ଗୀତା ଏବଂ ନାଟ୍ୟଶାସ୍ତ୍ରକୁ ୟୁନେସ୍କୋର ମେମୋରୀ ଅଫ୍ ଦି ୱାର୍ଲ୍ଡ ରେଜିଷ୍ଟର୍ରେ ସାମିଲ କରାଯିବାକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ
April 18th, 10:43 am
ୟୁନେସ୍କୋର ମେମୋରୀ ଅଫ୍ ଦି ୱାର୍ଲ୍ଡ ରେଜିଷ୍ଟରରେ ଗୀତା ଏବଂ ନାଟ୍ୟଶାସ୍ତ୍ରକୁ ସାମିଲ କରାଯିବା ନିଷ୍ପତ୍ତିକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଶଂସା କରିଛନ୍ତି । ଏହା ଆମର କାଳଜୟୀ ଜ୍ଞାନ ଏବଂ ସମୃଦ୍ଧ ସଂସ୍କୃତିର ଏକ ବିଶ୍ୱସ୍ତରୀୟ ସ୍ୱୀକୃତି ବୋଲି ସେ କହିଛନ୍ତି ।ପର୍ଯ୍ୟଟନରେ ଅନେକ ଲୋକଙ୍କ ଜୀବନରେ ସମୃଦ୍ଧି ଆଣିବାର ସାମର୍ଥ୍ୟ ରହିଛି : ପ୍ରଧାନମନ୍ତ୍ରୀ
November 29th, 11:45 am
ପର୍ଯ୍ୟଟନ କ୍ଷେତ୍ରରେ ଅନେକ ଲୋକଙ୍କ ଜୀବନରେ ସମୃଦ୍ଧତା ଆଣିବାର ସାମର୍ଥ୍ୟ ରହିଛି ବୋଲି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁରୁତ୍ୱାରୋପ କରି କହିଛନ୍ତି ଯେ, ସରକାର ଭାରତର ପର୍ଯ୍ୟଟନ ଭିତ୍ତିଭୂମିର ବିକାଶକୁ ପ୍ରାଥମିକତା ଦେବା ଜାରି ରଖିବେ । ଯାହା ଦ୍ୱାରା ଅଧିକରୁ ଅଧିକ ଲୋକ ଅବିଶ୍ୱସନୀୟ ଭାରତର ଚମତ୍କାର ଅନୁଭବର ଆନନ୍ଦ ନେଇପାରିବେ।