India-New Zealand relations are at a turning point: PM Modi at the India-New Zealand Business Event
July 11th, 08:20 am
Desc: PM Modi interacted with leading CEOs and business leaders from India and New Zealand, highlighting the vast opportunities for trade, investment and innovation. He invited New Zealand businesses to partner India's growth story and help achieve the shared goal of doubling bilateral trade to NZD 7 billion by 2030.Prime Minister addresses business leaders in New Zealand
July 11th, 08:16 am
Desc: PM Modi interacted with leading CEOs and business leaders from India and New Zealand, highlighting the vast opportunities for trade, investment and innovation. He invited New Zealand businesses to partner India's growth story and help achieve the shared goal of doubling bilateral trade to NZD 7 billion by 2030.List of Outcomes: Prime Minister of Japan’s visit to India for the 16th India-Japan Annual Summit
July 02nd, 10:39 pm
The 16th India-Japan Annual Summit concluded with a comprehensive set of outcomes, including a Joint Declaration on Economic Security, Joint Statements on Artificial Intelligence and Energy Resilience, and 13 other agreements across clean energy, mobility, healthcare, critical minerals, AI, biotechnology, digital infrastructure and financial cooperation, further strengthening the India–Japan Special Strategic and Global Partnership.The trust of 140 crore Indians is our greatest strength and responsibility: PM Modi at the NDA Leaders’ Conclave
June 10th, 06:33 pm
PM Modi addressed the NDA Leaders' Conclave in New Delhi, highlighting the government's commitment to fulfilling the aspirations of 140 crore Indians and accelerating India's journey towards a Viksit Bharat. Speaking at the NDA Conclave at Bharat Mandapam after becoming the longest continuously serving elected Prime Minister of India, he said, To have the opportunity to serve Maa Bharti for such a long time is possible only through God's blessings. For me, 'Janta Janardan' is God.PM Modi addresses NDA Leaders' Conclave, reaffirms commitment to Viksit Bharat
