ନୂଆଦିଲ୍ଲୀର ଏକ କୃଷି କାର୍ଯ୍ୟକ୍ରମରେ ଚାଷୀମାନଙ୍କ ସହିତ ପ୍ରଧାନମନ୍ତ୍ରୀଙ୍କ କଥାବାର୍ତ୍ତା

October 12th, 06:45 pm

ରାମ ରାମ ! ଜୀ, ମୁଁ ହେଉଛି ହରିୟାଣା ହିସାର ଜିଲ୍ଲାର। ମୁଁ କାବୁଲି ଚଣା ବୁଣି ଚାଷ ଆରମ୍ଭ କରିଥିଲି। ତ ପ୍ରଥମେ ଟିକେ

କୃଷକମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 12th, 06:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ନୂଆଦିଲ୍ଲୀର ଭାରତୀୟ କୃଷି ଗବେଷଣା ପ୍ରତିଷ୍ଠାନରେ ଏକ କୃଷି କାର୍ଯ୍ୟକ୍ରମରେ କୃଷକମାନଙ୍କ ସହ ଆଲୋଚନା କରିଛନ୍ତି। ଏହି କାର୍ଯ୍ୟକ୍ରମ କୃଷକ କଲ୍ୟାଣ, କୃଷି ଆତ୍ମନିର୍ଭରଶୀଳତା ଏବଂ ଗ୍ରାମୀଣ ଭିତ୍ତିଭୂମିକୁ ସୁଦୃଢ଼ କରିବା ପ୍ରତି ପ୍ରଧାନମନ୍ତ୍ରୀଙ୍କ ନିରନ୍ତର ପ୍ରତିବଦ୍ଧତାକୁ ଦର୍ଶାଉଛି। ଏହି ସାର୍ବଜନୀନ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବା ପୂର୍ବରୁ ପ୍ରଧାନମନ୍ତ୍ରୀ କୃଷକମାନଙ୍କ ସହ ଆଲୋଚନା କରିଥିଲେ, ଯେଉଁଥିରେ ଶ୍ରୀ ମୋଦୀ ୩୫,୪୪୦ କୋଟି ଟଙ୍କା ବ୍ୟୟ ଅଟକଳ ସହିତ କୃଷି କ୍ଷେତ୍ରରେ ଦୁଇଟି ପ୍ରମୁଖ ଯୋଜନାର ଶୁଭାରମ୍ଭ କରିଥିଲେ। ସେ 'ପିଏମ ଧନ ଧାନ୍ୟ କୃଷି ଯୋଜନା' ର ଶୁଭାରମ୍ଭ କରିଥିଲେ, ଯାହାର ବ୍ୟୟ ଅଟକଳ ୨୪,୦୦୦ କୋଟି ଟଙ୍କା। ସେ ଡାଲି କ୍ଷେତ୍ରରେ ‘ଆତ୍ମନିର୍ଭର ଭାରତ ଅଭିଯାନ’ର ମଧ୍ୟ ଶୁଭାରମ୍ଭ କରିଥିଲେ, ଯାହାର ବ୍ୟୟ ଅଟକଳ ଥିଲା ୧୧,୪୪୦ କୋଟି ଟଙ୍କା। ପ୍ରଧାନମନ୍ତ୍ରୀ ପ୍ରାୟ ୮୧୫ କୋଟି ଟଙ୍କାର ଅତିରିକ୍ତ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହିତ କୃଷି, ପଶୁପାଳନ, ମତ୍ସ୍ୟଚାଷ ଏବଂ ଖାଦ୍ୟ ପ୍ରକ୍ରିୟାକରଣ କ୍ଷେତ୍ରରେ ୫,୪୫୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର ପ୍ରକଳ୍ପକୁ ଉଦଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିଥିଲେ।

ମୁମ୍ବାଇ ଗ୍ଲୋବାଲ ଫିନଟେକ ଫେଷ୍ଟର ଷଷ୍ଠ ସଂସ୍କରଣରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

