ଆରବ ବୈଦେଶିକ ମନ୍ତ୍ରୀଙ୍କ ଏକ ପ୍ରତିନିଧି ଦଳକୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

January 31st, 02:39 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦ୍ୱିତୀୟ ଭାରତ-ଆରବ ବୈଦେଶିକ ମନ୍ତ୍ରୀଙ୍କ ବୈଠକ ପାଇଁ ଭାରତ ଆସିଥିବା ଆରବ ରାଷ୍ଟ୍ରଗୁଡ଼ିକର ବୈଦେଶିକ ମନ୍ତ୍ରୀ, ଆରବ ରାଷ୍ଟ୍ରଗୁଡ଼ିକର ମହାସଂଘର ମହାସଚିବ ଏବଂ ଆରବ ପ୍ରତିନିଧିମଣ୍ଡଳର ମୁଖ୍ୟମାନଙ୍କୁ ସ୍ୱାଗତ କରିଥିଲେ।

ଜର୍ମାନୀର ଚାନ୍‌ସେଲର ଫ୍ରେଡରିକ୍‌ ମର୍ଜଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ୍ ବିବୃତ୍ତି

January 12th, 12:49 pm

ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଅବସରରେ ଆଜି ଭାରତରେ ଚାନସେଲର ମର୍ଜଙ୍କୁ ସ୍ୱାଗତ କରିବା ମୋ ପାଇଁ ଏକ ବିଶେଷ ଆନନ୍ଦର ମୁହୂର୍ତ୍ତ। ଏହା ଏକ ସୁଖଦ ସଂଯୋଗ ଯେ, ସ୍ୱାମୀ ବିବେକାନନ୍ଦ ଭାରତ ଏବଂ ଜର୍ମାନୀ ମଧ୍ୟରେ ଦର୍ଶନ, ଜ୍ଞାନ ଏବଂ ଆତ୍ମଚେତନାର ଏକ ସେତୁ ନିର୍ମାଣ କରିଥିଲେ। ଆଜି ଚାନସେଲର ମର୍ଜଙ୍କ ଗସ୍ତ ସେହି ସେତୁକୁ ନୂତନ ଶକ୍ତି, ନୂତନ ଆତ୍ମବିଶ୍ୱାସ ଏବଂ ନୂତନ ପରିସୀମା ପ୍ରଦାନ କରୁଛି। ଏହା କେବଳ ଭାରତ ନୁହେଁ ବରଂ ଏସିଆକୁ ଚାନ୍‌ସେଲର ଭାବରେ ତାଙ୍କର ପ୍ରଥମ ଗସ୍ତ। ଭାରତ ସହିତ ନିବିଡ଼ ସମ୍ପର୍କକୁ ସେ କେତେ ମାତ୍ରାରେ ଗୁରୁତ୍ୱ ଦିଅନ୍ତି ଏହା ତା’ର ଏକ ବଳିଷ୍ଠ ପ୍ରମାଣ। ମୁଁ ତାଙ୍କର ବ୍ୟକ୍ତିଗତ ଧ୍ୟାନ ଓ ପ୍ରତିବଦ୍ଧତା ପାଇଁ ତାଙ୍କୁ ଧନ୍ୟବାଦ ଜଣାଉଛି। ଭାରତ ଜର୍ମାନୀ ସହିତ ବନ୍ଧୁତା ଏବଂ ସହଭାଗୀତାକୁ ଆହୁରି ମଜଭୁତ କରିବା ପାଇଁ ସମ୍ପୂର୍ଣ୍ଣ ଭାବେ ପ୍ରତିବଦ୍ଧ। ଗୁଜୁରାଟରେ, ଆମେ କହୁଛୁ, ଆଭକାରୋ ମିଠୋ ଆପଜେ ରେ, ଅର୍ଥାତ୍, ସ୍ନେହ ଓ ଆତ୍ମୀୟତା ସହିତ ସ୍ୱାଗତ। ଏହି ଭାବନା ​​ସହିତ, ଆମେ ଭାରତରେ ଚାନସେଲର ମର୍ଜଙ୍କୁ ସହୃଦୟତାର ସହିତ ସ୍ୱାଗତ କରୁଛୁ।

ପ୍ରଧାନମନ୍ତ୍ରୀଙ୍କୁ ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କ ଟେଲିଫୋନ କଲ୍

January 07th, 03:03 pm

ସେମାନେ ଆଗାମୀ ବର୍ଷରେ ଭାରତ-ଇସ୍ରାଏଲ ରଣନୈତିକ ସହଭାଗୀତାକୁ ଆହୁରି ସୁଦୃଢ଼ କରିବା ପାଇଁ ମିଳିତ ପ୍ରାଥମିକତା ଚିହ୍ନଟ କରିଥିଲେ, ଯାହା ସାଧାରଣ ଗଣତାନ୍ତ୍ରିକ ମୂଲ୍ୟବୋଧ, ଗଭୀର ପାରସ୍ପରିକ ବିଶ୍ୱାସ ଏବଂ ଏକ ଦୂରଦୃଷ୍ଟିସମ୍ପନ୍ନ ଦୃଷ୍ଟିକୋଣ ଦ୍ୱାରା ପରିଚାଳିତ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଇଜିପ୍ଟର ବୈଦେଶିକ ମନ୍ତ୍ରୀ

