Manipur is the crown jewel adorning the crest of Mother India: PM Modi in Imphal

September 13th, 02:45 pm

At the inauguration of projects worth over ₹1,200 crore in Imphal, PM Modi said a new phase of infrastructure growth has begun in Manipur. He noted that women empowerment is a key pillar of India’s development and Atmanirbhar Bharat, a spirit visible in the state. The PM affirmed his government’s commitment to peace and stability, stressing that return to a normal life is the top priority. He urged Manipur to stay firmly on the path of peace and progress.

PM Modi inaugurates multiple development projects worth over Rs 1,200 crore at Imphal, Manipur

September 13th, 02:30 pm

At the inauguration of projects worth over ₹1,200 crore in Imphal, PM Modi said a new phase of infrastructure growth has begun in Manipur. He noted that women empowerment is a key pillar of India’s development and Atmanirbhar Bharat, a spirit visible in the state. The PM affirmed his government’s commitment to peace and stability, stressing that return to a normal life is the top priority. He urged Manipur to stay firmly on the path of peace and progress.

ଉତ୍ତରାଖଣ୍ଡ ଗସ୍ତ କରି ବନ୍ୟା କ୍ଷୟକ୍ଷତିର ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

September 11th, 06:02 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୧ ସେପ୍ଟେମ୍ବର ୨୦୨୫ରେ ଡେରାଡୁନ ଗସ୍ତ କରି, ଉତ୍ତରାଖଣ୍ଡର ପ୍ରଭାବିତ ଅଞ୍ଚଳରେ ବନ୍ୟା, ବାଦଲଫଟା ବର୍ଷା ଏବଂ ଭୂସ୍ଖଳନରେ ସୃଷ୍ଟିତ କ୍ଷୟକ୍ଷତିର ସ୍ଥିତି ସମୀକ୍ଷା କରିଛନ୍ତି।

ପଞ୍ଜାବର ବନ୍ୟା ପ୍ରଭାବିତ ଅଞ୍ଚଳଗୁଡ଼ିକର ଆକାଶ ମାର୍ଗରେ ସର୍ଭେ କଲେ ପ୍ରଧାନମନ୍ତ୍ରୀ

September 09th, 05:34 pm

ପ୍ରଧାନମନ୍ତ୍ରୀ ଆକାଶ ମାର୍ଗରେ ପଞ୍ଜାବର ବନ୍ୟା ପ୍ରଭାବିତ ଅଞ୍ଚଳର ସର୍ଭେ କରିଥିଲେ। ପରେ, ସେ ଗୁରୁଦାସପୁରରେ ଅଧିକାରୀ ଏବଂ ନିର୍ବାଚିତ ଜନପ୍ରତିନିଧିମାନଙ୍କ ସହିତ ଏକ ସରକାରୀ ସମୀକ୍ଷା ବୈଠକ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦୀ ରିଲିଫ୍ ଏବଂ ପୁନର୍ବାସ ପଦକ୍ଷେପର ସମୀକ୍ଷା କରିଥିଲେ ଏବଂ ପଞ୍ଜାବରେ ବନ୍ୟା ଯୋଗୁଁ ହୋଇଥିବା କ୍ଷୟକ୍ଷତିର ମଧ୍ୟ ମୂଲ୍ୟାଙ୍କନ କରିଥିଲେ।

ହିମାଚଳ ପ୍ରଦେଶର ବନ୍ୟାପୀଡ଼ିତ ଅଞ୍ଚଳର ଆକାଶମାର୍ଗରୁ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ

September 09th, 03:01 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୯ ସେପ୍ଟେମ୍ବର ୨୦୨୫ରେ ହିମାଚଳ ପ୍ରଦେଶ ଗସ୍ତ କରି, ବନ୍ୟା ପ୍ରଭାବିତ ଅଞ୍ଚଳର ପରିସ୍ଥିତି ସହିତ ବାଦଲ ଫାଟିବା, ଭାରି ବର୍ଷା ଏବଂ ଭୂସ୍ଖଳନ ଯୋଗୁଁ ସୃଷ୍ଟ କ୍ଷୟକ୍ଷତିର ସମୀକ୍ଷା କରିଛନ୍ତି।

