବା କରିବା ଜାରି ରଖିବା ଆବଶ୍ୟକ। ଏଥିପାଇଁ ପ୍ରଧାନମନ୍ତ୍ରୀ ବିଶେଷ ଭାବେ କୃତଜ୍ଞତା ପ୍ରକଟ କରିଥିଲେ।ସମ୍ବିଧାନ ଦିବସରେ ଭାରତର ସମ୍ବିଧାନ ନିର୍ମାତାଙ୍କୁ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
November 26th, 10:15 am
ସମ୍ବିଧାନ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ସମ୍ବିଧାନ ନିର୍ମାତାଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି । ଏଥିସହ ସହ ସେମାନଙ୍କ ଦୂରଦୃଷ୍ଟି ଓ ଦୂରଦର୍ଶିତାକୁ ସ୍ୱୀକାର କରିଛନ୍ତି,ଯାହାକି ବିକଶିତ ଭାରତ ଗଠନ ପାଇଁ ସମଗ୍ର ରାଷ୍ଟ୍ରକୁ ସାମୂହିକ ପ୍ରଚେଷ୍ଟା ଦିଗରେ ପ୍ରେରଣା ଦେଉଛି ।ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ଵଜାରୋହଣ ସମାରୋହରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 25th, 10:20 am
ଉତ୍ତର ପ୍ରଦେଶର ରାଜ୍ୟପାଳ ଆନନ୍ଦୀବେନ ପଟେଲ , ଜାତୀୟ ସ୍ଵୟଂ ସେବକ ସଂଘର ପରମ ପୂଜ୍ୟ ସରସଂଘଚାଳକ ଡକ୍ଟର ମୋହନ ଭାଗବତ ଜୀ , ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ , ଶ୍ରୀ ରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ପୂଜ୍ୟ ମହନ୍ତ ନୃତ୍ୟ ଗୋପାଳ ଦାସ ଜୀ , ପୂଜ୍ୟ ସନ୍ଥ ସମାଜ , ଏଠାରେ ଉପସ୍ଥିତ ସମସ୍ତ ଭକ୍ତ , ଦେଶ ଏବଂ ବିଶ୍ଵ ସ୍ତରରୁ ଏଠାକୁ ଆସି ଏହା ଐତିହାସିକ ମୁହୂର୍ତ୍ତ ର ସାକ୍ଷୀ ହୋଇଥିବା ପରମ ରାମ ଭକ୍ତ , ମହିଳାମାନେ ଏବଂ ଭଦ୍ରବ୍ୟକ୍ତି ଗଣ !ଅଯୋଧ୍ୟାରେ ଶ୍ରୀରାମ ଜନ୍ମଭୂମି ମନ୍ଦିର ଧ୍ୱଜାରୋହଣ ଉତ୍ସବକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 25th, 10:13 am