October 09th, 02:51 pm

ମହାମହିମ ପ୍ରଧାନମନ୍ତ୍ରୀ କେର ଷ୍ଟାର୍ମର, ଆରବିଆଇ ଗଭର୍ଣ୍ଣର, ଉଦଭାବକ, ନିବେଶକାରୀ, ନେତାଗଣ । ମୁମ୍ବାଇକୁ ଆପଣମାନଙ୍କୁ ସମସ୍ତଙ୍କୁ ସ୍ୱାଗତ ।

‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟ ୨୦୨୫’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 09th, 02:50 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି, ମହାରାଷ୍ଟ୍ରର ମୁମ୍ବାଇଠାରେ ‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟ ୨୦୨୫’କୁ ସମ୍ବୋଧିତ କରିଛନ୍ତି। ଉପସ୍ଥିତ ସମସ୍ତଙ୍କୁ ସ୍ୱାଗତ ଜଣାଇ ଶ୍ରୀ ମୋଦୀ ମୁମ୍ବାଇକୁ ଶକ୍ତି, ଉଦ୍ୟୋଗ ଏବଂ ଅସୀମ ସମ୍ଭାବନାର ସହର ଭାବେ ବର୍ଣ୍ଣନା କରିଛନ୍ତି। ସେ ତାଙ୍କ ବନ୍ଧୁ, ବ୍ରିଟେନର ପ୍ରଧାନମନ୍ତ୍ରୀ ମହାମହିମ ଶ୍ରୀ କୀର ଷ୍ଟାରମରଙ୍କୁ ସ୍ୱତନ୍ତ୍ର ଭାବରେ ସ୍ୱାଗତ କରିଥିଲେ ଏବଂ ‘ଗ୍ଲୋବାଲ୍ ଫିନଟେକ୍ ଫେଷ୍ଟିଭାଲ’ରେ ତାଙ୍କର ଉପସ୍ଥିତି ଏବଂ କାର୍ଯ୍ୟକ୍ରମରେ ସେ ଦେଇଥିବା ସମୟ ପାଇଁ ଧନ୍ୟବାଦ ଜଣାଇଥିଲେ।

ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ’ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 25th, 10:22 am

ଉତ୍ତର ପ୍ରଦେଶର ମୁଖ୍ୟମନ୍ତ୍ରୀ ଶ୍ରୀ ଯୋଗୀ ଆଦିତ୍ୟନାଥ, ଉତ୍ତର ପ୍ରଦେଶ ସରକାରଙ୍କ ମନ୍ତ୍ରୀଗଣ, ଉତ୍ତର ପ୍ରଦେଶ ବିଜେପି ସଭାପତି ଭୂପେନ୍ଦ୍ର ଚୌଧୁରୀ , ଶିଳ୍ପ ଜଗତର ସମସ୍ତ ବନ୍ଧୁ, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ସଜ୍ଜନଗଣ।

ଗ୍ରେଟର ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ’କୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

