List of outcomes: Visit of Federal Chancellor of Austria Dr. Christian Stocker to India

April 16th, 03:01 pm

The state visit of Austrian Chancellor Christian Stocker to India resulted in the signing of several MoUs and agreements. These include areas such as amp-audiovisual, defence, food safety and skill development. An agreement to jointly organise a bilateral space industry seminar in Vienna in Autumn 2026 was also included in the Joint Statement.

ପିଏମ ସ୍ୱନିଧି ଯୋଜନାର ପୁନର୍ଗଠନ ଏବଂ ଋଣ ଅବଧି ୩୧ ଡିସେମ୍ବର ୨୦୨୪ଠାରୁ ଆଗକୁ ବଢ଼ାଇବାକୁ କ୍ୟାବିନେଟ ମଞ୍ଜୁରି

August 27th, 02:49 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ ବୈଠକରେ ‘ପ୍ରଧାନମନ୍ତ୍ରୀ ଉଠାଦୋକାନୀ ଆତ୍ମନିର୍ଭର ନିଧି (ପିଏମ ସ୍ୱନିଧି) ଯୋଜନାର ପୁନର୍ଗଠନ ଏବଂ ଋଣ ଅବଧିକୁ ୩୧ ଡିସେମ୍ବର ୨୦୨୪ଠାରୁ ଆଗକୁ ବଢ଼ାଇବାକୁ ଅନୁମୋଦନ କରାଯାଇଛି। ଏହି ଯୋଜନାରେ ମୋଟ୍‌ ବ୍ୟୟବରାଦ ୭,୩୩୨ କୋଟି ଟଙ୍କା ଅଟେ। ପୁନର୍ଗଠିତ ଯୋଜନାର ଲକ୍ଷ୍ୟ ହେଉଛି ୫୦ ଲକ୍ଷ ନୂଆ ହିତାଧିକାରୀଙ୍କ ସମେତ ୧.୧୫ କୋଟି ହିତାଧିକାରୀଙ୍କୁ ଲାଭ ପହଞ୍ଚାଇବା।