‘ମନ କି ବାତ’ର ୧୩୪ତମ ଅଧ୍ୟାୟରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 31st, 11:30 am
‘ମନ୍ କି ବାତ୍’ରେ ପୁଣିଥରେ ଆପଣମାନଙ୍କ ସହ ଯୋଡ଼ିହୋଇ ମୋତେ ବହୁତ ଖୁସି ଲାଗୁଛି । ଦେଶର ଭିନ୍ନ ଭିନ୍ନ ଅଞ୍ଚଳରେ ଆମ ଦେଶର ଲୋକେ ଦେଶ ହିତ, ସମାଜର ହିତ ପାଇଁ ଏଭଳି ଚମତ୍କାର କରୁଛନ୍ତି ଯେ ସେମାନଙ୍କ ବିଷୟରେ ଶୁଣିଲେ ଆମକୁ ନୂତନ ପ୍ରେରଣା ମିଳୁଛି । ଆଜିର କାର୍ଯ୍ୟକ୍ରମର ଆରମ୍ଭ ମୁଁ ଆଥଲେଟିକ୍ସରେ ଦେଶର ଏଭଳି ଗୋଟିଏ ଉପଲବ୍ଧିରୁ କରୁଛି । କିଛିଦିନ ପୂର୍ବେ ଝାଡ଼ଖଣ୍ଡର ରାଞ୍ଚିରେ ଜାତୀୟ ସିନିୟର ଆଥଲେଟିକ୍ସ ଫେଡେରେସନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା । ଏଥିରେ ସମଗ୍ର ଦେଶରୁ ଆସିଥିବା ପ୍ରାୟ ୮୦୦ ଖେଳାଳି ଅଂଶଗ୍ରହଣ କରିଥିଲେ । ଏଥିରେ ଚାରୋଟି ଭିନ୍ନ ଇଭେଣ୍ଟରେ ଚାରୋଟି ଜାତୀୟ ରେକର୍ଡ ଭଙ୍ଗ ହେଲା । ଗୁରିନ୍ଦରବୀର ସିଂ, ବିଶାଳ ଟିକେ, ତେଜସ୍ୱୀନ ଶଙ୍କର, ଦେବ୍ ମୀଣା ଏବଂ କୂଲଦୀପ କୁମାର । ଏହି ବନ୍ଧୁମାନେ ବିଭିନ୍ନ ଶ୍ରେଣୀରେ ନୂତନ ରେକର୍ଡ ସୃଷ୍ଟି କଲେ । ସର୍ବପ୍ରଥମେ ମୁଁ ଏମାନଙ୍କୁ ସମସ୍ତଙ୍କୁ ଅନେକ ଅନେକ ଅଭିନନ୍ଦନ ଜଣାଉଛି ।The future of farming lies not merely in "Produce More,” but in "Produce Better": PM Modi at FAO
May 20th, 11:00 pm
Accepting the Agricola Medal for 2026 from the FAO, PM Modi said the recognition reflected India’s commitment to human welfare, food security and sustainable development. He dedicated the honour to Indian farmers and the country’s agricultural scientific community. He also highlighted initiatives such as ‘Per Drop More Crop’, micro-irrigation and precision farming, which are guiding India’s agricultural policies.Prime Minister receives Agricola Medal from the Food and Agriculture Organization (FAO) of the United Nations in Rome
May 20th, 10:55 pm
