ଜାପାନ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି
July 02nd, 01:30 pm
ଭାରତ-ଜାପାନ ବାର୍ଷିକ ଶିଖର ସମ୍ମିଳନୀ ଅବସରରେ ପ୍ରଧାନମନ୍ତ୍ରୀ ତାକାଇଚିଙ୍କୁ ଭାରତରେ ସ୍ୱାଗତ ଜଣାଇ ମୁଁ ଅତ୍ୟନ୍ତ ଆନନ୍ଦିତ। ଏହା ତାଙ୍କର ପ୍ରଥମ ଭାରତ ଗସ୍ତ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ନେଦରଲାଣ୍ଡର ମହାମହିମ ରାଣୀ ମାକ୍ସିମା
June 25th, 10:40 pm
ନେଦରଲାଣ୍ଡର ମହାମହିମ ରାଣୀ ମାକ୍ସିମା, ଯିଏକି ଜାତିସଂଘର ମହାସଚିବଙ୍କ ଆର୍ଥିକ ସ୍ୱାସ୍ଥ୍ୟ ପାଇଁ ସ୍ୱତନ୍ତ୍ର ଓକିଲ ଭାବେ ଅଛନ୍ତି, ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, “ଆମେ ଆଲୋଚନା କରିଥିଲୁ, କିପରି ଭାରତର ଡିଜିଟାଲ ସାର୍ବଜନୀନ ଭିତ୍ତିଭୂମି ନେତୃତ୍ୱାଧୀନ ବିପ୍ଲବ ଆର୍ଥିକ ସେବାକୁ ଅଧିକ ସହଜ ଏବଂ ସୁଲଭ କରୁଛି” । ଶ୍ରୀ ମୋଦୀ ବିଶ୍ୱବ୍ୟାପୀ ସହଯୋଗୀ ଦେଶମାନଙ୍କ ସହ ଏହାର ଅଭିଜ୍ଞତା ବାଣ୍ଟିବା ପାଇଁ ଭାରତର ପ୍ରତିବଦ୍ଧତାକୁ ପୁନର୍ବାର ଦୋହରାଇଛନ୍ତି ।ପ୍ୟାରିସ୍ରେ ଭାରତୀୟ ସମ୍ପ୍ରଦାୟର କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 18th, 11:41 pm
ଫ୍ରାନ୍ସରେ ରହୁଥିବା ଆପଣମାନେ ଭାରତୀୟ ସମ୍ପ୍ରଦାୟ – ୨୧ଶଦାବ୍ଦୀର ଭାରତ-ଫ୍ରାନ୍ସ ସମ୍ପର୍କରେ ଯେପରି ସଂଯୋଗ ସ୍ଥାପନ କରିଛନ୍ତି, ତାହା ଆମର ରଣନୈତିକ ସହଭାଗୀତା ପାଇଁ ଏକ ପ୍ରମୁଖ ଶକ୍ତିରେ ପରିଣତ ହୋଇଛିି । ମୁଁ ଆପଣମାନଙ୍କ ପାଇଁ ୧୪୦ କୋଟି ଭାରତୀୟଙ୍କ ଶୁଭେଚ୍ଛା ଆଣିଛି । ଏହି ଭବ୍ୟ ଏବଂ ସ୍ନେହପୂର୍ଣ୍ଣ ସ୍ୱାଗତ ପାଇଁ ମୁଁ ଆପଣମାନଙ୍କ ସମସ୍ତଙ୍କ ପ୍ରତି ମୋର ହୃଦୟରୁ କୃତଜ୍ଞତା ପ୍ରକାଶ କରୁଛି ।Prime Minister addresses the Indian Community in Paris
June 18th, 09:30 pm
Addressing the Indian community in Paris, PM Modi highlighted India’s transformative growth over the past 12 years across infrastructure, digital technology, manufacturing, defence, space, innovation, healthcare and social development. He underscored the growing strength of the India-France Strategic Partnership, praised the Indian diaspora for serving as a vital bridge between the two nations and highlighted yoga and football as bonds connecting India and France.ପ୍ୟାରିସରେ ଭିଭାଟେକ୍ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 18th, 06:15 pm
