ନୂଆଦିଲ୍ଲୀ ଏନଡିଟିଭି ୱାର୍ଲଡ ସମିଟ ୨୦୨୫ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
October 17th, 11:09 pm
ମହାମହିମ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ହାରିନି ଅମରସୂର୍ଯ୍ୟାଜୀ, ମହାମହିମ ଅଷ୍ଟ୍ରେଲିଆର ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ମୋ ବନ୍ଧୁ ଟୋନି ଆବଟ୍ଟଜୀ, ମହାମହିମ ବ୍ରିଟେନର ପୂର୍ବତନ ପ୍ରଧାନମନ୍ତ୍ରୀ ଋଷି ସୁନକଜୀ, ଅନ୍ୟାନ୍ୟ ବନ୍ଧୁଗଣ, ନମସ୍କାର ।ଏନଡିଟିଭି ବିଶ୍ୱ ସମ୍ମିଳନୀ ୨୦୨୫ରେ ପ୍ରଧାମନ୍ତ୍ରୀଙ୍କ ଉଦବୋଧନ
October 17th, 08:00 pm
ନୂଆଦିଲ୍ଲୀ,୧୭.୧୦.୨୦୧୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀଠାରେ ‘ଏନଡିଟିଭି ବିଶ୍ବ ସମ୍ମିଳନୀ ୨୦୨୫’ରେ ଉଦବୋଧନ ଦେଇଥିଲେ । ଏହି ଅବସରରେ ସମ୍ବୋଧନ କରି ସେ ଉପସ୍ଥିତ ଅତିଥିମାନଙ୍କୁ ସ୍ବାଗତ କରିଥିଲେ । ଲୋକମାନଙ୍କୁ ଦୀପାବଳୀର ଅଭିନନ୍ଦନ ଜଣାଇ ସେ କହିଥିଲେ ଯେ, ଏନଡିଟିଭି ବିଶ୍ବ ସମ୍ମିଳନୀ ପାର୍ବଣର ଉତ୍ସବମୁଖର ସମୟରେ ଆୟୋଜିତ ହୋଇଛି । ସେ ଅଧିବେଶନର ବିଷୟବସ୍ତୁ ଅଜେୟ ଭାରତକୁ ପ୍ରଶଂସା କରିଥିଲେ ଏବଂ କହିଥିଲେ ଯେ, ଏହା ଯଥେଷ୍ଟ ଉପଯୁକ୍ତ, କାରଣ ଆଜିର ଭାରତ ବନ୍ଦ ହେବାର ମନୋଭାବରେ ନାହିଁ। ପ୍ରଧାନମନ୍ତ୍ରୀ କହିଥିଲେ, ଭାରତ ବନ୍ଦ ହେବ ନାହିଁ, ଏହା ବନ୍ଦ ହେବ ନାହିଁ, ୧୪୦ କୋଟି ଭାରତୀୟ ଏକତ୍ର ଦ୍ରୁତ ଗତିରେ ଆଗକୁ ବଢ଼ୁଛନ୍ତି।”ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଲେ କାନାଡାର ବୈଦେଶିକ ମନ୍ତ୍ରୀ
October 13th, 02:42 pm
କାନାଡାର ବୈଦେଶିକ ବ୍ୟାପାର ମନ୍ତ୍ରୀ ଶୁଶ୍ରୀ ଅନୀତା ଆନନ୍ଦ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି । ପ୍ରଧାନମନ୍ତ୍ରୀ ବୈଦେଶିକ ମନ୍ତ୍ରୀ ଆନନ୍ଦଙ୍କୁ ସ୍ବାଗତ କରିବା ସହ କହିଥିଲେ ଯେ, ତାଙ୍କର ଗସ୍ତ ଭାରତ-କାନାଡା ଦ୍ବିପାକ୍ଷିକ ସହଯୋଗିତାକୁ ଗତି ପ୍ରଦାନ ଲାଗି ହେଉଥିବା ଉଦ୍ୟମକୁ ସହାୟତା କରିବ । ପ୍ରଧାନମନ୍ତ୍ରୀ ଚଳିତ ବର୍ଷ ଜୁନ ମାସରେ ଜି୭ ଶିଖର ସମ୍ମିଳନୀ ପାଇଁ ହୋଇଥିବା ତାଙ୍କର କାନାଡା ଗସ୍ତ ଓ ସେଠାରେ ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କ ସହ ହୋଇଥିବା ଫଳପ୍ରଦ ବୈଠକ କଥା ସ୍ମରଣ କରିଥିଲେ । ପ୍ରଧାନମନ୍ତ୍ରୀ ବାଣିଜ୍ୟ, ଶକ୍ତି, ପ୍ରଯୁକ୍ତିବିଦ୍ୟା, କୃଷି ଏବଂ ଲୋକମାନଙ୍କ ମଧ୍ୟରେ ସମ୍ପର୍କ କ୍ଷେତ୍ରରେ ଦୁଇ ଦେଶ ମଧ୍ୟରେ ବୃଦ୍ଧି ପାଉଥିବା ସହଯୋଗର ଗୁରୁତ୍ୱ ବିଷୟରେ କହିଥିଲେ। ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ, ପ୍ରଧାନମନ୍ତ୍ରୀ ଶ୍ରୀ ମାର୍କ କାର୍ନିଙ୍କୁ ତାଙ୍କର ହାର୍ଦ୍ଦିକ ଶୁଭେଚ୍ଛା ଜଣାଇ କହିଛନ୍ତି ଯେ, ସେ ତାଙ୍କର ଆଗାମୀ ସାକ୍ଷାତ ଓ ଆଲୋଚନା ପାଇଁ ଅପେକ୍ଷା କରିଛନ୍ତି।Prime Minister interacts with President of the European Council during G7 summit