June 10th, 06:30 pm
PM Modi addressed the NDA Leaders' Conclave in New Delhi, highlighting the government's commitment to fulfilling the aspirations of 140 crore Indians and accelerating India's journey towards a Viksit Bharat. Speaking at the NDA Conclave at Bharat Mandapam after becoming the longest continuously serving elected Prime Minister of India, he said, To have the opportunity to serve Maa Bharti for such a long time is possible only through God's blessings. For me, 'Janta Janardan' is God.ଇଟାଲୀ ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ
May 20th, 05:00 pm
ରୋମ ବିଶ୍ୱସ୍ତରରେ 'ଶାଶ୍ୱତ ନଗରୀ ' ଭାବରେ ଜଣାଶୁଣା। ଭାରତରେ, ମୋର ଲୋକସଭା ନିର୍ବାଚନମଣ୍ଡଳୀ କାଶୀକୁ ମଧ୍ୟ ଏକ ପ୍ରାଚୀନ ଏବଂ ଶାଶ୍ୱତ ନଗର ଭାବରେ ବିବେଚନା କରାଯାଏ। ଯେତେବେଳେ ଦୁଇଟି ସଭ୍ୟତା ଏକାଠି ହୁଅନ୍ତି, ସେତେବେଳେ ଆଲୋଚନା କେବଳ କାର୍ଯ୍ୟସୂଚୀରେ ସୀମିତ ହୋଇ ରହେ ନାହିଁ; ବରଂ, ଏଥିରେ ଇତିହାସର ଗଭୀରତା, ଭବିଷ୍ୟତ ପାଇଁ ଏକ ଦୃଷ୍ଟିକୋଣ ଏବଂ ବନ୍ଧୁତାର ସହଜତା - ଏ ତିନୋଟି ଏକାସାଥିରେ ପ୍ରତିଫଳିତ ହୁଏ।India-Europe partnership can deliver world-class outcomes: PM Modi at the European Round Table for the Industry
May 18th, 05:00 am
PM Modi addressed the European Round Table for Industry (ERT) in Gothenburg, Sweden, saying that the India-EU FTA could create new opportunities. He reiterated India’s vision of Design for India, Make in India and Export from India and invited European companies to deepen their engagement with India as a trusted and reliable economic partner. He concluded by suggesting that the India-Europe CEO Roundtable be held annually.ୟୁରୋପୀୟ ଶିଳ୍ପ ଗୋଲ ଟେବୁଲ ବୈଠକକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ
May 17th, 12:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ମଇ, ୨୦୨୬ରେ ଗୋଥେନବର୍ଗଠାରେ ଆୟୋଜିତ ୟୁରୋପୀୟ ଶିଳ୍ପ ଗୋଲଟେବୁଲ (ଇଆରଟି) ବୈଠକକୁ ସମ୍ବୋଧିତ କରିଛନ୍ତି । ଭଲଭୋ ଗ୍ରୁପ୍ ଦ୍ୱାରା ଆୟୋଜିତ ଏହି ଆଲୋଚନାରେ ସ୍ୱିଡେନର ପ୍ରଧାନମନ୍ତ୍ରୀ ଶ୍ରୀ ଉଲଫ୍ କ୍ରିଷ୍ଟରସନ୍; ୟୁରୋପୀୟ କମିଶନର ଅଧ୍ୟକ୍ଷା ଶ୍ରୀମତୀ ଉର୍ସୁଲା ଭନ୍ ଡେର୍ ଲେଏନ୍, ୟୁରୋପୀୟ ଶିଳ୍ପପତି ଏବଂ ଅଗ୍ରଣୀ ୟୁରୋପୀୟ ଏବଂ ଭାରତୀୟ କମ୍ପାନୀଗୁଡ଼ିକର ପ୍ରତିନିଧିମାନେ ଯୋଗଦେଇଥିଲେ।ଗୁଜରାଟର ସାନନ୍ଦରେ କେନ୍ସ ସେମିକନ୍ ପ୍ଲାଣ୍ଟର ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 31st, 01:05 pm
ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ, ରାଜ୍ୟର ଉପମୁଖ୍ୟମନ୍ତ୍ରୀ ଶ୍ରୀ ହର୍ଷ ଭାଇ ସଂଘଭି, କେନ୍ଦ୍ର କ୍ୟାବିନେଟ୍ରେ ମୋର ସହଯୋଗୀ ଅଶ୍ୱିନୀ ବୈଷ୍ଣବ ଜୀ, ରାଜ୍ୟ ମନ୍ତ୍ରୀ ଭାଇ ଅର୍ଜୁନ ମୋଧୱାଡିଆ ଜୀ, କେନ୍ସ ଏବଂ ଆଲଫା ଓମେଗା ସେମିକଣ୍ଡକ୍ଟରର ପ୍ରତିନିଧି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ଭଉଣୀ ଏବଂ ସଜ୍ଜନମାନେ ।ଗୁଜରାଟର ସାନନ୍ଦଠାରେ କେନ୍ସ ସେମିକଣ୍ଡକ୍ଟର ପ୍ଲାଣ୍ଟର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 31st, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ସାନନ୍ଦଠାରେ କେନ୍ସ ଟେକ୍ନୋଲୋଜି ସେମିକଣ୍ଡକ୍ଟର ପ୍ଲାଣ୍ଟକୁ ଉଦ୍ଘାଟନ କରି କାରଖାନାରେ ଉତ୍ପାଦନର ଶୁଭାରମ୍ଭ କରିଛନ୍ତି। ଫେବୃଆରୀ ୨୮ ତାରିଖରେ ମାଇକ୍ରୋନ୍ ପ୍ଲାଣ୍ଟରେ ଉତ୍ପାଦନ ଆରମ୍ଭ ସମୟରେ ସେ ସାନନ୍ଦରେ ଉପସ୍ଥିତ ଥିଲେ। ଠିକ୍ ଗୋଟିଏ ମାସ ପରେ ସେ ଏହି ସ୍ଥାନକୁ କେନ୍ସ ହାସଲ କରିଥିବା ଏହି ଗୁରୁତ୍ୱପୂର୍ଣ୍ଣ ସଫଳତା ପାଇଁ ପୁନର୍ବାର ଆସିଛନ୍ତି ବୋଲି ପ୍ରଧାନମନ୍ତ୍ରୀ କହିଥିଲେ। ଏହି ଅବସରରେ ଶ୍ରୀ ମୋଦୀ ଏହା ମଧ୍ୟ କହିଛନ୍ତି ଯେ, ଏହା କେବଳ ଏକ ସଂଯୋଗ ନୁହେଁ, ବରଂ ଭାରତର ସେମିକଣ୍ଡକ୍ଟର ଇକୋସିଷ୍ଟମ୍ କେତେ ଦ୍ରୁତ ଗତିରେ ବିକଶିତ ହେଉଛି, ଏହା ତାହାର ପ୍ରମାଣ।”"କୃଷି ଏବଂ ଗ୍ରାମୀଣ ପରିବର୍ତ୍ତନ" ଶୀର୍ଷକ ଉପରେ ଆୟୋଜିତ ବଜେଟ୍ ପରବର୍ତ୍ତୀ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 06th, 01:14 pm
ବଜେଟ୍ ୱେବିନାର୍ ସିରିଜ୍ର ତୃତୀୟ ୱେବିନାର୍ କୁ, ମୁଁ ଆପଣ ସମସ୍ତଙ୍କୁ ସ୍ୱାଗତ କରୁଛି। ଏହା ପୂର୍ବରୁ, ପ୍ରଯୁକ୍ତିବିଦ୍ୟା, ସଂସ୍କାର ଏବଂ ଆର୍ଥିକ ଅଭିବୃଦ୍ଧି ଭଳି ପ୍ରମୁଖ ବିଷୟ ଉପରେ ଦୁଇଟି ୱେବିନାର୍ ଅନୁଷ୍ଠିତ ହୋଇଯାଇଛି । ଆଜି, ଆମେ ଗ୍ରାମୀଣ ଅର୍ଥନୀତି ଏବଂ କୃଷି ଭଳି ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରଗୁଡ଼ିକ ଉପରେ ଆଲୋଚନା ହେଉଛି । ଆପଣମାନେ ସମସ୍ତେ ଆପଣଙ୍କର ମୂଲ୍ୟବାନ ପରାମର୍ଶ ସହିତ ବଜେଟ୍ ଗଠନରେ ଅନେକ ଅବଦାନ ଦେଇଛନ୍ତି, ଏବଂ ଆପଣ ଆପଣଙ୍କର ପରାମର୍ଶଗୁଡ଼ିକୁ ବଜେଟ୍ ରେ ପ୍ରତିଫଳିତ ହୋଇଥିବା ଦେଖିପାରୁଥିବେ, ଯାହା ବହୁତ ସହାୟକ ପ୍ରମାଣିତ ହୋଇଛି। କିନ୍ତୁ ଏବେ ବଜେଟ୍ ଆସିଯାଇଛି, ବର୍ତ୍ତମାନ ବଜେଟ୍ ପରେ ତାହାର ସଂପୂର୍ଣ୍ଣ ସମ୍ଭାବନାର ଲାଭ ଦେଶକୁ ମିଳୁ, ଏହି ଦିଗରେ ମଧ୍ୟ ଏହାକୁ ସାକାର କରିବା ପାଇଁ ଆପଣଙ୍କର ଅଭିଜ୍ଞତା, ପରାମର୍ଶ ଏବଂ ଏକ ସରଳ ପଦ୍ଧତି ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ଆମେ କିପରି ନିଶ୍ଚିତ କରିବା ଯେ ବଜେଟର ପ୍ରତ୍ୟେକ ଟଙ୍କା ଏହାର ଉଦ୍ଦେଶ୍ୟକୁ ହାସଲ କରୁଛି ? କିପରି ଆମେ ଏହାକୁ ଶୀଘ୍ର ସମ୍ଭବ କରି ପାରିବା ? ଏହି ୱେବିନାର୍ ପାଇଁ ଆପଣଙ୍କ ପରାମର୍ଶ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ରହିଛି ।କୃଷି ଓ ଗ୍ରାମୀଣ ରୂପାନ୍ତରଣ ଉପରେ ଆୟୋଜିତ ବଜେଟ୍ ପରବର୍ତ୍ତୀ ଓ୍ବେବିନାର୍ରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
