ଫଳାଫଳ ତାଲିକା : ପ୍ରଧାନମନ୍ତ୍ରୀଙ୍କ ଇଥିଓପିଆ ଗସ୍ତ
December 16th, 10:41 pm
ଦ୍ୱିପାକ୍ଷିକ ସମ୍ପର୍କ ‘ରଣନୈତିକ ସହଭାଗୀତା’ ସ୍ତରକୁ ବୃଦ୍ଧି କରିବାଇଟାଲୀର ଉପ-ପ୍ରଧାନମନ୍ତ୍ରୀ ତଥା ବୈଦେଶିକ ବ୍ୟାପାର ଏବଂ ଅନ୍ତର୍ଜାତୀୟ ସହଯୋଗ ମନ୍ତ୍ରୀ ଶ୍ରୀ ଆଣ୍ଟୋନିଓ ତାଜାନୀଙ୍କୁ ସାକ୍ଷାତ କରିଛନ୍ତି ପ୍ରଧାନମନ୍ତ୍ରୀ
December 10th, 10:50 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଇଟାଲୀର ଉପ-ପ୍ରଧାନମନ୍ତ୍ରୀ ତଥା ବୈଦେଶିକ ବ୍ୟାପାର ଏବଂ ଅନ୍ତର୍ଜାତୀୟ ସହଯୋଗ ମନ୍ତ୍ରୀ ଶ୍ରୀ ଆଣ୍ଟୋନିଓ ତାଜାନୀଙ୍କୁ ସାକ୍ଷାତ କରିଛନ୍ତି।ଫଳାଫଳ ତାଲିକା : ଚିଲି ରାଷ୍ଟ୍ରପତିଙ୍କ ଭାରତ ଗସ୍ତ
April 01st, 06:45 pm
ଆଣ୍ଟାର୍କଟିକା ସହଯୋଗ ଉପରେ ଆଗ୍ରହ ପତ୍ରଭାରତ-ଚିଲି ମିଳିତ ବିବୃତ୍ତି
April 01st, 06:11 pm
ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଚିଲି ଗଣତନ୍ତ୍ରର ରାଷ୍ଟ୍ରପତି ମହାମହିମ ଶ୍ରୀ ଗାବ୍ରିଏଲ ବୋରିକ ଫଣ୍ଟ ଦୁଇ ଦେଶ ମଧ୍ୟରେ କୂଟନୈତିକ ସମ୍ପର୍କର ୭୬ ବର୍ଷ ପୂରଣ ଅବସରରେ ୨୦୨୫ ମସିହା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଛନ୍ତି। ରାଷ୍ଟ୍ରପତି ବୋରିକଙ୍କ ସହ ବୈଦେଶିକ ବ୍ୟାପାର, କୃଷି, ଖଣି, ମହିଳା ଏବଂ ଲିଙ୍ଗଗତ ସମାନତା ଏବଂ ସଂସ୍କୃତି, କଳା ଏବଂ ଐତିହ୍ୟ ମନ୍ତ୍ରୀ, ସଂସଦ ସଦସ୍ୟ, ବରିଷ୍ଠ ଅଧିକାରୀ ଏବଂ ବହୁ ସଂଖ୍ୟକ ବ୍ୟବସାୟିକ ମୁଖ୍ୟ ଅଛନ୍ତି। ନୂଆଦିଲ୍ଲୀ ବ୍ୟତୀତ ରାଷ୍ଟ୍ରପତି ବୋରିକ୍ ଆଗ୍ରା, ମୁମ୍ବାଇ ଏବଂ ବେଙ୍ଗାଲୁରୁ ଗସ୍ତ କରିବେ। ରାଷ୍ଟ୍ରପତି ବୋରିକଙ୍କର ଏହା ହେଉଛି ପ୍ରଥମ ଭାରତ ଗସ୍ତ। ନଭେମ୍ବର ୨୦୨୪ ରେ ରିଓ ଡି ଜେନେରିଓରେ ଜି-୨୦ ଶିଖର ସମ୍ମିଳନୀ ଅବସରରେ ଉଭୟ ରାଷ୍ଟ୍ରପତି ବୋରିକ୍ ଏବଂ ପ୍ରଧାନମନ୍ତ୍ରୀ ମୋଦୀ ପ୍ରଥମ ଥର ପାଇଁ ପରସ୍ପରକୁ ଭେଟିଥିଲେ।Japanese Foreign and Defense Ministers call on PM
August 19th, 10:16 pm
H.E. Ms. Yoko Kamikawa, Foreign Minister of Japan, and H.E. Mr. Minoru Kihara, Defense Minister of Japan, called on Hon’ble Prime Minister Shri Narendra Modi on 19th August 2024. Foreign Minister Kamikawa and Defense Minister Kihara are on a visit to India to hold the 3rd round of India-Japan 2+2 Foreign and Defense Ministerial meeting.Minister for Foreign Affairs of Nepal, H.E. Dr. Arzu Rana Deuba calls on the Prime Minister
August 19th, 10:14 pm
