ଭାରତ-ସେଶେଲ୍ସ ଭାଗିଦାରୀ: ଉନ୍ନତ ଆପୋସ ସମ୍ପର୍କ ମାଧ୍ୟମରେ ଦୀର୍ଘସ୍ଥାୟିତ୍ୱ, ଆର୍ଥିକ ବିକାଶ ତଥା ସୁରକ୍ଷା ସୁଦୃଢ଼ୀକରଣର ମିଳିତ ରୂପରେଖ

February 09th, 03:28 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ସେଶେଲ୍ସ ଗଣରାଜ୍ୟର ରାଷ୍ଟ୍ରପତି ଡକ୍ଟର ପାଟ୍ରିକ୍ ହର୍ମିନି ୫ ରୁ ୧୦ ଫେବୃଆରୀ ୨୦୨୬ ପର୍ଯ୍ୟନ୍ତ ଭାରତ ଗସ୍ତରେ ଆସିଛନ୍ତି।

ସେଚେଲ୍ସ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି

February 09th, 01:00 pm

ରାଷ୍ଟ୍ରପତି ହର୍ମିନି ଏବଂ ତାଙ୍କ ପ୍ରତିନିଧିମଣ୍ଡଳକୁ ଭାରତରେ ସ୍ୱାଗତ କରି ମୁଁ ଅତ୍ୟନ୍ତ ଆନନ୍ଦ ଅନୁଭବ କରୁଛି ।

List of Outcomes: Official visit of the Prime Minister to Malaysia

February 08th, 11:05 am

The state visit of PM Modi to Malaysia resulted in several key MoUs and agreements covering disaster management, combating corruption, UN peacekeeping, semiconductors, insurance, education, security, health and medicine. An MoU for the Audio-Visual Co-production Agreement was signed and the report of the 10th Malaysia–India CEO Forum was also presented.

ମାଲେସିଆ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ ବିବୃତ୍ତି

February 08th, 08:35 am

ପ୍ରଥମେ, ମୁଁ ମୋର ଘନିଷ୍ଠ ବନ୍ଧୁ ପ୍ରଧାନମନ୍ତ୍ରୀ ଅନୱର ଇବ୍ରାହିମଙ୍କୁ ତାଙ୍କର ହୃଦୟସ୍ପର୍ଶୀ ଓ ଭବ୍ୟ ସ୍ୱାଗତ ପାଇଁ ସହୃଦୟତାର ସହିତ କୃତଜ୍ଞତା ଜଣାଉଛି। ଗତ ବର୍ଷ, ମୁଁ ଏସିଆନ୍ ଶିଖର ସମ୍ମିଳନୀ ପାଇଁ ମାଲେସିଆ ଯାତ୍ରା କରିପାରି ନଥିଲି। କିନ୍ତୁ ମୁଁ ମୋର ପ୍ରିୟ ବନ୍ଧୁଙ୍କୁ ପ୍ରତିଶ୍ରୁତି ଦେଇଥିଲି ଯେ, ମୁଁ ଯଥାଶୀଘ୍ର ମାଲେସିଆ ଗସ୍ତ କରିବି। ଆଜି, ୨୦୨୬ର ମୋର ପ୍ରଥମ ବିଦେଶ ଯାତ୍ରାରେ, ମୁଁ ମାଲେସିଆ ଆସିଛି।

India Malaysia Joint Statement on the occasion of the Official visit by Prime minister of India to Malaysia

February 08th, 08:30 am

At the invitation of Prime Minister of Malaysia, His Excellency, Dato’ Seri Anwar Ibrahim, His Excellency, Shri Narendra Modi, Prime Minister of the Republic of India, undertook an official visit to Malaysia from 7 to 8 February 2026. The visit reflected the deep-rooted friendship and enduring people-to-people ties, based on civilizational connections between the two countries. It reaffirmed the shared commitment of the two Leaders to further consolidate and expand the India–Malaysia Comprehensive Strategic Partnership.

India wants to take relationship with Malaysia to a new level: PM Modi at India and Malaysia delegation-level talks

February 08th, 08:20 am

During delegation-level talks with Malaysian PM Anwar Ibrahim, PM Modi expressed his happiness at receiving a warm welcome in Malaysia. He highlighted that India–Malaysia cooperation is deepening across every sector, from agriculture and manufacturing to clean energy and semiconductors. He noted that, as maritime neighbours, India and Malaysia must realise the full potential of their relationship.

