ଭାରତ-ଜର୍ମାନୀ ମିଳିତ ବିବୃତି
January 12th, 03:50 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନିମନ୍ତ୍ରଣ କ୍ରମେ ଜର୍ମାନୀ ଚାନ୍ସେଲର, ମହାମହିମ ଶ୍ରୀ ଫ୍ରେଡ୍ରିକ ମର୍ଜ 12-13 ଜାନୁଆରୀ 2026ରେ ଭାରତକୁ ସରକାରୀ ଗସ୍ତରେ ଆସିଥିଲେ । ଚାନ୍ସେଲରଙ୍କ ସହିତ 23ଜଣ ଅଗ୍ରଣୀ ଜର୍ମାନ ସିଇଓ ଏବଂ ଶିଳ୍ପପତିଙ୍କ ସମେତ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ମଧ୍ୟ ଆସିଥିଲେ।ଜର୍ମାନୀ ସଂଘୀୟ ଗଣରାଜ୍ୟର ଚାନ୍ସେଲରଙ୍କ ଭାରତ ଗସ୍ତ
January 12th, 03:47 pm
ଦ୍ୱିପାକ୍ଷିକ ପ୍ରତିରକ୍ଷା ଶିଳ୍ପ ସହଯୋଗକୁ ସୁଦୃଢ଼ କରିବା ପାଇଁ ମିଳିତ ସଂକଳ୍ପ ଘୋଷଣାନାମାସାବରମତୀ ଆଶ୍ରମରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ପ୍ରଧାନମନ୍ତ୍ରୀ ମୋଦୀ ଓ ଜର୍ମାନ ଚାନ୍ସେଲର ଫ୍ରେଡରିକ୍ ମର୍ଜ
January 12th, 03:04 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଜର୍ମାନୀର ଚାନସେଲର ଫ୍ରେଡରିକ୍ ମର୍ଜ ଅହମ୍ମଦାବାଦର ସାବରମତୀ ଆଶ୍ରମ ପରିଦର୍ଶନ କରିଥିଲେ । ସେମାନେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଜର୍ମାନ ଚାନ୍ସେଲର ଫ୍ରେଡରିକ୍ ମର୍ଜ ଅହମ୍ମଦାବାଦରେ ଆନ୍ତର୍ଜାତୀୟ ଗୁଡ଼ି ମହୋତ୍ସବ ପରିଦର୍ଶନ କରିଛନ୍ତି
January 12th, 02:42 pm
ଅହମ୍ମଦାବାଦର ସାବରମତୀ ରିଭରଫ୍ରଣ୍ଟରେ ଆୟୋଜିତ ରଙ୍ଗୀନ ଏବଂ ଜୀବନ୍ତ ଅନ୍ତର୍ଜାତୀୟ ଗୁଡ଼ି ମହୋତ୍ସବରେ ପ୍ରଧାନମନ୍ତ୍ରୀ ମୋଦୀ ଏବଂ ଜର୍ମାନ ଚାନ୍ସେଲର ଫ୍ରେଡରିକ୍ ମର୍ଜ ଅଂଶଗ୍ରହଣ କରିଥିଲେ। ପ୍ରଦର୍ଶିତ ଗୁଡ଼ିରେ ଅପରେସନ୍ ସିନ୍ଦୂର, ଭଗବାନ ହନୁମାନ, ତ୍ରିରଙ୍ଗା ଏବଂ ଆହୁରି ଅନେକ କିଛି ଚିତ୍ରିତ ହୋଇଥିଲା । ଚାନ୍ସେଲର ମର୍ଜ ଗୁଡ଼ି ଉଡ଼ାଇବାକୁ ଚେଷ୍ଟା କରିଥିବାରୁ ପ୍ରଧାନମନ୍ତ୍ରୀ ଖୁସି ବ୍ୟକ୍ତ କରିଛନ୍ତି।Our relationship carries the permanence of platinum and the shine of silver: PM Modi at India-Germany CEOs Forum
January 12th, 01:35 pm
Addressing the India-Germany CEOs Forum, PM Modi remarked that the partnership between the two countries is a seamless one, built on shared values and mutual trust. The PM highlighted several important decisions taken, such as deeper cooperation in strategic sectors, critical and emerging technologies, and AI. He invited German precision and innovation to connect with India’s scale and speed.ଜର୍ମାନୀର ଚାନ୍ସେଲର ଫ୍ରେଡରିକ୍ ମର୍ଜଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ମିଳିତ ପ୍ରେସ୍ ବିବୃତ୍ତି
