Samrat Samprati Museum is the heritage of millions of people in India, heritage of India's glorious past: PM Modi in Gandhinagar, Gujarat
March 31st, 10:25 am
PM Modi inaugurated the Samrat Samprati Sangrahalay, Jain Heritage Museum at Koba Tirth in Gandhinagar, Gujarat, on the auspicious occasion of Bhagwan Mahavir Janma Kalyanak. Speaking on the occasion, the PM said the Sangrahalay belongs to the crores of people of India and stands as a testament to our glorious past. Lauding the ahimsa philosophy of Samrat Samprati, he called on people to rise above personal aspirations and work for the nation.ମହାବୀର ଜୟନ୍ତୀ ଅବସରରେ ଗାନ୍ଧୀନଗର କୋବା ତିର୍ଥଠାରେ ‘ସମ୍ରାଟ ସମ୍ପ୍ରତି’ ସଂଗ୍ରହାଳୟ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 31st, 10:15 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭଗବାନ ମହାବୀର ଜୟନ୍ତୀର ଶୁଭ ଅବସରରେ ଗୁଜରାଟର ଗାନ୍ଧୀନଗରସ୍ଥିତ କୋବା ତୀର୍ଥଠାରେ 'ସମ୍ରାଟ ସମ୍ପ୍ରତି ସଂଗ୍ରହାଳୟ' (ଜୈନ ଐତିହ୍ୟ ସଂଗ୍ରହାଳୟ)କୁ ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଶ୍ରୀ ମୋଦୀ କହିଛନ୍ତି ଯେ, “କୋବା ତୀର୍ଥ ଆଧ୍ୟାତ୍ମିକ ଶାନ୍ତିରେ ପରିପୂର୍ଣ୍ଣ ଏକ ସ୍ଥାନ, ଯେଉଁଠାରେ ଅନେକ ଜୈନ ମୁନି ଏବଂ ସନ୍ଥଙ୍କ ତପସ୍ୟାର ଅଭିବ୍ୟକ୍ତି ଦେଖିବାକୁ ମିଳେ ଏବଂ ଯେଉଁଠାରେ ସୃଜନଶୀଳତା ଓ ସେବା ପ୍ରାକୃତିକ ଭାବରେ ବିକଶିତ ହୋଇଥାଏ।”୩୧ ମାର୍ଚ୍ଚରେ ଗୁଜରାଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
March 30th, 11:05 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୩୧ ମାର୍ଚ୍ଚ ୨୦୨୬ରେ ଗୁଜରାଟ ଗସ୍ତ କରିବେ । ସକାଳ ପ୍ରାୟ ୧୦ଟା ସମୟରେ ପ୍ରଧାନମନ୍ତ୍ରୀ ଗାନ୍ଧୀନଗରରେ ସମ୍ରାଟ ସମ୍ପ୍ରତି ସଂଗ୍ରହାଳୟର ଉଦ୍ଘାଟନ କରିବେ । ଏହି ଅବସରରେ ସମାବେଶକୁ ମଧ୍ୟ ସେ ସମ୍ବୋଧିତ କରିବେ । ପ୍ରାୟ ୧୨:୪୫ଟା ସମୟରେ ପ୍ରଧାନମନ୍ତ୍ରୀ ଅହମ୍ମଦାବାଦର ସାନନ୍ଦରେ କେୟନ୍ସ ସେମିକନ୍ ପ୍ଲାଣ୍ଟର