ଦେଶର ୧ ବିଲିୟନ ଟନ୍ କୋଇଲା ଉତ୍ପାଦନର ଐତିହାସିକ ସଫଳତାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

March 21st, 01:19 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତର ୧ ବିଲିୟନ ଟନ୍ କୋଇଲା ଉତ୍ପାଦନର ଐତିହାସିକ ସଫଳତାକୁ ପ୍ରଶଂସା କରିଛନ୍ତି, ଯାହା ଶକ୍ତି ସୁରକ୍ଷା, ଆର୍ଥିକ ଅଭିବୃଦ୍ଧି ଏବଂ ଆତ୍ମନିର୍ଭରଶୀଳତା ପ୍ରତି ଦେଶର ଗୁରୁତ୍ୱପୂର୍ଣ୍ଣ ପ୍ରତିବଦ୍ଧତାକୁ ଦର୍ଶାଉଛି ।