Accepting the Agricola Medal for 2026 from the FAO, PM Modi said the recognition reflected India’s commitment to human welfare, food security and sustainable development. He dedicated the honour to Indian farmers and the country’s agricultural scientific community. He also highlighted initiatives such as ‘Per Drop More Crop’, micro-irrigation and precision farming, which are guiding India’s agricultural policies.ମନ କୀ ବାତରେ ଡିଜିଟାଲ ଜନଗଣନା 2027 ରେ ଭାଗ ନେବାକୁ ଦେଶବାସୀଙ୍କୁ ଅନୁରୋଧ କରିଛନ୍ତି ପ୍ରଧାନମନ୍ତ୍ରୀ ମୋଦୀ
April 26th, 11:30 am
ଚଳିତ ମାସର ମନ୍ କୀ ବାତ୍ ଏପିସୋଡରେ ପ୍ରଧାନମନ୍ତ୍ରୀ ମୋଦୀ ଆଣବିକ ଏବଂ ପବନ ଶକ୍ତି କ୍ଷେତ୍ରରେ ଭାରତର ଅଗ୍ରଗତି ଉପରେ ଆଲୋକପାତ କରିଥିଲେ । ସେ ଭଗବାନ୍ ବୁଦ୍ଧଙ୍କ ଶିକ୍ଷା, ବିଟିଂ ରିଟ୍ରିଟ୍ ସମାରୋହ, ପ୍ରକୃତି ସଂରକ୍ଷଣ, ବାଉଁଶ କ୍ଷେତ୍ର, ପ୍ରାଚୀନ ଗ୍ରନ୍ଥ ଏବଂ ଗାଣିତିକ ଅଲିମ୍ପିଆଡ୍ କାର୍ଯ୍ୟକ୍ରମ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ବିଷୟ ଉପରେ ମଧ୍ୟ ଆଲୋକପାତ କରିଥିଲେ । ଚାଲିଥିବା ଡିଜିଟାଲ ଜନଗଣନା ଅଭିଯାନ ବିଷୟରେ ମଧ୍ୟ ପ୍ରଧାନମନ୍ତ୍ରୀ କହିଥିଲେ ଏବଂ ଏହି ପ୍ରକ୍ରିୟାରେ ଅଂଶଗ୍ରହଣ କରିବାକୁ ସମସ୍ତଙ୍କୁ ଅନୁରୋଧ କରିଥିଲେ ।କୃଷି ଏବଂ କୃଷକମାନଙ୍କର ଗୁରୁତ୍ୱ ଉପରେ ଆଲୋକପାତ କରି ସଂସ୍କୃତ 'ସୁଭାଶିତମ୍ ’ ସେୟାର କରିଛନ୍ତି ପ୍ରଧାନମନ୍ତ୍ରୀ
April 20th, 08:36 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ଯେ କୃଷି ହେଉଛି ଆମ ସମୃଦ୍ଧିର ମୂଳଦୁଆ ଏବଂ କୃଷକ ଭାଇ ଓ ଭଉଣୀମାନେ ହେଉଛନ୍ତି ରାଷ୍ଟ୍ରର ଅନ୍ନଦାତା। ସେ ଉଲ୍ଲେଖ କରିଥିଲେ ଯେ ସେମାନଙ୍କର କଠିନ ପରିଶ୍ରମ ଏବଂ ସମର୍ପଣ ଦେଶର ପ୍ରଗତିକୁ ସୁନିଶ୍ଚିତ କରିଥାଏ।Spiritual centres like Sri Adichunchanagiri Mahasamsthana Matha are great contributions of this sacred land: PM Modi in Mandya
April 15th, 11:10 am