September 25th, 10:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତର ପ୍ରଦେଶର ଗ୍ରେଟର ନୋଏଡାରେ ‘ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀ -୨୦୨୫’କୁ ଉଦଘାଟନ ଏବଂ ସମ୍ବୋଧିତ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉତ୍ତର ପ୍ରଦେଶ ଅନ୍ତର୍ଜାତୀୟ ବାଣିଜ୍ୟ ପ୍ରଦର୍ଶନୀରେ ଯୋଗ ଦେଇଥିବା ସମସ୍ତ ବ୍ୟବସାୟୀ, ନିବେଶକ, ଉଦ୍ୟୋଗୀ ଏବଂ ଯୁବ ଅଂଶଗ୍ରହଣକାରୀଙ୍କୁ ସ୍ୱାଗତ କରିଛନ୍ତି। ଏହି କାର୍ଯ୍ୟକ୍ରମରେ ୨,୨୦୦ ରୁ ଅଧିକ ପ୍ରଦର୍ଶକ ସେମାନଙ୍କର ଉତ୍ପାଦ ଏବଂ ସେବା ପ୍ରଦର୍ଶନ କରୁଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। ଶ୍ରୀ ମୋଦୀ ଏହି ବାଣିଜ୍ୟ ପ୍ରଦର୍ଶନୀର ସଂସ୍କରଣ ପାଇଁ ଋଷ ଦେଶ ଅଂଶୀଦାର ବୋଲି ଆଲୋକପାତ କରିଛନ୍ତି, ଯାହା ଏକ ପରୀକ୍ଷିତ ସହଭାଗୀ ସୁଦୃଢ଼ତାର ଗୁରୁତ୍ୱ ବହନ କରୁଛି। ସେ ଏହି କାର୍ଯ୍ୟକ୍ରମ ଆୟୋଜନ ପାଇଁ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ, ସରକାରୀ ସହକର୍ମୀ ଏବଂ ଅନ୍ୟାନ୍ୟ ଅଂଶୀଦାରମାନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଉଲ୍ଲେଖ କରିଛନ୍ତି ଯେ, ଏହି ଅବସରଟି ପଣ୍ଡିତ ଦୀନଦୟାଲ ଉପାଧ୍ୟାୟଙ୍କ ଜନ୍ମଜୟନ୍ତୀ ସହିତ ସମ୍ପୃକ୍ତ ଅଟେ, ଯିଏ ସମାଜର ସବୁଠୁ ପଛରେ ପଡ଼ିଥିବା ବ୍ୟକ୍ତିଙ୍କ ଉନ୍ନତି ପାଇଁ - ଅନ୍ତ୍ୟୋଦୟ ପଥ ଉପରେ ଦେଶକୁ ନେତୃତ୍ୱ ଦେଇଥିଲେ। ସେ ଜୋର ଦେଇ କହିଛନ୍ତି ଯେ, ଅନ୍ତ୍ୟୋଦୟ ଅର୍ଥ ହେଉଛି ବିକାଶକୁ ତ୍ରୁଣମୂଳସ୍ତର ପର୍ଯ୍ୟନ୍ତ ପହଞ୍ଚାଇବା, ସମସ୍ତ ପ୍ରକାରର ଭେଦଭାବକୁ ଦୂର କରିବା। ସେ ଆହୁରି ମଧ୍ୟ ମନ୍ତବ୍ୟ ଦେଇଛନ୍ତି ଯେ, ଭାରତ ବର୍ତ୍ତମାନ ଏହି ସମାବେଶୀମୂଳକ ଉନ୍ନତିର ମଡେଲ୍‌କୁ ବିଶ୍ୱ ସାମ୍ନାରେ ଏକ ଉଦାହରଣ ଭାବରେ ପ୍ରଦର୍ଶନ କରୁଛି।

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ରେଡ଼ିଓ ଅଭିଭାଷଣ ‘ମନ୍ କି ବାତ୍’

May 25th, 11:30 am

ମୋର ପ୍ରିୟ ଦେଶବାସୀଗଣ, ନମସ୍କାର । ଆଜି ସାରା ଦେଶ ଆତଙ୍କବାଦ ବିରୁଦ୍ଧରେ ଏକଜୁଟ, ଆକ୍ରୋଶରେ ପୂର୍ଣ୍ଣ ଏବଂ ସଂକଳ୍ପବଦ୍ଧ । ଆଜି ପ୍ରତ୍ୟେକ ଭାରତୀୟର ସଂକଳ୍ପ ହେଉଛି, ଆମକୁ ଆତଙ୍କବାଦର ଅନ୍ତ ଘଟାଇବାକୁ ପଡ଼ିବ । ବନ୍ଧୁଗଣ, ଅପରେଶନ୍ ସିନ୍ଦୂର ସମୟରେ ଆମ ସେନାବାହିନୀ ଯେଉଁ ବୀରତ୍ୱ ପ୍ରଦର୍ଶନ କରିଛନ୍ତି, ତାହା ପ୍ରତ୍ୟେକ ଭାରତୀୟକୁ ଗର୍ବିତ କରିଛି । ଯେଉଁ ସଠିକତା ସହିତ ଆମ ସେନାବାହିନୀ ସୀମା ଆରପାରିରେ ରହିଥିବା ଆତଙ୍କବାଦୀ ଆଡ୍ଡାସ୍ଥଳୀଗୁଡ଼ିକୁ ଧ୍ୱଂସ କଲେ ତାହା ବେଶ୍ ଚମତ୍କାର । ଅପରେଶନ୍ ସିନ୍ଦୂର ସାରା ବିଶ୍ୱରେ ଆତଙ୍କ ବିରୁଦ୍ଧରେ ହେଉଥିବା ସଂଗ୍ରାମକୁ ନୂତନ ବିଶ୍ୱାସ ଏବଂ ଉତ୍ସାହରେ ଭରିଦେଇଛି ।