୨୦୨୧ ମସିହାରେ, ଯେତେବେଳେ ମୁଁ ଭିଭାଟେକକୁ ସମ୍ବୋଧିତ କରିଥିଲି, ସେତେବେଳେ ବିଶ୍ୱ COVID-19 ର ବିପର୍ଯ୍ୟୟ ସହ ଲଢ଼ୁଥିଲା। ଆଜି ବିଶ୍ୱ ଅନ୍ୟ ପ୍ରକାରର ବିଘ୍ନର ସମ୍ମୁଖୀନ ହେଉଛି। ମୁଁ ଭିଭାଟେକ ୨୦୨୧ ରେ ଯେଉଁ ବାର୍ତ୍ତାକୁ ଦେଇଥିଲି ଆଜି ମଧ୍ୟ ତାହାକୁ ପୁନରାବୃତ୍ତି କରୁଛି — “ଯେଉଁଠାରେ ପାରମ୍ପରିକ ପଦ୍ଧତି ବିଫଳ ହୁଏ, ସେଠାରେ ନବୋନ୍ମେଷ ସହାୟକ ହୋଇଥାଏ ।”ୟୁରୋପର ସର୍ବବୃହତ ଷ୍ଟାର୍ଟଅପ୍ ମେଳାରେ ଯୋଗଦେଲେ ଭାରତର ୮୦ ଡିପ ଟେକ୍ କମ୍ପାନୀ
June 18th, 06:00 pm
ଟେକ୍-ଉଦ୍ୟୋଗୀ, ଷ୍ଟାର୍ଟ-ଅପ୍, ନିବେଶକ ଏବଂ ବ୍ୟବସାୟିକ ନେତୃବୃନ୍ଦଙ୍କ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ କହିଛନ୍ତି, ମାନବ-କୈନ୍ଦ୍ରିକ କୃତ୍ରିମ ବୁଦ୍ଧିମତ୍ତା ( ଏଆଇ) ଏବଂ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା ପାଇଁ ଭାରତର ଦୂରଦୃଷ୍ଟି ତଥା ଉଦୀୟମାନ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଭାରତ-ଫ୍ରାନ୍ସ ମଧ୍ୟରେ ସହଯୋଗର ପରିସର ବୃଦ୍ଧି ପାଉଛି। ପ୍ରଯୁକ୍ତିବିଦ୍ୟା ଭାରତରେ ଅନେକ ଉଲ୍ଲେଖନୀୟ ରୂପାନ୍ତରଣ କରିଥିବା ସେ ଆଲୋକପାତ କରିଥିଲେ। ଡିଜିଟାଲ୍ ପେମେଣ୍ଟ, ଏଆଇ ଆଧାରିତ କୃଷି ପ୍ରଗତିଠାରୁ ଆରମ୍ଭ କରି ଅତ୍ୟାଧୁନିକ ମହାକାଶ ପ୍ରୟୋଗ ପର୍ଯ୍ୟନ୍ତ ଅନେକ ସଂସ୍କାର ଆଣିବାରେ ପ୍ରଯୁକ୍ତି ବିଦ୍ୟା ସକ୍ଷମ ହୋଇଥିବା ସେ କହିଛନ୍ତି। ମୁଖ୍ୟ ଅଭିଭାଷଣ ପରେ, ପ୍ରଧାନମନ୍ତ୍ରୀ ମୋଦୀ ଏବଂ ରାଷ୍ଟ୍ରପତି ମାକ୍ରୋନ୍ ଶିଳ୍ପ, ସ୍ୱାସ୍ଥ୍ୟସେବା, ସ୍ଥାୟୀ ବିକାଶ ଏବଂ ଯାତାୟାତ ପାଇଁ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା ଏବଂ ବ୍ୟାବହାରିକ ସମାଧାନ ପ୍ରଦର୍ଶନ କରୁଥିବା ଭାରତୀୟ ଷ୍ଟାର୍ଟ-ଅପ୍ ଏବଂ ନବସୃଜନକାରୀ ମାନଙ୍କ ସହ ଆଲୋଚନା କରିଥିଲେ।୧୧ ବର୍ଷ ପୂରଣ ଅବସରରେ ଜନ ସୁରକ୍ଷା ଯୋଜନାର ପ୍ରଭାବ ଉପରେ ଆଲୋକପାତ କରିଛନ୍ତି ପ୍ରଧାନମନ୍ତ୍ରୀ
