ଏଲଭିଏମ ୩-ଏମ୬ ଏବଂ ବ୍ଲୁବାର୍ଡ ବ୍ଲକ-୨ର ସଫଳ ଉତକ୍ଷେପଣ ପାଇଁ ମହାକାଶ ବିଜ୍ଞାନୀ ଏବଂ ଇଞ୍ଜିନିୟରମାନଙ୍କୁ ପ୍ରଧାନମନ୍ତ୍ରୀଙ୍କ ଅଭିନନ୍ଦନ
December 24th, 10:04 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଭାରତୀୟ ମାଟିରୁ ଉତକ୍ଷେପଣ କରାଯାଇଥିବା ସବୁଠାରୁ ଭାରୀ ଉପଗ୍ରହ ଏଲଭିଏମ୩-ଏମ୬ ଏବଂ ଆମେରିକାର ମହାକାଶଯାନ ବ୍ଲୁ ବାର୍ଡ ବ୍ଲକ-୨କୁ ଏହାର ଉଦ୍ଦିଷ୍ଟ କକ୍ଷପଥରେ ସଫଳତାର ସହ ସ୍ଥାପନ କରିଥିବାରୁ ମହାକାଶ ବୈଜ୍ଞାନିକ ଏବଂ ଇଞ୍ଜିନିୟରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଶ୍ରୀ ମୋଦୀ କହିଛନ୍ତି ଯେ, ଏହା ଭାରତର ମହାକାଶ ଯାତ୍ରାରେ ଏକ ଗର୍ବିତ ମାଇଲଖୁଣ୍ଟ ଏବଂ ଏକ ଆତ୍ମନିର୍ଭର ଭାରତ ଦିଗରେ ପ୍ରୟାସର ପ୍ରତିଫଳନ।ଶୁଭାଂଶୁ ଶୁକ୍ଳାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
August 19th, 09:43 am
ପ୍ରଧାନମନ୍ତ୍ରୀ-ଆପଣ ନିଶ୍ଚୟ କିଛି ଭିନ୍ନ ଅନୁଭବ କରୁଛନ୍ତି। ମୁଁ କହିବାକୁ ଚାହୁଁଛି, ଆପଣ କ 'ଣ ଅନୁଭବ କରୁଛନ୍ତି?ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ
August 19th, 09:42 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗତକାଲି ନୂଆଦିଲ୍ଲୀରେ ମହାକାଶଚାରୀ ଶୁଭାଂଶୁ ଶୁକ୍ଳାଙ୍କ ସହ ଆଲୋଚନା କରିଥିଲେ। ମହାକାଶ ଯାତ୍ରାର ପରିବର୍ତ୍ତନକାରୀ ଅଭିଜ୍ଞତା କଥା ଉଲ୍ଲେଖ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଏପରି ଏକ ଗୁରୁତ୍ୱପୂର୍ଣ୍ଣ ଯାତ୍ରା କରିବା ପରେ ଜଣେ ନିଶ୍ଚିତଭାବେ କିଛିଟା ପରିବର୍ତ୍ତନ ଅନୁଭବ କରୁଥିବ ଏବଂ ମହାକାଶଚାରୀମାନେ ଏହି ପରିବର୍ତ୍ତନକୁ କିପରି ଦେଖନ୍ତି ଏବଂ ଅନୁଭବ କରନ୍ତି ତାହା ସେ ବୁଝିବାକୁ ଚେଷ୍ଟା କରିଥିଲେ। ପ୍ରଧାନମନ୍ତ୍ରୀଙ୍କ ଉତ୍ତରରେ ଶୁଭାଂଶୁ ଶୁକ୍ଳା କହିଥିଲେ ଯେ ମହାକାଶର ପରିବେଶ ସମ୍ପୂର୍ଣ୍ଣ ଭିନ୍ନ, ଏହାର ଏକ ପ୍ରମୁଖ କାରଣ ହେଉଛି ମାଧ୍ୟାକର୍ଷଣର ଅଭାବ ।ଐତିହାସିକ ମହାକାଶ ମିଶନରୁ ପୃଥିବୀକୁ ପ୍ରତ୍ୟାବର୍ତ୍ତନ ପରେ ଗ୍ରୁପ୍ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳାଙ୍କୁ ସ୍ୱାଗତ ଜଣାଇଲେ ପ୍ରଧାନମନ୍ତ୍ରୀ
