ଜି୭ ବୈଠକ ଅବସରରେ କାନାଡା ପ୍ରଧାନମନ୍ତ୍ରୀ ମାର୍କ କାର୍ନିଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ
June 18th, 08:02 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଆଲବର୍ଟାର କାନାନାସ୍କିସ୍ରେ ଜି୭ ଶିଖର ସମ୍ମିଳନୀ ଅବସରେରେ କାନାଡାର ପ୍ରଧାନମନ୍ତ୍ରୀ ଶ୍ରୀ ମାର୍କ କାର୍ନିଙ୍କ ସହ ଏକ ଦ୍ୱିପାକ୍ଷିକ ବୈଠକରେ ଆଲୋଚନା କରିଛନ୍ତି ।ବ୍ରିଟେନ ସାଧାରଣ ନିର୍ବାଚନରେ ବିଜୟ ପାଇଁ କିର ଷ୍ଟାର୍ମରଙ୍କୁ ଅଭିନନ୍ଦନ ଜଣାଇଲେ ପ୍ରଧାନମନ୍ତ୍ରୀ
July 05th, 07:14 pm
ବ୍ରିଟେନ ସାଧାରଣ ନିର୍ବାଚନରେ ବିଜୟ ପାଇଁ କିର ଷ୍ଟାର୍ମରଙ୍କୁ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅଭିନନ୍ଦନ ଜଣାଇଛନ୍ତି ।