This year’s Union Budget lays the roadmap for Viksit Bharat, driven by technology, reforms and finance: PM Modi
February 27th, 01:01 pm
PM Modi addressed the first post-budget webinar of the 2026-27 series today, focusing on the theme “Technology, Reforms and Finance for Viksit Bharat.” In his speech, he highlighted India’s extraordinary resilience and the significant rise in Public Capital Expenditure over the last decade. He asserted that the country continues to ride the “Reform Express” and called for collective efforts to realise the goal of a developed India by 2047.PM Modi addresses Post-Budget Webinar on “Technology Reforms and Finance for Viksit Bharat”
February 27th, 11:30 am
PM Modi addressed the first post-budget webinar of the 2026-27 series today, focusing on the theme “Technology, Reforms and Finance for Viksit Bharat.” In his speech, he highlighted India’s extraordinary resilience and the significant rise in Public Capital Expenditure over the last decade. He asserted that the country continues to ride the “Reform Express” and called for collective efforts to realise the goal of a developed India by 2047.Prime Minister Narendra Modi to address Post Budget Webinar on “Technology, Reforms and Finance for Viksit Bharat”
February 26th, 08:07 pm
To ensure outcome-oriented implementation of the Budget announcements for FY 2026-27, PM Modi will address the Post Budget Webinar on “Technology, Reforms and Finance for Viksit Bharat” on 27th February. The webinar will include discussions on public capex, infrastructure, banking sector reforms, financial sector architecture, deepening capital markets and improving ease of living through tax reforms.In this decade of the 21st century, India is riding the Reform Express: PM Modi at ET Now Global Business Summit