July 15th, 03:36 pm
ଅନ୍ତର୍ଜାତୀୟ ମହାକାଶ ଷ୍ଟେସନରୁ ଐତିହାସିକ ମିଶନ ସମ୍ପୂର୍ଣ୍ଣ କରି ଆଜି ପୃଥିବୀ ପୃଷ୍ଠକୁ ଫେରିଥିବା ଗ୍ରୁପ୍ କ୍ୟାପ୍ଟେନ୍ ଶୁଭାଂଶୁ ଶୁକ୍ଳାଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସ୍ୱାଗତ ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ କହିଛନ୍ତି, ଭାରତର ପ୍ରଥମ ମହାକାଶଚାରୀ ରୂପେ ଆଇଏସଏସକୁ ଯାତ୍ରା କରିଥିବା ଗ୍ରୁପ୍ କ୍ୟାପ୍ଟେନ୍ ଶୁକ୍ଳାଙ୍କ ସଫଳତା ଦେଶର ମହାକାଶ ଅନ୍ୱେଷଣ ଯାତ୍ରାରେ ଏକ ନିର୍ଣ୍ଣାୟକ ମୁହୂର୍ତ୍ତ।The World This Week On India
February 25th, 01:15 pm
This week, India reinforced its position as a formidable force on the world stage, making headway in artificial intelligence, energy security, space exploration, and defence. From shaping global AI ethics to securing strategic partnerships, every move reflects India's growing influence in global affairs.ମିଳିତ ବିବୃତି: ଭାରତ-ଅଷ୍ଟ୍ରେଲିଆ ଦ୍ଵିତୀୟ ବାର୍ଷିକ ଶିଖର ସମ୍ମିଳନୀ
November 19th, 11:22 pm
୧୯ନଭେମ୍ବର ୨୦୨୪ରେ ରିଓ ଡି ଜେନେରିଓ ଠାରେ ଗ୍ରୁପ୍ ଅଫ୍ ୨୦ (ଜି-୨୦) ଶିଖର ସମ୍ମିଳନୀ ଅବସରରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସଙ୍କ ଉପସ୍ଥିତିରେ ଦ୍ୱିତୀୟ ଭାରତ-ଅଷ୍ଟ୍ରେଲିଆ ବାର୍ଷିକ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା । ୨୦୨୫ରେଭାରତ-ଅଷ୍ଟ୍ରେଲିଆ ବ୍ୟାପକ ରଣନୈତିକ ଭାଗିଦାରୀର ପଞ୍ଚମ ବାର୍ଷିକୀ ପୂର୍ବରୁ ଉଭୟ ପ୍ରଧାନମନ୍ତ୍ରୀ ଜଳବାୟୁ ପରିବର୍ତ୍ତନ ଏବଂ ଅକ୍ଷୟ ଶକ୍ତି, ବାଣିଜ୍ୟ ଏବଂ ନିବେଶ, ପ୍ରତିରକ୍ଷା ଏବଂ ନିରାପତ୍ତା, ଶିକ୍ଷା ଏବଂ ଗବେଷଣା,ଦକ୍ଷତା, ଗତିଶୀଳତା, ବିଜ୍ଞାନ ଏବଂପ୍ରଯୁକ୍ତି ବିଦ୍ୟା ଏବଂବହୁପାକ୍ଷିକ ସହଯୋଗ ଭଳି ଆଞ୍ଚଳିକ ପ୍ରସଙ୍ଗରେ ଆଲୋଚନା କରିଥିଲେ।