October 17th, 04:22 pm

ଇଜିପ୍ଟର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡକ୍ଟର ବଦର ଅବଦେଲାଟି ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଭେଟିଛନ୍ତି।

ପ୍ରଧାନମନ୍ତ୍ରୀ ମୋଦୀଙ୍କ ଶାନ୍ତି ବାର୍ତ୍ତା, ବନ୍ଧକ ମୁକ୍ତିକୁ ସ୍ୱାଗତ କରି ଟ୍ରମ୍ପଙ୍କ ଆନ୍ତରିକ ପ୍ରୟାସକୁ ସମର୍ଥନ

October 13th, 07:59 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦୁଇ ବର୍ଷରୁ ଅଧିକ ସମୟ ବନ୍ଦୀ ରହିବା ପରେ ସମସ୍ତ ବନ୍ଧକଙ୍କ ମୁକ୍ତିକୁ ସ୍ୱାଗତ କରିଛନ୍ତି । ସେ କହିଛନ୍ତି ଯେ, ସ୍ୱାଧୀନତା ସେମାନଙ୍କ ପରିବାରର ସାହସ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଶାନ୍ତି ଉଦ୍ୟମ ଏବଂ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁଙ୍କ ସଂକଳ୍ପର ପରିଣାମ ।

ଗାଜା ଶାନ୍ତି ଯୋଜନାର ସଫଳତା ପାଇଁ ଟ୍ରମ୍ପଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ

October 09th, 09:31 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଯୁକ୍ତରାଷ୍ଟ୍ର ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ କଥା ହୋଇଛନ୍ତି ଏବଂ ଐତିହାସିକ ଗାଜା ଶାନ୍ତି ଯୋଜନାର ସଫଳତା ପାଇଁ ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି ।

ବ୍ରିଟେନର ପ୍ରଧାନମନ୍ତ୍ରୀଙ୍କ ସହ ମିଳିତ ପ୍ରେସ ବିବୃତ୍ତି ସମୟରେ ପ୍ରଧାନମନ୍ତ୍ରୀଙ୍କ ପ୍ରେସ ବିବୃତ୍ତି

October 09th, 11:25 am

ପ୍ରଧାନମନ୍ତ୍ରୀ ଷ୍ଟାରମରଙ୍କ ନେତୃତ୍ୱରେ, ଭାରତ-ୟୁକେ ସମ୍ପର୍କରେ ଉଲ୍ଲେଖନୀୟ ପ୍ରଗତି ହୋଇଛି। ଏହି ବର୍ଷ ଜୁଲାଇରେ ମୋର ୟୁକେ ଗସ୍ତ ସମୟରେ, ଆମେ ଐତିହାସିକ ବ୍ୟାପକ ଅର୍ଥନୈତିକ ଏବଂ ବାଣିଜ୍ୟ ଚୁକ୍ତି (ସିଇଟିଏ) ଚୁଡାନ୍ତ କରିଥିଲୁ। ଏହି ଚୁକ୍ତିନାମା ଉଭୟ ଦେଶ ମଧ୍ୟରେ ଆମଦାନୀ ଖର୍ଚ୍ଚ ହ୍ରାସ କରିବ, ଯୁବକମାନଙ୍କ ପାଇଁ ନୂତନ ନିଯୁକ୍ତି ସୁଯୋଗ ସୃଷ୍ଟି କରିବ, ବାଣିଜ୍ୟକୁ ବୃଦ୍ଧି କରିବ ଏବଂ ଆମର ଶିଳ୍ପ ଏବଂ ଗ୍ରାହକ ଉଭୟଙ୍କୁ ଲାଭ ଦେବ।

ଗାଜାରେ ଶାନ୍ତି ପ୍ରତିଷ୍ଠା ପାଇଁ ଆମେରିକା ରାଷ୍ଟ୍ରପତି ଟ୍ରମ୍ପଙ୍କ ନେତୃତ୍ୱକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

October 04th, 07:58 am

ଗାଜାରେ ଶାନ୍ତି ପ୍ରୟାସ ପାଇଁ ନିର୍ଣ୍ଣାୟକ ନେତୃତ୍ୱ ନିମନ୍ତେ ଆମେରିକାର ରାଷ୍ଟ୍ରପତି ଡୋନାଲଡ ଟ୍ରମ୍ପଙ୍କ ନେତୃତ୍ୱକୁ ସ୍ୱାଗତ କରିଛନ୍ତି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ । ଶ୍ରୀ ମୋଦୀ ଆଜି କହିଛନ୍ତି, ବନ୍ଧକଙ୍କ ମୁକ୍ତି ପାଇଁ ସଙ୍କେତ ମାନବୀୟ ଏବଂ କୂଟନୈତିକ ପ୍ରୟାସ ଦିଗରେ ମହତ୍ୱପୂର୍ଣ୍ଣ ପଦକ୍ଷେପ ।