PM Modi inaugurated Sri Guru Bhairavaikya Mandira at Sri Kshetra Adichunchanagiri Mahasamsthana Math in Mandya, Karnataka. Addressing the gathering, he observed that the Math serve as a moral and spiritual compass for the region, praising the current leadership for advancing its rich legacy with renewed vigour. The PM also presented nine appeals to the citizens for the realisation of a Viksit Bharat.PM Modi inaugurates Sri Guru Bhairavaikya Mandira at Sri Kshetra Adichunchanagiri in Mandya, Karnataka
April 15th, 11:00 am
PM Modi inaugurated Sri Guru Bhairavaikya Mandira at Sri Kshetra Adichunchanagiri Mahasamsthana Math in Mandya, Karnataka. Addressing the gathering, he observed that the Math serve as a moral and spiritual compass for the region, praising the current leadership for advancing its rich legacy with renewed vigour. The PM also presented nine appeals to the citizens for the realisation of a Viksit Bharat.ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 28th, 12:15 pm
ଉଦଘାଟନ ହୋଇଗଲା ? ଉଦଘାଟନ ହୋଇଗଲା ? ନା, ଏବେ ଅଧା କାମ ହୋଇଛି। ମୁଁ କେବଳ ସେହି ପରଦା ହଟାଇଛି, କିନ୍ତୁ ଆଜି ମୁଁ ଚାହୁଁଛି ଯେ ଏହି ବିମାନବନ୍ଦରର ଉଦଘାଟନ ଅବସରରେ ଏଠାରେ ଯିଏ କେହି ଉପସ୍ଥିତ ଅଛନ୍ତି , ଆପଣମାନେ ସମସ୍ତେ ଏହା କରନ୍ତୁ , ଏବଂ ସେଥିପାଇଁ ଆପଣ ଆପଣଙ୍କର ମୋବାଇଲ୍ ଫୋନ୍ ବାହାର କରନ୍ତୁ ଏବଂ ମୋବାଇଲ୍ ଫୋନ୍ର ଫ୍ଲାସ୍ ଲାଇଟ୍କୁ ଅନ୍ କରନ୍ତୁ ଏବଂ ଭାବନ୍ତୁ ଆପଣ ଏହାର ଉଦ୍ଘାଟନ କରୁଛନ୍ତି । ଆପଣ ଦୀପ ଜାଳି ଏଠାରେ ଉପସ୍ଥିତ ଥିବା ପ୍ରତ୍ୟେକ ବ୍ୟକ୍ତି , ଆଜି ଏହି ବିମାନବନ୍ଦରର ଉଦଘାଟନ କରୁଛନ୍ତି। ଏହା ଆପଣଙ୍କର ସମ୍ପତ୍ତି, ଏହା ଆପଣଙ୍କର ଭବିଷ୍ୟତ, ଏହା ଆପଣଙ୍କର କଠିନ ପରିଶ୍ରମ ଏବଂ ସେଥିପାଇଁ ଏହାର ଉଦଘାଟନ ମଧ୍ୟ ଆପଣମାନଙ୍କ ହାତରେ କରାଯାଉଛି , ଆପଣ ଆପଣଙ୍କର ଭାରତ ମାତାର ଜୟ କହି, ହାତ ଉଠାଇ, ସମ୍ପୂର୍ଣ୍ଣ ଟର୍ଚ୍ଚଲାଇଟ୍ ଦେଖାନ୍ତୁ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଅନେକ - ଅନେକ ଧନ୍ୟବାଦ। ଏବେ ଉଦଘାଟନ ହୋଇଗଲା ।