ଦେଶର ସାମାଜିକ-ସାଂସ୍କୃତିକ ଏବଂ ଆଧ୍ୟାତ୍ମିକ କ୍ଷେତ୍ରରେ ଆଜି ଏକ ଗୁରୁତ୍ୱପୂର୍ଣ୍ଣ ଅବସର। ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଅଯୋଧ୍ୟାରେ ପବିତ୍ର ଶ୍ରୀ ରାମ ଜନ୍ମଭୂମି ମନ୍ଦିରର ଶିଖରରେ ଆନୁଷ୍ଠାନିକ ଭାବରେ ଏକ ଗୈରିକ ପତାକା ଉତ୍ତୋଳନ କରିଛନ୍ତି। ଧ୍ୱଜାରୋହଣ ଉତ୍ସବ ମନ୍ଦିର ନିର୍ମାଣର ଆନୁଷ୍ଠାନିକ ସମାପ୍ତି ଏବଂ ସାଂସ୍କୃତିକ ଉତ୍ସବ ଓ ଜାତୀୟ ଏକତାର ଏକ ନୂତନ ଅଧ୍ୟାୟର ପ୍ରତୀକ। ଏହି ଅବସରରେ ଏକ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ଆଜି ଅଯୋଧ୍ୟା ସହର ଭାରତର ସାଂସ୍କୃତିକ ଚେତନାର ଆଉ ଏକ ଶିଖରର ସାକ୍ଷୀ ହେଉଛି। ଆଜି ସମଗ୍ର ଭାରତ ଏବଂ ସମଗ୍ର ବିଶ୍ୱ ପ୍ରଭୁ ଶ୍ରୀ ରାମଙ୍କ ଭାବନାରେ ସମ୍ପୂର୍ଣ୍ଣ ରାମମୟ ହୋଇ ଉଠିଛି । ଶ୍ରୀ ମୋଦୀ କହିଛନ୍ତି, ପ୍ରତ୍ୟେକ ରାମ ଭକ୍ତଙ୍କ ହୃଦୟରେ ଆଜି ଅନନ୍ୟ ସନ୍ତୋଷ, ଅସୀମ କୃତଜ୍ଞତା ଏବଂ ଅପାର ଦିବ୍ୟ ଆନନ୍ଦ ରହିଛି। ସେ କହିଛନ୍ତି, ଶହ ଶହ ବର୍ଷ ପୁରୁଣା କ୍ଷତ ସୁସ୍ଥ ହେଉଛି। ଅନେକ ଶତାବ୍ଦୀର ଯନ୍ତ୍ରଣା ଶେଷ ହେଉଛି ଏବଂ ଶହ ଶହ ବର୍ଷର ସଂକଳ୍ପ ଆଜି ସିଦ୍ଧି ଲାଭ କରୁଛି। ସେ କହିଛନ୍ତି, ଏହା ଏକ ଯଜ୍ଞର ପରିଣାମ ଯାହାର ଅଗ୍ନି ପାଞ୍ଚ ଶହ ବର୍ଷ ଧରି ପ୍ରଜ୍ଜ୍ୱଳିତ ରହିଥିଲା। ଏହି ଯଜ୍ଞର ବିଶ୍ୱାସ କେବେ ଟଳମଳ ହୋଇନଥିଲା। ଗୋଟିଏ ମୁହୂର୍ତ୍ତ ପାଇଁ ମଧ୍ୟ ବିଶ୍ୱାସ ଭାଙ୍ଗି ନଥିଲା। ଆଜି ପ୍ରଭୁ ଶ୍ରୀରାମଙ୍କ ପବିତ୍ର ସ୍ଥାନର ଅସୀମ ଶକ୍ତି ଏବଂ ଶ୍ରୀରାମଙ୍କ ପରିବାରର ଦିବ୍ୟ ମହିମା ଏହି ଧର୍ମଧ୍ୱଜ ରୂପରେ ସବୁଠାରୁ ଦିବ୍ୟ ଓ ମହାନ ମନ୍ଦିରରେ ପ୍ରତିଷ୍ଠିତ ହୋଇଛି।କୋଏମ୍ବାଟୁରରେ ଦକ୍ଷିଣ ଭାରତ ପ୍ରାକୃତିକ କୃଷି ଶିଖର ସମ୍ମିଳନୀ 2025 ମସିହାରେ କୃଷକମାନଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଭାବ ବିନିମୟ
November 20th, 12:30 pm
ଏସବୁ କଦଳୀ ମୂଲ୍ୟଯୁକ୍ତ ଉତ୍ପାଦ,ଏବଂ ଏହା ବର୍ଜ୍ୟବସ୍ତୁ। ସାର୍, ଏହା କଦଳୀ ଅପଚୟରୁ; ଏହା କଦଳୀ ମୂଲ୍ୟଯୁକ୍ତରୁ ଆସିଛି ସାର୍ତାମିଲନାଡୁର କୋଏମ୍ବାଟୁରରେ ଦକ୍ଷିଣ ଭାରତ ପ୍ରାକୃତିକ କୃଷି ସମ୍ମିଳନୀ ୨୦୨୫ରେ କୃଷକମାନଙ୍କ ସହ ମତବିନିମୟ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 