ଦିଲ୍ଲୀ ଯଶୋଭୂମି ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 08th, 10:15 am

ମୋ କ୍ୟାବିନେଟ ସହଯୋଗୀ ଜ୍ୟୋତିରାଦିତ୍ୟ ସିନ୍ଧିଆଜୀ, ରାଷ୍ଟ୍ରମନ୍ତ୍ରୀ ଚନ୍ଦ୍ରଶେଖର ପ୍ରେମାସାନିଜୀ, ବିଭିନ୍ନ ରାଜ୍ୟର ପ୍ରତିନିଧିଗଣ, ବିଦେଶାଗତ ଅତିଥି, ଟେଲିକମ ସେକ୍ଟର ସହ ଜଡିତ ସମସ୍ତ ମାନ୍ୟ ଗଣ୍ୟଗଣ, ବିଭିନ୍ନ କଲେଜରୁ ଆସିଥିବା ଯୁବ ବନ୍ଧୁଗଣ, ଭଦ୍ର ମହିଳା ଓ ଅନ୍ୟମାନେ ।

‘ଇଣ୍ଡିଆ ମୋବାଇଲ କଂଗ୍ରେସ ୨୦୨୫’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 08th, 10:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ନୂଆଦିଲ୍ଲୀ ଯଶୋଭୂମିଠାରେ ଏସିଆର ସର୍ବବୃହତ ଟେଲିକମ୍, ଗଣମାଧ୍ୟମ ଏବଂ ପ୍ରଯୁକ୍ତିବିଦ୍ୟା କାର୍ଯ୍ୟକ୍ରମ ‘ଇଣ୍ଡିଆ ମୋବାଇଲ୍ କଂଗ୍ରେସ’ (ଆଇଏମସି) ୨୦୨୫ର ୯ମ ସଂସ୍କରଣକୁ ଉଦଘାଟନ କରିଛନ୍ତି। ଇଣ୍ଡିଆ ମୋବାଇଲ୍ କଂଗ୍ରେସର ସ୍ୱତନ୍ତ୍ର ସଂସ୍କରଣରେ ଉପସ୍ଥିତ ସମସ୍ତ ବିଶିଷ୍ଟ ବ୍ୟକ୍ତିଙ୍କୁ ସ୍ୱାଗତ କରି ଶ୍ରୀ ମୋଦୀ ଉଲ୍ଲେଖ କରିଛନ୍ତି ଯେ, ଅନେକ ଷ୍ଟାର୍ଟଅପ୍ ଆର୍ଥିକ ଠକେଇ ନିବାରଣ, କ୍ୱାଣ୍ଟମ୍ ଯୋଗାଯୋଗ, ୬ଜି, ଅପ୍ଟିକାଲ୍ ଯୋଗାଯୋଗ ଏବଂ ସେମିକଣ୍ଡକ୍ଟର ସମେତ ଗୁରୁତ୍ୱପୂର୍ଣ୍ଣ ବିଷୟବସ୍ତୁ ଉପରେ ଉପସ୍ଥାପନା କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଏପରି ଗୁରୁତ୍ୱପୂର୍ଣ୍ଣ ବିଷୟଗୁଡ଼ିକ ଉପରେ ଉପସ୍ଥାପନା ଦେଖିବା ଦ୍ୱାରା, ଭାରତର ପ୍ରଯୁକ୍ତିବିଦ୍ୟା ଭବିଷ୍ୟତ ସକ୍ଷମ ହାତରେ ଥିବା ତାଙ୍କ ବିଶ୍ୱାସ ଆହୁରି ଦୃଢ଼ ହୁଏ। ସେ ଏହି କାର୍ଯ୍ୟକ୍ରମ ଏବଂ ସମସ୍ତ ନୂତନ ପଦକ୍ଷେପ ପାଇଁ ଶୁଭକାମନା ଜଣାଇଥିଲେ।