୧୧,୨୦୦ କୋଟି ଟଙ୍କା ନିବେଶରେ ନିର୍ମିତ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 28th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଜିଓ୍ବାରଠାରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଗର୍ବ ଓ ଆନନ୍ଦ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ବିକଶିତ ଉତ୍ତରପ୍ରଦେଶ ଓ ବିକଶିତ ଭାରତ ଅଭିଯାନ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡ଼ାଯାଇଛି। ଭାରତର ବୃହତ୍ତମ ରାଜ୍ୟ ଏବେ ସର୍ବାଧିକ ସଂଖ୍ୟକ ଅନ୍ତର୍ଜାତୀୟ ବିମାନବନ୍ଦର ଥିବା ରାଜ୍ୟମାନଙ୍କ ମଧ୍ୟରେ ଅନ୍ୟତମ ପାଲଟିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ସେ ଦୁଇଗୁଣ ଆନନ୍ଦ ଅନୁଭବ କରୁଛନ୍ତି, ପ୍ରଥମତଃ ସେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଓ ଏବେ ଉଦ୍ଘାଟନ ମଧ୍ୟ କରିଛନ୍ତି ଓ ଦ୍ବିତୀୟତଃ ଏହି ବିମାନବନ୍ଦରର ନାମ ଉତ୍ତରପ୍ରଦେଶ ସହିତ ସଂପର୍କିତ ରହିଛି। “ଏହି ରାଜ୍ୟ ମୋତେ ନିଜର ପ୍ରତିନିଧି ଭାବେ ସଂସଦକୁ ପଠାଇଥିଲା ଓ ଏହାର ନାମ ଏବେ ଏହି ଭବ୍ୟ ବିମାନବନ୍ଦର ସହ ଯୋଡ଼ି ହୋଇଛି।ସ୍ପେନ୍ ରାଷ୍ଟ୍ରପତି ଶ୍ରୀ ପେଡ୍ରୋ ସାଞ୍ଚେଜଙ୍କ ଭାରତ ଗସ୍ତ
February 18th, 05:08 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ, ସ୍ପେନ ରାଷ୍ଟ୍ରପତି ମହାମହିମ ଶ୍ରୀ ପେଡ୍ରୋ ସାଞ୍ଚେଜ୍ ୧୮ ରୁ ୧୯ ଫେବୃଆରୀ ୨୦୨୬ ପର୍ଯ୍ୟନ୍ତ ଏଆଇ ଇମ୍ପାକ୍ଟ ସମ୍ମିଳନୀ ୨୦୨୬ ରେ ଯୋଗଦେବା ପାଇଁ ଭାରତକୁ ଏକ ସରକାରୀ ଗସ୍ତରେ ଆସିଛନ୍ତି । ଏହା ତାଙ୍କର ଭାରତକୁ ଦ୍ୱିତୀୟ ସରକାରୀ ଗସ୍ତ। ପୂର୍ବରୁ ୨୦୨୪ରେ ୨୭ - ୨୯ ଅକ୍ଟୋବର ପର୍ଯ୍ୟନ୍ତ ସେ ଭାରତକୁ ଦ୍ୱିପାକ୍ଷିକ ଗସ୍ତରେ ପ୍ରଥମ ଥର ପାଇଁ ଆସିଥିଲେ। ତାଙ୍କ ସହିତ ସ୍ପେନର ଡିଜିଟାଲ ପରିବର୍ତ୍ତନ ଏବଂ ନାଗରିକ ସେବା ମନ୍ତ୍ରୀ ଶ୍ରୀ ଅସ୍କାର ଲୋପେଜ୍ ଆଗୁଏଡା ଏବଂ କୃଷି, ମତ୍ସ୍ୟ ଏବଂ ଖାଦ୍ୟ ମନ୍ତ୍ରୀ ଶ୍ରୀ ଲୁଇସ୍ ପ୍ଲାନାସ ପୁଚାଡେସ୍ ମଧ୍ୟ ଅଛନ୍ତି।ମିଳିତ ବିବୃତ୍ତି: ୟୁଏଇ ରାଷ୍ଟ୍ରପତି ମହାମହିମ ଶେଖ୍ ମହମ୍ମଦ ବିନ୍ ଜାୟେଦ ଅଲ୍ ନାହ୍ୟାନଙ୍କ ଭାରତ ଗସ୍ତ