May 09th, 06:10 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୧୧ ବର୍ଷ ପୂର୍ବେ ଏନ୍. ଡି. ଏ. ସରକାରଙ୍କ ଦ୍ୱାରା ଆରମ୍ଭ କରାଯାଇଥିବା ପ୍ରମୁଖ ସାମାଜିକ ସୁରକ୍ଷା ଏବଂ ପେନସନ୍ ଯୋଜନାର ପ୍ରଭାବ ଉପରେ ଆଲୋକପାତ କରି କହିଛନ୍ତି ଯେ ଏହି ପଦକ୍ଷେପଗୁଡ଼ିକ ଭାରତର ଜନସାଧାରଣଙ୍କ ପାଇଁ ମର୍ଯ୍ୟାଦା, ଆଶ୍ୱାସନା ଏବଂ ଆର୍ଥିକ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ପ୍ରତିଫଳିତ କରୁଛି।TMC is Anti-North Bengal, Anti-tribal, Anti-tea garden, Anti-women & Anti-youth: PM Modi in Siliguri
April 12th, 01:15 pm
Ahead of the West Bengal Assembly elections, Prime Minister Narendra Modi today turbocharged the BJP’s campaign with a high-energy address in Siliguri, drawing massive public support. Addressing a packed rally in North Bengal, the PM launched a scathing attack on the ruling All India Trinamool Congress (TMC), accusing it of corruption, neglect and fostering a climate of fear.PM Modi’s high-energy speech electrifies the Siliguri crowd
April 12th, 01:00 pm
Ahead of the West Bengal Assembly elections, Prime Minister Narendra Modi today turbocharged the BJP’s campaign with a high-energy address in Siliguri, drawing massive public support. Addressing a packed rally in North Bengal, the PM launched a scathing attack on the ruling All India Trinamool Congress (TMC), accusing it of corruption, neglect and fostering a climate of fear.“ଆର୍ଥିକ ଅଭିବୃଦ୍ଧିକୁ ନିରନ୍ତର ଓ ସୁଦୃଢ଼ କରିବା” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 03rd, 11:30 am
ଗତ ସପ୍ତାହରେ, ବଜେଟ୍ ୱେବିନାର୍ ଶୃଙ୍ଖଳାର ପ୍ରଥମ ୱେବିନାର୍ ଅନୁଷ୍ଠିତ ହୋଇଥିଲା। ଏହା ଏକ ବହୁତ ବଡ଼ ସଫଳତା ଥିଲା ବୋଲି ମୋତେ କୁହାଯାଇଥିଲା। ସମସ୍ତେ ବଜେଟ୍ ବ୍ୟବସ୍ଥା କାର୍ଯ୍ୟକାରୀ କରିବା ସମ୍ପର୍କରେ ଉତ୍କୃଷ୍ଟ ପରାମର୍ଶ ଦେଇଥିଲେ। ମୁଁ ସମସ୍ତଙ୍କ ସକ୍ରିୟ ଅଂଶଗ୍ରହଣକୁ ସ୍ୱାଗତ କରୁଛି। ଆଜି, ଏହି ଶୃଙ୍ଖଳାର ଦ୍ୱିତୀୟ ୱେବିନାର୍ ଅନୁଷ୍ଠିତ ହେଉଛି। ମୋତେ କୁହାଯାଇଥିଲା ଯେ, ଆଜି ହଜାର ହଜାର ସଂଖ୍ୟାରେ ଲୋକ ଯୋଗଦେବେ ଏବଂ ବିଭିନ୍ନ ବିଷୟରେ ସେମାନଙ୍କର ପରାମର୍ଶ ଦେବେ। ବିଷୟବସ୍ତୁ ବିଶେଷଜ୍ଞମାନେ ମଧ୍ୟ ଆମ ସହିତ ଯୋଗଦେବେ। ଏତେ ବିପୁଳ ସଂଖ୍ୟାରେ ବଜେଟ୍ ଉପରେ ଆଲୋଚନା ନିଜେ ନିଜ ମଧ୍ୟରେ ଏକ ସଫଳ ପରୀକ୍ଷଣ। ଏହି ୱେବିନାରରେ ଯୋଗଦେବା ପାଇଁ ସମୟ ବାହାର କରିଥିବାରୁ ମୁଁ ଆପଣମାନଙ୍କୁ ସମସ୍ତଙ୍କୁ ଅଭିନନ୍ଦନ ଜଣାଇବା ସହିତ ସ୍ୱାଗତ କରୁଛି। ଏହି ୱେବିନାରର ବିଷୟବସ୍ତୁ ଦେଶର ଅର୍ଥନୈତିକ ଅଭିବୃଦ୍ଧିକୁ ନିରନ୍ତର ମଜଭୁତ କରିବା ସହ ସମ୍ବନ୍ଧିତ। ଆଜି ଯେତେବେଳେ ଭାରତ ନିଜର ମଜଭୁତ ଅର୍ଥନୀତି ସହିତ ସମଗ୍ର ବିଶ୍ୱର ଆଶାର କେନ୍ଦ୍ରବିନ୍ଦୁ ହୋଇଛି ଏବଂ ଯେତେବେଳେ ବିଶ୍ୱ ଯୋଗାଣ ଶୃଙ୍ଖଳାକୁ ପୁନଃଆକୃତି ଦିଆଯାଉଛି, ସେତେବେଳେ ଅର୍ଥନୀତିର ଦ୍ରୁତ ପ୍ରଗତି ‘ବିକଶିତ ଭାରତ’ ପାଇଁ ମଧ୍ୟ ଏକ ମହତ୍ତ୍ୱପୂର୍ଣ୍ଣ ଆଧାର ଅଟେ। ଆମର ଦିଗ ସ୍ପଷ୍ଟ, ଆମର ସଂକଳ୍ପ ସ୍ପଷ୍ଟ, ଅଧିକ ନିର୍ମାଣ କରନ୍ତୁ, ଅଧିକ ଉତ୍ପାଦନ କରନ୍ତୁ, ଅଧିକ ସଂଯୋଗ ସୃଷ୍ଟି କରନ୍ତୁ ଏବଂ ଏବେ ରପ୍ତାନୀ କରିବାର ଅଧିକ ଆବଶ୍ୟକତା ରହିଛି ଏବଂ ନିଶ୍ଚିତ ଭାବରେ ଆଜି ଆପଣଙ୍କ ମଧ୍ୟରେ ଯେଉଁ ମନ୍ଥନ ହେବ, ଏହି ମନ୍ଥନରୁ ଯେଉଁ ଫଳାଫଳ ବାହାରିବ, ତାହା ଏଥିରେ ଏକ ବଡ଼ ଭୂମିକା ଗ୍ରହଣ କରିବ।“ଆର୍ଥିକ ଅଭିବୃଦ୍ଧିକୁ ବଜାୟ ରଖିବା ଏବଂ ସୁଦୃଢ଼ କରିବା” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 03rd, 11:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି “ଆର୍ଥିକ ଅଭିବୃଦ୍ଧିକୁ ବଜାୟ ରଖିବା ଏବଂ ସୁଦୃଢ଼ କରିବା” ଶୀର୍ଷକ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଛନ୍ତି। ପୂର୍ବ ସପ୍ତାହର ୱେବିନାର ସମ୍ପର୍କରେ ଆଲୋଚନା କରି ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଥିଲେ ଯେ, ପ୍ରଥମ ୱେବିନାର ଅତ୍ୟନ୍ତ ସଫଳ ହୋଇଥିଲା ଏବଂ ବଜେଟ୍ ବ୍ୟବସ୍ଥାର କାର୍ଯ୍ୟାନ୍ୱୟନ ସମ୍ପର୍କରେ ଉତ୍କୃଷ୍ଟ ପରାମର୍ଶ ମିଳିଥିଲା।Prime Minister Narendra Modi to address Post Budget Webinar on “Technology, Reforms and Finance for Viksit Bharat”
February 26th, 08:07 pm