Today, India's youth are demonstrating our immense potential to the world, through their dedication and innovation: PM Modi in Rozgar Mela

April 26th, 11:23 am

PM Modi addressed the Rozgar Mela and distributed more than 51,000 appointment letters to youth. He highlighted that the government is ensuring employment and self-employment opportunities for the country's youth. The PM spoke about the immense opportunity WAVES 2025 summit offers for the youth. He recalled the mantra of ‘Nagrik Devo Bhava,’ and encouraged youth to serve every citizen of India.

ରୋଜଗାର ମେଳାକୁ ସମ୍ବୋଧନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

April 26th, 11:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ରୋଜଗାର ମେଳାକୁ ସମ୍ବୋଧିତ କରିଥିଲେ। ଏହି ଅବସରରେ ସେ ବିଭିନ୍ନ ସରକାରୀ ବିଭାଗ ଏବଂ ସଂଗଠନରେ ନବନିଯୁକ୍ତ ୫୧,୦୦୦ରୁ ଅଧିକ ଯୁବକ ଯୁବତୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିଥିଲେ। ଏହି ସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ଆଜିଠାରୁ ଏସବୁ ଯୁବକଯୁବତୀମାନଙ୍କୁ ଭାରତ ସରକାରଙ୍କ ବିଭିନ୍ନ ବିଭାଗରେ ନୂତନ ଦାୟିତ୍ୱ ମିଳୁଛି । ସେ କହିଛନ୍ତି ଯେ ତାଙ୍କର କର୍ତ୍ତବ୍ୟ ମଧ୍ୟରେ ଦେଶର ଆର୍ଥିକ ଭିତ୍ତିଭୂମିକୁ ସୁଦୃଢ଼ କରିବା, ଆଭ୍ୟନ୍ତରୀଣ ସୁରକ୍ଷାକୁ ସୁଦୃଢ଼ କରିବା, ଆଧୁନିକ ଭିତ୍ତିଭୂମି ନିର୍ମାଣରେ ଯୋଗଦାନ ଦେବା ଏବଂ ଶ୍ରମିକଙ୍କ ଜୀବନରେ ବୈପ୍ଳବିକ ପରିବର୍ତ୍ତନ ଆଣିବା ଅନ୍ତର୍ଭୁକ୍ତ। ପ୍ରଧାନମନ୍ତ୍ରୀ ଗୁରୁତ୍ୱାରୋପ କରିଥିଲେ ଯେ ସେମାନେ ଯେଉଁ ଆନ୍ତରିକତାର ସହିତ ସେମାନଙ୍କର ଦାୟିତ୍ୱ ନିର୍ବାହ କରନ୍ତି, ତାହା ଭାରତର ଏକ ବିକଶିତ ରାଷ୍ଟ୍ର ହେବା ଯାତ୍ରାରେ ସକାରାତ୍ମକ ପ୍ରଭାବ ପକାଇବ। ଏହି ଯୁବକଯୁବତୀମାନେ ପୂର୍ଣ୍ଣ ନିଷ୍ଠାର ସହିତ ସେମାନଙ୍କର କର୍ତ୍ତବ୍ୟ ନିର୍ବାହ କରିବେ ବୋଲି ସେ ଆତ୍ମବିଶ୍ବାସ ପ୍ରକାଶ କରିଥିଲେ।