ଉଦ୍ଘାଟନ କରିବେ ଏବଂ ଏକ ସାଧାରଣ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ । ଏହା ପରେ, ପ୍ରଧାନମନ୍ତ୍ରୀ ଭାଭ-ଥରାଡ ଯାତ୍ରା କରିବେ, ଯେଉଁଠାରେ ଅପରାହ୍ନ ୪ଟା ସମୟରେ ସେ ୨୦,୦୦୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶିଳାନ୍ୟାସ, ଉଦ୍ଘାଟନ ଏବଂ ଲୋକାର୍ପଣ କରିବେ । ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।ଗାନ୍ଧୀନଗରରେ ଗୁଜରାଟର ସହରାଞ୍ଚଳ ବିକାଶର ୨୦ ବର୍ଷ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
May 27th, 11:30 am
ମଞ୍ଚ ଉପରେ ଉପସ୍ଥିତ ଗୁଜରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ, ସ୍ଥାନୀୟ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ଭାଇ ପଟେଲ ଜୀ, କେନ୍ଦ୍ରରେ ମନ୍ତ୍ରୀମଣ୍ଡଳ ସହଯୋଗୀ ମନୋହର ଲାଲ ଜୀ, ସି. ଆର. ପାଟିଲ ଜୀ, ଗୁଜରାଟ ସରକାରଙ୍କ ଅନ୍ୟ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ ଏବଂ ଗୁଜରାଟର କୋଣ-ଅନୁକୋଣରୁ ଏଠାକୁ ଆସି ଉପସ୍ଥିତ ଥିବା ମୋର ପ୍ରିୟ ଭାଇ ଓ ଭଉଣୀମାନେ।ଗୁଜରାଟ ସହରାଞ୍ଚଳ ବିକାଶ କାହାଣୀର 20 ବର୍ଷ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଉଦବୋଧନ
May 27th, 11:09 am
୧୯୪୭ ମସିହାରେ ଭାରତକୁ ତିନୋଟି ଭାଗରେ ବିଭାଜିତ କରାଯିବା ପରେ ଭାରତ ଉପରେ ହୋଇଥିବା ପ୍ରଥମ ଆତଙ୍କବାଦୀ ଆକ୍ରମଣକୁ ମନେ ପକାଇ ଶ୍ରୀ ମୋଦୀ କହିଥିଲେ ଯେ, ପାକିସ୍ତାନ ଆତଙ୍କବାଦୀମାନଙ୍କୁ ଆଶ୍ରୟ ଦେଇ ଗୋଟିଏ ଅଂଶ ହଡ଼ପ କରିଥିଲା। ସେ ସର୍ଦ୍ଦାର ପଟେଲଙ୍କ ଦୃଷ୍ଟିକୋଣକୁ ମନେ ପକାଇଥିଲେ ଏବଂ କହିଥିଲେ ଯେ ପାକିସ୍ତାନ ଅଧିକୃତ କାଶ୍ମୀର ( ପିଓକେ ) ପୁନରୁଦ୍ଧାର ନହେବା ପର୍ଯ୍ୟନ୍ତ ଭାରତୀୟ ସେନା ଅଟକିବା ଉଚିତ୍ ନୁହେଁ। ତଥାପି, ପଟେଲଙ୍କ ପରାମର୍ଶ ପାଳନ କରାଯାଇ ନଥିଲା ବୋଲି ସେ କହିଥିଲେ। ଶ୍ରୀ ମୋଦୀ ଗୁରୁତ୍ୱାରୋପ କରି କହିଥିଲେ ଯେ, ଆତଙ୍କବାଦର ଏହି ଐତିହ୍ୟ ଗତ 75 ବର୍ଷ ଧରି ଜାରି ରହିଛି ଏବଂ ପହଲଗାଓଁରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଏହାର ଆଉ ଏକ ଭୟଙ୍କର ରୂପ ଥିଲା। ସେ ଦୃଢ଼ତାର ସହିତ କହିଥିଲେ ଯେ କୂଟନୈତିକ ଖେଳ ଖେଳିବା ସତ୍ତ୍ୱେ, ପାକିସ୍ତାନ ବାରମ୍ବାର ଯୁଦ୍ଧରେ ଭାରତର