January 19th, 08:10 pm
ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ, ସଂଯୁକ୍ତ ଆରବ ଏମିରେଟ୍ସର ରାଷ୍ଟ୍ରପତି, ମହାମହିମ ଶେଖ୍ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନ 19 ଜାନୁଆରୀ 2026 ରେ ଭାରତକୁ ସରକାରୀ ଗସ୍ତ କରିଛନ୍ତି । ଗତ ଦଶ ବର୍ଷ ମଧ୍ୟରେ ଏହା ମହାମହିମ ଶେଖ୍ ମହମ୍ମଦ ବିନ୍ ଜାଏଦ ଅଲ୍ ନାହ୍ୟାନଙ୍କ ପଞ୍ଚମ ଭାରତ ଗସ୍ତ ଏବଂ ୟୁଏଇର ରାଷ୍ଟ୍ରପତି ଭାବରେ ଭାରତକୁ ତାଙ୍କର ତୃତୀୟ ସରକାରୀ ଗସ୍ତ ଥିଲା।ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ଭାରତ-ରୁଷ ବ୍ୟବସାୟ ଫୋରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 05th, 03:45 pm
ପୀୟୁଷ ଜୀ ଯେପରି ଉଲ୍ଲେଖ କରିଥିବା ବିଭିନ୍ନ ବିଷୟଗୁଡ଼ିକୁ ଏବଂ ରାଷ୍ଟ୍ରପତିଙ୍କ ଦ୍ୱାରା ବର୍ଣ୍ଣିତ ସମ୍ଭାବନାଗୁଡ଼ିକୁ ବିଚାର କରି, ଆମେ ବହୁତ କମ୍ ସମୟ ମଧ୍ୟରେ ବିଶାଳ ଲକ୍ଷ୍ୟ ମଧ୍ୟ ହାସଲ କରିପାରିବା। ବ୍ୟବସାୟ ହେଉ କିମ୍ବା କୂଟନୀତି, ଯେକୌଣସି ସହଭାଗୀର ମୂଳଦୁଆ ହେଉଛି ପାରସ୍ପରିକ ବିଶ୍ୱାସ। ଏହି ବିଶ୍ୱାସ ହେଉଛି ଭାରତ-ରୁଷ ସମ୍ପର୍କର ସବୁଠାରୁ ବଡ଼ ଶକ୍ତି। ଏହା ଆମର ମିଳିତ ପ୍ରୟାସକୁ ଦିଗଦର୍ଶନ ଏବଂ ଗତି ପ୍ରଦାନ କରେ। ଏହା ହେଉଛି ଲଞ୍ଚ ପ୍ୟାଡ୍ ଯାହା ଆମକୁ ନୂତନ ସ୍ୱପ୍ନ ଏବଂ ଆକାଂକ୍ଷାକୁ ଆଗକୁ ବଢାଇବା ପାଇଁ ପ୍ରେରଣା ଦିଏ। ଗତ ବର୍ଷ, ରାଷ୍ଟ୍ରପତି ପୁଟିନ ଏବଂ ମୁଁ ୨୦୩୦ ସୁଦ୍ଧା ଦ୍ୱିପାକ୍ଷିକ ବାଣିଜ୍ୟରେ ୧୦୦ ବିଲିୟନ ଡଲାର ଅତିକ୍ରମ କରିବାର ଲକ୍ଷ୍ୟ ରଖିଥିଲୁ। କିନ୍ତୁ ଗତକାଲିଠାରୁ ରାଷ୍ଟ୍ରପତି ପୁଟିନଙ୍କ ସହ ମୋର ଆଲୋଚନା ଏବଂ ଆମେ ଦେଖୁଥିବା ସମ୍ଭାବନାକୁ ଆଧାର କରି, ମୁଁ ଭାବୁନାହିଁ ଯେ, ଆମକୁ ଆଉ ୨୦୩୦ ପର୍ଯ୍ୟନ୍ତ ଅପେକ୍ଷା କରିବାକୁ ପଡିବ। ମୁଁ ତାହା ସ୍ପଷ୍ଟ ଭାବରେ ଦେଖିପାରୁଛି। ଆମେ ନିର୍ଦ୍ଧାରିତ ସମୟ ପୂର୍ବରୁ ସେହି ଲକ୍ଷ୍ୟ ହାସଲ କରିବା ପାଇଁ ଦୃଢ଼ ସଂକଳ୍ପ ସହିତ ଆଗକୁ ବଢ଼ୁଛୁ, ଏବଂ ମୋର ଆତ୍ମବିଶ୍ୱାସ ବୃଦ୍ଧି ପାଉଛି। ଶୁଳ୍କ ଏବଂ ଅଣ-ଶୁଳ୍କ ବାଧା ହ୍ରାସ କରାଯାଉଛି।