ଦେଶବ୍ୟାପୀ ତଳସ୍ତରରେ ନିଯୁକ୍ତି ଓ ଅର୍ଥନୈତିକ ଅଭିବୃଦ୍ଧି ଏବଂ ଆଜୀବିକା ବୃଦ୍ଧି ପାଇଁ ସରକାରୀ ଇ-ବଜାର (ଜିଇଏମ୍)କୁ ପ୍ରଧାନମନ୍ତ୍ରୀଙ୍କ ପ୍ରଶଂସା

April 01st, 07:38 pm

ଦେଶବ୍ୟାପୀ ତଳସ୍ତରରେ ନିଯୁକ୍ତି ଓ ଅର୍ଥନୈତିକ ଅଭିବୃଦ୍ଧି ଏବଂ ଆଜୀବିକା ବୃଦ୍ଧି ପାଇଁ ସରକାରୀ ଇ-ବଜାର (ଜିଇଏମ୍)କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପ୍ରଶଂସା କରିଛନ୍ତି ।

ଟିଭି-9 ଶିଖର ସମ୍ମିଳନୀ 2025ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

March 28th, 08:00 pm

ଶ୍ରୀମାନ ରାମେଶ୍ୱର ଗାରୁ ଜୀ, ରାମୁ ଜୀ, ବରୁଣ ଦାସ ଜୀ, ଟିଭି-9ର ପୂରା ଟିମ୍, ମୁଁ ଆପଣଙ୍କ ନେଟୱାର୍କର ସମସ୍ତ ଦର୍ଶକଙ୍କୁ, ଏଠାରେ ଉପସ୍ଥିତ ସମସ୍ତ ମାନ୍ୟଗଣ୍ୟ ବ୍ୟକ୍ତିଙ୍କୁ ଏହି ଶିଖର ସମ୍ମିଳନୀ ପାଇଁ ଅଭିନନ୍ଦନ ଜଣାଉଛି।

Prime Minister Shri Narendra Modi addresses TV9 Summit 2025

March 28th, 06:53 pm

PM Modi participated in the TV9 Summit 2025. He remarked that India now follows the Equi-Closeness policy of being equally close to all. He emphasized that the world is eager to understand What India Thinks Today. PM remarked that India's approach has always prioritized humanity over monopoly. “India is no longer just a ‘Nation of Dreams’ but a ‘Nation That Delivers’”, he added.

ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ପ୍ରଧାନମନ୍ତ୍ରୀଙ୍କ ଧନ୍ୟବାଦ ପ୍ରସ୍ତାବ