To ensure outcome-oriented implementation of the Budget announcements for FY 2026-27, PM Modi will address the Post Budget Webinar on “Technology, Reforms and Finance for Viksit Bharat” on 27th February. The webinar will include discussions on public capex, infrastructure, banking sector reforms, financial sector architecture, deepening capital markets and improving ease of living through tax reforms.୨୩ ଜାନୁଆରୀରେ କେରଳ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
January 22nd, 02:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୩ ଜାନୁଆରୀ ୨୦୦୬ରେ କେରଳ ଗସ୍ତ କରିବେ । ସକାଳ ପ୍ରାୟ ୧୦:୪୫ ସମୟରେ ପ୍ରଧାନମନ୍ତ୍ରୀ ଥିରୁବନନ୍ତପୁରମରେ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଶିଳାନ୍ୟାସ ଏବଂ ଉଦ୍ଘାଟନ କରିବେ । ଏହି ଅବସରରେ ସେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।Cabinet approves equity support to Small Industries Development Bank of India
January 21st, 12:17 pm
The Union Cabinet, chaired by PM Modi, has approved equity support of Rs. 5,000 crore to the Small Industries Development Bank of India (SIDBI). This will be infused into SIDBI by the Department of Financial Services (DFS) in three tranches, with the number of MSMEs to be provided financial assistance expected to reach 102 lakh by the end of FY 2028. This will result in an estimated employment generation of 1.12 crore.କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 11th, 02:45 pm
ଗୁଜରାଟର ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ଉପମୁଖ୍ୟମନ୍ତ୍ରୀ ହର୍ଷ ସଂଘଭି, ଗୁଜରାଟ ସରକାରଙ୍କ ଅନ୍ୟାନ୍ୟ ମନ୍ତ୍ରୀଗଣ , ସଂସଦ ଏବଂ ବିଧାନସଭାର ସଦସ୍ୟ, ମହାମହିମ , ଶିଳ୍ପ ଜଗତର ପ୍ରତିନିଧି, ଅନ୍ୟ ସମ୍ମାନିତ ଅତିଥିଗଣ , ମହିଳା ଏବଂ ଭଦ୍ର ଲୋକମାନୋରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