Nepal’s Minister of Foreign Affairs, Dr. Arzu Rana Deuba met Prime Minister Shri Narendra Modi today. Welcoming Dr. Deuba to India, Shri Modi remarked that he looked forward to continued momentum in the development partnership between India and Nepal.ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ ବିମ୍ସଟେକ୍ ବିଦେଶ ମନ୍ତ୍ରୀଗଣ
July 12th, 01:52 pm
ବିମ୍ସଟେକ୍ ସଦସ୍ୟ ରାଷ୍ଟ୍ରଗୁଡ଼ିକର ବିଦେଶ ମନ୍ତ୍ରୀମାନେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ମିଳିତ ଭାବେ ସାକ୍ଷାତ କରିଛନ୍ତି ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କଲା ଆମେରିକୀୟ କଂଗ୍ରେସର ପ୍ରତିନିଧି ମଣ୍ଡଳୀ
June 20th, 05:10 pm
ବୈଦେଶିକ ବ୍ୟାପାର ସଦନ କମିଟିର ଅଧ୍ୟକ୍ଷ ମାଇକେଲ୍ ମ୍ୟାକକଲ୍ଙ୍କ ନେତୃତ୍ୱରେ ସାତ ଜଣିଆ ସଦସ୍ୟ ବିଶିଷ୍ଟ ଆମେରିକୀୟ କଂଗ୍ରେସର ପ୍ରତିନିଧି ଦଳ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛି ।The dreams of crores of women, poor and youth are Modi's resolve: PM Modi
February 18th, 01:00 pm
Addressing the BJP National Convention 2024 at Bharat Mandapam, Prime Minister Narendra Modi said, “Today is February 18th, and the youth who have reached the age of 18 in this era will vote in the country's 18th Lok Sabha election. In the next 100 days, you need to connect with every new voter, reach every beneficiary, every section, every community, and every person who believes in every religion. We need to gain the trust of everyone.PM Modi addresses BJP Karyakartas during BJP National Convention 2024
February 18th, 12:30 pm
Addressing the BJP National Convention 2024 at Bharat Mandapam, Prime Minister Narendra Modi said, “Today is February 18th, and the youth who have reached the age of 18 in this era will vote in the country's 18th Lok Sabha election. In the next 100 days, you need to connect with every new voter, reach every beneficiary, every section, every community, and every person who believes in every religion. We need to gain the trust of everyone.ପରିଣାମର ଫଳାଫଳ : ତାଞ୍ଜାନିଆ ସଂଯୁକ୍ତ ଗଣରାଜ୍ୟର ରାଷ୍ଟ୍ରପତି ମହାମହିମ ସାମିଆ ସୁଲୁହୁ ହସନଙ୍କ ଭାରତକୁ ରାଜକୀୟ ଯାତ୍ରା (8-10 ଅକ୍ଟୋବର 2023)
October 09th, 07:00 pm