February 04th, 07:00 pm

ମୁଁ ମାନ୍ୟବର ରାଷ୍ଟ୍ରପତିଜୀଙ୍କ ସମ୍ୱୋଧନ ଉପରେ ଧନ୍ୟବାଦ ଜଣାଇବାକୁ ଆଜି ଏଠାରେ ଉପସ୍ଥିତ ହୋଇଛି। ଗତକାଲି ଏବଂ ଆଜି ବିଳମ୍ୱିତ ରାତି ପର୍ଯ୍ୟନ୍ତ, ସମସ୍ତ ମାନ୍ୟବର ସାଂସଦମାନେ ସେମାନଙ୍କ ଚିନ୍ତାଧାରା ଦ୍ୱାରା କୃତଜ୍ଞତାର ସହ ସମୃଦ୍ଧ କରିଥିଲେ। ଅନେକ ସମ୍ମାନନୀୟ ଅଭିଜ୍ଞ ସାଂସଦ ମଧ୍ୟ ନିଜର ମତ ବ୍ୟକ୍ତ କରିଥିଲେ, ଏବଂ ସ୍ୱାଭାବିକ ଭାବେ ଗଣତନ୍ତ୍ରର ଏକ ପରମ୍ପରା ମଧ୍ୟ ରହିଛି, ଯେଉଁଠି ଆବଶ୍ୟକତା ଥିଲା, ସେଠାରେ ପ୍ରଶଂସା କରାଯାଉଥିଲା, ଯେଉଁଠି କିଛି ଅସୁବିଧା ଥିଲା, କିଛି ନକାରାତ୍ମକ କଥାବାର୍ତ୍ତା ମଧ୍ୟ ହେଉଥିଲା, କିନ୍ତନ୍ତୁ ଏହା ଅତି ସ୍ୱାଭାବିକ! ଅଧ୍ୟକ୍ଷ ମହୋଦୟ, ଏହା ମୋ ପାଇଁ ଏକ ବଡ଼ ସୌଭାଗ୍ୟ ଯେ ଦେଶର ଲୋକମାନେ ମୋତେ ୧୪ ତମ ଥର ଏହି ସ୍ଥାନରେ ବସି ରାଷ୍ଟ୍ରପତିଜୀଙ୍କ ଅଭିଭାଷଣ ପ୍ରତି କୃତଜ୍ଞତା ବ୍ୟକ୍ତ କରିବାର ସୁଯୋଗ ଦେଇଛନ୍ତି ଏବଂ ସେଥିପାଇଁ ମୁଁ ଆଜି ମଧ୍ୟ ଜନସାଧାରଣଙ୍କୁ ବହୁତ ସମ୍ମାନର ସହ କୃତଜ୍ଞତା ଜଣାଇବାକୁ ଚାହୁଁଛି, ଏବଂ ଯେଉଁମାନେ ଗୃହରେ ଆଲୋଚନାରେ ଅଂଶଗ୍ରହଣ କରିଥିଲେ ଏବଂ ଆଲୋଚନାକୁ ସମୃଦ୍ଧ କରିଥିଲେ ସେମାନଙ୍କୁ ମଧ୍ୟ ମୁଁ କୃତଜ୍ଞତା ଜଣାଉଛି।

ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

February 04th, 06:55 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଲୋକସଭାରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଉପରେ ଉତ୍ତର ଦେଇଛନ୍ତି। ସଦନକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ଗତକାଲି ଏବଂ ଆଜି ଆଲୋଚନାରେ ଅଂଶଗ୍ରହଣ କରିଥିବା ସମସ୍ତ ମାନ୍ୟବର ସାଂସଦଙ୍କ ଯୋଗଦାନକୁ ପ୍ରଶଂସା କରିଥିଲେ। ସେ ଉଲ୍ଲେଖ କରିଥିଲେ ଯେ ଗଣତନ୍ତ୍ରର ପରମ୍ପରାରେ ଆବଶ୍ୟକ ସ୍ଥଳେ ପ୍ରଶଂସା ଏବଂ ଆବଶ୍ୟକ ସ୍ଥଳେ କିଛି ନକାରାତ୍ମକ ମନ୍ତବ୍ୟ ସାମିଲ ଥାଏ, ଯାହା ସ୍ୱାଭାବିକ। ଚତୁର୍ଦ୍ଦଶ ଥର ପାଇଁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଉତ୍ତର ରଖିବାକୁ ସୁଯୋଗ ଦେଇଥିବାରୁ ସେ ଜନସାଧାରଣଙ୍କୁ କୃତଜ୍ଞତା ବ୍ୟକ୍ତ କରିଥିଲେ। ଏହି ଆଲୋଚନାରେ ଭାଗ ନେଇଥିବା ସମସ୍ତଙ୍କୁ ସେମାନଙ୍କର ବିଚାର ପାଇଁ ସେ ପ୍ରଶଂସା କରିଥିଲେ।

ଭାରତ-ଶ୍ରୀଲଙ୍କା ମିଳିତ ବିବୃତି: ଭାଗିଦାରୀ ଭବିଷ୍ୟତ ପାଇଁ ଭାଗିଦାରୀକୁ ପ୍ରୋତ୍ସାହିତ କରିବା

December 16th, 03:26 pm

16 ଡିସେମ୍ବର 2024 ରେ ଭାରତ ଗସ୍ତ ସମୟରେ ଶ୍ରୀଲଙ୍କାର ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକ ନୂଆଦିଲ୍ଲୀରେ ଭାରତର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ବ୍ୟାପକ ଏବଂ ଫଳପ୍ରଦ ଆଲୋଚନା କରିଥିଲେ ।