June 18th, 05:03 pm
The Prime Minister Shri Narendra Modi had a productive conversation with the President of the European Council, Mr. António Costa during the G7 Summit at Kananaskis, Canada on 17th June 2025.ଜି-୭ ବୈଠକ ପରିପ୍ରେକ୍ଷୀରେ କୋରିଆ ରାଷ୍ଟ୍ରପତିଙ୍କ ସହ କଥା ହେଲେ ମୋଦୀ
June 18th, 03:17 pm
ମଙ୍ଗଳବାର ଦିନ କାନାଡର କାନନାସକିସରେ ଅନୁଷ୍ଠିତ ହୋଇଥିବା ଜି-୭ ବୈଠକ ପରିପ୍ରେକ୍ଷୀରେ କୋରିଆ ରିପ୍ଲବିକ ରାଷ୍ଟ୍ରପତିଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କଥା ହୋଇଛନ୍ତି । କୋରିଆ ମୁଖ୍ୟ ଲି ଜାଏ ମୟୁଙ୍ଗ ସହ ବିଭିନ୍ନ ଦ୍ୱିପାକ୍ଷିକ ପ୍ରସଙ୍ଗ ଉପରେ ମୋଦୀ ଆଲୋଚନା କରିଛନ୍ତି । ବାଣିଜ୍ୟ, ପୁଞ୍ଜି ନିବେଶ, ପ୍ରଯୁକ୍ତି ବିଦ୍ୟା, ଗ୍ରୀନ ହାଇଡ୍ରୋଜେନ, ଜାହାଜ ନିର୍ମାଣ ପରି ବିଭିନ୍ନ କ୍ଷେତ୍ରରେ ଉଭୟ କୋରିଆ ଓ ଭାରତ ମିଳିତ ଭାବେ କାମ କରିବେ ବୋଲି କୁହାଯାଇଛି । ସୋସିଆଲ ଗଣମାଧ୍ୟମ ଏକ୍ସରେ ପ୍ରତିକ୍ରିୟା ଦେଇ ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି ଯେ, କାନାଡାରେ କୋରିଆ ମୁଖ୍ୟ ଲି ମୟୁଙ୍ଗଙ୍କ ସହ ତାଙ୍କର ଭଲ କଥାବାର୍ତା ହୋଇଛି । ବିଭିନ୍ନ କ୍ଷେତ୍ରରେ ଦୁଇ ଦେଶ ମିଳିତ ଭାବେ କାମ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।Prime Minister interacts with Presidents of the South Africa and Brazil at G7 summit
June 18th, 03:05 pm
The Prime Minister Shri Narendra Modi held substantive and heartfelt conversations with President of Republic of South Africa, H.E Mr. Cyril Ramaphosa and President of Brazil, H.E Mr. Luiz Inácio Lula da Silva at the G7 Summit at Kananaskis, Canada on 17th June 2025. He reaffirmed India’s unwavering commitment to championing the cause of the Global South.Prime Minister interacts with President of the European Commission during G7 summit