ଡିଜିଟାଲ୍ ରୂପାନ୍ତରଣ ପାଇଁ ଜନସଂଖ୍ୟା ଆଧାରରେ ସଫଳ ଡିଜିଟାଲ୍ ସମାଧାନ ଆଦାନ ପ୍ରଦାନ କ୍ଷେତ୍ରରେ ସହଯୋଗ ପାଇଁ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଏବଂ ୟୁନାଇଟେଡ୍ ରିପବ୍ଲିକ୍ ଅଫ୍ ତାଞ୍ଜାନିଆର ସୂଚନା, ଯୋଗାଯୋଗ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ମଧ୍ୟରେ ରାଜିନାମାଆମେରିକା ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବକ୍ତବ୍ୟ
September 22nd, 10:37 am
ମୁଁ ଯୁକ୍ତରାଷ୍ଟ୍ର ଆମେରିକାର ମହାମହିମ ରାଷ୍ଟ୍ରପତି ଜୋ ବାଇଡେନଙ୍କ ଆମନ୍ତ୍ରଣରେ ୨୦୨୧ ସେପ୍ଟେମ୍ବର ୨୨ରୁ ୨୫ ତାରିଖ ପର୍ଯ୍ୟନ୍ତ ଆମେରିକା ଗସ୍ତ କରିବି ।ସାଉଦି ଆରବର ବୈଦେଶିକ ମନ୍ତ୍ରୀ ପ୍ରିନ୍ସ ଫୈସଲ ବିନ୍ ଫରହାନ ଅଲ ସାଉଦ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି
September 20th, 09:44 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ସାଉଦି ଆରବର ବୈଦେଶିକ ମନ୍ତ୍ରୀ ପ୍ରିନ୍ସ ଫୈସଲ ବିନ୍ ଫରହାନ ଅଲ ସାଉଦଙ୍କୁ ଭେଟିଛନ୍ତି ।ଅଷ୍ଟ୍ରେଲିଆର ବୈଦେଶିକ ତଥା ମହିଳା ବିଭାଗ ମନ୍ତ୍ରୀ ମହାମହିମ ମାରିସ ପେନ ଓ ପ୍ରତିରକ୍ଷା ମନ୍ତ୍ରୀ ମହାମହିମ ପିଟର ଡଟନ ପ୍ରଧାନମନ୍ତ୍ରୀଙ୍କ ସହ ସାକ୍ଷାତ କଲେ
September 11th, 09:43 pm
ଅଷ୍ଟ୍ରେଲିଆର ବୈଦେଶିକ ତଥା ମହିଳା ବିଭାଗ ମନ୍ତ୍ରୀ ମହାମହିମ ମାରିସ ପେନ ଓ ପ୍ରତିରକ୍ଷା ମନ୍ତ୍ରୀ ମହାମହିମ ପିଟର ଡଟନ ଆଜି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ଅନୁଷ୍ଠିତ ପ୍ରଥମ ମନ୍ତ୍ରୀସ୍ତରୀୟ ୨+୨ କଥାବାର୍ତ୍ତା ସମାପନର ତୁରନ୍ତ ପରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି ।ବିଦେଶରେ ଥିବା ଭାରତୀୟ ମିଶନ୍ଗୁଡିକର ମୁଖ୍ୟ ଏବଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରଗୁଡିକର ସମ୍ପୃକ୍ତ ପକ୍ଷଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତା ଓ କଥୋପକଥନ
August 06th, 06:31 pm
ଆଜି ଦେଶରେ ଯେଉଁ ସରକାର ଅଛନ୍ତି, ରାଜ୍ୟଗୁଡିକରେ ଯେଉଁ ସରକାର ଅଛନ୍ତି, ସେମାନେ ବ୍ୟବସାୟ ଜଗତର ଆବଶ୍ୟକତାଗୁଡିକୁ ହୃଦୟଙ୍ଗମ କରି ଆଗକୁ ବଢିବାର ପ୍ରୟାସ କରି ଚାଲିଛନ୍ତି । ଆତ୍ମନିର୍ଭର ଭାରତ, ଏହି ଅଭିଯାନ ଅଧିନରେ ଅନୁପାଳନକୁ ଅନେକ ମାତ୍ରାରେ କୋହଳ କରାଯାଇଛି । ଏହାଦ୍ୱାରା ଆର୍ଥିକ କାର୍ଯ୍ୟକଳାପର ସୁଚାରୂ ରୂପରେ ପରିଚାଳନା ସହଜ ହୋଇଛି । ୩ ଲକ୍ଷ କୋଟି ଟଙ୍କାର ଜରୁରୀ ଋଣ ସହାୟତା ଗ୍ୟାରେଂଟି ଯୋଜନା ଦ୍ୱାରା ଏମଏସଏମଇ ଏବଂ ଅନ୍ୟାନ୍ୟ ଆନୁଷଙ୍ଗିକ କ୍ଷେତ୍ରଗୁଡିକୁ ଆଶ୍ୱସ୍ତି ମିଳିଛି । ପୁନରୁଦ୍ଧାର ଏବଂ ଅଭିବୃଦ୍ଧିକୁ ପ୍ରୋତ୍ସାହିତ କରିବା ନିମନ୍ତେ ନିକଟରେ ଆଉ ଦେଢ ଲକ୍ଷ କୋଟି ଟଙ୍କା ମଞ୍ଜୁର କରାଯାଇଛି ।ବିଦେଶରେ ଥିବା ଭାରତୀୟ ଦୂତାବାସର ମୁଖ୍ୟ ଏବଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରର ଅଂଶୀଦାରଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା
August 06th, 06:30 pm
ପ୍ରଥମ ଥର ପାଇଁ କରାଯାଇଥିବା ଏକ ପ୍ରୟାସ ସ୍ବରୂପ, ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭିଡ଼ିଓ କନଫରେନ୍ସ ଜରିଆରେ ବିଦେଶରେ ଥିବା ଭାରତୀୟ ଦୂତାବାସର ମୁଖ୍ୟ ଏବଂ ବ୍ୟବସାୟ ଓ ବାଣିଜ୍ୟ କ୍ଷେତ୍ରର ଅଂଶୀଦାରଙ୍କ ସହିତ ଆଲୋଚନା କରିଛନ୍ତି। କେନ୍ଦ୍ର ବାଣିଜ୍ୟ ମନ୍ତ୍ରୀ ଓ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏହି ଆଲୋଚନା ସମୟରେ ଉପସ୍ଥିତ ଥିଲେ। ଏହି ଆଲୋଚନାରେ ମଧ୍ୟ କୋଡ଼ିଏରୁ ଅଧିକ ବିଭାଗର ସଚିବଗଣ, ରାଜ୍ୟ ସରକାରଙ୍କ ଅଧିକାରୀ, ରପ୍ତାନି ପ୍ରୋତ୍ସାହନ ପରିଷଦ ଓ ଚାମ୍ବର ଅଫ କମର୍ସର ସଦସ୍ୟମାନେ ଅଂଶଗ୍ରହଣ କରିଥିଲେ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ବାଂଲାଦେଶ ବୈଦେଶିକ ମନ୍ତ୍ରୀ
February 07th, 11:48 am
ବାଂଲାଦେଶର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଏକେ ଅବଦୁଲ ମୋମେନ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି ।ଉତ୍ତର ପ୍ରଦେଶର ବାରଣାସୀଠାରେ 15ତମ ପ୍ରବାସୀ ଭାରତୀୟ ଦିବସ 2019 ସମ୍ମେଳନରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ
January 22nd, 11:02 am
ମରିସସର ପ୍ରଧାନମନ୍ତ୍ରୀ ମହାମହିମ, ପ୍ରବୀନ୍ଦ ଜଗନ୍ନାଥ ମହୋଦୟ, ତାଙ୍କ ପତ୍ନୀ ଶ୍ରୀମତୀ କବିତା ଜଗନ୍ନାଥ ମହୋଦୟା, ଉତ୍ତରପ୍ରଦେଶର ରାଜ୍ୟପାଳ ଶ୍ରୀମାନ ରାମ ନାଏକ ମହୋଦୟ, କେନ୍ଦ୍ରୀୟ ମନ୍ତ୍ରୀପରିଷଦରେ ମୋର ସହଯୋଗୀ ସୁଷମା ସ୍ୱରାଜ ମହାଶୟା, ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ ମହାଶୟ, ହରିୟାଣାର ମୁଖ୍ୟମନ୍ତ୍ରୀ ଶ୍ରୀ ମନୋହର ଲାଲ ମହୋଦୟ, ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ଶ୍ରୀ ତ୍ରିବେନ୍ଦ୍ର ସିଂହ ରାୱତ ମହାଶୟ, ମନ୍ତ୍ରୀପରିଷଦରେ ମୋର ସହଯୋଗୀ ଆଉ ସାରା ବିଶ୍ୱରୁ ଆସିଥିବା ଏବଂ କାଶୀ ଆସିଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ ।ବାରଣାସୀରେ ପ୍ରବାସୀ ଭାରତୀୟ ସମ୍ମିଳନୀର ପଞ୍ଚଦଶ ସଂସ୍କରଣକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
January 22nd, 11:02 am
ଆଜି ବାରଣାସୀର ଦିନଦୟାଲ ହସ୍ତକଳା ସଂକୁଳଠାରେ ପ୍ରବାସୀ ଭାରତୀୟ ଦିବସ ସମାରୋହର ପଞ୍ଚଦଶ ସଂସ୍କରଣର ପୂର୍ଣ୍ଣାଙ୍ଗ ଅଧିବେଶନକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଉଦଘାଟନ କରିଛନ୍ତି ।ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଫ୍ରାନ୍ସର ୟୁରୋପ ଓ ବିଦେଶ ବ୍ୟାପାର ମନ୍ତ୍ରୀ
December 15th, 02:03 pm
ଫ୍ରାନ୍ସର ୟୁରୋପ ଓ ବିଦେଶ ବ୍ୟାପାର ମନ୍ତ୍ରୀ ମିଷ୍ଟର ଜାଁ ଭେସ ଲି ଦ୍ରିଆନ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।