PM chairs 52nd PRAGATI Meeting
June 24th, 09:04 pm
PM Modi reviewed major infrastructure projects worth around ₹30,000 crore and stressed timely implementation through PM GatiShakti. He also reviewed progress under the TB Mukt Bharat Abhiyan, emphasizing the use of digital technologies and AI. PM Modi further called for stronger coordination, faster response mechanisms and improved grievance redressal to tackle cyber crime and digital fraud.ପ୍ୟାରିସରେ ଭିଭାଟେକ୍ ୨୦୨୬ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
June 18th, 06:15 pm
୨୦୨୧ ମସିହାରେ, ଯେତେବେଳେ ମୁଁ ଭିଭାଟେକକୁ ସମ୍ବୋଧିତ କରିଥିଲି, ସେତେବେଳେ ବିଶ୍ୱ COVID-19 ର ବିପର୍ଯ୍ୟୟ ସହ ଲଢ଼ୁଥିଲା। ଆଜି ବିଶ୍ୱ ଅନ୍ୟ ପ୍ରକାରର ବିଘ୍ନର ସମ୍ମୁଖୀନ ହେଉଛି। ମୁଁ ଭିଭାଟେକ ୨୦୨୧ ରେ ଯେଉଁ ବାର୍ତ୍ତାକୁ ଦେଇଥିଲି ଆଜି ମଧ୍ୟ ତାହାକୁ ପୁନରାବୃତ୍ତି କରୁଛି — “ଯେଉଁଠାରେ ପାରମ୍ପରିକ ପଦ୍ଧତି ବିଫଳ ହୁଏ, ସେଠାରେ ନବୋନ୍ମେଷ ସହାୟକ ହୋଇଥାଏ ।”ୟୁରୋପର ସର୍ବବୃହତ ଷ୍ଟାର୍ଟଅପ୍ ମେଳାରେ ଯୋଗଦେଲେ ଭାରତର ୮୦ ଡିପ ଟେକ୍ କମ୍ପାନୀ
June 18th, 06:00 pm
ଟେକ୍-ଉଦ୍ୟୋଗୀ, ଷ୍ଟାର୍ଟ-ଅପ୍, ନିବେଶକ ଏବଂ ବ୍ୟବସାୟିକ ନେତୃବୃନ୍ଦଙ୍କ ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଶ୍ରୀ ମୋଦୀ କହିଛନ୍ତି, ମାନବ-କୈନ୍ଦ୍ରିକ କୃତ୍ରିମ ବୁଦ୍ଧିମତ୍ତା ( ଏଆଇ) ଏବଂ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା ପାଇଁ ଭାରତର ଦୂରଦୃଷ୍ଟି ତଥା ଉଦୀୟମାନ ପ୍ରଯୁକ୍ତିବିଦ୍ୟା କ୍ଷେତ୍ରରେ ଭାରତ-ଫ୍ରାନ୍ସ ମଧ୍ୟରେ ସହଯୋଗର ପରିସର ବୃଦ୍ଧି ପାଉଛି। ପ୍ରଯୁକ୍ତିବିଦ୍ୟା ଭାରତରେ ଅନେକ ଉଲ୍ଲେଖନୀୟ ରୂପାନ୍ତରଣ କରିଥିବା ସେ ଆଲୋକପାତ କରିଥିଲେ। ଡିଜିଟାଲ୍ ପେମେଣ୍ଟ, ଏଆଇ ଆଧାରିତ କୃଷି ପ୍ରଗତିଠାରୁ ଆରମ୍ଭ କରି ଅତ୍ୟାଧୁନିକ ମହାକାଶ ପ୍ରୟୋଗ ପର୍ଯ୍ୟନ୍ତ ଅନେକ ସଂସ୍କାର ଆଣିବାରେ ପ୍ରଯୁକ୍ତି ବିଦ୍ୟା ସକ୍ଷମ ହୋଇଥିବା ସେ କହିଛନ୍ତି। ମୁଖ୍ୟ ଅଭିଭାଷଣ ପରେ, ପ୍ରଧାନମନ୍ତ୍ରୀ ମୋଦୀ ଏବଂ ରାଷ୍ଟ୍ରପତି ମାକ୍ରୋନ୍ ଶିଳ୍ପ, ସ୍ୱାସ୍ଥ୍ୟସେବା, ସ୍ଥାୟୀ ବିକାଶ ଏବଂ ଯାତାୟାତ ପାଇଁ ଅତ୍ୟାଧୁନିକ ପ୍ରଯୁକ୍ତିବିଦ୍ୟା ଏବଂ ବ୍ୟାବହାରିକ ସମାଧାନ ପ୍ରଦର୍ଶନ କରୁଥିବା ଭାରତୀୟ ଷ୍ଟାର୍ଟ-ଅପ୍ ଏବଂ ନବସୃଜନକାରୀ ମାନଙ୍କ ସହ ଆଲୋଚନା କରିଥିଲେ।ପ୍ରଧାନମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନକୁ କ୍ୟାବିନେଟ୍ ଅନୁମୋଦନ
September 18th, 03:20 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଆଦିବାସୀ ଅଧ୍ୟୁଷିତ ଗ୍ରାମ ଏବଂ ଆକାଂକ୍ଷୀ ଜିଲ୍ଲାରେ ଆଦିବାସୀ ପରିବାରମାନଙ୍କ ପୂର୍ଣ୍ଣାଙ୍ଗ ବିକାଶକୁ ଆଖିଆଗରେ ରଖି ଆଦିବାସୀ ସମ୍ପ୍ରଦାୟର ସାମାଜିକ-ଅର୍ଥନୈତିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ମୋଟ ୭୯,୧୫୬ କୋଟି ଟଙ୍କା (କେନ୍ଦ୍ରୀୟ ଭାଗ: ୫୬,୩୩୩ କୋଟି ଟଙ୍କା ଏବଂ ରାଜ୍ୟ ଭାଗ: ୨୨,୮୨୩ କୋଟି ଟଙ୍କା) ବ୍ୟୟ ବରାଦ ସହିତ ପ୍ରଧାନମନ୍ତ୍ରୀ ଜନଜାତୀୟ ଉନ୍ନତ ଗ୍ରାମ ଅଭିଯାନକୁ ଅନୁମୋଦନ ମିଳିଛି ।Cabinet Approves PMGSY-IV for Rural Road Connectivity