ପ୍ରଧାନମନ୍ତ୍ରୀ ଜମ୍ମୁ-କାଶ୍ମୀରର କିସ୍ତୱାରରେ ବାଦଲ ଫଟା ବର୍ଷା ଓ ବନ୍ୟାରେ ପ୍ରଭାବିତ ଲୋକଙ୍କ ପ୍ରତି ନିଜର ଏକତା ଦର୍ଶାଇଛନ୍ତି । ଯଥଅର୍ ସମ୍ଭବ ସହାୟତା ପାଇଁ ଆଶ୍ୱାସନା ଦେଇଛନ୍ତି

August 14th, 04:55 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜମ୍ମୁ-କାଶ୍ମୀରର କିସ୍ତୱାରରେ ବାଦଲ ଫଟା ବର୍ଷା ଏବଂ ବନ୍ୟା ଯୋଗୁ ହୋଇଥିବା କ୍ଷୟକ୍ଷତିରେ ଗଭୀର ଉଦବେଗ ପ୍ରକାଶ କରିଛନ୍ତି । ଏହି ପ୍ରାକୃତିକ ବିପତ୍ତି ଯୋଗୁ ପ୍ରଭାବିତ ହୋଇଥିବା ଲୋକମାନଙ୍କୁ ଅତି ଶୀଘ୍ର ସହାୟତା ଦେବାକୁ ଯଥାସମ୍ଭବ ପ୍ରଚେଷ୍ଟା ଜାରି ରହିଛି ।

ଆମେରିକାର ଟେକ୍ସାସରେ ଭୟଙ୍କର ବନ୍ୟାରେ ହୋଇଥିବା ଜୀବନହାନୀ ଘଟଣାରେ ଶୋକ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ

July 06th, 12:06 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆମେରିକାର ଟେକ୍ସାସରେହୋଇଥିବା ଭୟଙ୍କର ବନ୍ୟାରେ ହୋଇଥିବା ପ୍ରାଣହାନୀ, ବିଶେଷକରିପିଲାମାନଙ୍କ ମୃତ୍ୟୁ ପାଇଁ ଗଭୀର ଶୋକ ପ୍ରକାଶ କରିଛନ୍ତି ।

Institutional service has the ability to solve big problems of the society and the country: PM at the Karyakar Suvarna Mahotsav

December 07th, 05:52 pm

PM Modi addressed the Karyakar Suvarna Mahotsav in Ahmedabad via video conferencing. He highlighted the Karyakar Suvarna Mahotsav as a key milestone in 50 years of service by BAPS. He praised the initiative of connecting volunteers to service work, which began five decades ago and applauded the dedication of lakhs of BAPS workers.

ଅହମ୍ମଦାବାଦରେ କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

December 07th, 05:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଅହମ୍ମଦାବାଦରେ ଭିଡିଓ କନଫରେନ୍ସିଂ ଜରିଆରେ କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବକୁ ସମ୍ବୋଧିତ କରିଛନ୍ତି । ଉପସ୍ଥିତ ସମାବେଶକୁ ଉଦବୋଧନ ଦେଇ ସେ ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜ,ସତସଙ୍ଗୀ ପରିବାରର ଶ୍ରଦ୍ଧେୟ ସନ୍ଥ ଓ ସଦସ୍ୟମାନେ, ଗଣ୍ୟମାନ୍ୟ ବ୍ୟକ୍ତି ଓ ପ୍ରତିନିଧିମାନଙ୍କୁ ସ୍ୱାଗତ କରିଥିଲେ । କାର୍ଯ୍ୟକାର ସୁବର୍ଣ୍ଣ ମହୋତ୍ସବ ଅବସରରେ ଶ୍ରୀ ମୋଦୀ ଭଗବାନ ସ୍ୱାମୀ ନାରାୟଣଙ୍କୁ ପ୍ରଣିପାତ କରିବା ସହ କହିଥିଲେ, ଆଜି ମଧ୍ୟ ପ୍ରମୁଖ ସ୍ୱାମୀ ମହାରାଜଙ୍କ ୧୦୩ ତମ ଜୟନ୍ତୀ । ସେ କହିଥିଲେ, ଭଗବାନ ସ୍ୱାମୀ ନାରାୟଣଙ୍କ ଶିକ୍ଷା, ପ୍ରମୁଖ ସ୍ୱାମୀ ମହାରାଜଙ୍କ ସଂକଳ୍ପ ଆଜି ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜଙ୍କ ପ୍ରଗାଢ଼ ଉଦ୍ୟମ ଯୋଗୁ ଫଳ ଆଣିପାରିଛି । ପ୍ରାୟ ଏକ ଲକ୍ଷ କର୍ମୀଙ୍କ ସମାବେଶରେ ଏପରି ଏକ ବିଶାଳ କାର୍ଯ୍ୟକ୍ରମର ସାକ୍ଷୀ ହୋଇପାରିଥିବାରୁ ଶ୍ରୀ ମୋଦୀ ସନ୍ତୋଷ ପ୍ରକାଶ କରିଥିଲେ । ବ୍ୟକ୍ତିଗତ ଭାବେ ସେ କାର୍ଯ୍ୟକ୍ରମରେ ଉପସ୍ଥିତ ନଥିଲେ ମଧ୍ୟ ଯୁବକ ଓ ପିଲାମାନଙ୍କ ସାଂସ୍କୃତିକ କାର୍ଯ୍ୟକ୍ରମରୁ ଉତ୍ସବର ଉତ୍ସାହକୁ ଭଲ ଭ।।ବେ ଅନୁଭବ କରିପାରିଥିଲେ । ଏଭଳି ଭବ୍ୟ ଦିବ୍ୟ ସମାରୋହ ପାଇଁ ସେ ପରମ ପୂଜ୍ୟ ଗୁରୁ ହରି ମହନ୍ତ ସ୍ୱାମୀ ମହାରାଜ ଓ ସମସ୍ତ ସନ୍ଥଙ୍କୁ ଅଭିନନ୍ଦନ ଜଣାଇଥିଲେ ।