June 18th, 03:04 pm
The Prime Minister Shri Narendra Modi held a fruitful discussion with the President of the European Commission, Ms. Ursula von der Leyen during the G7 Summit at Kananaskis, Canada on 17th June 2025.G7 ଶିଖର ସମ୍ମିଳନୀରେ ଜାପାନ ପ୍ରଧାନମନ୍ତ୍ରୀଙ୍କ ସହ ମତ ବିନିମୟ କରିଛନ୍ତି ପ୍ରଧାନମନ୍ତ୍ରୀ
June 18th, 03:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ଜୁନ୍ ୨୦୨୫ ରେ କାନାନାସ୍କିସ୍, କାନାନାସ୍କିସ୍ ଠାରେ ୫୧ତମ G7 ଶିଖର ସମ୍ମିଳନୀରେ ଜାପାନ ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ଶିଗେରୁ ଇଶିବାଙ୍କ ସହ ଅନ୍ତର୍ଦୃଷ୍ଟିପୂର୍ଣ୍ଣ ଆଲୋଚନା କରିଥିଲେ। ନେତାମାନେ ଦୃଢ଼ୋକ୍ତି କରିଥିଲେ ଯେ ଭାରତ ଏବଂ ଜାପାନ ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ଆହୁରି ଗଭୀର କରିବା ପାଇଁ ପ୍ରତିବଦ୍ଧ।G7 ଶିଖର ସମ୍ମିଳନୀ ଅବସରରେ ଇଟାଲୀର ପ୍ରଧାନମନ୍ତ୍ରୀଙ୍କୁ ଭେଟିଛନ୍ତି ପ୍ରଧାନମନ୍ତ୍ରୀ
June 18th, 02:59 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ଜୁନ୍ ୨୦୨୫ରେ କାନାଡାର କାନାନାସ୍କିସ୍ ଠାରେ ୫୧ତମ G7 ଶିଖର ସମ୍ମିଳନୀ ଅବସରରେ ଇଟାଲୀର ପ୍ରଧାନମନ୍ତ୍ରୀ ମହାମହିମ ସୁଶ୍ରୀ ଜର୍ଜିଆ ମେଲୋନିଙ୍କୁ ଭେଟିଥିଲେ। ଶ୍ରୀ ମୋଦୀ କହିଥିଲେ ଯେ ଇଟାଲୀ ସହିତ ଭାରତର ବନ୍ଧୁତା ଆହୁରି ନିବିଡ ହେବ, ଯାହା ଆମ ଲୋକଙ୍କୁ ବହୁତ ଲାଭ ଦେବ।Prime Minister interacts with President of France at G7 summit
June 18th, 02:57 pm
The Prime Minister Shri Narendra Modi interacted with the President of France, H.E Mr. Emmanuel Macron at the 51st G7 Summit at Kananaskis, Canada on 17th June 2025. Exchanging perspectives on a wide range of issues, both leaders affirmed that India and France will keep working closely for the betterment of our planet.Prime Minister interacts with Prime Minister of United Kingdom at G7 summit
June 18th, 02:55 pm