February 13th, 08:30 pm
PM Modi addressed the ET Now Global Business Summit 2026 in New Delhi, highlighting the theme ‘A Decade of Disruption, A Century of Change.’ He noted that despite global shocks—from the pandemic to wars and supply chain breakdowns, India’s decade has been defined by strong growth, effective delivery, and a vibrant democracy. Recalling that India was the 11th-largest economy a decade ago, he said the nation is now rapidly moving toward becoming the world’s third-largest economy.PM Modi addresses ET Now Global Business Summit 2026
February 13th, 08:00 pm
PM Modi addressed the ET Now Global Business Summit 2026 in New Delhi, highlighting the theme ‘A Decade of Disruption, A Century of Change.’ He noted that despite global shocks—from the pandemic to wars and supply chain breakdowns, India’s decade has been defined by strong growth, effective delivery, and a vibrant democracy. Recalling that India was the 11th-largest economy a decade ago, he said the nation is now rapidly moving toward becoming the world’s third-largest economy.‘‘ପରୀକ୍ଷା ପେ ଚର୍ଚ୍ଚା ୨୦୨୬” କାର୍ଯ୍ୟକ୍ରମର ଦ୍ୱିତୀୟ ଅଧ୍ୟାୟରେ ଛାତ୍ରଛାତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ କଥୋପକଥନ
February 09th, 10:30 am