ସାମରିକ ଶକ୍ତିର ସମ୍ମୁଖୀନ ହୋଇଛି। ସେ ଉଲ୍ଲେଖ କରିଥିଲେ ଯେ , ତିନି ଥର ଭାରତର ସଶସ୍ତ୍ର ବାହିନୀ ପାକିସ୍ତାନକୁ ନିର୍ଣ୍ଣାୟକ ଭାବରେ ପରାସ୍ତ କରିଥିଲା, ଯାହା ସ୍ପଷ୍ଟ କରେ ଯେ, ପାକିସ୍ତାନ ସିଧାସଳଖ ସାମରିକ ସଂଘର୍ଷରେ ବିଜୟୀ ହୋଇପାରିବ ନାହିଁ। ପାକିସ୍ତାନ ତାର ସୀମା ସମ୍ପର୍କରେ ଜାଣିଛି ବୋଲି ସ୍ୱୀକାର କରି ଶ୍ରୀ ମୋଦୀ କହିଥିଲେ ଯେ , ପଡ଼ୋଶୀ ଦେଶ ଛାୟା ଯୁଦ୍ଧ ଆରମ୍ଭ କରିଛି। ସେ ବ୍ୟାଖ୍ୟା କରିଥିଲେ ଯେ, ପ୍ରଶିକ୍ଷିତ ଆତଙ୍କବାଦୀମାନଙ୍କୁ ରୀତିମତ ସାମରିକ ତାଲିମ ମାଧ୍ୟମରେ ଭାରତରେ ଅନୁପ୍ରବେଶ କରାଯାଉଥିଲା , ଯାହାର ଲକ୍ଷ୍ୟ ଥିଲା ଶାନ୍ତିପୂର୍ଣ୍ଣ ତୀର୍ଥଯାତ୍ରା କରୁଥିବା ଲୋକଙ୍କ ସମେତ ନିରୀହ ଏବଂ ନିରସ୍ତ୍ର ସାଧାରଣ ଲୋକଙ୍କୁ ଟାର୍ଗେଟ କରିବା।ଅହମ୍ମଦାବାଦର ରାମକୃଷ୍ଣ ମଠ ଦ୍ୱାରା ଆୟୋଜିତ ଏକ କାର୍ଯ୍ୟକ୍ରମକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିବା ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
December 09th, 01:30 pm
ଗୁଜରାଟର ଜଣେ ପୁତ୍ର ହିସାବରେ ମୁଁ ଆପଣମାନଙ୍କୁ ଏହି କାର୍ଯ୍ୟକ୍ରମରେ ସ୍ୱାଗତ କରୁଛି, ଅଭିନନଦନ ଜଣାଉଛି । ମୁଁ ମା ଶାରଦା, ଗୁରୁଦେବ ରାମକୃଷ୍ଣ ପରମହଂସ ଏବଂ ସ୍ୱାମୀ ବିବେକାନନ୍ଦଜୀଙ୍କୁ, ସେମାନଙ୍କ ଚରଣରେ ପ୍ରଣାମ କରୁଛି । ଶ୍ରୀମତ୍ ସ୍ୱାମୀ ପ୍ରେମାନନ୍ଦ ମହାରାଜଙ୍କ ଜୟନ୍ତୀ ଅବସରରେ ଆଜିର ଏହି କାର୍ଯ୍ୟକ୍ରମ ଆୟୋଜିତ ହେଉଛି । ମୁଁ ତାଙ୍କ ଚରଣରେ ପ୍ରଣାମ ମଧ୍ୟ କରୁଛି।ଗୁଜରାଟରେ ରାମକୃଷ୍ଣ ମଠ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
December 09th, 01:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଗୁଜରାଟର ରାମକୃଷ୍ଣ ମଠରେ ଆୟୋଜିତ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ ଦେଶ ବିଦେଶର ରାମକୃଷ୍ଣ ମଠ ଓ ମିଶନର ସମ୍ମାନଜନକ ସନ୍ଥ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ର ପଟେଲ ଏବଂ ଅନ୍ୟାନ୍ୟ ବିଶିଷ୍ଟ ବ୍ୟକ୍ତିଙ୍କୁ ଶୁଭେଚ୍ଛା ଜଣାଇଥିଲେ । ଶ୍ରୀ ମୋଦୀ ଦେବୀ ଶାରଦା, ଗୁରୁଦେବ ରାମକୃଷ୍ଣ ପରମହଂସ ଏବଂ ସ୍ୱାମୀ ବିବେକାନନ୍ଦଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ । ଶ୍ରୀମତ ସ୍ୱାମୀ ପ୍ରେମାନନ୍ଦ ମହାରାଜଙ୍କ ଜୟନ୍ତୀ ଅବସରରେ ଆଜିର କାର୍ଯ୍ୟକ୍ରମ ଆୟୋଜନ କରାଯାଇ ତାଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା।ଚେସ୍ ଅଲିମ୍ପିଆଡ୍ ବିଜେତାଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବାର୍ତ୍ତାଳାପ