ରାଜସ୍ଥାନର ଜୟପୁରରେ ରାଇଜିଂ ରାଜସ୍ଥାନ ଗ୍ଲୋବାଲ ଇନଭେଷ୍ଟମେଣ୍ଟ ଶିଖର ସମ୍ମିଳନୀ ୨୦୨୪ର ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

December 09th, 11:00 am

ରାଜସ୍ଥାନର ରାଜ୍ୟପାଳ ଶ୍ରୀ ହରିଭାଉ ବାଗଡେ ଜୀ, ରାଜସ୍ଥାନର ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଶ୍ରୀ ଭଜନ ଲାଲ ଜୀ ଶର୍ମା, ରାଜସ୍ଥାନ ସରକାରଙ୍କ ମନ୍ତ୍ରୀଗଣ, ସାଂସଦଗଣ, ବିଧାୟକଗଣ, ଶିଳ୍ପଜଗତର ସାଥିମାନେ, ବିଭିନ୍ନ ରାଷ୍ଟ୍ରଦୂତ, ଦୂତାବାସର ପ୍ରତିନିଧି, ଅନ୍ୟାନ୍ୟ ମାନ୍ୟଗଣ୍ୟ ବ୍ୟକ୍ତି, ମହିଳା ଏବଂ ଭଦ୍ରବ୍ୟକ୍ତିମାନେ।

PM Modi inaugurates Rising Rajasthan Global Investment Summit

December 09th, 10:34 am

PM Modi inaugurated the Rising Rajasthan Global Investment Summit 2024 and Rajasthan Global Business Expo in Jaipur, highlighting India's rapid economic growth, digital advancements, and youth power. He emphasized India's rise as the 5th largest economy, doubling exports and FDI, and the transformative impact of tech-driven initiatives like UPI and DBT.

ଦ୍ଵିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 21st, 02:15 am

ମୋର ବନ୍ଧୁ ରାଷ୍ଟ୍ରପତି ଇରଫାନ ଅଲ୍ଲୀ ଏବଂ ପ୍ରଧାନମନ୍ତ୍ରୀ ଡ଼ିଙ୍କନ ମିଚେଲଙ୍କ ସହ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀର ଆୟୋଜନ କରି ମୁଁ ଅତ୍ୟନ୍ତ ଆନନ୍ଦିତ । ମୁଁ କାରିକମ୍ ପରିବାରର ସମସ୍ତ ସଦସ୍ୟଙ୍କୁ ହୃଦୟରୁ ସ୍ୱାଗତ କରୁଛି ଏବଂ ଏହି ଶିଖର ସମ୍ମିଳନୀର ଉତ୍ତମ ଆୟୋଜନ ପାଇଁ ରାଷ୍ଟ୍ରପତି ଇରଫାନ ଅଲ୍ଲୀଙ୍କୁ ବିଶେଷ ଭାବରେ ଧନ୍ୟବାଦ ଜଣାଉଛି ।

ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀ

November 21st, 02:00 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଏବଂ ଗ୍ରେନାଡା ର ପ୍ରଧାନମନ୍ତ୍ରୀ, ବର୍ତ୍ତମାନର କାରିକମ୍ ଅଧ୍ୟକ୍ଷ ମହାମହିମ ଶ୍ରୀ ଡିକନ୍ ମିଚେଲ, 20 ନଭେମ୍ବର 2024 ରେ ଜର୍ଜଟାଉନରେ ଦ୍ୱିତୀୟ ଭାରତ-କାରିକମ୍ ଶିଖର ସମ୍ମିଳନୀରେ ଅଧ୍ୟକ୍ଷତା କରିଥିଲେ । ଏହି ଶିଖର ସମ୍ମିଳନୀର ଆୟୋଜନ କରିଥିବାରୁ ପ୍ରଧାନମନ୍ତ୍ରୀ ଗୁୟାନା ରାଷ୍ଟ୍ରପତି ମହାମହିମ ଇରଫାନ ଅଲ୍ଲୀଙ୍କୁ ଧନ୍ୟବାଦ ଜଣାଇଥିଲେ । ୨୦୧୯ରେ ନ୍ୟୁୟର୍କରେ ପ୍ରଥମ ଭାରତ-କାରିକମ୍ ଶିଖର ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା। ଗୁୟାନା ରାଷ୍ଟ୍ରପତି ଏବଂ ଗ୍ରେନାଡା ପ୍ରଧାନମନ୍ତ୍ରୀଙ୍କ ବ୍ୟତୀତ ଏହି ଶିଖର ସମ୍ମିଳନୀରେ ଯୋଗ ଦେଇଥିଲେ -