ଭାରତ - ରୁଷିଆ ବ୍ୟବସାୟିକ ଫୋରମରେ ରୁଷ ରାଷ୍ଟ୍ରପତିଙ୍କ ସହ ମିଳିତ ବିବୃତ୍ତି ପ୍ରଦାନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 05th, 03:30 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ରୁଷ ରାଷ୍ଟ୍ରପତି ମହାମହିମ ଶ୍ରୀ ଭ୍ଲାଦିମିର ପୁଟିନଙ୍କ ସହ ଭାରତ – ରୁଷ ବ୍ୟବସାୟିକ ଫୋରମକୁ ସମ୍ବୋଧିତ କରିଥିଲେ। ତାଙ୍କର ବକ୍ତବ୍ୟ ଉପସ୍ଥାପନ କରି ପ୍ରଧାନମନ୍ତ୍ରୀ ମହାମହିମ ରାଷ୍ଟ୍ରପତି ପୁଟିନ, ଭାରତ ଏବଂ ବିଦେଶରୁ ଆସିଥିବା ନେତୃବୃନ୍ଦ ତଥା ସମସ୍ତ ମାନ୍ୟବର ଅତିଥିମାନଙ୍କୁ ସ୍ୱାଗତ କରିଥିଲେ। ପ୍ରଧାନମନ୍ତ୍ରୀ କହିଥିଲେ ଯେ, ଭାରତ ରୁଷ ବ୍ୟବସାୟିକ ଫୋରମ ରାଷ୍ଟ୍ରପତି ପୁଟିନଙ୍କ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପକୁ ପ୍ରତିଫଳିତ କରୁଛି, ଯିଏ ଏହି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପାଇଁ ଏକ ବୃହତ୍ ପ୍ରତିନିଧିମଣ୍ଡଳୀକୁ ସାଙ୍ଗରେ ଆଣିଛନ୍ତି। ପ୍ରଧାନମନ୍ତ୍ରୀ ସମସ୍ତ ଉପସ୍ଥିତ ଲୋକଙ୍କୁ ତାଙ୍କର ହୃଦୟସ୍ପର୍ଶୀ ସ୍ୱାଗତକୁ ଆଲୋକପାତ କରି ପ୍ରକାଶ କରିଥିଲେ ଯେ, ସେମାନଙ୍କ ଗହଣରେ ରହିବା ଏକ ଅତ୍ୟନ୍ତ ଆନନ୍ଦର ମୁହୂର୍ତ୍ତ। ଶ୍ରୀ ମୋଦୀ ଫୋରମରେ ଯୋଗଦାନ କରି ତାଙ୍କର ଅମୂଲ୍ୟ ଚିନ୍ତାଧାରା ବାଣ୍ଟି ଥିବାରୁ ତାଙ୍କ ବନ୍ଧୁ ରାଷ୍ଟ୍ରପତି ପୁଟିନଙ୍କୁ ଗଭୀର କୃତଜ୍ଞତା ଜଣାଇଥିଲେ। ସେ ଜୋର ଦେଇଥିଲେ ଯେ, ବ୍ୟବସାୟ ପାଇଁ ସରଳୀକୃତ ଏବଂ ପୂର୍ବାନୁମାନଯୋଗ୍ୟ ବ୍ୟବସ୍ଥା ସୃଷ୍ଟି କରାଯାଉଛି ଏବଂ ସେ ଏହା ମଧ୍ୟ ଉଲ୍ଲେଖ କରିଥିଲେ ଯେ, ଭାରତ ଏବଂ ୟୁରେସିଆନ ଅର୍ଥନୈତିକ ସଂଘ ମଧ୍ୟରେ ଏକ ମୁକ୍ତ ବାଣିଜ୍ୟ ଚୁକ୍ତିନାମା ଉପରେ ଆଲୋଚନା ଆରମ୍ଭ ହୋଇଛି।India is continuously contributing to global food security: PM Modi at World Food India 2025
September 25th, 06:16 pm