March 06th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କୃଷି ଏବଂ ଗ୍ରାମୀଣ ରୂପାନ୍ତରଣ ବିଷୟ ଉପରେ ପର୍ଯ୍ୟବେଶିତ ତୃତୀୟ ବଜେଟ୍ ପରବର୍ତ୍ତୀ ୱେବିନାରକୁ ସମ୍ବୋଧିତ କରିଥିଲେ। ପ୍ରଯୁକ୍ତିବିଦ୍ୟା ଏବଂ ଅର୍ଥନୈତିକ ବିକାଶ ଉପରେ ପର୍ଯ୍ୟବେଶିତ ପୂର୍ବ ଅଧିବେଶନଗୁଡ଼ିକୁ ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ବଜେଟ୍ ଗଠନ ସମୟରେ ଅଂଶୀଦାରମାନେ ମୂଲ୍ୟବାନ ମତାମତ ପ୍ରଦାନ କରିଥିଲେ। ଏବେ, ବଜେଟ୍ ପରେ, ଦେଶ ଏହାର ପୂର୍ଣ୍ଣ ସମ୍ଭାବନାକୁ ବ୍ୟବହାର କରିବା ବି ସମାନ ଭାବରେ ଗୁରୁତ୍ୱପୂର୍ଣ୍ଣ, ଏବଂ ସେଥିପାଇଁ ଆପଣମାନଙ୍କ ପରାମର୍ଶ ବେଶ ଗୁରୁତ୍ବପୂର୍ଣ୍ଣ ଏବଂ ସେହି କାରଣରୁ ଏହି ୱେବିନାରଟି ମଧ୍ୟ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି ସେ କହିଥିଲେ ।Prime Minister meets with Prime Minister of Israel
February 26th, 08:56 pm
In Jerusalem, Prime Ministers Narendra Modi and Benjamin Netanyahu engaged in comprehensive discussions covering the entire gamut of the India-Israel partnership. Reflecting the deep trust and friendship between the two countries, the leaders decided to elevate the bilateral relationship to a Special Strategic Partnership for Peace, Innovation and Prosperity. The two leaders also discussed regional and global issues of mutual interest.Cabinet approves Startup India Fund of Funds 2.0 to Mobilize Venture Capital for India’s Startup Ecosystem
February 14th, 01:11 pm
The Union Cabinet chaired by PM Modi, has approved the establishment of the Startup India Fund of Funds 2.0 with a total corpus of Rs. 10,000 crore. Aligned with the national vision of Viksit Bharat @ 2047, the Fund represents the Government’s continued commitment to empowering entrepreneurs, fostering innovation and unlocking the full potential of India’s startup ecosystem.ମାଲେସିଆର ଭାରତୀୟ ସମୁଦାୟକୁ ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ
February 07th, 03:59 pm