ମୋର ପ୍ରିୟ ବନ୍ଧୁମାନେ, ପରୀକ୍ଷା ପେ ଚର୍ଚ୍ଚାର ଏହି ଗୁରୁତ୍ୱପୂର୍ଣ୍ଣ ସଂସ୍କରଣକୁ ଆପଣମାନଙ୍କୁ ସ୍ୱାଗତ। ଏଥର ଏହା ଟିକେ ଅଲଗା, ଟିକେ ସ୍ୱତନ୍ତ୍ର। ଅନେକ ଛାତ୍ର ପରାମର୍ଶ ଦେଇଥିଲେ ଯେ ପରୀକ୍ଷା ପେ ଚର୍ଚ୍ଚା ଦେଶର ବିଭିନ୍ନ ପ୍ରାନ୍ତରେ ମଧ୍ୟ ଅନୁଷ୍ଠିତ ହେବା ଉଚିତ। ତେଣୁ ଏଥର ମୁଁ ଏହି ଆଲୋଚନା କରିବା ପାଇଁ ସମଗ୍ର ଭାରତର ଛାତ୍ରଛାତ୍ରୀଙ୍କ ସହ ବସିଛି। ଏହି ବିଶେଷ ଅଧ୍ୟାୟରେ ଆପଣ ଠିକ୍ ସେଇଆ ଦେଖିବେ। ଚାଲନ୍ତୁ ତାମିଲନାଡୁର କୋଏମ୍ବାଟୁରରୁ ଆରମ୍ଭ କରିବା। ତାମିଲନାଡୁର ଛାତ୍ରଛାତ୍ରୀଙ୍କ ଶକ୍ତି ଏବଂ କୌତୁହଳ ମୋତେ ବହୁତ ପ୍ରଭାବିତ କରିଛି। ଆସନ୍ତୁ ନଜର ପକାଇବା।PM Modi interacts with students from multiple locations in the second episode of Pariksha Pe Charcha 2026
February 09th, 10:00 am
In continuation of the 9th edition of Pariksha Pe Charcha (PPC) 2026, PM Modi interacted with students from multiple locations, including Coimbatore, Raipur, Devmogra and Guwahati. The discussion covered perse topics such as startups, sports, Vocal for Local, Wed in India, discipline, AI and tribal communities, making it a memorable experience. He urged students to observe situations, accept challenges and rely on their inner strength.ଜି୨୦ ଶିଖର ସମ୍ମିଳନୀର ତୃତୀୟ ଅଧିବେଶନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
November 23rd, 04:05 pm
ଯେତେବେଳେ ଆଜିର ଦୁନିଆରେ ପ୍ରଯୁକ୍ତି ଦିନକୁ ଦିନ ଆଗକୁ ଅଗ୍ରଗତି କରିଚାଲିଛି, ଉଭୟ ସୁଯୋଗ ଏବଂ ସମ୍ପଦ କିଛି ମାତ୍ର ଲୋକଙ୍କ ହାତରେ ଅଧିକ ମାତ୍ରାରେ ଠୁଳ ହେବାରେ ଲାଗିଛି। ସମଗ୍ର ବିଶ୍ୱରେ, ଜଟିଳ ପ୍ରଯୁକ୍ତି ନିମନ୍ତେ ପ୍ରତିଯୋଗିତା ତୀବ୍ରତର ହେବାରେ ଲାଗିଛି। ଏହା ମାନବ ସମାଜ ପାଇଁ ଚିନ୍ତାର ବିଷୟ ପାଲଟିଛି, ଏବଂ ଏହା ମଧ୍ୟ ନବାଚାର କ୍ଷେତ୍ରରେ ପ୍ରତିବନ୍ଧକ ଭାବରେ ଉଭା ହୋଇଛି। ଏହି ସମସ୍ୟାର ମୁକାବିଲା ନିମନ୍ତେ, ଆମକୁ ଆମର ଆଭିମୁଖ୍ୟ ଓ କାର୍ଯ୍ୟପନ୍ଥାରେ ମୌଳିକ ପରିବର୍ତ୍ତନ ଆଣିବା ଜରୁରୀ ହୋଇପଡ଼ିଛି।"ସମସ୍ତଙ୍କ ପାଇଁ ଏକ ନିରପେକ୍ଷ ଏବଂ ନ୍ୟାୟପୂର୍ଣ୍ଣ ଭବିଷ୍ୟତ" ବିଷୟ ଉପରେ ଜି-୨୦ ଅଧିବେଶନକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
November 23rd, 04:02 pm