September 26th, 12:15 pm
ସାର, ପ୍ରଥମ ଥର ଭାରତ ଉଭୟ ବର୍ଗରେ ସ୍ୱର୍ଣ୍ଣ ପଦକ ଜିତିଛି ଏବଂ ଦଳ ଯେଉଁଭଳି ପ୍ରଦର୍ଶନ କରିଛି ତାହା ଚମତ୍କାର ଥିଲା, ଅର୍ଥାତ୍ ବାଳକଙ୍କ ଦ୍ୱାରା ୨୨ ରୁ ୨୧ ପଏଣ୍ଟ ଏବଂ ବାଳିକାଙ୍କ ଦ୍ୱାରା ୨୨ ରୁ ୧୯ ପଏଣ୍ଟ, ଆମର ମୋଟ ୪୪ ରୁ ୪୦ ପଏଣ୍ଟ । ଏତେ ଭଲ, ଉତ୍ତମ ପ୍ରଦର୍ଶନ ପୂର୍ବରୁ କେବେ ହୋଇନଥିଲାପ୍ରଧାନମନ୍ତ୍ରୀ ମୋଦୀ ଆମ ଚେସ୍ ଚମ୍ପିଆନମାନଙ୍କୁ ଭେଟି ଉତ୍ସାହିତ କରିଛନ୍ତି
September 26th, 12:00 pm
ଐତିହାସିକ ଦ୍ବିତୀୟ ସ୍ୱର୍ଣ୍ଣ ବିଜୟ ପରେ ପ୍ରଧାନମନ୍ତ୍ରୀ ମୋଦୀ ଭାରତର ଚେସ୍ ଦଳ ସହ ମତ ବିନିମୟ କରିଛନ୍ତି। ଆଲୋଚନାରେ ସେମାନଙ୍କ କଠିନ ପରିଶ୍ରମ, ଚେସ୍ ର ବଢୁଥିବା ଲୋକପ୍ରିୟତା, ଖେଳ ଉପରେ ଏଆଇର ପ୍ରଭାବ ଏବଂ ସଫଳତା ହାସଲ ରେ ସଂକଳ୍ପ ଏବଂ ଦଳଗତ କାର୍ଯ୍ୟର ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ ।ଗୁଜରାଟର ଗାନ୍ଧୀନଗରରେ ପୁନଃନିବେଶ ୨୦୨୪ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 16th, 11:30 am
ଗୁଜୁରାଟର ରାଜ୍ୟପାଳ ଶ୍ରୀ ଆଚାର୍ଯ୍ୟ ଦେବବ୍ରତ ଜୀ, ଗୁଜରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୂପେନ୍ଦ୍ରଭାଇ ପଟେଲ, ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଶ୍ରୀ ଚନ୍ଦ୍ରବାବୁ ନାଇଡୁ ଜୀ, ରାଜସ୍ଥାନର ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଶର୍ମା ଜୀ, ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଯାଦବ ଜୀ, ଛତିଶଗଡ଼ର ମୁଖ୍ୟମନ୍ତ୍ରୀ ଜୀ ମଧ୍ୟ ଏଠାରେ ଦେଖୁଛି, ଗୋଆରେ ମୁଖ୍ୟମନ୍ତ୍ରୀ ମଧ୍ୟ ଦେଖାଯାଉଛନ୍ତି ଏବଂ ମୁଁ ଅନେକ ରାଜ୍ୟର ଶକ୍ତି ମନ୍ତ୍ରୀମାନଙ୍କୁ ମଧ୍ୟ ଦେଖୁଛି । ସେହିଭଳି ବିଦେଶରୁ ଆସିଥିବା ଅତିଥି, ଜର୍ମାନୀର ଅର୍ଥନୈତିକ ସହଯୋଗ ମନ୍ତ୍ରୀ, ଡେନମାର୍କର ଶିଳ୍ପ ବ୍ୟବସାୟ ମନ୍ତ୍ରୀମଣ୍ଡଳର ମୋର ସହଯୋଗୀ ପ୍ରହ୍ଲାଦ ଯୋଶୀଜୀ, ଶ୍ରୀପଦ ନାଏକ, ଏବଂ ବିଶ୍ୱର ବିଭିନ୍ନ ଦେଶର ସମସ୍ତ ପ୍ରତିନିଧି, ମହିଳା ଓ ଭଦ୍ରବ୍ୟକ୍ତି ମାନେ!ଗୁଜରାଟର ଗାନ୍ଧୀନଗରଠାରେ ଚତୁର୍ଥ ବିଶ୍ଵ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀ (ରି-ଇନଭେଷ୍ଟ)କୁ ଉଦଘାଟନ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