ଏହି ସାମୁଦାୟିକ ସମାରୋହରେ ସାମିଲ ହୋଇଥିବାରୁ ସର୍ବପ୍ରଥମେ ମୁଁ ମୋର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ଅନଓ୍ୱର ଇବ୍ରାହିମଙ୍କୁ ଧନ୍ୟବାଦ ଜ୍ଞାପନ କରୁଛି। ଏବେ ଏବେ ଭାରତ-ମାଲେସିଆର ବନ୍ଧୁତ୍ୱର ବ୍ୟାପକତା ଓ ଭବିଷ୍ୟତର ସମ୍ଭାବନା ନେଇ ସେ ଯେଉଁ ସୁନ୍ଦର ଅଭିଭାଷଣ ରଖିଲେ, ସେଥିପାଇଁ ମଧ୍ୟ ମୁଁ ତାଙ୍କୁ ଧନ୍ୟବାଦ ଅର୍ପଣ କରୁଛି।ମାଲେସିଆର କ୍ୱାଲାଲମ୍ପୁର ଠାରେ ଏକ ଜନସଭାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 07th, 03:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମାଲେସିଆର କ୍ୱାଲାଲମ୍ପୁରରେ ଏକ ଜନ ସଭାରେ ଉଦବୋଧନ ଦେଇଛନ୍ତି । ଉପସ୍ଥିତ ଜନତାଙ୍କୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ କହିଛନ୍ତି, ସ୍ନେହପୂର୍ଣ୍ଣ ଅଭିବାଦନ ସାଧାରଣ ସଂସ୍କୃତିର ସୁନ୍ଦର ବିବିଧତାକୁ ପ୍ରତିଫଳିତ କରେ। ସେ ତାଙ୍କର ପ୍ରିୟ ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ଏହି ଜନ ସଭାରେ ଯୋଗଦେବା ପାଇଁ ଧନ୍ୟବାଦ ଜଣାଇଥିଲେ। ଶ୍ରୀ ମୋଦୀ କହିଥିଲେ, ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମ ତାଙ୍କୁ ସ୍ୱାଗତ କରିବା ପାଇଁ ବିମାନବନ୍ଦରକୁ ଆସିଥିଲେ ଏବଂ ତାଙ୍କ କାରରେ ତାଙ୍କୁ କାର୍ଯ୍ୟକ୍ରମରେ ଆଣିଥିଲେ। ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କ ଏହି ବିଶେଷ ଭାବନା ଭାରତ ଏବଂ ଉପସ୍ଥିତ ଲୋକଙ୍କ ପ୍ରତି ସ୍ନେହ ଓ ସମ୍ମାନକୁ ପ୍ରତିଫଳିତ କରେ ବୋଲି ପ୍ରଧାନମନ୍ତ୍ରୀ କହିଥିଲେ।No matter how many challenges there are, we have 140 crore solutions: PM Modi in Rajya Sabha
February 05th, 05:35 pm
PM Modi replied to the Motion of Thanks on the President’s Address in the Rajya Sabha. In his address, he highlighted that the President articulated the strength of every section and expressed faith in India’s bright future. Listing the government’s achievements over the past decade, he noted that while Congress viewed people as problems, the present government sees 140 crore Indians as the solution, with a focus on achieving a developed India by 2047.ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉତ୍ତର