ମହାରାଷ୍ଟ୍ରର ୱାର୍ଦ୍ଧାରେ ଜାତୀୟ 'ପିଏମ୍ ବିଶ୍ୱକର୍ମା' କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

September 20th, 11:45 am

ଦୁଇ ଦିନ ତଳେ ଆମେ ସମସ୍ତେ ବିଶ୍ୱକର୍ମା ପୂଜା ପାଳନ କରିଥିଲୁ। ଆଉ ଆଜି ୱାର୍ଦ୍ଧାର ପବିତ୍ର ଭୂମିରେ ଆମେ ପିଏମ ବିଶ୍ୱକର୍ମା ଯୋଜନାର ସଫଳତାର ଉତ୍ସବ ପାଳନ କରୁଛୁ । ଆଜିର ଦିନଟି ମଧ୍ୟ ବିଶେଷ, କାରଣ ୧୯୩୨ ମସିହା ଆଜିର ଦିନରେ ମହାତ୍ମା ଗାନ୍ଧୀ ଅସ୍ପୃଶ୍ୟତା ବିରୋଧରେ ଅଭିଯାନ ଆରମ୍ଭ କରିଥିଲେ। ଏଭଳି ପରିସ୍ଥିତିରେ ବିଶ୍ୱକର୍ମା ଯୋଜନାର ଏକ ବର୍ଷ ପୂର୍ତ୍ତିର ଏହି ଉତ୍ସବ, ବିନୋବା ଭାବେ ଜୀ ଙ୍କର ଏହି ସାଧନାସ୍ଥଳୀ, ମହାତ୍ମା ଗାନ୍ଧୀଙ୍କର କର୍ମଭୂମି,ୱାର୍ଧାର ଏହି ଭୂମି, ସଫଳତା ଓ ପ୍ରେରଣାର ଏମିତି ସଂଗମ, ଯାହାକି ଭାରତର ବିକଶିତ ଭାରତ ପାଇଁ ଆମର ସଂକଳ୍ପକୁ ନୂତନ ଶକ୍ତି ପ୍ରଦାନ କରିବ। ବିଶ୍ୱକର୍ମା ଯୋଜନା ମାଧ୍ୟମରେ ଆମେ କଠିନ ପରିଶ୍ରମ ମାଧ୍ୟମରେ ସମୃଦ୍ଧି, ଏହାର ଦକ୍ଷତାକୁ ଏକ ଉନ୍ନତ ଭବିଷ୍ୟତର ଯେଉଁ ସଙ୍କଳ୍ପ ନେଇଛୁ, ୱାର୍ଦ୍ଧାରେ ବାପୁଙ୍କ ପ୍ରେରଣା ସେହି ସଂକଳ୍ପଗୁଡ଼ିକୁ ସଫଳତାର ସହ ନେବାରେ ମାଧ୍ୟମ ହେବ । ଏହି ଅବସରରେ ମୁଁ ଏହି ଯୋଜନା ସହ ଜଡ଼ିତ ସମସ୍ତ ଜନସାଧାରଣ, ଦେଶର ସମସ୍ତ ହିତାଧିକାରୀଙ୍କୁ ଏହି ଅବସରରେ ଅଭିନନ୍ଦନ ଜଣାଉଛି ।