Cabinet approves integration and continuation of two schemes under umbrella scheme SARTHAK-PDS
May 27th, 02:53 pm
The Cabinet Committee on Economic Affairs (CCEA), chaired by PM Modi, has approved the continuation of SARTHAK PDS as an umbrella scheme with a Central outlay of ₹25,530 crore. Equipped with advanced technologies such as AI, ML, NLP and Blockchain, the scheme aims to ensure last-mile service delivery, minimize leakages and strengthen the nation’s commitment to food security under the NFSA.People are fed up off Congress and BRS' politics of nepotism: PM Modi in Hyderabad
May 10th, 06:05 pm
PM Modi addressed a massive public rally in Hyderabad, Telangana, where he spoke on India’s rising global stature, the significance of BJP’s recent electoral victories and the country’s collective responsibility during ongoing global economic and geopolitical challenges.PM Modi’s massive rally in Hyderabad focuses on self-reliance and a Viksit Telangana
May 10th, 06:00 pm
PM Modi addressed a massive public rally in Hyderabad, Telangana, where he spoke on India’s rising global stature, the significance of BJP’s recent electoral victories and the country’s collective responsibility during ongoing global economic and geopolitical challenges.ମଇ ୧୦ ରେ କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ ପ୍ରଧାନମନ୍ତ୍ରୀ
May 09th, 11:17 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୦ ମଇ, ୨୦୨୬ରେ କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ। ସକାଳ ପ୍ରାୟ ୧୧ଟାରେ ପ୍ରଧାନମନ୍ତ୍ରୀ ବେଙ୍ଗାଲୁରୁରେ 'ଦ ଆର୍ଟ ଅଫ୍ ଲିଭିଂ ’ ର ୪୫ତମ ବାର୍ଷିକୀ ସମାରୋହରେ ଅଂଶଗ୍ରହଣ କରିବେ ଏବଂ ଏହି ଅବସରରେ ଉପସ୍ଥିତ ଜନସଭାକୁ ସମ୍ବୋଧିତ କରିବେ। ଏହା ପରେ ପ୍ରଧାନମନ୍ତ୍ରୀ ହାଇଦ୍ରାବାଦ ଗସ୍ତ କରିବେ ଏବଂ ଅପରାହ୍ନ ପ୍ରାୟ ୩ଟାରେ ସେ ପ୍ରାୟ ୯୪୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶମୂଳକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ, ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ। ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ। ଅପରାହ୍ନ ପ୍ରାୟ ୩ଟା ୪୫ ମିନିଟରେ ପ୍ରଧାନମନ୍ତ୍ରୀ ହାଇଦ୍ରାବାଦର ସିନ୍ଧୁ ଡାକ୍ତରଖାନାକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ସମର୍ପିତ କରିବେ।ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 28th, 12:15 pm
ଉଦଘାଟନ ହୋଇଗଲା ? ଉଦଘାଟନ ହୋଇଗଲା ? ନା, ଏବେ ଅଧା କାମ ହୋଇଛି। ମୁଁ କେବଳ ସେହି ପରଦା ହଟାଇଛି, କିନ୍ତୁ ଆଜି ମୁଁ ଚାହୁଁଛି ଯେ ଏହି ବିମାନବନ୍ଦରର ଉଦଘାଟନ ଅବସରରେ ଏଠାରେ ଯିଏ କେହି ଉପସ୍ଥିତ ଅଛନ୍ତି , ଆପଣମାନେ ସମସ୍ତେ ଏହା କରନ୍ତୁ , ଏବଂ ସେଥିପାଇଁ ଆପଣ ଆପଣଙ୍କର ମୋବାଇଲ୍ ଫୋନ୍ ବାହାର କରନ୍ତୁ ଏବଂ ମୋବାଇଲ୍ ଫୋନ୍ର ଫ୍ଲାସ୍ ଲାଇଟ୍କୁ ଅନ୍ କରନ୍ତୁ ଏବଂ ଭାବନ୍ତୁ ଆପଣ ଏହାର ଉଦ୍ଘାଟନ କରୁଛନ୍ତି । ଆପଣ ଦୀପ ଜାଳି ଏଠାରେ ଉପସ୍ଥିତ ଥିବା ପ୍ରତ୍ୟେକ ବ୍ୟକ୍ତି , ଆଜି ଏହି ବିମାନବନ୍ଦରର ଉଦଘାଟନ କରୁଛନ୍ତି। ଏହା ଆପଣଙ୍କର ସମ୍ପତ୍ତି, ଏହା ଆପଣଙ୍କର ଭବିଷ୍ୟତ, ଏହା ଆପଣଙ୍କର କଠିନ ପରିଶ୍ରମ ଏବଂ ସେଥିପାଇଁ ଏହାର ଉଦଘାଟନ ମଧ୍ୟ ଆପଣମାନଙ୍କ ହାତରେ କରାଯାଉଛି , ଆପଣ ଆପଣଙ୍କର ଭାରତ ମାତାର ଜୟ କହି, ହାତ ଉଠାଇ, ସମ୍ପୂର୍ଣ୍ଣ ଟର୍ଚ୍ଚଲାଇଟ୍ ଦେଖାନ୍ତୁ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଅନେକ - ଅନେକ ଧନ୍ୟବାଦ। ଏବେ ଉଦଘାଟନ ହୋଇଗଲା ।୧୧,୨୦୦ କୋଟି ଟଙ୍କା ନିବେଶରେ ନିର୍ମିତ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 28th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଜିଓ୍ବାରଠାରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଗର୍ବ ଓ ଆନନ୍ଦ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ବିକଶିତ ଉତ୍ତରପ୍ରଦେଶ ଓ ବିକଶିତ ଭାରତ ଅଭିଯାନ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡ଼ାଯାଇଛି। ଭାରତର ବୃହତ୍ତମ ରାଜ୍ୟ ଏବେ ସର୍ବାଧିକ ସଂଖ୍ୟକ ଅନ୍ତର୍ଜାତୀୟ ବିମାନବନ୍ଦର ଥିବା ରାଜ୍ୟମାନଙ୍କ ମଧ୍ୟରେ ଅନ୍ୟତମ ପାଲଟିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ସେ ଦୁଇଗୁଣ ଆନନ୍ଦ ଅନୁଭବ କରୁଛନ୍ତି, ପ୍ରଥମତଃ ସେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଓ ଏବେ ଉଦ୍ଘାଟନ ମଧ୍ୟ କରିଛନ୍ତି ଓ ଦ୍ବିତୀୟତଃ ଏହି ବିମାନବନ୍ଦରର ନାମ ଉତ୍ତରପ୍ରଦେଶ ସହିତ ସଂପର୍କିତ ରହିଛି। “ଏହି ରାଜ୍ୟ ମୋତେ ନିଜର ପ୍ରତିନିଧି ଭାବେ ସଂସଦକୁ ପଠାଇଥିଲା ଓ ଏହାର ନାମ ଏବେ ଏହି ଭବ୍ୟ ବିମାନବନ୍ଦର ସହ ଯୋଡ଼ି ହୋଇଛି।