ସାମାଜିକ ଓ ସାଂସ୍କୃତିକ ସମ୍ପର୍କ ଏବଂ ଲୋକଙ୍କ ମଧ୍ୟରେ ସମ୍ପର୍କ ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କକୁ ସୁଦୃଢ଼ କରିବାଦିଗରେ ସେ ଗୁରୁତ୍ୱପୂର୍ଣ୍ଣ ଅଗ୍ରଗତି ବିଷୟରେ ସେ ଉଲ୍ଲେଖ କରିଥିଲେ ।ନାଇଜେରିଆରେ ଭାରତୀୟ ଗୋଷ୍ଠୀ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
November 17th, 07:20 pm
ଆଜି ଆପଣ ଅବୁଜାରେ ଚମତ୍କାର କରି ଦେଇଛନ୍ତି । ଅବୁଜାରେ ଆମେ ଏକ ଚମତ୍କାର ସମୟ ବାନ୍ଧିଛୁ। ଆଉ ଏସବୁ ଦେଖି ମୁଁ ଗତକାଲି ସନ୍ଧ୍ୟାରୁ ଦେଖୁଛି ଯେ ମୁଁ ଅବୁଜାରେ ନୁହେଁ ବରଂ ଭାରତର ଏକ ସହରରେ ଉପସ୍ଥିତ ଅଛି । ଆପଣମାନଙ୍କ ମଧ୍ୟରୁ ଅନେକ ଲୋକ ଲାଗୋସ୍, କାନୋ, କାଡୁନା ଏବଂ ପୋର୍ଟ ହାରର୍କୋର୍ଟରୁ, ଏମିତି ଭିନ୍ନ ଭିନ୍ନ ଅଞ୍ଚଳରୁ ଅବୁଜାରେ ପହଞ୍ଚିଛନ୍ତି ଏବଂ ଆପଣଙ୍କ ମୁହଁରେ ଏହି ଚମକ, ଆପଣଙ୍କର ଏହି ଉତ୍ସାହ ଯେତିକି ଆପଣ ଏଠାକୁ ଆସିବାକୁ ଆଗ୍ରହୀ ଥିଲେ, ମୁଁ ମଧ୍ୟ ଆପଣମାନଙ୍କୁ ଭେଟିବାକୁ ଅପେକ୍ଷା କରିଥିଲି । ଆପଣମାନଙ୍କର ଭଲ ପାଇବା, ଏହି ସ୍ନେହ ମୋ ପାଇଁ ଏକ ବଡ଼ ସମ୍ପତ୍ତି । ଆପଣଙ୍କ ମଧ୍ୟକୁ ଆସିବା, ଆପଣଙ୍କ ଭିତରେ ଆସୁଛି, ତୁମ ସହିତ ସମୟ ବିତାଇବା ଏବଂ ଏହି ମୁହୂର୍ତ୍ତଗୁଡ଼ିକ ମୋ ସହିତ ସାରା ଜୀବନ ରହିବ।ନାଇଜେରିଆରେ ଭାରତୀୟ ସମୁଦାୟଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
November 17th, 07:15 pm
ନାଇଜେରିଆର ଅବୁଜାରେ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସମ୍ମାନାର୍ଥେ ପ୍ରବାସୀ ଭାରତୀୟଙ୍କ ପକ୍ଷରୁ ଆୟୋଜିତ କାର୍ଯ୍ୟକ୍ରମରେ ସେ ଉଦବୋଧନ ଦେଇଛନ୍ତି । ଭାରତୀୟ ସମୁଦାୟଙ୍କ ପକ୍ଷରୁ ତାଙ୍କୁ ଦିଆଯାଇଥିବା ଉତ୍ସାହଭରା ସମ୍ବର୍ଦ୍ଧନାରେ ପ୍ରଧାନମନ୍ତ୍ରୀ ଖୁସି ଜାହିର କରିଛନ୍ତି । ସେ କହିଛନ୍ତି ପ୍ରବାସୀଙ୍କ ପକ୍ଷରୁ ଦିଆଯାଇଥିବା ଭଲପାଇବା ଓ ବନ୍ଧୁତ୍ୱ ତାଙ୍କ ପାଇଁ ବଡ଼ ପୁଞ୍ଜି ।ଭାରତୀୟ ଅନ୍ତରୀକ୍ଷ ଷ୍ଟେସନ (ବିଏଏସ୍): ୨୦୨୮ରେ ପ୍ରଥମ ମଡ୍ୟୁଲ୍ ଉତକ୍ଷେପଣ ସହିତ ବୈଜ୍ଞାନିକ ଗବେଷଣା ପାଇଁ ପ୍ରତିଷ୍ଠା ହେବ ଆମର ନିଜସ୍ୱ ମହାକାଶ କେନ୍ଦ୍ର