Prime Minister Narendra Modi meets with Prime Minister of Lao PDR

October 11th, 12:32 pm

Prime Minister Narendra Modi held bilateral talks with Prime Minister of Lao PDR H.E. Mr. Sonexay Siphandone in Vientiane. They discussed various areas of bilateral cooperation such as development partnership, capacity building, disaster management, renewable energy, heritage restoration, economic ties, defence collaboration, and people-to-people ties.

Cabinet approves Flood Management and Border Areas Programme (FMBAP) for the period 2021-26

February 21st, 11:36 pm

The Union Cabinet chaired by Prime Minister Shri Narendra Modi approved the proposal of Department of Water Resources, RD & GR for continuation of centrally sponsored Scheme, viz., “Flood Management and Border Areas Programme (FMBAP)” with total outlay of Rs. 4,100 crore for a period of 5 years from 2021-22 to 2025-26 (15th Finance Commission period).

ତାମିଲନାଡୁର ତିରୁଚିରାପଲ୍ଲୀରେ ଶିଳାନ୍ୟାସ ଏବଂ ଉନ୍ନୟନ ମୂଳକ କାର୍ଯ୍ୟର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 02nd, 12:30 pm

ତାମିଲନାଡୁ ର ରାଜ୍ୟପାଳ ଶ୍ରୀ ଆରଏନ ରବି ଜୀ, ମୁଖ୍ୟମନ୍ତ୍ରୀ ଶ୍ରୀ ଏମକେ ଷ୍ଟାଲିନ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହକର୍ମୀ ଜ୍ୟୋତିରାଦିତ୍ୟ ସିନ୍ଧିୟା ଜୀ ଏବଂ ଏହି ମାଟିର ସନ୍ତାନ ମୋର ସହଯୋଗୀ ଏଲ ମୁରୁଗନ ଜୀ, ତାମିଲନାଡୁ ସରକାରଙ୍କ ମନ୍ତ୍ରୀଗଣ, ସାଂସଦ ଏବଂ ବିଧାୟକଗଣ ଏବଂ ତାମିଲନାଡୁର ମୋ ପରିବାର ସଦସ୍ୟ!

ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା ତାମିଲନାଡୁର ତିରୁଚିରାପଲ୍ଲୀରେ ୨୦୦କୋଟି ଟଙ୍କାରୁ ଅଧିକ ମୂଲ୍ୟର ଏକାଧିକ ଉନ୍ନୟନ ମୂଳକ ପ୍ରକଳ୍ପର ଉଦଘାଟନ, ଓ ଶିଳାନ୍ୟାସ

January 02nd, 12:15 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ତାମିଲନାଡୁର ତିରୁଚିରାପଲ୍ଲୀଠାରେ ୨୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ବିକାଶ ମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କରିଛନ୍ତି । ତାମିଲନାଡୁରେ ରେଳ, ସଡକ, ତୈଳ, ଓଗ୍ୟାସ ଏବଂ ଜାହାଜ ଚଳାଚଳ୍ ଆଦି କ୍ଷେତ୍ରକୁ ଏହି ବିକାଶ ପ୍ରକଳ୍ପରେ ଅନ୍ତର୍ଭୁକ୍ତ କରାଯାଇଛି ।

Central Government continuously monitoring flood situation in Assam and working closely with State Government to provide all possible assistance: PM

June 23rd, 09:15 pm

Taking note of the flood in Assam, Prime Minister Narendra Modi said, The Central Government is continuously monitoring the flood situation in Assam and is working closely with the State Government to provide all possible assistance to overcome this challenge.

ଦେଶରେ ଗ୍ରୀଷ୍ମ ପ୍ରବାହ ମୁକାବିଲା ଏବଂ ମୌସୁମୀ ପ୍ରସ୍ତୁତିର ସ୍ଥିତି ସମୀକ୍ଷା ପାଇଁ ପ୍ରଧାନମନ୍ତ୍ରୀଙ୍କ ଉଚ୍ଚସ୍ତରୀୟ ବୈଠକ

May 05th, 08:09 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଏକ ଉଚ୍ଚସ୍ତରୀୟ ବୈଠକରେ ଦେଶରେ ଗ୍ରୀଷ୍ମ ପ୍ରବାହ ମୁକାବିଲା ଏବଂ ମୌସୁମୀ ପ୍ରସ୍ତୁତିର ସ୍ଥିତି ସମୀକ୍ଷା କରିଛନ୍ତି ।

ପ୍ରଧାନମନ୍ତ୍ରୀ PSLV C52 ମିଶନର ସଫଳ ଉତ୍‍କ୍ଷେପଣ ପାଇଁ ଭାରତୀୟ ମହାକାଶ ବିଜ୍ଞାନୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି

February 14th, 10:39 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ PSLV C52 ମିଶନର ସଫଳ ଉତ୍‍କ୍ଷେପଣ ପାଇଁ ଭାରତୀୟ ମହାକାଶ ବିଜ୍ଞାନୀମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ଗ୍ରାମୀଣ ବିକାଶ ଉପରେ କେନ୍ଦ୍ର ବଜେଟର ସକାରାତ୍ମକ ପ୍ରଭାବ ଉପରେ ଆୟୋଜିତ ୱେବିନାରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

January 23rd, 05:24 pm

Prime Minister Narendra Modi paid tribute to Netaji Subhas Chandra Bose on his 125th birth anniversary. Addressing the gathering, he said, The grand statue of Netaji, who had established the first independent government on the soil of India, and who gave us the confidence of achieving a sovereign and strong India, is being installed in digital form near India Gate. Soon this hologram statue will be replaced by a granite statue.

ଇଣ୍ଡିଆ ଗେଟ୍‌ ଠାରେ ନେତାଜୀଙ୍କ ହୋଲୋଗ୍ରାମ ପ୍ରତିମୂର୍ତ୍ତି ଅନାବରଣ କଲେ ପ୍ରଧାନମନ୍ତ୍ରୀ ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର ପ୍ରଦାନ କଲେ

