ମରିସସ୍ ଗସ୍ତ ପୂର୍ବରୁ ପ୍ରଧାନମନ୍ତ୍ରୀଙ୍କ ବିବୃତି
March 10th, 06:18 pm
ମୋର ବନ୍ଧୁ, ପ୍ରଧାନମନ୍ତ୍ରୀ ଡକ୍ଟର ନବୀନଚନ୍ଦ୍ର ରାମଗୁଲାମଙ୍କ ନିମନ୍ତ୍ରଣ କ୍ରମେ, ମୁଁ ମରିସସର ୫୭ତମ ଜାତୀୟ ଦିବସ ସମାରୋହରେ ଭାଗ ନେବା ପାଇଁ ମରିସସକୁ ଦୁଇ ଦିନିଆ ସରକାରୀ ଗସ୍ତରେ ବାହାରିଛି।March 10th, 06:18 pm
ମୋର ବନ୍ଧୁ, ପ୍ରଧାନମନ୍ତ୍ରୀ ଡକ୍ଟର ନବୀନଚନ୍ଦ୍ର ରାମଗୁଲାମଙ୍କ ନିମନ୍ତ୍ରଣ କ୍ରମେ, ମୁଁ ମରିସସର ୫୭ତମ ଜାତୀୟ ଦିବସ ସମାରୋହରେ ଭାଗ ନେବା ପାଇଁ ମରିସସକୁ ଦୁଇ ଦିନିଆ ସରକାରୀ ଗସ୍ତରେ ବାହାରିଛି।