ଗାଜା ବିବାଦରେ ରାଷ୍ଟ୍ରପତି ଟ୍ରମ୍ପଙ୍କ ଶାନ୍ତି ପଦକ୍ଷେପକୁ ପ୍ରଧାନମନ୍ତ୍ରୀଙ୍କ ସ୍ୱାଗତ

September 30th, 09:19 am

ଗାଜା ବିବାଦର ସମାଧାନ ନିମନ୍ତେ ରାଷ୍ଟ୍ରପତି ଡୋନାଲ୍ଡ ଜେ. ଟ୍ରମ୍ପଙ୍କ ବ୍ୟାପକ ଯୋଜନା ଘୋଷଣାକୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସ୍ୱାଗତ କରିଛନ୍ତି ।

Rio de Janeiro Declaration- Strengthening Global South Cooperation for a More Inclusive and Sustainable Governance

July 07th, 06:00 am

The leaders of BRICS countries, met in Rio de Janeiro, Brazil for the 17th BRICS Summit. The leaders reaffirmed their commitment to the BRICS spirit of mutual respect and understanding, sovereign equality, solidarity, democracy, openness, inclusiveness, collaboration and consensus. They strongly condemned terrorism and welcomed the inclusion of new countries as BRICS partner countries.

ଶାନ୍ତି ଏବଂ ସୁରକ୍ଷା ଉପରେ ବ୍ରିକ୍ସ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

July 06th, 11:07 pm

ବିଶ୍ୱ ଶାନ୍ତି ଏବଂ ସୁରକ୍ଷା କେବଳ ଏକ ଆଦର୍ଶ ନୁହେଁ, ବରଂ ଏହା ଆମର ସାଧାରଣ ସ୍ୱାର୍ଥ ଏବଂ ଭବିଷ୍ୟତର ମୂଳଦୁଆ ଅଟେ । ମାନବତାର ବିକାଶ କେବଳ ଏକ ଶାନ୍ତିପୂର୍ଣ୍ଣ ଏବଂ ସୁରକ୍ଷିତ ପରିବେଶରେ ହିଁ ସମ୍ଭବ ହୋଇପାରିବ । ଏହି ଉଦ୍ଦେଶ୍ୟ ପୂରଣ କରିବାରେ ବ୍ରିକ୍ସର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛି। ଆମକୁ ଏକତ୍ରିତ ହେବାକୁ ପଡିବ ଏବଂ ଆମର ସାଧାରଣ ସମସ୍ୟାର ସମ୍ମୁଖୀନ ହେବା ପାଇଁ ଆମକୁ ସାମୂହିକ ପ୍ରୟାସ କରିବାକୁ ପଡିବ। ଆମକୁ ଆଗକୁ ଏକାଠି ହୋଇ ବଢ଼ିବାକୁ ପଡିବ।

ଭଏସ୍ ଅଫ୍ ଗ୍ଲୋବାଲ୍ ସାଉଥ୍ ଶିଖର ସମ୍ମିଳନୀ ୩.୦ର ଉଦଘାଟନୀ ଅଧିବେଶନରେ ପ୍ରଧାନମନ୍ତ୍ରୀଙ୍କ ପ୍ରାରମ୍ଭିକ ମନ୍ତବ୍ୟ

August 17th, 10:00 am

ତୃତୀୟ ଭଏସ୍ ଅଫ୍ ଗ୍ଲୋବାଲ୍ ସାଉଥ୍ ଶିଖର ସମ୍ମିଳନୀରେ ୧୪୦ କୋଟି ଭାରତୀୟଙ୍କ ତରଫରୁ ଆପଣ ସମସ୍ତଙ୍କୁ ଭବ୍ୟ ସ୍ୱାଗତ ।

ପାଲେଷ୍ଟାଇନ ରାଷ୍ଟ୍ରପତିଙ୍କ ସହ କଥା ହେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

October 19th, 08:14 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ପାଲେଷ୍ଟାଇନ୍ ରାଷ୍ଟ୍ରପତି ମହାମହିମ ମିଃ ମହମ୍ମଦ ଆବ୍ବାସଙ୍କ ସହ ଟେଲିଫୋନ୍ ଯୋଗେ ଆଲୋଚନା କରିଛନ୍ତି।

ଗାଜାର ଅଲ ଅହଲି ହସ୍ପିଟାଲରେ ଲୋକଙ୍କ ମୃତ୍ୟୁକୁ ନେଇ ପ୍ରଧାନମନ୍ତ୍ରୀଙ୍କ ଶୋକ

October 18th, 01:48 pm

ଗାଜାର ଅଲ ଅହଲି ହସ୍ପିଟାଲରେ ଲୋକଙ୍କ ଦୁଃଖଦ ମୃତ୍ୟୁରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗଭୀର ଶୋକବ୍ୟକ୍ତ କରିଛନ୍ତି । ପୀଡ଼ିତଙ୍କ ପରିବାରକୁ ସେ ସମବେଦନା ଦେଇଛନ୍ତି ଏବଂ ଆହତମାନେ ଶୀଘ୍ର ସୁସ୍ଥ ହେବାକୁ କାମନା କରିଛନ୍ତି ।