January 23rd, 05:23 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇଣ୍ଡିଆଗେଟ୍‌ ଠାରେ ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ଏକ ହୋଲୋଗ୍ରାମ ପ୍ରତିମୂର୍ତ୍ତି ଅନାବରଣ କରିଛନ୍ତି। ନେତାଜୀଙ୍କର ପ୍ରତିମୂର୍ତ୍ତି କାମ ଶେଷ ନହେବା ପର୍ଯ୍ୟନ୍ତ ଏହି ହୋଲୋଗ୍ରାମ ମୂର୍ତ୍ତି ସେହି ସ୍ଥାନରେ ରହିବ । ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କର ଏକବର୍ଷ ବ୍ୟାପୀ ୧୨୫ତମ ଜୟନ୍ତୀ ପାଳନ ସମାପନ ଉପଲକ୍ଷେ ସମାନ ସ୍ଥାନରେ ନେତାଜୀଙ୍କର ମୂର୍ତ୍ତି ଉନ୍ମୋଚନ କରାଯିବ। ଏହି ଅବସରରେ ଆୟୋଜିତ ପୁରସ୍କାର ବିତରଣ ସମାରୋହରେ ପ୍ରଧାନମନ୍ତ୍ରୀ ମଧ୍ୟ ସୁଭାଷ ଚନ୍ଦ୍ର ବୋଷ ଆପଦା ପ୍ରବନ୍ଧନ ପୁରସ୍କାର ପ୍ରଦାନ କରିଥିଲେ । ୨୦୧୯, ୨୦୨୦, ୨୦୨୧ ଏବଂ ୨୦୨୨ ବର୍ଷ ପାଇଁ ଏହି ପୁରସ୍କାର ଦିଆଯାଇଥିଲା। ବିପର୍ଯ୍ୟୟ ପ୍ରଶମନ କ୍ଷେତ୍ରରେ ଅମୂଲ୍ୟ ଯୋଗଦାନ ଏବଂ ନିସ୍ୱାର୍ଥ ସେବା ପାଇଁ ବ୍ୟକ୍ତିବିଶେଷ ଓ ସଂଗଠନଗୁଡ଼ିକୁ ସମ୍ମାନିତ କରିବା ଲାଗି କେନ୍ଦ୍ର ସରକାରଙ୍କ ପକ୍ଷରୁ ଏହି ପୁରସ୍କାର ଆରମ୍ଭ କରାଯାଇଥିଲା।

ପ୍ରଧାନମନ୍ତ୍ରୀ ନଭେମ୍ବର ୫ ତାରିଖରେ କେଦାରନାଥ ଗସ୍ତ କରିବେ ଏବଂ ଶ୍ରୀ ଆଦି ଶଙ୍କରାଚାର୍ଯ୍ୟଙ୍କ ସମାଧିକୁ ଉଦଘାଟନ କରିବେ

October 28th, 06:17 pm

ପ୍ରଧାନମନ୍ତ୍ରୀ କେଦାରନାଥ ମନ୍ଦିରରେ ପ୍ରାର୍ଥନା କରିବେ । ଏହା ପରେ ସେ ଶ୍ରୀ ଆଦି ଶଙ୍କରାଚର୍ଯ୍ୟଙ୍କ ସମାଧି ଉଦଘାଟନ କରିବେ ଏବଂ ଶ୍ରୀ ଆଦି ଶଙ୍କରାଚାର୍ଯ୍ୟଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବେ । ୨୦୧୩ ବନ୍ୟାରେ କ୍ଷତିଗ୍ରସ୍ତ ହେବାପରେ ସମାଧିକୁ ପୁନଃ ର୍ନିମାଣ କରାଯାଉଛି । ସମଗ୍ର ନିର୍ମାଣ କାର୍ଯ୍ୟ ପ୍ରଧାନମନ୍ତ୍ରୀଙ୍କ ତତ୍ୱାବଧାନରେ ଚାଲିଛି, ଯିଏ ଏହି ପ୍ରକଳ୍ପର ଅଗ୍ରଗତି ଉପରେ ନିରନ୍ତର ନଜର ରଖିଛନ୍ତି ।

ରାଜ୍ୟର କିଛି ଅଞ୍ଚଳରେ ଆସିଥିବା ବନ୍ୟା ସ୍ଥିତି ସମ୍ପର୍କରେ ଆସାମ ମୁଖ୍ୟମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

August 31st, 10:52 am

ରାଜ୍ୟର କିଛି ଅଞ୍ଚଳରେ ଆସିଥିବା ବନ୍ୟାର ସ୍ଥିତି ସମ୍ପର୍କରେ ଜାଣିବା ପାଇଁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସାମ ମୁଖ୍ୟମନ୍ତ୍ରୀ ଶ୍ରୀ ହିମନ୍ତ ବିଶ୍ୱ ଶର୍ମାଙ୍କ ସହ ଆଲୋଚନା କରିଛନ୍ତି । ସ୍ଥିତିର ମୁକାବିଲା ପାଇଁ କେନ୍ଦ୍ର ତରଫରୁ ସମସ୍ତ ପ୍ରକାର ସହାୟତା ପ୍ରଦାନ କରାଯିବ ବୋଲି ପ୍ରଧାନମନ୍ତ୍ରୀ ପ୍ରତିଶ୍ରୁତି ଦେଇଛନ୍ତି ।