20th, 12:16 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ତାମିଲନାଡୁର କୋଏମ୍ବାଟୁରରେ ଦକ୍ଷିଣ ଭାରତ ପ୍ରାକୃତିକ କୃଷି ସମ୍ମିଳନୀ ୨୦୨୫ ରେ ଚାଷୀମାନଙ୍କ ସହିତ ଆଲୋଚନା କରିଥିଲେ । ପ୍ରାକୃତିକ କୃଷିରେ ନିୟୋଜିତ ଚାଷୀମାନଙ୍କୁ ଅଭିବାଦନ ଜଣାଇ ଶ୍ରୀ ମୋଦୀ କଦଳୀ ଉତ୍ପାଦନ ଦେଖିଥିଲେ ଏବଂ କଦଳୀ ଗଛର ବର୍ଜ୍ୟ ବ୍ୟବହାର ବିଷୟରେ ପଚାରିଥିଲେ। ଚାଷୀ ବୁଝାଇଥିଲେ ଯେ ପ୍ରଦର୍ଶିତ ସମସ୍ତ ସାମଗ୍ରୀ କଦଳୀ ବର୍ଜ୍ୟରୁ ନିର୍ମିତ ମୂଲ୍ୟଯୁକ୍ତ ଉତ୍ପାଦ। ସେମାନଙ୍କର ଉତ୍ପାଦଗୁଡ଼ିକ ସାରା ଭାରତରେ ଅନଲାଇନରେ ବିକ୍ରି ହୁଏ କି? ବୋଲି ପ୍ରଧାନମନ୍ତ୍ରୀ କୃଷକମାନଙ୍କୁ ପଚାରିଥିଲେ, ଯାହା ସମ୍ପର୍କରେ ସେମାନେ ନିଶ୍ଚିତ କରିଥିଲେ। କୃଷକମାନେ ଆହୁରି କହିଥିଲେ ଯେ, ସେମାନେ କୃଷକ ଉତ୍ପାଦକ ସଂଗଠନ (ଏଫପିଓ) ଏବଂ ବ୍ୟକ୍ତିଗତ ଯୋଗଦାନକାରୀଙ୍କ ମାଧ୍ୟମରେ ସମଗ୍ର ତାମିଲନାଡୁର ପ୍ରତିନିଧିତ୍ୱ କରୁଛନ୍ତି। ସେ ସୂଚନା ଦେଇଥିଲେ ଯେ, ସେମାନଙ୍କର ଉତ୍ପାଦଗୁଡ଼ିକ ଅନଲାଇନରେ ବିକ୍ରି ହୁଏ, ରପ୍ତାନି ହୁଏ ଏବଂ ସାରା ଭାରତରେ ସ୍ଥାନୀୟ ବଜାର ଏବଂ ସୁପରମାର୍କେଟରେ ମଧ୍ୟ ଉପଲବ୍ଧ ହୁଏ। ଶ୍ରୀ ମୋଦୀ ପଚାରିଥିଲେ ଯେ ପ୍ରତ୍ୟେକ ଏଫପିଓରେ କେତେ ଲୋକ ଏକାଠି କାମ କରନ୍ତି, ଏବଂ ଚାଷୀ ଉତ୍ତର ଦେଇଥିଲେ ଯେ ପ୍ରାୟ ଏକ ହଜାର ବ୍ୟକ୍ତି ଏଥିରେ ସାମିଲ ଅଛନ୍ତି। ପ୍ରଧାନମନ୍ତ୍ରୀ ଏହାକୁ ସ୍ୱୀକାର କରିଥିଲେ ଏବଂ ଆହୁରି ପଚାରିଥିଲେ ଯେ କେବଳ ଗୋଟିଏ କ୍ଷେତ୍ରରେ କଦଳୀ ଚାଷ କରାଯାଏ କି, ଅନ୍ୟ ଫସଲ ସହିତ ମିଶ୍ରିତ ଭାବେ ଏହାକୁ ଚାଷ କରାଯାଏ। କୃଷକ ସ୍ପଷ୍ଟ କରିଥିଲେ ଯେ ବିଭିନ୍ନ କ୍ଷେତ୍ର ବିଭିନ୍ନ ସ୍ୱତନ୍ତ୍ର ଉତ୍ପାଦରେ ସ୍ଵତନ୍ତ୍ରତା ବଜାୟ ରଖିଛନ୍ତି ଏବଂ ସେମାନଙ୍କ ପାଖରେ ଜିଆଇ ଉତ୍ପାଦ ମଧ୍ୟ ଅଛି।ତାମିଲନାଡୁର କୋଏମ୍ବାଟୁରରେ ଦକ୍ଷିଣ ଭାରତ ପ୍ରାକୃତିକ ଚାଷ ସମ୍ମେଳନ ୨୦୨୫ ସମ୍ପର୍କରେ ପ୍ରଧାନମନ୍ତ୍ରୀ ଦେଇଥିବା ଅଭିଭାଷଣ