ଭାରତ ଏବଂ ଫିଲିପାଇନ୍ସ ମଧ୍ୟରେ ରଣନୀତିକ ଭାଗିଦାରୀ ପ୍ରତିଷ୍ଠା ଉପରେ ଘୋଷଣାନାମା

August 05th, 05:23 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଫିଲିପାଇନ୍ସ ରାଷ୍ଟ୍ରପତି ମହାମହିମ ଶ୍ରୀ ଫର୍ଡିନାଣ୍ଡ ଆର. ମାର୍କୋସ୍ ଜୁନିଅର ୪-୮ ଅଗଷ୍ଟ ୨୦୨୫ରେ ଭାରତ ଗସ୍ତ କରିଛନ୍ତି। ରାଷ୍ଟ୍ରପତି ମାର୍କୋସଙ୍କ ସହିତ ପ୍ରଥମ ମହିଳା, ମହାମହିମ ଲୁଇସ୍ ଆରାନେଟା ମାର୍କୋସ୍ ଏବଂ ଫିଲିପାଇନ୍ସର ଅନେକ କ୍ୟାବିନେଟ ମନ୍ତ୍ରୀ ଏବଂ ଏକ ଉଚ୍ଚସ୍ତରୀୟ ବ୍ୟବସାୟିକ ପ୍ରତିନିଧିମଣ୍ଡଳୀ ସମେତ ଏକ ଉଚ୍ଚସ୍ତରୀୟ ସରକାରୀ ପ୍ରତିନିଧି ଦଳ ମଧ୍ୟ ଉପସ୍ଥିତ ଥିଲେ।

PM Modi and Prime Minister of the United Kingdom meet with Indian and UK business leaders

July 24th, 07:38 pm

PM Modi and the UK PM Starmer met with business leaders from India and the UK. Interacting with the business leaders, they encouraged them to realise the full potential of opportunities flowing from the CETA for deepening trade, investment and innovation partnerships. Both leaders reaffirmed their commitment to supporting businesses and deepen the bonds of economic cooperation.

ଡିଜିଟାଲ ରୂପାନ୍ତରଣକୁ ଆଗେଇ ନେବା ପାଇଁ ଏସିଆନ-ଭାରତ ମିଳିତ ବିବୃତି

October 10th, 05:42 pm

10.10.2024 : ୧୦ ଅକ୍ଟୋବର ୨୦୨୪ରେ ଲାଓ ପିଡିଆରର ଭିଏଣ୍ଟିଆନେଠାରେ ୨୧ତମ ଏସିଆନ-ଭାରତ ଶିଖର ସମ୍ମିଳନୀ ଅବସରରେ ଏସିଆନ୍ ଆସୋସିଏସନ୍ ଅଫ୍ ସାଉଥଇଷ୍ଟ ଏସିଆନ୍ ନେସନ୍‌ସ (ଏସିଆନ) ଏବଂ ଭାରତ ଗଣତନ୍ତ୍ରର ସଦସ୍ୟ ରାଷ୍ଟ୍ର ଭାବରେ ଆମେ; ଏସିଆନ-ଭାରତ ବ୍ୟାପକ ରଣନୈତିକ ଭାଗିଦାରୀକୁ ପ୍ରୋତ୍ସାହିତ କରିବା ପାଇଁ ତଥା ୧୯୯୨ ମସିହାରେ ଏସିଆନ-ଭାରତ ଆଲୋଚନା ସମ୍ପର୍କ ପ୍ରତିଷ୍ଠା ପରଠାରୁ ଏସିଆନ-ଭାରତ ଆଲୋଚନା ସମ୍ପର୍କକୁ ଆଗେଇ ନେଉଥିବା ମୌଳିକ ନୀତି, ଅଂଶୀଦାର ମୂଲ୍ୟବୋଧ ଏବଂ ମାନଦଣ୍ଡ ଦ୍ୱାରା ପରିଚାଳିତ, ଏସିଆନ-ଭାରତ ସ୍ମାରକୀ ଶିଖର ସମ୍ମିଳନୀର ଭିଜନ ଷ୍ଟେଟମେଣ୍ଟ (୨୦୧୨), ଏସିଆନ-ଭାରତ ସ୍ମାରକୀ ଶିଖର ସମ୍ମିଳନୀର ଦିଲ୍ଲୀ ଘୋଷଣାନାମା (୨୦୧୮), ଏହି ଅଞ୍ଚଳରେ ଶାନ୍ତି, ସ୍ଥିରତା ଏବଂ ସମୃଦ୍ଧି ପାଇଁ ଭାରତ-ପ୍ରଶାନ୍ତ ମହାସାଗରରେ ଏସିଆନ୍ ଦୃଷ୍ଟିକୋଣରେ ସହଯୋଗ ଉପରେ ଏସିଆନ୍-ଭାରତ ମିଳିତ ବିବୃତି (୨୦୨୧), ଏସିଆନ-ଭାରତ ବ୍ୟାପକ ରଣନୈତିକ ଭାଗିଦାରୀ ଉପରେ ମିଳିତ ବିବୃତି (୨୦୨୨), ସାମୁଦ୍ରିକ ସହଯୋଗ ଉପରେ ଏସିଆନ-ଭାରତ ମିଳିତ ବିବୃତି (୨୦୨୩) ଏବଂ ସଙ୍କଟର ପ୍ରତିକ୍ରିୟାରେ ଖାଦ୍ୟ ସୁରକ୍ଷା ଏବଂ ପୋଷଣକୁ ସୁଦୃଢ଼ କରିବା ଉପରେ ଆସିଆନ-ଭାରତ ଯୁଗ୍ମ ନେତାଙ୍କ ବିବୃତି (୨୦୨୩); ଆମର ପ୍ରତିବଦ୍ଧତାକୁ ଦୋହରାଉଛୁ।