September 16th, 11:11 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗୁଜରାଟର ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ଚତୁର୍ଥ ବିଶ୍ୱ ଅକ୍ଷୟ ଶକ୍ତି ନିବେଶକ ସମ୍ମିଳନୀ ଏବଂ ପ୍ରଦର୍ଶନୀକୁ (ରି-ଇନଭେଷ୍ଟ)କୁ ଉଦଘାଟନ କରିଛନ୍ତି । ୩ ଦିନ ଧରି ଚାଲିବାକୁ ଥିବା ଏହି ଶିଖର ସମ୍ମିଳନୀରେ ୨୦୦ ଗିଗାୱାଟ୍ ରୁ ଅଧିକ ଅଣ-ଜୀବାଶ୍ମ ଇନ୍ଧନ କ୍ଷମତା ହାସଲ କରିବାରେ ଭାରତର ଉଲ୍ଲେଖନୀୟ ଅବଦାନକୁ ସମ୍ମାନିତ କରାଯାଇଛି। ଏହି ପ୍ରଦର୍ଶନୀରେ ସରକାରୀ ଓ ବେସରକାରୀ କମ୍ପାନି, ଷ୍ଟାର୍ଟଅପ୍ ଏବଂ ପ୍ରମୁଖ ଶିଳ୍ପ ସଂସ୍ଥାଗୁଡ଼ିକର ଅତ୍ୟାଧୁନିକ ଉଦ୍ଭାବନକୁ ପ୍ରଦର୍ଶିତ କରାଯାଇଥିଲା।ଶ୍ରୀ ସୋମନାଥ ଟ୍ରଷ୍ଟ ବୈଠକରେ ଅଧ୍ୟକ୍ଷତା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
September 16th, 10:29 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ସୋମନାଥ ଟ୍ରଷ୍ଟର ଏକ ବୈଠକରେ ଅଧ୍ୟକ୍ଷତା କରିଥିଲେ ।ସେପ୍ଟେମ୍ବର ୧୫ରୁ ୧୭ ମଧ୍ୟରେ ଝାଡ଼ଖଣ୍ଡ, ଗୁଜରାଟ ଓ ଓଡ଼ିଶା ଗସ୍ତ କରିବେ ପ୍ରଧାନମନ୍ତ୍ରୀ
September 14th, 09:53 am
ସେପ୍ଟେମ୍ବର ୧୫ ରେ ପ୍ରଧାନମନ୍ତ୍ରୀ ଝାଡ଼ଖଣ୍ଡ ଗସ୍ତ କରିବେ ଏବଂ ପୂର୍ବାହ୍ନ ପ୍ରାୟ ୧୦ଟାରେ ଝାଡ଼ଖଣ୍ଡର ଟାଟାନଗର ଜଙ୍କସନ୍ ରେଳ ଷ୍ଟେସନରେ ଟାଟାନଗର-ପାଟନା ବନ୍ଦେ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ। ପୂର୍ବାହ୍ନ ପ୍ରାୟ ସାଢ଼େ ୧୦ଟାରେ ସେ ଝାଡ଼ଖଣ୍ଡର ଟାଟାନଗରରେ ୬୬୦ କୋଟିରୁ ଅଧିକ ଟଙ୍କାର ବିଭିନ୍ନ ରେଳ ପ୍ରକଳ୍ପର ଶିଳାନ୍ୟାସ ଓ ରାଷ୍ଟ୍ର ଉଦ୍ଦେଶ୍ୟରେ ଲୋକାର୍ପଣ କରିବା ସହ ୨୦ ହଜାର ପ୍ରଧାନମନ୍ତ୍ରୀ ଆବାସ ଯୋଜନା-ଗ୍ରାମୀଣ (ପିଏମ୍ଏୱାଇ-ଜି) ହିତାଧିକାରୀଙ୍କୁ ମଞ୍ଜୁରି ପତ୍ର ବଣ୍ଟନ କରିବେ।ଭାଇବ୍ରାଣ୍ଟ ଗୁଜରାଟ ଗ୍ଲୋବାଲ ଶିଖର ସମ୍ମିଳନୀର ଦଶମ ସଂସ୍କରଣରେ ପ୍ରଧାନମନ୍ତ୍ରୀଙ୍କ ଦୃଷ୍ଟିକୋଣକୁ ବିଶ୍ୱ ବ୍ୟବସାୟୀ ନେତାମାନେ ପ୍ରଶଂସା କରିଛନ୍ତି