ଡ. ଆଣ୍ଡ୍ରୁ ହୋଲନେସ୍ଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

September 05th, 10:52 pm

ଜାମାଇକା ପାର୍ଟିକୁ ନେତୃତ୍ୱ ଦେଇ କ୍ରମାଗତ ତୃତୀୟ ଥର ପାଇଁ ବିଜୟ ଆଣି ଥିବାରୁ, ଡ. ଆଣ୍ଡ୍ରୁ ହୋଲନେସ୍ଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ଶ୍ରୀ ମୋଦୀ କହିଛନ୍ତି, “ଭାରତ-ଜାମାଇକା ମଧ୍ୟରେ ବନ୍ଧୁତ୍ୱକୁ ଅଧିକ ଗଭୀର କରିବାକୁ ଏବଂ ଦୁଇ ଦେଶ ମଧ୍ୟରେ ସହଯୋଗକୁ ସୁଦୃଢ଼ କରିବାକୁ ଆଗ୍ରହୀ ।”

କ୍ୟାପ୍ଟେନ ବିଜୟକାନ୍ତଙ୍କ ସମାଜ ପ୍ରତି ସେବା ଉପରେ ଆଲୋକପାତ କଲେ ପ୍ରଧାନମନ୍ତ୍ରୀ

April 14th, 11:04 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କ୍ୟାପ୍ଟେନ ବିଜୟକାନ୍ତଙ୍କ ସହ ତାଙ୍କର ବନ୍ଧୁତା ଉପରେ ଆଲୋକପାତ କରିବା ସହ ସମାଜ ପ୍ରତି ତାଙ୍କର ଯୋଗଦାନକୁ ସ୍ମରଣ କରିଛନ୍ତି ।

ପ୍ରଧାନମନ୍ତ୍ରୀଙ୍କୁ 'ଶ୍ରୀଲଙ୍କା ମିତ୍ର ବିଭୂଷଣ' ସମ୍ମାନ

April 05th, 02:40 pm

05.04.2025 : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ରାଷ୍ଟ୍ରପତି ଦିଶାନାୟକେ 'ଶ୍ରୀଲଙ୍କା ମିତ୍ର ବିଭୂଷଣ' ସମ୍ମାନରେ ସମ୍ମାନିତ କରିଛନ୍ତି । କୃତଜ୍ଞତା ଜ୍ଞାପନ କରି ଶ୍ରୀ ମୋଦୀ କହିଛନ୍ତି ଯେ ଏହା ଭାରତ ଏବଂ ଶ୍ରୀଲଙ୍କାର ଜନସାଧାରଣଙ୍କ ମଧ୍ୟରେ ଗଭୀର ବନ୍ଧୁତା ଏବଂ ଐତିହାସିକ ସମ୍ପର୍କର ପ୍ରତୀକ ।

ନେପାଳର ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ ହୋଇଥିବାରୁ କେ ପି ଶର୍ମା ଓଲିଙ୍କୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅଭିନନ୍ଦନ

July 15th, 11:39 am

ନେପାଳର ପ୍ରଧାନମନ୍ତ୍ରୀ ଭାବେ ନିଯୁକ୍ତ ହୋଇଥିବାରୁ ଶ୍ରୀ କେ ପି ଶର୍ମା ଓଲିଙ୍କୁ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି । ଭାରତ ଓ ନେପାଳ ମଧ୍ୟରେ ବନ୍ଧୁତ୍ୱକୁ ସୁଦୃଢ଼ କରିବା ସହ ପାରସ୍ପରିକ ଉପଯୋଗୀ ସହଯୋଗିତା ଉପରେ ମିଳିତ ଭାବେ କାର୍ଯ୍ୟ କରିବାକୁ ସେ ଆଶା ପ୍ରକଟ କରିଛନ୍ତି ।

ଅଷ୍ଟ୍ରିଆର ଚାନ୍ସେଲରଙ୍କ ସହ ମିଳିତ ସାମ୍ବାଦିକ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବିବୃତି

July 10th, 02:45 pm

ମୁଁ ଚାନ୍ସେଲର ନେହମାରଙ୍କୁ ଉଦାର ସ୍ୱାଗତ ଏବଂ ଆତିଥେୟତା ପାଇଁ ଧନ୍ୟବାଦ ଦେଇ ନିଜ ବକ୍ତବ୍ୟ ଆରମ୍ଭ କରିବାକୁ ଚାହୁଁଛି । ମୁଁ ଖୁସି ଯେ ମୋର ତୃତୀୟ କାର୍ଯ୍ୟକାଳ ଆରମ୍ଭରେ ମୁଁ ଅଷ୍ଟ୍ରିଆ ଗସ୍ତ କରିବାର ସୁଯୋଗ ପାଇଲି । ମୋ ଗସ୍ତ ଐତିହାସିକ ତଥା ସ୍ୱତନ୍ତ୍ର । ୪୧ ବର୍ଷ ପରେ ପ୍ରଥମ ଥର ଜଣେ ଭାରତୀୟ ପ୍ରଧାନମନ୍ତ୍ରୀ ଅଷ୍ଟ୍ରିଆ ଗସ୍ତ କରିଛନ୍ତି। ଏହା ମଧ୍ୟ ଖୁସିର କଥା ଯେ ଏହି ଗସ୍ତ ଏପରି ଏକ ସମୟରେ ହେଉଛି ଯେତେବେଳେ ଆମ ପାରସ୍ପରିକ ସମ୍ପର୍କକୁ ୭୫ ବର୍ଷ ପୂରିଛି ।

ଆବୁ ଧାବି, ସଂଯୁକ୍ତ ଆରବ ଏମିରେଟସ୍‌ରେ ଅହଲାନ ମୋଦୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଉଦବୋଧନ

February 13th, 11:19 pm

ଆଜି ଆବୁ ଧାବିରେ ଆପଣମାନେ ଏକ ନୂତନ ଇତିହାସ ସୃଷ୍ଟି କରି ଦେଇଛନ୍ତି । ଆପଣମାନେ ସମସ୍ତେ ୟୁଏଇର କୋଣ ଅନୁକୋଣରୁ ଆସିଛନ୍ତି ଏବଂ ଭାରତର ଭିନ୍ନ ଭିନ୍ନ ରାଜ୍ୟରୁ ଆସିଛନ୍ତି, କିନ୍ତୁ ଆପଣ ସମସ୍ତଙ୍କ ହୃଦୟ ଯୋଡି ହୋଇଛି । ଏହି ଐତିହାସିକ ଷ୍ଟାଡିୟମ୍‌ରେ ପ୍ରତିଟି ସ୍ପନ୍ଦନ କହୁଛି – ଭାରତ- ୟୁଏଇ ବନ୍ଧୁତ୍ୱ ଜିନ୍ଦାବାଦ! ପ୍ରତିଟି ନିଶ୍ୱାସ କହୁଛି – ଭାରତ- ୟୁଏଇ ବନ୍ଧୁତ୍ୱ ଜିନ୍ଦାବାଦ । ପ୍ରତିଟି ଧ୍ୱନୀ କହୁଛି ଭାରତ-ୟୁଏଇ ବନ୍ଧୁତ୍ୱ ଜିନ୍ଦାବାଦ ! ହଁ... ଏହି କ୍ଷଣକୁ ବଂଚିଯିବାର ଅଛି... ମନ ଭରି ଅନୁଭବ କରିନେବାର ଅଛି । ଆଜି ସେହି ସ୍ମୃତିଗୁଡିକୁ ସାଉଁଟି ନେବାର ଅଛି, ଯାହା ସାରା ଜୀବନ ଆପଣଙ୍କ ସହ ରହିବାକୁ ଯାଉଛି । ଯେଉଁ ସ୍ମୃତି ସାରା ଜୀବନ ମୋ ସହିତ ମଧ୍ୟ ରହିବ ।

ୟୁଏଇରେ ଭାରତୀୟମାନଙ୍କ କାର୍ଯ୍ୟକ୍ରମ -"ଅହଲାନ ମୋଦୀ"ରେ ପ୍ରଧାନମନ୍ତ୍ରୀଙ୍କ ଆଲୋଚନା

February 13th, 08:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୟୁଏଇରେ ଥିବା ଭାରତୀୟ ସମ୍ପ୍ରଦାୟ ଦ୍ୱାରା ତାଙ୍କ ସମ୍ମାନରେ ଆୟୋଜିତ ଏକ କାର୍ଯ୍ୟକ୍ରମ 'ଅହଲନ ମୋଦୀ'ରେ ୟୁଏଇରେ ଥିବା ଭାରତୀୟମାନଙ୍କୁ ସମ୍ବୋଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ୭ଟି ଏମିରେଟ୍ସରୁ ପ୍ରବାସୀ ଭାରତୀୟମାନେ ଅଂଶଗ୍ରହଣ କରିଥିଲେ ଏବଂ ଏଥିରେ ସମସ୍ତ ସମ୍ପ୍ରଦାୟର ଭାରତୀୟମାନେ ସାମିଲ ହୋଇଥିଲେ। ଦର୍ଶକଙ୍କ ମଧ୍ୟରେ ଏମିରାଟିସ୍ ମଧ୍ୟ ସାମିଲ ଥିଲେ।