January 11th, 02:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ରାଜକୋଟଠାରେ କଚ୍ଛ ଏବଂ ସୌରାଷ୍ଟ୍ର କ୍ଷେତ୍ର ପାଇଁ ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀକୁ ଉଦଘାଟନ କରିଛନ୍ତି। ଏହି ଅବସରରେ ଉପସ୍ଥିତ ଜନସାଧାରଣଙ୍କୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ, 2026 ବର୍ଷ ଆରମ୍ଭ ପରେ ଏହା ତାଙ୍କର ପ୍ରଥମ ଗୁଜରାଟ ଗସ୍ତ। ସେ ଏହା ଉପରେ ଆଲୋକପାତ କରି କହିଥିଲେ, ସକାଳେ ସେ ଭଗବାନ ସୋମନାଥଙ୍କ ଦିବ୍ୟ ଦର୍ଶନ କରିଥିଲେ ଏବଂ ବର୍ତ୍ତମାନ ରାଜକୋଟରେ ଏକ ମହାନ କାର୍ଯ୍ୟକ୍ରମରେ ଯୋଗ ଦେଉଛନ୍ତି। ‘ବିକାଶ ଭି, ବୀରାସତ ଭି’ (ଐତିହ୍ୟକୁ ନେଇ ବିକାଶ) ମନ୍ତ୍ର ସବୁଠି ଗୁଞ୍ଜରିତ ହେଉଛି। ଭାଇବ୍ରାଣ୍ଟ ଗୁଜରାଟ ଆଞ୍ଚଳିକ ସମ୍ମିଳନୀରେ ଯୋଗଦେବା ପାଇଁ ଦେଶ ଏବଂ ବିଶ୍ୱରୁ ଆସିଥିବା ସମସ୍ତ ସହକର୍ମୀଙ୍କୁ ସେ ସ୍ୱାଗତ କରିଥିଲେ ଏବଂ ଶୁଭେଚ୍ଛା ଜଣାଇଥିଲେ।PM to inaugurate National Conference on “Strengthening Legal Aid Delivery Mechanisms” on 8th November
November 06th, 02:50 pm
PM Modi will inaugurate the National Conference on “Strengthening Legal Aid Delivery Mechanisms” on 8th November, 2025. During the programme, Prime Minister will launch the Community Mediation Training Module prepared by the National Legal Services Authority (NALSA). The two-day Conference, organised by NALSA, will deliberate on key aspects of the legal services framework.ଉଦୀୟମାନ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ ନବସୃଜନ ସମ୍ମିଳନୀ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 03rd, 11:00 am
ଆମ ମଧ୍ୟରେ ଉପସ୍ଥିତ ଦେଶର ବିଜ୍ଞାନ ଏବଂ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡକ୍ଟର ଜିତେନ୍ଦ୍ର ସିଂହ, ଭାରତ ସରକାରଙ୍କ ପ୍ରମୁଖ ବୈଜ୍ଞାନିକ ପରାମର୍ଶଦାତା ଅଜୟ କୁମାର ସୁଦ, ନୋବେଲ ପୁରସ୍କାର ବିଜେତା ସାର ଆଣ୍ଡ୍ରେ ଗାଇମ, ସମସ୍ତ ବୈଜ୍ଞାନିକ, ଉଦ୍ଭାବକ, ଶିକ୍ଷାବିତ୍, ଭାରତ ଏବଂ ବିଦେଶର ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ସଜ୍ଜନଗଣ!ଉଦୀୟମାନ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଓ ନବସୃଜନ ସମ୍ମିଳନୀ ୨୦୨୫କୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