The Prime Minister Shri Narendra Modi interacted with the Prime Minister of United Kingdom, H.E Mr. Keir Starmer at the 51st G7 Summit at Kananaskis, Canada on 17th June 2025. Shri Modi remarked that India and UK ties are getting stronger, reflecting in the ground we’ve covered in areas like trade and commerce.ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତିଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
June 18th, 02:51 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ଜୁନ୍ ୨୦୨୫ରେ କାନାଡାର କାନାନାସ୍କିସ୍ଠାରେ ୫୧ତମ ଜି୭ ଶିଖର ସମ୍ମିଳନୀ ଅବସରରେ ଦକ୍ଷିଣ ଆଫ୍ରିକା ରାଷ୍ଟ୍ରପତି ଶ୍ରୀ ସିରିଲ ରାମାଫୋସାଙ୍କ ସହ ଆଲୋଚନା କରିଥିଲେ ।ଜି୭ ବୈଠକରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ
June 18th, 02:49 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୭ ଜୁନ୍ ୨୦୨୫ରେ କାନାଡାର କାନାନାସ୍କିସ୍ଠାରେ ୫୧ତମ ଜି୭ ଶିଖର ସମ୍ମିଳନୀ ଅବସରରେ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଶ୍ରୀ ଆଣ୍ଟୋନି ଆଲବାନିଜ୍ଙ୍କୁ ଭେଟିଥିଲେ ।ଜି-୭ ଶିଖର ସମ୍ମିଳନୀ ଅବସରରେ ଜର୍ମାନ ଚାନସେଲରଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ ମୋଦୀ
June 18th, 12:32 pm
କାନାଡାର କାନନସକିସରେ ଚାଲିଥିବା ଜି-୭ ସମ୍ମିଳନୀ ପରିପ୍ରେକ୍ଷୀରେ ଜର୍ମାନୀ ଚାନସେଲର ଫ୍ରେଡେରିଚ ମର୍ଜଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଛନ୍ତି । ମେ ୨୦୨୫ରେ ମର୍ଜ ଚାନସେଲର ହେବା ପରେ ଏହା ହେଉଛି ଦୁଇ ନେତାଙ୍କ ପ୍ରଥମ ବୈଠକ । ପଦ ଭାର ଗ୍ରହଣ କରିବା ପରେ ପ୍ରଥମ ସାକ୍ଷାତ କାଳରେ ପ୍ରଧାନମନ୍ତ୍ରୀ ମୋଦୀ ମର୍ଜଙ୍କୁ ତାଙ୍କ ବିପୁଳ ବିଜୟ ଲାଗି ପ୍ରଶଂସା କରିଥିଲେ । କିଛି ଦିନ ପୂର୍ବରୁ ଅହମଦାବାଦ ବିମାନ ଦୁର୍ଘଟଣା ଲାଗି ଜର୍ମାନ ସରକାର ସହାନୁଭୂତି ଓ ସମବେଦନା ପ୍ରତି ପ୍ରଧାନମନ୍ତ୍ରୀ କୃତଜ୍ଞତା ଜ୍ଞାପନ କରିଥିଲେ ।ଶକ୍ତି ସୁରକ୍ଷା ଉପରେ G7 ଆଉଟରିଚ୍ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 18th, 11:15 am
G-7 ଶିଖର ସମ୍ମିଳନୀକୁ ଆମକୁ ନିମନ୍ତ୍ରଣ କରିବା ଏବଂ ଆମର ଭବ୍ୟ ସ୍ୱାଗତ ପାଇଁ ମୁଁ ପ୍ରଧାନମନ୍ତ୍ରୀ କାର୍ନିଙ୍କୁ ମୋର ହୃଦୟରୁ କୃତଜ୍ଞତା ଜଣାଉଛି। G-7 ଗୋଷ୍ଠୀର ୫୦ ବର୍ଷ ପୂରଣର ଐତିହାସିକ ଅବସରରେ ମୁଁ ଆମର ସମସ୍ତ ବନ୍ଧୁଙ୍କୁ ଅଭିନନ୍ଦନ ଜଣାଉଛି।ଜି7 ଆଉଟରିଚ୍ ଅଧିବେଶନକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ
June 18th, 11:13 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କନାନସ୍କିସରେ ଜି-7 ଶିଖର ସମ୍ମିଳନୀର ଆଉଟରିଚ ଅଧିବେଶନରେ ଅଂଶଗ୍ରହଣ କରିଛନ୍ତି। ସେ ‘ଶକ୍ତି ସୁରକ୍ଷା: ପରିବର୍ତ୍ତିତ ବିଶ୍ୱରେ ଉପଲବ୍ଧତା ଓ ସୁଲଭତା ସୁନିଶ୍ଚିତ କରିବା ଲାଗି ବିବିଧକରଣ, ପ୍ରଯୁକ୍ତି ବିଦ୍ୟା ଏବଂ ଭିତ୍ତିଭୂମି’ ବିଷୟ ଉପରେ ଆୟୋଜିତ ଅଧିବେଶନକୁ ସମ୍ବୋଧିତ କରିଛନ୍ତି । ଏଥିସହିତ ଶ୍ରୀ ମୋଦୀ ତାଙ୍କ ନିମନ୍ତ୍ରଣ ପାଇଁ କାନାଡା ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ମାର୍କ କାର୍ନିଙ୍କୁ ଧନ୍ୟବାଦ ଜଣାଇବା ସହିତ ଜି-7 ଯାତ୍ରାର ୫୦ ବର୍ଷ ପୂରଣ ଅବସରରେ ଅଭିନନ୍ଦନ ଜଣାଇଥିଲେ।ଜି୭ ବୈଠକ ଅବସରରେ କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
June 18th, 08:02 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଲବର୍ଟାର କାନାନାସ୍କିସ୍ରେ ଜି୭ ଶିଖର ସମ୍ମିଳନୀ ଅବସରେରେ କାନାଡାର ପ୍ରଧାନମନ୍ତ୍ରୀ ଶ୍ରୀ ମାର୍କ କାର୍ନିଙ୍କ ସହ ଏକ ଦ୍ୱିପାକ୍ଷିକ ବୈଠକରେ ଆଲୋଚନା କରିଛନ୍ତି ।Prime Minister meets Chancellor of Germany on the sidelines of G7 Summit
June 17th, 11:58 pm
PM Modi met German Chancellor Friedrich Merz on the sidelines of the G7 Summit in Canada, their first meeting since Merz took office in May 2025. Both the leaders agreed to deepen the India-Germany Strategic Partnership, marking 25 years, with focus on trade, defence, green energy, tech, innovation and mobility.ଜି-୭ ପରିପ୍ରେକ୍ଷୀରେ ମେକ୍ସିକୋ ରାଷ୍ଟ୍ରପତିଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସାକ୍ଷାତ
June 17th, 11:54 pm
କାନାଡ଼ାର କାନନାସକିସରେ ଜି-୭ ବୈଠକ ପରିପ୍ରେକ୍ଷୀରେ ମେକ୍ସିକୋ ରାଷ୍ଟ୍ରପତି କ୍ଲାଉଡିଆ ସେନବମ ପର୍ଦ୍ଦୋଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସାକ୍ଷାତ କରିଛନ୍ତି । ଏହା ହେଉଛି ଏହି ଦୁଇ ଦେଶ ନେତାଙ୍କର ପ୍ରଥମ ସାକ୍ଷାତ । ଐତିହାସିକ ବିପୁଳ ବିଜୟ ଲାଗି ମେକ୍ସିକୋ ରାଷ୍ଟ୍ରପତିଙ୍କୁ ପ୍ରଧାନମନ୍ତ୍ରୀ ଅଭିବାଦନ ଜ୍ଞାପନ କରିଛନ୍ତି ।କାନାଡ଼ାର ଆଲବର୍ଟାରେ ପହଞ୍ଚିଲେ ପ୍ରଧାନମନ୍ତ୍ରୀ ମୋଦୀ
June 17th, 07:00 am
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କିଛି ସମୟ ପୂର୍ବରୁ କାନାଡାରେ ପହଞ୍ଚିଥିଲେ । ସେ ଜି-7 ଶିଖର ସମ୍ମିଳନୀରେ ଭାଗ ନେବେ।