September 18th, 04:38 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଗଗନଯାନ କାର୍ଯ୍ୟକ୍ରମର ପରିସରକୁ ବିସ୍ତାର କରି ଭାରତୀୟ ଅନ୍ତରୀକ୍ଷ ଷ୍ଟେସନର ପ୍ରଥମ ୟୁନିଟ୍ ନିର୍ମାଣ କୁ ମଞ୍ଜୁରୀ ମିଳିଛି । ଭାରତୀୟ ଅନ୍ତରୀକ୍ଷ ଷ୍ଟେସନ (ବିଏଏସ-୧)ର ପ୍ରଥମ ମଡ୍ୟୁଲର ବିକାଶ ଏବଂ ବିଏଏସ ନିର୍ମାଣ ଓ ପରିଚାଳନା ପାଇଁ ବିଭିନ୍ନ ଜ୍ଞାନକୌଶଳ ପ୍ରଦର୍ଶନ ଓ ପ୍ରମାଣିତ କରିବା ପାଇଁ ମିଶନ ହାତକୁ ନେବା ପାଇଁ ମଧ୍ୟ କ୍ୟାବିନେଟ ମଞ୍ଜୁରି ଦେଇଛି । ଗଗନଯାନ କାର୍ଯ୍ୟକ୍ରମର ପରିସର ଓ ପାଣ୍ଠି ବିନିଯୋଗରେ ସଂଶୋଧନ କରି ବିଏଏସ୍ ଓ ପୂର୍ବଅଭିଯାନ ଅଭିଯାନ ନିମନ୍ତେ ନୂତନ ବିକାଶ ଏବଂ ବର୍ତ୍ତମାନର ଗଗନଯାନ କାର୍ଯ୍ୟକ୍ରମ ପୂରଣ ପାଇଁ ଅତିରିକ୍ତ ଆବଶ୍ୟକତା ଅନ୍ତର୍ଭୁକ୍ତ କରିବା ପ୍ରସ୍ତାବକୁ ମଧ୍ୟ ଅନୁମୋଦନ କରାଯାଇଛି ।Modi is tirelessly working day and night to change your lives: PM Modi in Dharashiv
April 30th, 10:30 am
PM Modi addressed enthusiastic crowds in Dharashiv, Maharashtra, empathizing with farmers' struggles and assuring them of his government's commitment to finding sustainable solutions. He warned against the Opposition's vile intentions, obstructing the path to a ‘Viksit Bharat’.Under Modi's leadership, it is a guarantee to provide tap water to every sister’s household: PM Modi in Latur
April 30th, 10:15 am
PM Modi addressed enthusiastic crowds in Latur, Maharashtra, empathizing with farmers' struggles and assuring them of his government's commitment to finding sustainable solutions. He warned against the Opposition's vile intentions, obstructing the path to a ‘Viksit Bharat’.A stable government takes care of the present while keeping in mind the needs of the future: PM Modi in Madha