In his address at World Food India 2025, PM Modi highlighted that global investors are looking towards India with great optimism. Reiterating his message from the Red Fort, the PM declared that this is the right time to invest in and expand in India. He emphasized that the government has established 10,000 FPOs since 2014, connecting lakhs of small farmers and bringing India’s agricultural persity to every household.ୱାର୍ଲ୍ଡ ଫୁଡ୍ ଇଣ୍ଡିଆ 2025 ସମାରୋହକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 25th, 06:15 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତ ମଣ୍ଡପମରେ ୱାର୍ଲ୍ଡ ଫୁଡ୍ ଇଣ୍ଡିଆ 2025 ଅବସରରେ ଏକ ସମାରୋହକୁ ସମ୍ବୋଧିତ କରିଛନ୍ତି। କାର୍ଯ୍ୟକ୍ରମ ଅବସରରେ ପ୍ରଧାନମନ୍ତ୍ରୀ କହିଥିଲେ, ଏହି କାର୍ଯ୍ୟକ୍ରମରେ କୃଷକ, ଉଦ୍ୟୋଗୀ, ନିବେଶକ, ଉଦ୍ଭାବକ ଏବଂ ଗ୍ରାହକ ସମସ୍ତେ ଏକତ୍ର ଉପସ୍ଥିତ ହୋଇଛନ୍ତି, ଯାହା ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ସମାରୋହକୁ ନୂତନ ସମ୍ପର୍କ, ନୂତନ ସଂଯୋଗ ଏବଂ ସୃଜନଶୀଳତାର ଏକ ମଞ୍ଚରେ ପରିଣତ କରିଛି। ପ୍ରଧାନମନ୍ତ୍ରୀ କହିଥିଲେ, ସେ କିଛି ସମୟ ପୂର୍ବରୁ ବିଭିନ୍ନ ପ୍ରଦର୍ଶନୀ ପରିଦର୍ଶନ କରିଛନ୍ତି ଏବଂ ପୁଷ୍ଟିସାର, ତୈଳ ବ୍ୟବହାର ହ୍ରାସ ଏବଂ ପ୍ୟାକେଜ୍ ହୋଇଥିବା ଉତ୍ପାଦଗୁଡ଼ିକର ସୁସ୍ଥତା ବୃଦ୍ଧି ଉପରେ ମୁଖ୍ୟତଃ ଧ୍ୟାନ ଦିଆଯିବା ଖୁସିର ବିଷୟ। ପ୍ରଧାନମନ୍ତ୍ରୀ କାର୍ଯ୍ୟକ୍ରମର ସମସ୍ତ ଅଂଶଗ୍ରହଣକାରୀଙ୍କୁ ତାଙ୍କର ଅଭିନନ୍ଦନ ଏବଂ ଶୁଭେଚ୍ଛା ଜଣାଇଥିଲେ।‘ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୫’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ
September 24th, 06:33 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୫ ତାରିଖ ସନ୍ଧ୍ୟା ପ୍ରାୟ ୬ଟା ୧୫ ମିନିଟରେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ‘ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୫’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଟେଲିଫୋନ ଯୋଗେ କଥାହେଲେ ଡେନମାର୍କ ପ୍ରଧାନମନ୍ତ୍ରୀ