September 11th, 08:16 pm
The Union Cabinet, chaired by PM Modi, approved the Pradhan Mantri Gram Sadak Yojana-IV (2024-2029) for constructing 62,500 km of roads to connect 25,000 unconnected habitations. The scheme has a total outlay of Rs. 70,125 crore, focusing on socio-economic transformation in rural areas using innovative construction techniques.୪୩ତମ ପ୍ରଗତି ଆଲୋଚନାରେ ଅଧ୍ୟକ୍ଷତା କରିଛନ୍ତି ପ୍ରଧାନମନ୍ତ୍ରୀ
October 25th, 09:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କୁ ନେଇ ସକ୍ରିୟ ଶାସନ ଏବଂ ସମୟୋପଯୋଗୀ କାର୍ଯ୍ୟକାରିତା ପାଇଁ ଆଇସିଟି ଆଧାରିତ ମଲ୍ଟି-ମୋଡାଲ୍ ପ୍ଲାଟଫର୍ମ ପ୍ରଗତିର ୪୩ତମ ସଂସ୍କରଣର ବୈଠକରେ ଅଧ୍ୟକ୍ଷତା କରିଥିଲେ ।ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଜାତୀୟ ଲଜିଷ୍ଟିକ୍ ନୀତିର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
September 17th, 05:38 pm
ଆଜି ସ୍ୱାଧୀନତାର ଅମୃତକାଳରେ ଦେଶ ଏକ ବିକଶିତ ଭାରତ ଗଠନ ଦିଗରେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇଛି । ଭାରତରେ ଶେଷ ସୀମାରେ ବିତରଣ ଶୀଘ୍ର ହେବା ଉଚିତ, ପରିବହନ ସହ ଜଡିତ ଆହ୍ୱାନଗୁଡିକ ଦୂର ହୋଇଯିବ, ଆମର ଉତ୍ପାଦକ ଏବଂ ଶିଳ୍ପ ଗୁଡିକର ସମୟ ଏବଂ ଅର୍ଥ ସଞ୍ଚୟ ହେବା ଉଚିତ, ସେହିଭଳି ଆମର କୃଷି ଉତ୍ପାଦ ମଧ୍ୟ । ବିଳମ୍ବ ଯୋଗୁଁ ସେମାନଙ୍କର ଯେଉଁ କ୍ଷତି ହେଉଛି । ଏଥିରୁ ଆମେ କିପରି ମୁକ୍ତି ପାଇବୁ? ଏହି ସବୁ ସମସ୍ୟାର ସମାଧାନ ଖୋଜିବା ପାଇଁ ନିରନ୍ତର ଉଦ୍ୟମ ଚାଲିଛି ଏବଂ ଆଜି ଏହାର ଏକ ରୂପ ହେଉଛି ଜାତୀୟ ଲଜିଷ୍ଟିକ୍ ନୀତି, ଏବଂ ମୁଁ ନିଶ୍ଚିତ ଯେ ଆମର ଏହି ସମସ୍ତ ବ୍ୟବସ୍ଥାର ଉନ୍ନତି ପାଇଁ ଏବଂ ଏଥିରେ କାର୍ଯ୍ୟ କରୁଥିବା ସରକାରଙ୍କ ବିଭିନ୍ନ ୟୁନିଟ୍ ଗୁଡିକ ମଧ୍ୟରେ ଏକ ସମନ୍ୱୟ ମଧ୍ୟ ରହିବ ।PM launches National Logistics Policy
September 17th, 05:37 pm
PM Modi launched the National Logistics Policy. He pointed out that the PM Gatishakti National Master Plan will be supporting the National Logistics Policy in all earnest. The PM also expressed happiness while mentioning the support that states and union territories have provided and that almost all the departments have started working together.୪୦ ତମ ପ୍ରଗତି ଆଲୋଚନାରେ ଅଧ୍ୟକ୍ଷତା କରିଛନ୍ତି ପ୍ରଧାନମନ୍ତ୍ରୀ
May 25th, 07:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ୪୦ ତମ ପ୍ରଗତି ସଂସ୍କରଣ ବୈଠକରେ ଅଧ୍ୟକ୍ଷତା କରିଛନ୍ତି, ଯାହାକି କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସାମିଲ କରି ସକରାତ୍ମକ ପ୍ରଶାସନ ଏବଂ ସମୟବଦ୍ଧ କାର୍ଯ୍ୟକାରିତା ପାଇଁ ଆଇସିଟି ଭିତ୍ତିକ ମଲ୍ଟି ମୋଡାଲ ପ୍ଲାଟଫର୍ମ ଅଟେ ।