ପ୍ରଧାନମନ୍ତ୍ରୀ ଆଜି ସମସ୍ତଙ୍କ ପାଇଁ ଏକ ନିରପେକ୍ଷ ଏବଂ ନ୍ୟାୟପୂର୍ଣ୍ଣ ଭବିଷ୍ୟତ-ଗୁରୁତ୍ୱପୂର୍ଣ୍ଣ ଖଣିଜ ପଦାର୍ଥ; ଉତ୍ତମ କାର୍ଯ୍ୟ; କୃତ୍ରିମ ବୁଦ୍ଧିମତା ଉପରେ ଜି-୨୦ ଶିଖର ସମ୍ମିଳନୀର ତୃତୀୟ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ଗୁରୁତ୍ୱପୂର୍ଣ୍ଣ ପ୍ରଯୁକ୍ତିବିଦ୍ୟାକୁ ପ୍ରୋତ୍ସାହିତ କରିବାର ଉପାୟରେ ଏକ ମୌଳିକ ପରିବର୍ତ୍ତନ ପାଇଁ ପ୍ରଧାନମନ୍ତ୍ରୀ ଆହ୍ୱାନ ଦେଇଛନ୍ତି। ସେ ଉଲ୍ଲେଖ କରିଥିଲେ ଯେ ଏଭଳି ବୈଷୟିକ ପ୍ରୟୋଗଗୁଡ଼ିକ 'ଅର୍ଥ-କୈନ୍ଦ୍ରିକ’ ପରିବର୍ତ୍ତେ 'ମାନବ-କୈନ୍ଦ୍ରିକ’, 'ଜାତୀୟ’ ପରିବର୍ତ୍ତେ 'ବିଶ୍ୱସ୍ତରୀୟ’ ଏବଂ 'ଏକ୍ସକ୍ଲୁସିଭ୍ ମଡେଲ୍’ ପରିବର୍ତ୍ତେ ‘ମୁକ୍ତ ଉତ୍ସ’ ଉପରେ ଆଧାରିତ ହେବା ଆବଶ୍ୟକ। ସେ ବିସ୍ତୃତ ଭାବେ କହିଥିଲେ ଯେ ଏହି ପରିକଳ୍ପନାକୁ ଭାରତର ପ୍ରଯୁକ୍ତିବିଦ୍ୟା ଇକୋସିଷ୍ଟମରେ ଏକୀକୃତ କରାଯାଇଛି ଏବଂ ଏହାର ଫଳସ୍ୱରୂପ ଗୁରୁତ୍ୱପୂର୍ଣ୍ଣ ଲାଭ ମିଳିଛି, ତାହା ମହାକାଶ ପ୍ରୟୋଗ ହେଉ, କୃତ୍ରିମ ବୁଦ୍ଧିମତା ହେଉ, କିମ୍ବା ଡିଜିଟାଲ୍ ପେମେଣ୍ଟ ହେଉ, ଯେଉଁଠି ଏହା ବିଶ୍ୱରେ ଅଗ୍ରଣୀ ରହିଛି।ଜି-୨୦ ଶିଖର ସମ୍ମିଳନୀର ଦ୍ୱିତୀୟ ଅଧିବେଶନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଭିଭାଷଣ
November 22nd, 09:57 pm
ଏହି ଚିନ୍ତାଧାରାର ସହିତ ଭାରତ ନିଜର ଜି-୨୦ ଅଧ୍ୟକ୍ଷତା ଅବଧିରେ ବିପର୍ଯ୍ୟୟ ବିପଦ ହ୍ରାସ କାର୍ଯ୍ୟକାରୀ ଗୋଷ୍ଠୀ ସ୍ଥାପନା କରିଥିଲା। ଏହି ମହତ୍ତ୍ୱପୂର୍ଣ୍ଣ କାର୍ଯ୍ୟସୂଚୀକୁ ପ୍ରାଥମିକତା ପ୍ରଦାନ ପୂର୍ବକ ଆଗକୁ ବଢ଼ାଇ ଥିବାରୁ ମୁଁ ଦକ୍ଷିଣ ଆଫ୍ରିକାକୁ ଅଭିନନ୍ଦନ ଜଣାଉଛି।ଜୋହାନ୍ସବର୍ଗ ଜି୨୦ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଯୋଗଦାନ
November 22nd, 09:35 pm
ଉନ୍ମୋଚନ ଅଧିବେଶନରେ ସମାବେଶୀ ଏବଂ ପୋଷଣୀୟ ଆର୍ଥିକ ବିକାଶରେ କାହାକୁ ପଛରେ ନ ଛାଡ଼ିବା' ଶୀର୍ଷକ ପ୍ରସଙ୍ଗରେ ଉଦ୍ବୋଧନ ଦେଇ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ଦକ୍ଷିଣ ଆଫ୍ରିକାର ଅଧ୍ୟକ୍ଷତାରେ କୁଶଳୀ ସ୍ଥାନରନ୍ତଣ, ପର୍ଯ୍ୟଟନ, ଖାଦ୍ୟ ନିରାପତ୍ତା, କୃତ୍ରିମ ପ୍ରଜ୍ଞା, ଡିଜିଟାଲ ଅର୍ଥନୀତି, ନବାସାର ଏବଂ ମହିଳା ସଶକ୍ତୀକରଣ କ୍ଷେତ୍ରରେ ଏହି ଗୋଷ୍ଠୀ ଦ୍ୱାରା କରାଯାଇଥିବା କାର୍ଯ୍ୟକୁ ଉଚ୍ଚ ପ୍ରଶଂସା କରିଥିଲେ। ଏହି ପ୍ରସଙ୍ଗରେ, ସେ ଉଲ୍ଲେଖ କରିଥିଲେ ଯେ ନୂଆଦିଲ୍ଲୀ ଶିଖର