September 16th, 07:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଡେନମାର୍କର ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡେରିକସେନଙ୍କ ସହ ଟେଲିଫୋନ ଯୋଗେ ଆଲୋଚନା କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ୨୦୨୪ ବ୍ୟାଚର ଆଇଏଫ୍ଏସ୍ ଶିକ୍ଷାନବୀଶ
August 19th, 08:34 pm
ଆଜି ସକାଳେ ଭାରତୀୟ ବୈଦେଶିକ ସେବା (ଆଇଏଫ୍ଏସ୍)ର ୨୦୨୪ ବ୍ୟାଚ ଶିକ୍ଷାନବୀଶମାନେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ତାଙ୍କ ବାସଭବନ ୭, ଲୋକ କଲ୍ୟାଣ ମାର୍ଗରେ ସାକ୍ଷାତ କରିଥିଲେ । ୨୦୨୪ ବ୍ୟାଚରେ ବିଭିନ୍ନ ରାଜ୍ୟ ଏବଂ କେନ୍ଦ୍ର ଶାସିତ ପ୍ରଦେଶରୁ ୩୩ ଜଣ ଆଇଏଫ୍ଏସ୍ ଶିକ୍ଷାନବୀଶ ଅଛନ୍ତି ।୭ ଅଗଷ୍ଟରେ ନୂଆଦିଲ୍ଲୀରେ ଏମ୍ଏସ୍ ସ୍ୱାମୀନାଥନ ଶତବାର୍ଷିକୀ ଅର୍ନ୍ତଜାତୀୟ ସମ୍ମିଳନୀକୁ ଉଦ୍ଘାଟନ କରିବେ ପ୍ରଧାନମନ୍ତ୍ରୀ
August 06th, 12:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଗଷ୍ଟ ୭ ତାରିଖ ସକାଳ ପ୍ରାୟ ୯ଟାରେ ନୂଆଦିଲ୍ଲୀର ଆଇସିଏଅ।।ର୍ ପିୟୁଏସ୍ଏ୍ ଠାରେ ଏମ୍ଏସ୍ ସ୍ୱାମୀନାଥନ ଶତବାର୍ଷିକୀ ଅନ୍ତର୍ଜାତୀୟ ସମ୍ମିଳନୀକୁ ଉଦ୍ଘାଟନ କରିବେ । ସେ ଏହି ଅବସରରେ ଉପସ୍ଥିତ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।ମିଳିତ ଘୋଷଣାନାମା: ଭାରତ ଓ ବ୍ରାଜିଲ – ଉଚ୍ଚତର ହିତ ସାଧନ ନିମନ୍ତେ ଦୁଇ ମହାନ୍ ରାଷ୍ଟ୍ର
July 09th, 05:55 am
ଭାରତ ସାଧାରଣତନ୍ତ୍ରର ପ୍ରଧାନମନ୍ତ୍ରୀ ମହାନୁଭବ ଶ୍ରୀ ନରେନ୍ଦ୍ର ମୋଦୀ ଜୁଲାଇ ୮, ୨୦୨୫ ତାରିଖ ଦିନ ବ୍ରାଜିଲ ଗସ୍ତ କରିଥିଲେ । ବ୍ରାଜିଲ ସଂଘୀୟ ପ୍ରଜାତନ୍ତ୍ରର ରାଷ୍ଟ୍ରପତି ମହାନୁଭବ ଶ୍ରୀ ଲୁଇଜ୍ ଇନାସିଓ ଲୁଲା ଦା ସିଲଭାଙ୍କ ଆମନ୍ତ୍ରଣକ୍ରମେ ଶ୍ରୀ ମୋଦୀ ଏହି ଗସ୍ତରେ ଆସିଥିଲେ । ଉଭୟ ରାଷ୍ଟ୍ରଙ୍କ ମଧ୍ୟରେ ନିବିଡ଼ ବନ୍ଧୁତା ଓ ସମ୍ପର୍କ ଯାହାକି ବ୍ରାଜିଲ–ଭାରତ ମଧ୍ୟରେ ଦୀର୍ଘ ଆଠ ଦଶନ୍ଧି ଧରି ପ୍ରଗାଢ଼ ଭାବରେ ରହିଆସିଛି । ୨୦୦୬ ମସିହାରେ ଏହା ଏକ ରଣନୀତିକ ସମ୍ପର୍କ ପର୍ଯ୍ୟାୟକୁ ଉନ୍ନୀତ ହୋଇଥିଲା ।