November 19th, 07:01 pm
ତାମିଲନାଡୁ ରାଜ୍ୟପାଳ ଆର. ଏନ ରବିଜୀ, କେନ୍ଦ୍ର କ୍ୟାବିନେଟ ସହଯୋଗୀ ଏଲ. ମୁଗୁଗାନଜୀ, ତାମିଲନାଡୁ କୃଷି ବିଶ୍ୱବିଦ୍ୟାଳୟର ପୂର୍ବତନ କୁଳପତି ଡ. କେ.ରାମସ୍ୱାମୀଜୀ, ବିଭିନ୍ନ କୃଷି ଅନୁଷ୍ଠାନର ମାନ୍ୟ ଗଣ୍ୟ ପଦାଧିକାରୀ, ଜନପ୍ରତିନିଧି ଗଣ, କୃଷକ ଭାଇ ଓ ଉଭଣୀ ଏବଂ ଡିଜିଟାଲ ପ୍ରଯୁକ୍ତି ବିଦ୍ୟା ମାଧ୍ୟମରେ ଯୋଡି ହୋଇଥିବା ସାରା ଦେଶର ଲକ୍ଷ ଲକ୍ଷ କୃଷକମାନେ । ମୁଁ ଆପଣମାନଙ୍କୁ ସମସ୍ତଙ୍କୁ ଅଭିବାଦନ ଜଣାଉଛି । ବନାକ୍କମ ଓ ନମସ୍କାର ସହ ଆପଣମାନଙ୍କୁ ମୁଁ ସ୍ୱାଗତ କରୁଛି । ପ୍ରଥମତଃ ମୁଁ ଆପଣ ସମସ୍ତଙ୍କଠାରୁ ଓ ସାରା ଦେଶର ଚାଷୀଙ୍କଠାରୁ କ୍ଷମା ପ୍ରାର୍ଥନା ମାଗୁଛି । ପୁଟ୍ଟପର୍ତୀରେ ଭଗବାନ ସତ୍ୟସାଇ ବାବାଙ୍କ କାର୍ଯ୍ୟକ୍ରମ ପାଇଁ ମୋର ଏଠାକୁ ଆସିବାକୁ ପ୍ରାୟ ଘଂଟାଏ ବିଳମ୍ବ ହୋଇଗଲା । ମୁଁ ଦେଖୁଛି ଏଇଠି ବହୁ ଲୋକ ମୋତେ ଅପେକ୍ଷା କରିଛନ୍ତି । ତେଣୁ ବିଳମ୍ବରେ ଆସିଥିବାରୁ ଆପଣମାନଙ୍କଠାରୁ ମୁଁ କ୍ଷମା ପ୍ରାର୍ଥନା କରୁଛି ।ତାମିଲନାଡୁର କୋଏମ୍ବାଟୁରଠାରେ ଦକ୍ଷିଣ ଭାରତ ପ୍ରାକୃତିକ କୃଷି ସମ୍ମିଳନୀ ୨୦୨୫କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 19th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର କୋଏମ୍ବାଟୁରଠାରେ ଦକ୍ଷିଣ ଭାରତ ଜୈବିକ କୃଷି ସମ୍ମିଳନୀ ୨୦୨୫ର ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କୋଏମ୍ବାଟୁରର ପବିତ୍ର ଭୂମିରେ ମାରୁଧାମାଲାଇର ଭଗବାନ ମୁରୁଗାନଙ୍କୁ ପ୍ରଣାମ କରି ତାଙ୍କର ବକ୍ତବ୍ୟ ଆରମ୍ଭ କରିଥିଲେ। ସେ କୋଏମ୍ବାଟୁରକୁ ସଂସ୍କୃତି, କରୁଣା ଏବଂ ସୃଜନଶୀଳତାର ଭୂମି ଭାବରେ ବର୍ଣ୍ଣନା କରିଛନ୍ତି। ଏହାକୁ ଦକ୍ଷିଣ ଭାରତର ଉଦ୍ୟୋଗୀ ଶକ୍ତିର ଏକ ଶକ୍ତି କେନ୍ଦ୍ର ଭାବରେ ସ୍ୱୀକୃତି ଦେଇଛନ୍ତି। ସେ ଆଲୋକପାତ କରିଛନ୍ତି ଯେ, ସହରର ବୟନ ଶିଳ୍ପ ଜାତୀୟ ଅର୍ଥନୀତିରେ ଏକ ପ୍ରମୁଖ ଯୋଗଦାନ ଦେଇଥାଏ। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, କୋଏମ୍ବାଟୁର ଏବେ ଆହୁରି ସ୍ୱତନ୍ତ୍ରତା ହାସଲ କରିଛି, କାରଣ ଏହାର ପୂର୍ବତନ ସାଂସଦ ଶ୍ରୀ ସି.ପି. ରାଧାକୃଷ୍ଣନ ଏବେ ଉପରାଷ୍ଟ୍ରପତି ଭାବରେ ଦେଶକୁ ନେତୃତ୍ୱ ଦେଉଛନ୍ତି।ନଭେମ୍ବର ୧୯ରେ ପ୍ରଧାନମନ୍ତ୍ରୀଙ୍କ ଆନ୍ଧ୍ର ପ୍ରଦେଶ ଓ ତାମିଲନାଡ଼ୁ ଗସ୍ତ
November 18th, 11:38 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୧୯ ତାରିଖରେ ଆନ୍ଧ୍ର ପଦେଶ ଓ ତାମିଲନାଡ଼ୁ ଗସ୍ତ କରିବେ ।ଭୂଟାନ ରାଜାଙ୍କ ଜୟନ୍ତୀ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 11th, 12:00 pm
କିନ୍ତୁ ମୁଁ ଆଜି ଏଠାକୁ ବ୍ୟଥିତ ହୃଦୟରେ ଆସିଛି । କାଲି ସନ୍ଧ୍ୟାରେ ଦିଲ୍ଲୀରେ ହୋଇଥିବା ଭୟାବହ ଘଟଣା ସମସ୍ତଙ୍କ ମନକୁ ବ୍ୟଥିତ କରିଦେଇଛି । ମୁଁ ଅପୂରଣୀୟ କ୍ଷତିର ସମ୍ମୁଖୀନ ହୋଇଥିବା ପୀଡ଼ିତ ପରିବାରଙ୍କ ଦୁଃଖ ବୁଝିପାରୁଛି । ଆଜି ସମଗ୍ର ଦେଶ ସେମାନଙ୍କ ସହ ସହାୟତା ପାଇଁ ଛିଡ଼ା ହୋଇଛି ।ଭୂଟାନର ଚତୁର୍ଥ ରାଜାଙ୍କ ୭୦ତମ ଜନ୍ମବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ବୋଧନ
November 11th, 11:39 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭୂଟାନର ଥିମ୍ପୁର ଚାଙ୍ଗଲିମେଥାଙ୍ଗ ସେଲିବ୍ରେସନ୍ ଗ୍ରାଉଣ୍ଡରେ ଏକ ସମାବେଶରେ ଉଦବୋଧନ ଦେଇଥିଲେ। ପ୍ରଧାନମନ୍ତ୍ରୀ ଭୁଟାନର ରାଜା, ମହାମହିମ ଜିଗମେ ଖେସର ନାମଗ୍ୟେଲ ୱାଙ୍ଗଚୁକ୍ ଏବଂ ଚତୁର୍ଥ ରାଜା, ମହାମହିମ ଜିଗମେ ସିଙ୍ଗୟେ ୱାଙ୍ଗଚୁକ୍ ଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଥିଲେ। ସେ ରାଜପରିବାରର ସମ୍ମାନିତ ସଦସ୍ୟ, ଭୂଟାନର ପ୍ରଧାନମନ୍ତ୍ରୀ, ମହାମହିମ ଶ୍ରୀଯୁକ୍ତ ଶେରିଂ ତୋବଗେ ଏବଂ ଉପସ୍ଥିତ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତିଙ୍କୁ ସମ୍ମାନର ସହିତ ସ୍ୱାଗତ କରିଥିଲେ।ହରିୟାଣା ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ
November 01st, 09:20 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ହରିୟାଣା ଦିବସ ଅବସରରେ ରାଜ୍ୟର ଜନସାଧାରଣଙ୍କୁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଇଛନ୍ତି ।ପସୁମ୍ପୋନ ମୁଥୁରାମଲିଙ୍ଗା ଥେୱରଙ୍କୁ ତାଙ୍କ ଗୁରୁ ପୂଜା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଶ୍ରଦ୍ଧାଞ୍ଜଳି
October 30th, 12:35 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ପରମପୂଜ୍ୟ ପସୁମ୍ପୋନ ମୁଥୁରାମଲିଙ୍ଗା ଥେୱରଙ୍କୁ ତାଙ୍କର ଗୁରୁ ପୂଜାର ପବିତ୍ର ଅବସରରେ ହାର୍ଦ୍ଦିକ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।2025-26 ଆର୍ଥିକ ବର୍ଷ ଲାଗି ଫସଫେଟ ଓ ପଟାସ ସାର ଉପରେ ପୋଷକ ତତ୍ତ୍ୱ ଆଧାରିତ ସବସିଡିକୁ କ୍ୟାବିନେଟ୍ ମଞ୍ଜୁରି
October 28th, 03:14 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ କେନ୍ଦ୍ର କ୍ୟାବିନେଟ ଆଜି ଫସଫେଟ ଏବଂ ପଟାସ (ପିଆଣ୍ଡକେ) ସାର ଉପରେ ପୋଷକ ତତ୍ତ୍ୱ ଆଧାରିତ ସବସିଡି (ଏନବିଏସ) ଦର ସ୍ଥିର କରିବା ଲାଗି ସାର ବିଭାଗର ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି। ରବି ଋତୁ 2025-26 (01.10.2025 ରୁ 31.03.2026) ପାଇଁ ଏହି ସବସିଡି ଲାଗୁ ହେବ। ରବି ଋତୁ 2025-26 ପାଇଁ ଅସ୍ଥାୟୀ ବଜେଟ୍ ଆବଶ୍ୟକତା ପାଖାପାଖି 37,952.29 କୋଟି ଟଙ୍କା ହେବ। । ଏହା ଖରିଫ ଋତୁ 2025 ପାଇଁ ବଜେଟ ଆବଶ୍ୟକତା ଠାରୁ 736 କୋଟି ଟଙ୍କା ଅଧିକ।ନୂଆଦିଲ୍ଲୀର ଏକ କୃଷି କାର୍ଯ୍ୟକ୍ରମରେ ଚାଷୀମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ କଥାବାର୍ତ୍ତା
October 12th, 06:45 pm
ରାମ ରାମ ! ଜୀ, ମୁଁ ହେଉଛି ହରିୟାଣା ହିସାର ଜିଲ୍ଲାର। ମୁଁ କାବୁଲି ଚଣା ବୁଣି ଚାଷ ଆରମ୍ଭ କରିଥିଲି। ତ ପ୍ରଥମେ ଟିକେ