April 30th, 10:13 am
PM Modi addressed an enthusiastic crowd in Madha, Maharashtra. Addressing the farmers' struggles, PM Modi empathized with their difficulties and assured them of his government's commitment to finding sustainable solutions for their welfare.PM Modi electrifies the crowd at spirited rallies in Madha, Dharashiv & Latur, Maharashtra
April 30th, 10:12 am
PM Modi addressed enthusiastic crowds in Madha, Dharashiv & Latur, Maharashtra, empathizing with farmers' struggles and assuring them of his government's commitment to finding sustainable solutions. He warned against the Opposition's vile intentions, obstructing the path to a ‘Viksit Bharat’.ଭିଡିଓ କନଫରେନ୍ସିଂ ଜରିଆରେ 'ଇଣ୍ଡିଆଜ୍ ଟେକେଡ ଚିପ୍ସ ଫର୍ ବିକଶିତ ଭାରତ'ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 13th, 11:30 am
କେନ୍ଦ୍ର ମନ୍ତ୍ରୀମଣ୍ଡଳରେ ମୋର କ୍ୟାବିନେଟ୍ ସହଯୋଗୀ ଶ୍ରୀ ଅଶ୍ୱିନୀ ବୈଷ୍ଣବ ଜୀ, ରାଜୀବ ଚନ୍ଦ୍ରଶେଖରଜୀ, ଆସାମ ଓ ଗୁଜରାଟର ମୁଖ୍ୟମନ୍ତ୍ରୀ, ଟାଟା ଗ୍ରୁପର ଅଧ୍ୟକ୍ଷ ଶ୍ରୀ ଏନ ଚନ୍ଦ୍ରଶେଖରନ, ସିଜି ପାୱାରର ଅଧ୍ୟକ୍ଷ ଭେଲାୟାନ ସୁବିୟା ଏବଂ କେନ୍ଦ୍ର, ରାଜ୍ୟ ଏବଂ ଶିଳ୍ପ ସହିତ ଜଡିତ ଅନ୍ୟ ସମସ୍ତ ବିଶିଷ୍ଟ ବ୍ୟକ୍ତି । ମହିଳା ଏବଂ ଭଦ୍ର ବ୍ୟକ୍ତି ମାନେ!'ଇଣ୍ଡିଆଜ୍ ଟେକ୍ଏଡ୍: ଚିପ୍ସ ଫର୍ ବିକଶିତ ଭାରତ' କାର୍ଯ୍ୟକ୍ରମରେ ଯୋଗ ଦେଲେ ପ୍ରଧାନମନ୍ତ୍ରୀ