November 03rd, 10:30 am
ଏକବିଂଶ ଶତାବ୍ଦୀକୁ ଅଭୂତପୂର୍ବ ପରିବର୍ତ୍ତନର ସମୟ ଭାବରେ ବର୍ଣ୍ଣନା କରି ଶ୍ରୀ ମୋଦୀ କହିଛନ୍ତି ଯେ ବିଶ୍ୱ ବ୍ୟବସ୍ଥା ଏକ ପରିବର୍ତ୍ତନର ସମ୍ମୁଖୀନ ହେଉଛି, କିନ୍ତୁ ଏହି ପରିବର୍ତ୍ତନର ଗତି ସାଧାରଣ ନୁହେଁ, ବରଂ ଅସାଧାରଣ। ଏହି ପରିପ୍ରେକ୍ଷୀରେ, ଭାରତ ଆଗକୁ ବଢ଼ୁଛି ଏବଂ ଉଦୀୟମାନ ବିଜ୍ଞାନ, ପ୍ରଯୁକ୍ତିବିଦ୍ୟା ଏବଂ ନବସୃଜନ ସହିତ ଜଡିତ ବିଭିନ୍ନ ଦିଗ ଉପରେ ନିରନ୍ତର ଧ୍ୟାନ ଦେଉଛି। ଉଦାହରଣ ସ୍ୱରୂପ, ସେ ଗବେଷଣା ପାଣ୍ଠି କ୍ଷେତ୍ର ଉପରେ ଆଲୋକପାତ କରିଥିଲେ। ପ୍ରଧାନମନ୍ତ୍ରୀ ଜୟ ଜବାନ, ଜୟ କିଷାନର ପ୍ରସିଦ୍ଧ ଜାତୀୟ ଚିନ୍ତାଧାରାକୁ ମନେ ପକାଇ କହିଥିଲେ ଏବଂ କହିଥିଲେ ଯେ ଗବେଷଣା ଉପରେ ନୂତନ ଗୁରୁତ୍ୱ ଦେଇ, ଏହି ଚିନ୍ତାଧାରାରେ ଜୟ ବିଜ୍ଞାନ ଏବଂ ଜୟ ଅନୁସନ୍ଧାନ ଯୋଗ କରାଯାଇଛି । ସେ ସୂଚନା ଦେଇଥିଲେ ଯେ ଭାରତୀୟ ବିଶ୍ୱବିଦ୍ୟାଳୟଗୁଡ଼ିକରେ ଗବେଷଣା ଏବଂ ନବସୃଜନକୁ ପ୍ରୋତ୍ସାହିତ କରିବା ପାଇଁ ଜାତୀୟ ଗବେଷଣା ଫାଉଣ୍ଡେସନ ଫର ରିସର୍ଚ୍ଚ ପ୍ରତିଷ୍ଠା କରାଯାଇଛି। ଏହା ବ୍ୟତୀତ, ପ୍ରଧାନମନ୍ତ୍ରୀ ୧ ଲକ୍ଷ କୋଟି ଟଙ୍କାର ଆବଣ୍ଟନ ସହିତ ଗବେଷଣା, ବିକାଶ ଏବଂ ନବସୃଜନ ଯୋଜନା ଆରମ୍ଭ କରିବାର ଘୋଷଣା କରିଥିଲେ। ସେ କହିଥିଲେ ଯେ ଘରୋଇ କ୍ଷେତ୍ରରେ ଗବେଷଣା ଏବଂ ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ମଧ୍ୟ ପ୍ରୟାସ କରାଯାଉଛି। ପ୍ରଥମ ଥର ପାଇଁ, ଅଧିକ ବିପଦ ଥିବା ଓ ଉଚ୍ଚ-ପ୍ରଭାବ ସଂପନ୍ନ ପ୍ରକଳ୍ପ ପାଇଁ ପାଣ୍ଠି ଯୋଗାଇଦିଆଯାଉଛି, ଶ୍ରୀ ମୋଦୀ କହିଥିଲେ।ନୌବାଣିଜ୍ୟ ନେତାଙ୍କ ମୁମ୍ବାଇ ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 29th, 04:09 pm
ମହାରାଷ୍ଟ୍ର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ଜୀ, କେନ୍ଦ୍ରମନ୍ତ୍ରୀ ସର୍ବାନନ୍ଦ ସୋନୱାଲ ଜୀ, ଶାନ୍ତନୁ ଠାକୁରଜୀ, କୀର୍ତିବର୍ଦ୍ଧନ ସିଂହ ଜୀ, ମହାରାଷ୍ଟ୍ର ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଜୀ, ଅଜିତ ପାୱାର ଜୀ, ସିପିଂ ଓ ଅନ୍ୟାନ୍ୟ ବିଭାଗ ସହ ଜଡିତ ନେତା, ଭଦ୍ରମଣ୍ଡଳୀ ।