January 12th, 12:49 pm
ସ୍ୱାମୀ ବିବେକାନନ୍ଦ ଜୟନ୍ତୀ ଅବସରରେ ଆଜି ଭାରତରେ ଚାନସେଲର ମର୍ଜଙ୍କୁ ସ୍ୱାଗତ କରିବା ମୋ ପାଇଁ ଏକ ବିଶେଷ ଆନନ୍ଦର ମୁହୂର୍ତ୍ତ। ଏହା ଏକ ସୁଖଦ ସଂଯୋଗ ଯେ, ସ୍ୱାମୀ ବିବେକାନନ୍ଦ ଭାରତ ଏବଂ ଜର୍ମାନୀ ମଧ୍ୟରେ ଦର୍ଶନ, ଜ୍ଞାନ ଏବଂ ଆତ୍ମଚେତନାର ଏକ ସେତୁ ନିର୍ମାଣ କରିଥିଲେ। ଆଜି ଚାନସେଲର ମର୍ଜଙ୍କ ଗସ୍ତ ସେହି ସେତୁକୁ ନୂତନ ଶକ୍ତି, ନୂତନ ଆତ୍ମବିଶ୍ୱାସ ଏବଂ ନୂତନ ପରିସୀମା ପ୍ରଦାନ କରୁଛି। ଏହା କେବଳ ଭାରତ ନୁହେଁ ବରଂ ଏସିଆକୁ ଚାନ୍ସେଲର ଭାବରେ ତାଙ୍କର ପ୍ରଥମ ଗସ୍ତ। ଭାରତ ସହିତ ନିବିଡ଼ ସମ୍ପର୍କକୁ ସେ କେତେ ମାତ୍ରାରେ ଗୁରୁତ୍ୱ ଦିଅନ୍ତି ଏହା ତା’ର ଏକ ବଳିଷ୍ଠ ପ୍ରମାଣ। ମୁଁ ତାଙ୍କର ବ୍ୟକ୍ତିଗତ ଧ୍ୟାନ ଓ ପ୍ରତିବଦ୍ଧତା ପାଇଁ ତାଙ୍କୁ ଧନ୍ୟବାଦ ଜଣାଉଛି। ଭାରତ ଜର୍ମାନୀ ସହିତ ବନ୍ଧୁତା ଏବଂ ସହଭାଗୀତାକୁ ଆହୁରି ମଜଭୁତ କରିବା ପାଇଁ ସମ୍ପୂର୍ଣ୍ଣ ଭାବେ ପ୍ରତିବଦ୍ଧ। ଗୁଜୁରାଟରେ, ଆମେ କହୁଛୁ, ଆଭକାରୋ ମିଠୋ ଆପଜେ ରେ, ଅର୍ଥାତ୍, ସ୍ନେହ ଓ ଆତ୍ମୀୟତା ସହିତ ସ୍ୱାଗତ। ଏହି ଭାବନା ସହିତ, ଆମେ ଭାରତରେ ଚାନସେଲର ମର୍ଜଙ୍କୁ ସହୃଦୟତାର ସହିତ ସ୍ୱାଗତ କରୁଛୁ।ପ୍ରଧାନମନ୍ତ୍ରୀ ଜାନୁଆରୀ ୧୨ରେ ଅହମ୍ମଦାବାଦଠାରେ ଜର୍ମାନ ଚାନ୍ସେଲର ମର୍ଜଙ୍କୁ ଭେଟିବେ
January 09th, 12:05 pm
ପ୍ରଧାନମନ୍ତ୍ରୀ ଆସନ୍ତା ଜାନୁଆରୀ ୧୨, ଅହମ୍ମଦାବାଦଠାରେ ଜର୍ମାନୀର ଫେଡେରାଲ ଚାନ୍ସେଲର ମହାମହିମ ଶ୍ରୀ ଫ୍ରେଡରିଚ୍ ମର୍ଜଙ୍କୁ ଭେଟିବେ ।Prime Minister Narendra Modi to visit Gujarat
January 09th, 12:02 pm
PM Modi will be in Gujarat from 10 to 12 January, 2026. His visit includes events at Somnath, participation in Somnath Swabhiman Parv, Vibrant Gujarat Regional Conference in Rajkot, inauguration of Ahmedabad Metro Phase 2 and meetings with German Chancellor Friedrich Merz in Ahmedabad and Gandhinagar.Prime Minister meets Chancellor of Germany on the sidelines of G7 Summit
June 17th, 11:58 pm
