PM condoles loss of lives in a mishap in Nalanda, Bihar

March 31st, 12:50 pm

The Prime Minister has expressed pain over the loss of lives caused by a stampede in Nalanda district of Bihar. Extending his heartfelt condolences to the families who lost their loved ones in the tragic incident, the Prime Minister also prayed for the swift recovery of those injured.

Prime Minister condoles the loss of lives in a fire incident in Palam, Delhi

March 18th, 02:45 pm

The Prime Minister has expressed deep sorrow over the tragic fire incident in Palam and has announced ex-gratia for the affected families.

Prime Minister condoles the loss of lives in a fire mishap in Indore, Madhya Pradesh

March 18th, 01:52 pm

The Prime Minister has expressed deep sorrow over the tragic fire incident in Indore and has announced ex-gratia for the affected families.

Prime Minister condoles the loss of lives due to a fire tragedy at a hospital in Jaipur, Rajasthan

October 06th, 09:58 am

Prime Minister, Shri Narendra Modi today condoled the loss of lives due to a fire tragedy at a hospital in Jaipur, Rajasthan.

ତେଲଙ୍ଗାନାର ସଙ୍ଗାରେଡ୍ଡୀରେ ହୋଇଥିବା ଅଗ୍ନିକାଣ୍ଡ ଯୋଗୁଁ ପ୍ରାଣହାନୀ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

June 30th, 02:33 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତେଲଙ୍ଗାନାର ସଙ୍ଗାରେଡ୍ଡୀରେ ଏକ କାରଖାନାରେ ହୋଇଥିବା ଅଗ୍ନିକାଣ୍ଡରେ ପ୍ରାଣ ହରାଇଥିବା ଲୋକଙ୍କ ପାଇଁ ଶୋକ ପ୍ରକାଶ କରିଛନ୍ତି । ଏହି ଅବସରରେ ସେ ପିଏମ୍‌ଏନ୍‌ଆର୍‌ଏଫ୍‌ରୁ ମୃତକଙ୍କ ପରିବାରଙ୍କ ପାଇଁ୨ ଲକ୍ଷ ଏବଂ ଆହତମାଙ୍କ ପାଇଁ ୫୦ ହଜାର ଟଙ୍କାର ସହାୟତା ରାଶି ପ୍ରଦାନ କରିବାକୁ ଘୋଷଣା କରିଛନ୍ତି ।

ମହାରାଷ୍ଟ୍ରର ସୋଲାପୁରରେ ଅଗ୍ନିକାଣ୍ଡରେ ପ୍ରାଣହାନୀ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

May 18th, 09:27 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ମହାରାଷ୍ଟ୍ରର ସୋଲାପୁରରେ ଘଟିଥିବା ଅଗ୍ନିକାଣ୍ଡ ଦୁର୍ଘଟଣାରେ ହୋଇଥିବା ପ୍ରାଣହାନୀ ଯୋଗୁଁ ଗଭୀର ଶୋକ ପ୍ରକାଶ କରିଛନ୍ତି । ପ୍ରଧାନମନ୍ତ୍ରୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା ମଧ୍ୟ କରିଛନ୍ତି ।

ତେଲଙ୍ଗାନାର ହାଇଦ୍ରାବାଦରେ ଅଗ୍ନିକାଣ୍ଡରେ ହୋଇଥିବା ପ୍ରାଣହାନୀ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

May 18th, 12:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ତେଲଙ୍ଗାନାର ହାଇଦ୍ରାବାଦରେ ଘଟିଥିବା ଅଗ୍ନିକାଣ୍ଡରେ ହୋଇଥିବା ପ୍ରାଣହାନୀ ଯୋଗୁଁ ଗଭୀର ଶୋକ ପ୍ରକାଶ କରିଛନ୍ତି । ଶ୍ରୀ ମୋଦୀ ଦୁର୍ଘଟଣାରେ ଆହତଙ୍କ ଆଶୁ ଆରୋଗ୍ୟ କାମନା ମଧ୍ୟ କରିଛନ୍ତି ।

ମୁମ୍ବାଇର ଗୋରେଗାଓଁରେ ଅଗ୍ନିକାଣ୍ଡରେ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀଙ୍କ ଶୋକ

October 06th, 12:50 pm

ମୁମ୍ବାଇର ଗୋରେଗାଓଁରେ ଘଟିଥିବା ଅଗ୍ନିକାଣ୍ଡରେ ଲୋକଙ୍କ ଜୀବନହାନି ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଶୋକବ୍ୟକ୍ତ କରିଛନ୍ତି । ପିଏମଏନଆରଏଫରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପାମୂଳକ ରାଶି ଏବଂ ଆହତଙ୍କ ପାଇଁ ୫୦ ହଜାର ଟଙ୍କା ଲେଖାଏ ସହାୟତା ପ୍ରଦାନ ପାଇଁ ପ୍ରଧାନମନ୍ତ୍ରୀ ଘୋଷଣା କରିଛନ୍ତି ।