January 10th, 12:28 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରଠାରେ ଭାଇବ୍ରେଣ୍ଟ ଗୁଜରାଟ ଗ୍ଲୋବାଲ ଶିଖର ସମ୍ମିଳନୀ ୨୦୨୪ର ଦଶମ ସଂସ୍କରଣକୁ ଉଦଘାଟନ କରିଛନ୍ତି । ଚଳିତ ବର୍ଷର ସମ୍ମିଳନୀର ବିଷୟବସ୍ତୁ ହେଉଛି 'ଗେଟ୍ ୱେ ଟୁ ଦି ଫ୍ୟୁଚର୍' ଏବଂ ଏଥିରେ ୩୪ଟି ଅଂଶୀଦାର ଦେଶ ଏବଂ ୧୬ଟି ଅଂଶୀଦାର ସଂଗଠନ ଅଂଶଗ୍ରହଣ କରିଛନ୍ତି। ଏହି ଶିଖର ସମ୍ମିଳନୀକୁ ଉତ୍ତର-ପୂର୍ବାଞ୍ଚଳ ବିକାଶ ମନ୍ତ୍ରଣାଳୟ ଉତ୍ତର-ପୂର୍ବାଞ୍ଚଳରେ ପୁଞ୍ଜିନିବେଶ ସୁଯୋଗ ପ୍ରଦର୍ଶନ କରିବା ପାଇଁ ଏକ ପ୍ଲାଟଫର୍ମ ଭାବରେ ବ୍ୟବହାର କରୁଛି ।ଗୁଜରାଟର ଗାନ୍ଧୀନଗରରେ ଭାଇବ୍ରେଣ୍ଟ ଗୁଜରାଟ ସମ୍ମିଳନୀ ୨୦୨୪ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
January 10th, 10:30 am
ମୋଜାମ୍ବିକ୍ର ରାଷ୍ଟ୍ରପତି ମହାମହିମ ଶ୍ରୀ ଫିଲିପ ନ୍ୟୁସି; ମହାମହିମ ଶ୍ରୀ ରାମୋସ୍-ହୋର୍ଟା, ତିମୋର-ଲେଷ୍ଟର ସଭାପତି; ଚେନକ୍ ରିପବ୍ଲିକ୍ ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ ପେଟର ଫିଆଲା; ଗୁଜୁରାଟର ରାଜ୍ୟପାଳ ଆଚାର୍ଯ୍ୟ ଦେବବ୍ରତ ଜୀ; ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ରଭାଇ ପଟେଲ; ଦେଶ ଓ ବିଦେଶରୁ ବିଶିଷ୍ଟ ଅତିଥି; ଅନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି; ଭଦ୍ର ମହିଳା ଓ ପୁରୁଷ ମାନେ !ଭାଇବ୍ରାଣ୍ଟ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀର ଦଶମ ସଂସ୍କରଣକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
January 10th, 09:40 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିର ଠାରେ ଭାଇବ୍ରାଣ୍ଟ ଗୁଜରାଟ ବୈଶ୍ୱିକ ଶିଖର ସମ୍ମିଳନୀ ୨୦୨୪ର ଦଶମ ସଂସ୍କରଣକୁ ଉଦଘାଟନ କରିଛନ୍ତି । ଚଳିତ ବର୍ଷ ନିମନ୍ତେ ସମ୍ମିଳନୀର ବିଷୟବସ୍ତୁ ହେଉଛି 'ଗେଟ୍ ୱେ ଟୁ ଦି ଫ୍ୟୁଚର’ ('ଭବିଷ୍ୟତର ପ୍ରବେଶ ଦ୍ୱାର' ) ଏବଂ ଏଥିରେ ୩୪ଟି ଅଂଶୀଦାର ଦେଶ ଏବଂ ୧୬ଟି ଅଂଶୀଦାର ସଂଗଠନ ଅଂଶଗ୍ରହଣ କରିଛନ୍ତି । ଉତ୍ତର - ପୂର୍ବାଞ୍ଚଳ ବିକାଶ ମନ୍ତ୍ରଣାଳୟ ଏହି ଶିଖର ସମ୍ମିଳନୀକୁ ଉତ୍ତର - ପୂର୍ବାଞ୍ଚଳରେ ପୁଞ୍ଜି ନିବେଶ ସୁଯୋଗ ପ୍ରଦର୍ଶନ କରିବା ପାଇଁ ଏକ ପ୍ଲାଟଫର୍ମ ଭାବେ ବ୍ୟବହାର କରୁଛି ।PM Modi meets CEOs of global firms in Gandhinagar, Gujarat
January 09th, 04:30 pm
Prime Minister Narendra Modi met CEOs of various global organisations and institutes in Gandhinagar, Gujarat. These included Sultan Ahmed Bin Sulayem of DP World, Mr. Sanjay Mehrotra of Micron Technology, Professor Iain Martin of Deakin University, Mr. Keith Svendsen of A.P. Moller – Maersk and Mr. Toshihiro Suzuki of Suzuki Motor Corp.Prime Minister Modi meets President Filipe Nyusi of the Republic of Mozambique
January 09th, 02:03 pm
PM Modi met H.E. Filipe Jacinto Nyusi, President of the Republic of Mozambique. PM Modi expressed his strong commitment to support Mozambique’s development priorities. Both leaders held productive discussions on ways to further bilateral ties, including in the areas of defence, counter terrorism, energy, health, trade & investment, agriculture, water security, mining, capacity building and maritime cooperation.ତିମୋର-ଲେଷ୍ଟେ ରାଷ୍ଟ୍ରପତିଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
January 09th, 11:16 am
ଗାନ୍ଧୀନଗରରେ ଆୟୋଜିତ ଦଶମ ଭାଇବ୍ରାଣ୍ଟ ଗୁଜରାଟ ଗ୍ଲୋବାଲ ଶିଖର ସମ୍ମିଳନୀରେ ଯୋଗ ଦେବା ପାଇଁ ତିମୋର-ଲେଷ୍ଟର ରାଷ୍ଟ୍ରପତି ମହାମହିମ ଡ. ଜୋସ୍ ରାମୋସ୍ ହୋର୍ଟା ଜାନୁଆରୀ ୮-୧୦, ୨୦୨୪ ରେ ଭାରତ ଗସ୍ତରେ ଆସିଛନ୍ତି।ଜାନୁଆରୀ ୮ରୁ ୧୦ ପର୍ଯ୍ୟନ୍ତ ଗୁଜରାଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
January 07th, 03:11 pm
ଜାନୁଆରୀ ୯ ତାରିଖ ସକାଳ ପ୍ରାୟ ସାଢ଼େ ୯ଟାରେ ପ୍ରଧାନମନ୍ତ୍ରୀ ଗାନ୍ଧୀନଗରସ୍ଥିତ ମହାତ୍ମା ମନ୍ଦିରରେ ପହଞ୍ଚିବେ, ଯେଉଁଠାରେ ସେ ବିଶ୍ୱନେତାମାନଙ୍କ ସହ ଦ୍ୱିପାକ୍ଷିକ ବୈଠକ କରିବେ ଏବଂ ଏହା ପରେ ଶୀର୍ଷ ବିଶ୍ୱ ନିଗମର ସିଇଓମାନଙ୍କ ସହ ବୈଠକ କରିବେ । ଅପରାହ୍ନ ପ୍ରାୟ ୩ ଟାରେ ସେ ଭାଇବ୍ରେଣ୍ଟ ଗୁଜରାଟ ଗ୍ଲୋବାଲ୍ ଟ୍ରେଡ୍ ସୋ'କୁ ଉଦଘାଟନ କରିବେ।