Start-ups are reflecting the spirit of New India: PM Modi during Mann Ki Baat

May 29th, 11:30 am

During Mann Ki Baat, Prime Minister Narendra Modi expressed his joy over India creating 100 unicorns. PM Modi said that start-ups were reflecting the spirit of New India and he applauded the mentors who had dedicated themselves to promote start-ups. PM Modi also shared thoughts on Yoga Day, his recent Japan visit and cleanliness.

ବିଦେଶରେ ଥିବା ଭାରତୀୟ ମିଶନ୍‌ଗୁଡିକର ମୁଖ୍ୟ ଏବଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରଗୁଡିକର ସମ୍ପୃକ୍ତ ପକ୍ଷଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତା ଓ କଥୋପକଥନ

August 06th, 06:31 pm

ଆଜି ଦେଶରେ ଯେଉଁ ସରକାର ଅଛନ୍ତି, ରାଜ୍ୟଗୁଡିକରେ ଯେଉଁ ସରକାର ଅଛନ୍ତି, ସେମାନେ ବ୍ୟବସାୟ ଜଗତର ଆବଶ୍ୟକତାଗୁଡିକୁ ହୃଦୟଙ୍ଗମ କରି ଆଗକୁ ବଢିବାର ପ୍ରୟାସ କରି ଚାଲିଛନ୍ତି । ଆତ୍ମନିର୍ଭର ଭାରତ, ଏହି ଅଭିଯାନ ଅଧିନରେ ଅନୁପାଳନକୁ ଅନେକ ମାତ୍ରାରେ କୋହଳ କରାଯାଇଛି । ଏହାଦ୍ୱାରା ଆର୍ଥିକ କାର୍ଯ୍ୟକଳାପର ସୁଚାରୂ ରୂପରେ ପରିଚାଳନା ସହଜ ହୋଇଛି । ୩ ଲକ୍ଷ କୋଟି ଟଙ୍କାର ଜରୁରୀ ଋଣ ସହାୟତା ଗ୍ୟାରେଂଟି ଯୋଜନା ଦ୍ୱାରା ଏମଏସଏମଇ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ କ୍ଷେତ୍ରଗୁଡିକୁ ଆଶ୍ୱସ୍ତି ମିଳିଛି । ପୁନରୁଦ୍ଧାର ଏବଂ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା ନିମନ୍ତେ ନିକଟରେ ଆଉ ଦେଢ ଲକ୍ଷ କୋଟି ଟଙ୍କା ମଞ୍ଜୁର କରାଯାଇଛି ।