ସମ୍ମିଳନୀ ଅବସରରେ ଗ୍ରହଣ କରାଯାଇଥିବା କେତେକ ଐତିହାସିକ ନିଷ୍ପତ୍ତିକୁ ଆଗକୁ ଆଗେଇ ନିଆଯାଇଛି। ପ୍ରଧାନମନ୍ତ୍ରୀ ଗୁରୁତ୍ୱ ଆରୋପ ପୂର୍ବକ ସୂଚାଇଥିେ ଯେ ବର୍ତ୍ତମାନ ସମୟ ଆସିଛି ଯେତେବେଳେ ଆମକୁ ବିକାଶର ନୂଆ ନୂଆ ମାପଦଣ୍ଡ ଦୃଷ୍ଟିରୁ ଦେଖିବା ଉଚିତ, ଯାହା ଫଳରେ ବିକାଶ କ୍ଷେତ୍ରରେ ଥିବା ଅସନ୍ତୁଳନକୁ ମେଣ୍ଟାଯାଇ ପାରିବ ଏବଂ ପ୍ରାକୃତିକ ସମ୍ପଦର ମାତ୍ରାତିରିକ୍ତ ଉତ୍ତୋଳନକୁ ମଧ୍ୟ ରୋକାଯାଇ ହେବ। ବିଶେଷ କରି ଯେତେବେଳେ ଜି- ୨୦ ଶିଖର ସମ୍ମିଳନୀ ପ୍ରଥମ ଥର ପାଇଁ ଆଫ୍ରିକା ଭୂଇଁରେ ଆୟୋଜିତ ହେଉଛି। ଏହି ପରିପ୍ରେକ୍ଷୀରେ, ସେ ଦର୍ଶାଇଥିଲେ ଯେ ସାମଗ୍ରିକ ମାନବିକତା'ର ଚିନ୍ତାଧାରା ଯାହା କି ଭାରତର ସଭ୍ୟତାଗତ ପ୍ରଜ୍ଞା ଉପରେ ଆଧାରିତ ତାହା ଅଧିକ ମାତ୍ରାରେ ଉପଯୋଗ କରାଯିବା ଉଚିତ। ସାମଗ୍ରିକ ମାନବବାଦକୁ ବ୍ୟାଖ୍ୟା କରିବାକୁ ଯାଇ ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏହା ମାନବ, ସମାଜ ଏବଂ ପ୍ରକୃତିର ସାମଗ୍ରିକ ଚିନ୍ତାଧାରାକୁ ହିଁ ଆଧାର କରି ଆଗକୁ ଅଗ୍ରସର ହୋଇଥାଏ ଏବଂ ସେଥି ନିମନ୍ତେ ପ୍ରଗତି ପଥରେ ସକଳ ପ୍ରକାର ସମନ୍ୱୟ ରକ୍ଷା କରାଯାଇଥାଏ ଏବଂ ଏହା ଧରିତ୍ରୀ ଅବଶ୍ୟ ହାସଲ କରିପାରିବ।ମୁମ୍ବାଇ ଗ୍ଲୋବାଲ ଫିନଟେକ ଫେଷ୍ଟର ଷଷ୍ଠ ସଂସ୍କରଣରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 09th, 02:51 pm
ମହାମହିମ ପ୍ରଧାନମନ୍ତ୍ରୀ କେର ଷ୍ଟାର୍ମର, ଆରବିଆଇ ଗଭର୍ଣ୍ଣର, ଉଦଭାବକ, ନିବେଶକାରୀ, ନେତାଗଣ । ମୁମ୍ବାଇକୁ ଆପଣମାନଙ୍କୁ ସମସ୍ତଙ୍କୁ ସ୍ୱାଗତ ।‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟ ୨୦୨୫’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
October 09th, 02:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ମହାରାଷ୍ଟ୍ରର ମୁମ୍ବାଇଠାରେ ‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟ ୨୦୨୫’କୁ ସମ୍ବୋଧିତ କରିଛନ୍ତି। ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ ଜଣାଇ ଶ୍ରୀ ମୋଦୀ ମୁମ୍ବାଇକୁ ଶକ୍ତି, ଉଦ୍ୟୋଗ ଏବଂ ଅସୀମ ସମ୍ଭାବନାର ସହର ଭାବେ ବର୍ଣ୍ଣନା କରିଛନ୍ତି। ସେ ତାଙ୍କ ବନ୍ଧୁ, ବ୍ରିଟେନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ କୀର ଷ୍ଟାରମରଙ୍କୁ ସ୍ୱତନ୍ତ୍ର ଭାବରେ ସ୍ୱାଗତ କରିଥିଲେ ଏବଂ ‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟିଭାଲ’ରେ ତାଙ୍କର ଉପସ୍ଥିତି ଏବଂ କାର୍ଯ୍ୟକ୍ରମରେ ସେ ଦେଇଥିବା ସମୟ ପାଇଁ ଧନ୍ୟବାଦ ଜଣାଇଥିଲେ।