February 05th, 05:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ରାଜ୍ୟସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଆଗତ ଧନ୍ୟବାଦ ପ୍ରସ୍ତାବ ଉପରେ ନିଜର ଉତ୍ତର ରଖିଛନ୍ତି। ଗୃହକୁ ସମ୍ବୋଧନ କରି ପ୍ରଧାନମନ୍ତ୍ରୀ ରାଷ୍ଟ୍ରପତିଙ୍କ ଅଭିଭାଷଣ ଲାଗି କୃତଜ୍ଞତା ଜଣାଇଥିଲେ ଓ କହିଥିଲେ ଯେ ଧନ୍ୟବାଦ ପ୍ରସ୍ତାବକୁ ସମର୍ଥନ କରିବା ତାଙ୍କ ପାଇଁ ଗର୍ବର ବିଷୟ। ସେ କହିଥିଲେ ଯେ ଗତ ଏକ ବର୍ଷରେ ବିକଶିତ ଭାରତ ଅଭିମୁଖୀ ଯାତ୍ରାରେ ଦ୍ରୁତ ପ୍ରଗତି ହୋଇଛି ଓ ପ୍ରତ୍ୟେକ କ୍ଷେତ୍ରରେ ଏବଂ ସମାଜର ସମସ୍ତ ବର୍ଗରେ ପରିବର୍ତ୍ତନ ଦୃଶ୍ୟମାନ ହୋଇଛି। ଦେଶ ସଠିକ୍ ଦିଗରେ ବହୁତ ଦ୍ରୁତ ଗତିରେ ଆଗକୁ ବଢ଼ୁଛି। ରାଷ୍ଟ୍ରପତି ଏହି ବିଷୟଗୁଡ଼ିକୁ ସମ୍ବେଦନଶୀଳତା ଏବଂ ସ୍ପଷ୍ଟତାର ସହିତ ଉପସ୍ଥାପନ କରିଥିଲେ ବୋଲି ଶ୍ରୀ ମୋଦୀ କହିଥିଲେ।ନୂଆଦିଲ୍ଲୀର କରିଅପ୍ପା ଗ୍ରାଉଣ୍ଡରେ ଏନ୍ସିସି ରାଲିରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 28th, 04:00 pm
କେନ୍ଦ୍ର କ୍ୟାବିନେଟର ମୋର ସହଯୋଗୀମାନେ, ଦେଶର ପ୍ରତିରକ୍ଷା ମନ୍ତ୍ରୀ ଶ୍ରୀ ରାଜନାଥ ସିଂ, ମଞ୍ଚରେ ଉପସ୍ଥିତ ସମସ୍ତ ମହାନ ବ୍ୟକ୍ତି, ସମଗ୍ର ଦେଶର ଏନ୍ସିସି ଏବଂ ଏନ୍ଏସ୍ଏସ୍ କ୍ୟାଡେଟ୍, ଡେବ୍ୟୁ କଳାକାର, ରାଷ୍ଟ୍ରୀୟ ରଙ୍ଗଶାଳାର ସହକର୍ମୀ ଏବଂ ମୋର ପ୍ରିୟ ଯୁବ ବନ୍ଧୁମାନେ । ଆପଣମାନଙ୍କ ସମସ୍ତଙ୍କ କଠିନ ପରିଶ୍ରମ ଏଠାରେ ଦୃଶ୍ୟମାନ ହେଉଛି । ତୁମେ ନିଜକୁ ବହୁତ ସମନ୍ୱିତ ଭାବରେ ପ୍ରଦର୍ଶନ କରିଛ ।ଦିଲ୍ଲୀରେ ଆୟୋଜିତ ବାର୍ଷିକ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
January 28th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଦିଲ୍ଲୀର କାରିଆପ୍ପା ପରେଡ୍ ଗ୍ରାଉଣ୍ଡରେ ବାର୍ଷିକ ଏନ୍ସିସି ପିଏମ୍ ରାଲିକୁ ସମ୍ବୋଧିତ କରିଛନ୍ତି। ଏନ୍ସିସି ଦିବସ ଅବସରରେ ସମାବେଶକୁ ଶୁଭେଚ୍ଛା ଜଣାଇ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, ଏନ୍ସିସି, ଏନ୍ଏସ୍ଏସ୍ କ୍ୟାଡେଟ୍, ଟାବ୍ଲୋ କଳାକାର, ଜାତୀୟ ରଙ୍ଗଶାଳାର ସାଥୀ ଏବଂ ସମଗ୍ର ଦେଶର ଯୁବ ଅଂଶଗ୍ରହଣକାରୀଙ୍କ ପ୍ରୟାସ ସେମାନଙ୍କର ସମନ୍ୱିତ ପ୍ରଦର୍ଶନରେ ସ୍ପଷ୍ଟ ଭାବରେ ଦୃଶ୍ୟମାନ ହେଉଛି। ଶ୍ରୀ ମୋଦୀ ଦୁଃଖର ସହିତ ଉଲ୍ଲେଖ କରିଛନ୍ତି ଯେ, ଆଜି ସକାଳେ ମହାରାଷ୍ଟ୍ରରେ ଘଟିଥିବା ଦୁଃଖଦ ବିମାନ ଦୁର୍ଘଟଣା ଯୋଗୁଁ ଏହି ଦିନଟି ବହୁତ ଦୁଃଖ ଆଣି ଦେଇଛି, ଯେଉଁଥିରେ ଉପମୁଖ୍ୟମନ୍ତ୍ରୀ ଶ୍ରୀ ଅଜିତ ପାୱାର ଏବଂ କିଛି ସହକର୍ମୀଙ୍କ ଜୀବନ ହାନୀ ହୋଇଛି। ଅଜିତ ଦାଦା ମହାରାଷ୍ଟ୍ର ଓ ଦେଶର ବିକାଶରେ, ବିଶେଷକରି ଗ୍ରାମୀଣ ଜୀବନକୁ ଉନ୍ନତ କରିବା ଦିଗରେ ଗୁରୁତ୍ୱପୂର୍ଣ୍ଣ ଅବଦାନ ଦେଇଥିଲେ। ଏଥି ସହିତ ପ୍ରଧାନମନ୍ତ୍ରୀ ଶ୍ରୀ ଅଜିତ ପାୱାରଙ୍କ ପରିବାର ପ୍ରତି ସମବେଦନା ପ୍ରକାଶ କରିଛନ୍ତି। ସେ କହିଛନ୍ତି ଯେ, ଏହି ଯନ୍ତ୍ରଣାର ମୁହୂର୍ତ୍ତରେ, ଦେଶ ଦୁର୍ଘଟଣାରେ ପ୍ରାଣ ହରାଇଥିବା ଲୋକଙ୍କ ପରିବାର ସହିତ ଠିଆ ହୋଇଛି। ପ୍ରଧାନମନ୍ତ୍ରୀ ଏହି ଦୁଃଖ ଓ ସମବେଦନାର ମୁହୂର୍ତ୍ତରେ, ବନ୍ଧୁ ରାଷ୍ଟ୍ରର କ୍ୟାଡେଟଙ୍କ ସମେତ ଉପସ୍ଥିତ ସମସ୍ତ କ୍ୟାଡେଟମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ଏବଂ ଏହି ବର୍ଷ ବାଳିକା କ୍ୟାଡେଟ୍ମାନଙ୍କ ବିପୁଳ ଅଂଶଗ୍ରହଣକୁ ସ୍ୱୀକାର କରିଛନ୍ତି।