ବିଦେଶରେ ଥିବା ଭାରତୀୟ ଦୂତାବାସର ମୁଖ୍ୟ ଏବଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରର ଅଂଶୀଦାରଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

August 06th, 06:30 pm

ପ୍ରଥମ ଥର ପାଇଁ କରାଯାଇଥିବା ଏକ ପ୍ରୟାସ ସ୍ବରୂପ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡ଼ିଓ କନଫରେନ୍ସ ଜରିଆରେ ବିଦେଶରେ ଥିବା ଭାରତୀୟ ଦୂତାବାସର ମୁଖ୍ୟ ଏବଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରର ଅଂଶୀଦାରଙ୍କ ସହିତ ଆଲୋଚନା କରିଛନ୍ତି। କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏହି ଆଲୋଚନା ସମୟରେ ଉପସ୍ଥିତ ଥିଲେ। ଏହି ଆଲୋଚନାରେ ମଧ୍ୟ କୋଡ଼ିଏରୁ ଅଧିକ ବିଭାଗର ସଚିବଗଣ, ରାଜ୍ୟ ସରକାରଙ୍କ ଅଧିକାରୀ, ରପ୍ତାନି ପ୍ରୋତ୍ସାହନ ପରିଷଦ ଓ ଚାମ୍ବର ଅଫ କମର୍ସର ସଦସ୍ୟମାନେ ଅଂଶଗ୍ରହଣ କରିଥିଲେ।

ଅଗଷ୍ଟ ୨ରେ ଡିଜିଟାଲ ପେମେଣ୍ଟ ସଲ୍ୟୁସନ ଇ-ରୁପି ଲଂଚ କରିବେ ପ୍ରଧାନମନ୍ତ୍ରୀ

July 31st, 08:24 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୨, ୨୦୨୧ରେ ଭିଡିଓ କନଫରେନ୍ସିଂ ମାଧ୍ୟମରେ ବ୍ୟକ୍ତି ଓ ଉଦ୍ଦେଶ୍ୟ ନିର୍ଦ୍ଦିଷ୍ଟ ଡିଜିଟାଲ ପେମେଣ୍ଟ ସଲ୍ୟୁସନ ଇ-ରୁପି ଲଂଚ କରିବେ ।

ଆର୍ଥିକ ସେବା ଯେତ୍ରରେ ବଜେଟର କାର୍ଯ୍ୟକାରୀତା ନେଇ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

February 26th, 12:38 pm

ପ୍ରଧାନମନ୍ତ୍ରୀ ଶ୍ରୀନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆର୍ଥିକ ସେବା ସମ୍ପର୍କିତ ବଜେଟ ବ୍ୟବସ୍ଥାଗୁଡିକୁ ପ୍ରଭାବଶାଳୀ ଢଙ୍ଗରେ ଲାଗୁ କରିବାକୁ ୱେବିନାରରେ ଉଦବୋଧନ ଦେଇଛନ୍ତି।

ଆର୍ଥିକ ସେବାକୁ ନେଇ ବଜେଟରେ ହୋଇଥିବା ବ୍ୟବସ୍ଥା ଗୁଡିକୁ ପ୍ରଭାବଶାଳୀ ଢଙ୍ଗରେ ଲାଗୁ ସମ୍ପର୍କରେ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

February 26th, 12:37 pm

ପ୍ରଧାନମନ୍ତ୍ରୀ ଶ୍ରୀନରେନ୍ଦ୍ର ମୋଦୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଆର୍ଥିକ ସେବା ସମ୍ପର୍କିତ ବଜେଟ ବ୍ୟବସ୍ଥାଗୁଡିକୁ ପ୍ରଭାବଶାଳୀ ଢଙ୍ଗରେ ଲାଗୁ କରିବାକୁ ୱେବିନାରରେ ଉଦବୋଧନ ଦେଇଛନ୍ତି।