ଭାରତ ଏବଂ ଫିଲିପାଇନ୍ସ ମଧ୍ୟରେ ରଣନୀତିକ ଭାଗିଦାରୀ ପ୍ରତିଷ୍ଠା ଉପରେ ଘୋଷଣାନାମା

August 05th, 05:23 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଫିଲିପାଇନ୍ସ ରାଷ୍ଟ୍ରପତି ମହାମହିମ ଶ୍ରୀ ଫର୍ଡିନାଣ୍ଡ ଆର. ମାର୍କୋସ୍ ଜୁନିଅର ୪-୮ ଅଗଷ୍ଟ ୨୦୨୫ରେ ଭାରତ ଗସ୍ତ କରିଛନ୍ତି। ରାଷ୍ଟ୍ରପତି ମାର୍କୋସଙ୍କ ସହିତ ପ୍ରଥମ ମହିଳା, ମହାମହିମ ଲୁଇସ୍ ଆରାନେଟା ମାର୍କୋସ୍ ଏବଂ ଫିଲିପାଇନ୍ସର ଅନେକ କ୍ୟାବିନେଟ ମନ୍ତ୍ରୀ ଏବଂ ଏକ ଉଚ୍ଚସ୍ତରୀୟ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ସମେତ ଏକ ଉଚ୍ଚସ୍ତରୀୟ ସରକାରୀ ପ୍ରତିନିଧି ଦଳ ମଧ୍ୟ ଉପସ୍ଥିତ ଥିଲେ।

ଫଳାଫଳ ତାଲିକା: ଫିଲିପାଇନ୍ସ ରାଷ୍ଟ୍ରପତିଙ୍କ ଭାରତ ଗସ୍ତ

August 05th, 04:31 pm

ଭାରତ ଏବଂ ଫିଲିପାଇନ୍ସ ମଧ୍ୟରେ ରଣନୈତିକ ସହଭାଗିତା ସ୍ଥାପନ ସମ୍ପର୍କରେ ଘୋଷଣାନାମା

We are elevating the India-Philippines relationship to the level of a strategic partnership: PM Modi

August 05th, 03:45 pm

In his remarks during the meeting with Philippines President Marcos Jr, PM Modi announced that India-Philippines relations are elevated to the level of a Strategic Partnership. He expressed satisfaction that over the past few years, relationship between the two countries has progressed in all areas and are now formulating a Plan of Action for the next five years.

ଫିଲିପାଇନ୍ସ ରାଷ୍ଟ୍ରପତିଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

August 05th, 11:06 am

ସର୍ବପ୍ରଥମେ, ମୁଁ ରାଷ୍ଟ୍ରପତି ଏବଂ ତାଙ୍କ ପ୍ରତିନିଧିମଣ୍ଡଳକୁ ଭାରତକୁ ହାର୍ଦ୍ଦିକ ସ୍ୱାଗତ କରୁଛି। ଏହି ବର୍ଷ ଭାରତ ଏବଂ ଫିଲିପାଇନ୍ସ ସେମାନଙ୍କର କୂଟନୈତିକ ସମ୍ପର୍କର ୭୫ତମ ବାର୍ଷିକୀ ପାଳନ କରୁଛନ୍ତି। ଏବଂ ଏହି ପରିପ୍ରେକ୍ଷୀରେ, ତାଙ୍କର ଗସ୍ତର ବିଶେଷ ଗୁରୁତ୍ୱ ରହିଛି। ଆମର କୂଟନୈତିକ ସମ୍ପର୍କ ନୂତନ ହୋଇପାରେ, କିନ୍ତୁ ଆମର ସଭ୍ୟତାଗତ ସମ୍ପର୍କ ପ୍ରାଚୀନ ସମୟରୁ ରହିଆସିଛି। ଫିଲିପାଇନ୍ସର ରାମାୟଣ - ମହାରାଦିଆ ଲୱାନା - ଆମର ଶତାବ୍ଦୀ ପୁରୁଣା ସାଂସ୍କୃତିକ ସମ୍ପର୍କର ଏକ ଜୀବନ୍ତ ସାକ୍ଷ୍ୟ। ଉଭୟ ଦେଶର ଜାତୀୟ ଫୁଲକୁ ନେଇ ସଦ୍ୟ ଉନ୍ମୋଚିତ ଡାକଟିକଟ, ଆମ ବନ୍ଧୁତାର ସୁଗନ୍ଧକୁ ଦର୍ଶାଏ।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଓ ଫିଲିପିନ୍ସ ରାଷ୍ଟ୍ରପତି ମହାମହିମ ଫର୍ଡିନାଣ୍ଡ ମାର୍କୋସ ଜୁନିୟରଙ୍କ ମଧ୍ୟରେ ଟେଲିଫୋନ ବାର୍ତ୍ତାଳାପ

August 05th, 02:44 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଫିଲିପିନ୍ସ ରାଷ୍ଟ୍ରପତି ମହାମହିମ ଫର୍ଡିନାଣ୍ଡ ମାର୍କୋସ ଜୁନିୟରଙ୍କ ସହ ଫୋନ ଯୋଗେ କଥା ହୋଇଛନ୍ତି ।