ପିଏମ ସ୍ୱନିଧି ଯୋଜନାର ପୁନର୍ଗଠନ ଏବଂ ଋଣ ଅବଧି ୩୧ ଡିସେମ୍ବର ୨୦୨୪ଠାରୁ ଆଗକୁ ବଢ଼ାଇବାକୁ କ୍ୟାବିନେଟ ମଞ୍ଜୁରି
August 27th, 02:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍ ବୈଠକରେ ‘ପ୍ରଧାନମନ୍ତ୍ରୀ ଉଠାଦୋକାନୀ ଆତ୍ମନିର୍ଭର ନିଧି (ପିଏମ ସ୍ୱନିଧି) ଯୋଜନାର ପୁନର୍ଗଠନ ଏବଂ ଋଣ ଅବଧିକୁ ୩୧ ଡିସେମ୍ବର ୨୦୨୪ଠାରୁ ଆଗକୁ ବଢ଼ାଇବାକୁ ଅନୁମୋଦନ କରାଯାଇଛି। ଏହି ଯୋଜନାରେ ମୋଟ୍ ବ୍ୟୟବରାଦ ୭,୩୩୨ କୋଟି ଟଙ୍କା ଅଟେ। ପୁନର୍ଗଠିତ ଯୋଜନାର ଲକ୍ଷ୍ୟ ହେଉଛି ୫୦ ଲକ୍ଷ ନୂଆ ହିତାଧିକାରୀଙ୍କ ସମେତ ୧.୧୫ କୋଟି ହିତାଧିକାରୀଙ୍କୁ ଲାଭ ପହଞ୍ଚାଇବା।ଯୁକ୍ତରାଜ୍ୟ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ଅବସରରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 24th, 04:20 pm
ସର୍ବପ୍ରଥମେ, ମୁଁ ପ୍ରଧାନମନ୍ତ୍ରୀ ଷ୍ଟାରମରଙ୍କୁ ତାଙ୍କର ଭବ୍ୟ ସ୍ୱାଗତ ପାଇଁ ଆନ୍ତରିକତାର ସହିତ କୃତଜ୍ଞତା ଜ୍ଞାପନ କରୁଛି । ଆଜି ହେଉଛି ଆମ ସମ୍ପର୍କର ଏକ ଐତିହାସିକ ଦିନ । ମୁଁ ଅତ୍ୟନ୍ତ ଖୁସି ଯେ ଅନେକ ବର୍ଷର ପରିଶ୍ରମ ପରେ, ଆଜି ଦୁଇ ଦେଶ ମଧ୍ୟରେ ବ୍ୟାପକ ଅର୍ଥନୈତିକ ଏବଂ ବାଣିଜ୍ୟ ଚୁକ୍ତିନାମା ସମ୍ପନ୍ନ ହୋଇଛି ।ବିଶ୍ୱ ପ୍ରଶାସନ ଉପରେ ବ୍ରିକ୍ସ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
July 06th, 09:41 pm
ସପ୍ତଦଶ ବ୍ରିକ୍ସ ଶିଖର ସମ୍ମିଳନୀକୁ ଏକ ଭବ୍ୟ ଢଙ୍ଗରେ ଆୟୋଜନ କରିଥିବାରୁ ମୁଁ ରାଷ୍ଟ୍ରପତି ଲୁଲାଙ୍କ ପ୍ରତି ହାର୍ଦ୍ଦିକ କୃତଜ୍ଞତା ପ୍ରକାଶ କରୁଛି। ବ୍ରାଜିଲ ଅଧ୍ୟକ୍ଷତାରେ, ବ୍ରିକ୍ସ ଅଧୀନରେ ଆମର ସହଯୋଗ ନୂତନ ଗତି ଏବଂ ଶକ୍ତି ହାସଲ କରିଛି। ଯେଉଁ ନୂତନ ଶକ୍ତି ମିଳିଛି ତାହା ଏକ ଏସପ୍ରେସୋ ନୁହେଁ, ବରଂ ଏକ ଡବଲ୍ ଏସପ୍ରେସୋ ସଟ୍! ଏଥିପାଇଁ, ମୁଁ ରାଷ୍ଟ୍ରପତି ଲୁଲାଙ୍କ ଦୂରଦୃଷ୍ଟି ଏବଂ ତାଙ୍କର ଅଟଳ ପ୍ରତିବଦ୍ଧତାକୁ ପ୍ରଶଂସା କରୁଛି। ଭାରତ ପକ୍ଷରୁ, ବ୍ରିକ୍ସ ପରିବାରରେ ଇଣ୍ଡୋନେସିଆର ଯୋଗଦାନ ପାଇଁ ମୁଁ ମୋର ବନ୍ଧୁ ରାଷ୍ଟ୍ରପତି ପ୍ରବୋବୋଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଉଛି।ବହୁପକ୍ଷୀୟତା, ଅର୍ଥନୈତିକ-ଆର୍ଥିକ ପ୍ରସଙ୍ଗ ଏବଂ କୃତ୍ରିମ ବୁଦ୍ଧିମତ୍ତାକୁ ସୁଦୃଢ଼ କରିବା ଉପରେ ବ୍ରିକ୍ସ୍ ଅଧିବେଶନରେ ପ୍ରଧାନମନ୍ତ୍ରୀ ଅଭିଭାଷଣ