PM Modi met German Chancellor Friedrich Merz on the sidelines of the G7 Summit in Canada, their first meeting since Merz took office in May 2025. Both the leaders agreed to deepen the India-Germany Strategic Partnership, marking 25 years, with focus on trade, defence, green energy, tech, innovation and mobility.ଚାନ୍ସେଲର ଫ୍ରେଡରିକ୍ ମର୍ଜଙ୍କୁ ଦାୟିତ୍ୱ ଗ୍ରହଣ କରିବା ପରେ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
May 20th, 06:25 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ଫ୍ରେଡରିକ୍ ମର୍ଜଙ୍କ ସହ ଟେଲିଫୋନରେ ଆଲୋଚନା କରିଛନ୍ତି ଏବଂ ଜର୍ମାନୀ ସଂଘୀୟ ଗଣରାଜ୍ୟର ଚାନ୍ସେଲର ଭାବରେ ଦାୟିତ୍ୱ ଗ୍ରହଣ କରିବା ହେତୁ ଅଭିନନ୍ଦନ ଜଣାଇଛନ୍ତି।Prime Minister congratulates Friedrich Merz on assuming office as German Chancellor
May 06th, 09:53 pm
The Prime Minister, Shri Narendra Modi has extended his warm congratulations to Mr. Friedrich Merz on assuming office as the Federal Chancellor of Germany.ଜର୍ମାନ ଚାନସେଲରଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
September 10th, 06:29 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୧୦ ସେପ୍ଟେମ୍ବର 2023 ରେ ନୂଆଦିଲ୍ଲୀରେ ଜି-20 ଶିଖର ସମ୍ମିଳନୀ ଅବସରରେ ଜର୍ମାନିର ଚାନସେଲର ମହାମହିମ ଶ୍ରୀ ଓଲାଫ୍ ସ୍କୋଲଜଙ୍କୁ ଭେଟିଥିଲେ । ଫେବ୍ରୁଆରି ୨୦୨୩ରେ ଭାରତ ଗସ୍ତ ପରେ ଚାନସେଲରଙ୍କ ଏହା ଚଳିତ ବର୍ଷର ଦ୍ବିତୀୟ ଭାରତ ଗସ୍ତ ଥିଲା।ଜି -୭ ଶିଖର ସମ୍ମିଳନୀ ଅବସରରେ ଜର୍ମାନୀ ରିପବ୍ଲିକର ଚାନସେଲରଙ୍କ ସହ ପ୍ରଧାନମନ୍ତ୍ରୀଙ୍କ ବୈଠକ
June 27th, 09:27 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜୁନ୍ ୨୭, ୨୦୨୨ ରେ ଜର୍ମାନୀର ସ୍ଲୋସ୍ ଏଲାମୁ ଠାରେ ଜି-୭ ଶିଖର ସମ୍ମିଳନୀ ଅବସରରେ ରିପବ୍ଲିକ୍ ଅଫ୍ ଜର୍ମାନୀର ଚାନସେଲର ମାନ୍ୟବର ଶ୍ରୀ ଓଲାଫ୍ ସ୍କୋଲଜ୍ଙ୍କୁ ଭେଟିଛନ୍ତି ।ପ୍ରଧାନମନ୍ତ୍ରୀ ଟେଲିଫୋନ୍ ଯୋଗେ ଜର୍ମାନୀ ଚାନସେଲର ମାନ୍ୟବର ଓଲାଫ ସ୍କୋଲାଜଙ୍କ ସହ କଥା ହୋଇଛନ୍ତି
January 05th, 08:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜର୍ମାନୀର ଚାନସେଲର ମାନ୍ୟବର ଓଲାଫ ସ୍କୋଲାଜଙ୍କ ସହ ଫୋନରେ କଥା ହୋଇଛନ୍ତି ।