March 13th, 11:12 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ଜରିଆରେ 'ଇଣ୍ଡିଆଜ୍ ଟେକ୍ଏଡ୍: ଚିପ୍ସ ଫର୍ ବିକଶିତ ଭାରତ' କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବା ସହ ପ୍ରାୟ ୧.୨୫ ଲକ୍ଷ କୋଟି ଟଙ୍କାର ତିନୋଟି ସେମିକଣ୍ଡକ୍ଟର ପ୍ରକଳ୍ପର ଶିଳାନ୍ୟାସ କରିଛନ୍ତି । ଆଜି ଉଦ୍ଘାଟିତ ହୋଇଥିବା ସୁବିଧାଗୁଡ଼ିକ ହେଲା- ଗୁଜରାଟର ଧୋଲେରା ସ୍ୱତନ୍ତ୍ର ପୁଞ୍ଜି ନିବେଶ କ୍ଷେତ୍ର (ଡିଏସ୍ଆଇଆର)ରେ ସେମିକଣ୍ଡକ୍ଟର ଫେବ୍ରିକେସନ୍ ସୁବିଧା, ଆସାମର ମୋରିଗାଓଁରେ ଆଉଟସୋର୍ସଡ୍ ସେମିକଣ୍ଡକ୍ଟର ଆସେମ୍ବଲିଂ ଆଣ୍ଡ ଟେଷ୍ଟ (ଓଏସ୍ଏଟି) ସୁବିଧା ଏବଂ ଗୁଜରାଟର ସାନନ୍ଦ ଠାରେ ଆଉଟସୋର୍ସଡ୍ ସେମିକଣ୍ଡକ୍ଟର ଆସେମ୍ବଲିଂ ଆଣ୍ଡ ଟେଷ୍ଟ (ଓଏସ୍ଏଟି) ସୁବିଧା ।କେରଳର ବିକ୍ରମ ସାରାଭାଇ ମହାକାଶ କେନ୍ଦ୍ରର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନୀ ଉତ୍ସବରେ ପ୍ରାଧାନମନ୍ତ୍ରୀଙ୍କ ଅଭିଭାଷଣର ମୂଳପାଠ
February 27th, 12:24 pm
କେରଳର ରାଜ୍ୟପାଳ ଶ୍ରୀ ଆରିଫ୍ ମହମ୍ମଦ ଖାନ୍, ମୁଖ୍ୟମନ୍ତ୍ରୀ ଶ୍ରୀମାନ୍ ପିନାରାଇ ବିଜୟନ ଜୀ, ରାଷ୍ଟ୍ରମନ୍ତ୍ରୀ ତଥା ମୋର ସାଥୀ ଶ୍ରୀ ବି. ମୁରଲୀଧରନ ଜୀ, ଇସ୍ରୋ ପରିବାରର ସମସ୍ତ ସଦସ୍ୟଗଣ, ନମସ୍କାର ! ସାହସୀ ସାଥୀମାନଙ୍କ ସମ୍ମାନରେ ଆମେ ସମସ୍ତେ ଠିଆ ହୋଇ ଅଭ୍ୟର୍ଥନା ଦେଇ କରତାଳି ସହ ସେମାନଙ୍କୁ ସମ୍ମାନିତ କରିବା । ଭାରତ ମାତା କି – ଜୟ !କେରଳର ଥିରୁଅନନ୍ତପୁରମରେ ବିକ୍ରମ ସାରାଭାଇ ସ୍ପେସ ସେଣ୍ଟର (ଭିଏସ୍ଏସସି) ପରିଦର୍ଶନ କରିଛନ୍ତି ପ୍ରଧାନମନ୍ତ୍ରୀ
February 27th, 12:02 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ କେରଳର ଥିରୁଅନନ୍ତପୁରମଠାରେ ବିକ୍ରମ ସାରାଭାଇ ସ୍ପେସ ସେଣ୍ଟର (ଭିଏସ୍ଏସସି) ପରିଦର୍ଶନ କରି ପ୍ରାୟ ୧୮୦୦ କୋଟି ଟଙ୍କାର ତିନୋଟି ଗୁରୁତ୍ୱପୂର୍ଣ୍ଣ ମହାକାଶ ଭିତ୍ତିଭୂମି ପ୍ରକଳ୍ପର ଉଦଘାଟନ କରିଛନ୍ତି । ଏହି ପ୍ରକଳ୍ପଗୁଡ଼ିକ ମଧ୍ୟରେ ଶ୍ରୀହରିକୋଟାସ୍ଥିତ ସତୀଶ ଧାୱନ ସ୍ପେସ ସେଣ୍ଟରର ଏସଏଲଭି ଇଣ୍ଟିଗ୍ରେସନ୍ ଫାସିଲିଟି (ପିଆଇଏଫ୍), ମହେନ୍ଦ୍ରଗିରିସ୍ଥିତ ଇସ୍ରୋ ପ୍ରୋପଲସନ୍ କମ୍ପ୍ଲେକ୍ସରେ ନୂତନ 'ସେମି-କ୍ରାୟୋଜେନିକ୍ସ ଇଣ୍ଟିଗ୍ରେଟେଡ୍ ଇଞ୍ଜିନ୍ ଆଣ୍ଡ ଷ୍ଟେଜ୍ ଟେଷ୍ଟ୍ ଫାସିଲିଟି'; ଏବଂ ଥିରୁଅନନ୍ତପୁରମର ଭିଏସ୍ଏସସି ଠାରେ 'ଟ୍ରାଇସୋନିକ୍ ୱିଣ୍ଡ ଟନେଲ୍' ଅନ୍ତର୍ଭୁକ୍ତ। ଶ୍ରୀ ମୋଦୀ ଗଗନଯାନ ମିଶନର ଅଗ୍ରଗତି ସମୀକ୍ଷା କରିଥିଲେ ଏବଂ ୪ ଜଣ ମହାକାଶଚାରୀଙ୍କୁ 'ମହାକାଶଚାରୀ ୱିଙ୍ଗ୍ ' ପ୍ରଦାନ କରିଥିଲେ। ଏଥିରେ ଗ୍ରୁପ୍ କ୍ୟାପଟେନ୍ ପ୍ରଶାନ୍ତ ବାଲକ୍ରିଷ୍ଣନ ନାୟାର, ଗ୍ରୁପ୍ କ୍ୟାପଟେନ୍ ଅଜିତ କ୍ରିଷ୍ଣନ୍, ଗ୍ରୁପ୍ କ୍ୟାପ୍ଟେନ୍ ଅଙ୍ଗଦ ପ୍ରତାପ ଓ ୱିଙ୍ଗ୍ କମାଣ୍ଡର ଶୁଭାଂଶୁ ଶୁକ୍ଳା ରହିଛନ୍ତି।ଇଷ୍ଣର୍ଣ୍ଣ ଇକ୍ନମିକ୍ ଫୋରମ୍ ୨୦୨୧ରେ ପ୍ରଧାନମନ୍ତ୍ରୀ ଦେଇଥିବା ‘ଆଭାସୀ’ ଭାଷଣର ମୂଳପାଠ
September 03rd, 10:33 am
ମୁଁ ଇଷ୍ଟର୍ଣ୍ଣ ଇକ୍ନମିକ୍ ଫୋରମ୍ରେ ଉଦ୍ବୋଧନ ଦେଇ ଅତ୍ୟନ୍ତ ଆନନ୍ଦିତ । ମୋତେ ଏହି ସୌଭାଗ୍ୟ ଦେଇଥିବାରୁ ରାଷ୍ଟ୍ରପତି ପୁଟିନଙ୍କୁ ଧନ୍ୟବାଦ ଜଣାଉଛି ।ଭ୍ଲାଡିଭଷ୍ଟକ ଠାରେ ଷଷ୍ଠ ପୂର୍ବାଞ୍ଚଳ ଆର୍ଥିକ ମଞ୍ଚରେ ପ୍ରଧାନମନ୍ତ୍ରୀଙ୍କ ଭର୍ଚୁଆଲ ସମ୍ବୋଧନ
September 03rd, 10:32 am
ଭ୍ଳାଡିଭୋଷ୍ଟକ ଠାରେ ଅନୁଷ୍ଠିତ ଷଷ୍ଠ ପୂର୍ବାଞ୍ଚଳ ଆର୍ଥିକ ମଞ୍ଚ (ଇଇଏଫ)ର ସମସ୍ତ ସଦସ୍ୟଙ୍କ ଉପସ୍ଥିତିରେ ଅନୁଷ୍ଠିତ ଅଧିବେଶନକୁ ଭିଡିଓ କନ୍ଫରେନ୍ସିଂ ଜରିଆରେ ଉଦ୍ବୋଧନ ଦେଇଛନ୍ତି । ଏଠାରେ ସୂଚନାଯୋଗ୍ୟ ଯେ ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ ପଞ୍ଚମ ଇଇଏଫ-୨୦୧୯ ମସିହାରେ ପ୍ରଥମ ଭାରତୀୟ ପ୍ରଧାନମନ୍ତ୍ରୀ ଭାବେ ମୁଖ୍ୟ ଅତିଥି ଆସନ ଅଳଙ୍କୃତ କରିଥିଲେ ।୭୫ତମ ସ୍ୱାଧୀନତା ଦିବସ ଅବସରରେ ଲାଲକିଲ୍ଲାର ପ୍ରାଚୀରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ବକ୍ତବ୍ୟର ପ୍ରମୁଖ ବିଷୟ
August 15th, 03:02 pm
ଆଜାଦୀ କା ଅମୃତ ମହୋତ୍ସବ, ୭୫ତମ ସ୍ୱାଧୀନତା ଦିବସ ଅବସରରେ ଆପଣ ସମସ୍ତଙ୍କୁ ଏବଂ ସମଗ୍ର ବିଶ୍ୱରେ ଭାରତକୁ ତଥା ଗଣତନ୍ତ୍ରକୁ ଭଲ ପାଉଥିବା ସମସ୍ତ ବ୍ୟକ୍ତିଙ୍କୁ ମୋର ଅନେକ ଅନେକ ଶୁଭେଚ୍ଛା ।