July 06th, 09:40 pm
ବର୍ଦ୍ଧିତ ବ୍ରିକ୍ସ୍ ପରିବାରର ଏହି ବୈଠକରେ ଆପଣ ସମସ୍ତ ବନ୍ଧୁମାନଙ୍କ ସହିତ ଅଂଶଗ୍ରହଣ କରି ମୁଁ ଅତ୍ୟନ୍ତ ଆନନ୍ଦିତ। ବ୍ରିକ୍ସ୍ ଆଉଟ୍ରିଚ୍ ଶିଖର ସମ୍ମିଳନୀରେ ଲାଟିନ୍ ଆମେରିକା, ଆଫ୍ରିକା ଏବଂ ଏସିଆର ବନ୍ଧୁତ୍ୱପୂର୍ଣ୍ଣ ଦେଶମାନଙ୍କ ସହ ମୋର ମତ ବିନିମୟ କରିବାର ସୁଯୋଗ ଦେଇଥିବାରୁ ମୁଁ ରାଷ୍ଟ୍ରପତି ଲୁଲାଙ୍କୁ ହାର୍ଦ୍ଧିକ ଅଭିନନ୍ଦନ ଜଣାଉଛି।ବ୍ରାଜିଲର ରିଓ ଡି ଜେନେରିଓରେ 17ତମ ବ୍ରିକ୍ସ ସମ୍ମିଳନୀରେ ଅଂଶଗ୍ରହଣ କଲେ ପ୍ରଧାନମନ୍ତ୍ରୀ
July 06th, 09:39 pm
ପ୍ରଧାନମନ୍ତ୍ରୀ ବୈଶ୍ୱିକ ଶାସନ ସଂସ୍କାର ଏବଂ ଶାନ୍ତି ଓ ସୁରକ୍ଷା ଶୀର୍ଷକ ଉଦଘାଟନୀ ଅଧିବେଶନରେ ସମ୍ବୋଧିତ କରିଥିଲେ । ପରେ, ପ୍ରଧାନମନ୍ତ୍ରୀ ବହୁମୁଖୀ, ଅର୍ଥନୈତିକ ବ୍ୟାପାର ଏବଂ କୃତ୍ରିମ ବୁଦ୍ଧିମତ୍ତାକୁ ସୁଦୃଢ଼ କରିବା ଶୀର୍ଷକ ଏକ ଅଧିବେଶନରେ ମଧ୍ୟ ସମ୍ବୋଧିତ କରିଥିଲେ । ଏହି ଅଧିବେଶନରେ ବ୍ରିକ୍ସ ଅଂଶୀଦାର ଏବଂ ନିମନ୍ତ୍ରିତ ଦେଶମାନେ ଅଂଶଗ୍ରହଣ କରିଥିଲେ ।Cabinet approves the Digital Agriculture Mission today with an outlay of Rs. 2817 Crore, including the central share of Rs. 1940 Crore
September 02nd, 06:30 pm
The Union Cabinet Committee chaired by the Prime Minister Shri Narendra Modi approved the Digital Agriculture Mission today with an outlay of Rs. 2817 Crore, including the central share of Rs. 1940 Crore.ଭଏସ୍ ଅଫ୍ ଗ୍ଲୋବାଲ ସାଉଥ୍ ଶିଖର ସମ୍ମିଳନୀ 3.0 ର ନେତୃସ୍ତରୀୟ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଉଦଯାପନୀ ଅଭିଭାଷଣ
August 17th, 12:00 pm
ଆପଣଙ୍କ ମୂଲ୍ୟବାନ ଚିନ୍ତାଧାରା ଏବଂ ପରାମର୍ଶ ପାଇଁ ମୁଁ ଆପଣ ସମସ୍ତଙ୍କୁ ହୃଦୟରୁ କୃତଜ୍ଞତା ଜଣାଉଛି । ଆପଣମାନେ ସମସ୍ତେ ଆମର ସାଧାରଣ ଚିନ୍ତା ଏବଂ ଆକାଂକ୍ଷାକୁ ଉପସ୍ଥାପନ କରିଛନ୍ତି । ଆପଣଙ୍କ ଚିନ୍ତାଧାରାରୁ ଏହା ସ୍ପଷ୍ଟ ଯେ ଗ୍ଲୋବାଲ ସାଉଥ ଏକଜୁଟ ରହିଛି।