‘ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୫’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ ପ୍ରଧାନମନ୍ତ୍ରୀ

September 24th, 06:33 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ସେପ୍ଟେମ୍ବର ୨୫ ତାରିଖ ସନ୍ଧ୍ୟା ପ୍ରାୟ ୬ଟା ୧୫ ମିନିଟରେ ନୂଆଦିଲ୍ଲୀର ଭାରତ ମଣ୍ଡପମରେ ଆୟୋଜିତ ହେବାକୁ ଥିବା ‘ୱାର୍ଲ୍ଡ ଫୁଡ୍ ଇଣ୍ଡିଆ ୨୦୨୫’ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ । ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଜର୍ମାନୀ ବିଦେଶ ମନ୍ତ୍ରୀ

September 03rd, 08:40 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ଆଜି ଜର୍ମାନୀର ବିଦେଶ ମନ୍ତ୍ରୀ ଜୋହାନ ୱାଡେଫୁଲଙ୍କୁ ଭେଟିଛନ୍ତି । ଶ୍ରୀ ମୋଦୀ କହିଛନ୍ତି, ‘ଭାରତ ଏବଂ ଜର୍ମାନୀ ନିଜ ରଣନୈତିକ ସହଭାଗିତାର ୨୫ ବର୍ଷ ପୂର୍ତ୍ତି ଉତ୍ସବ ମନାଉଛନ୍ତି । ଜୀବନ୍ତ ଲୋକତନ୍ତ୍ର ଏବଂ ଅଗ୍ରଣୀ ଅର୍ଥବ୍ୟବସ୍ଥା ରୂପରେ ଆମେ, ବ୍ୟାପାର, ପ୍ରାଦ୍ୟୋଗିକୀ, ନାବାଚାର, ସ୍ଥିରତା, ବିନିର୍ମାଣ ଏବଂ ଗତିଶୀଳତାରେ ପରସ୍ପର ଲାଭପ୍ରଦ ସହଯୋଗ କୁ ବୃଦ୍ଧି କରିବାର ଅପାର ସମ୍ଭାବନା ଦେଖୁଛୁ’ ।

'ଭୋକାଲ୍ ଫର୍ ଲୋକାଲ୍' – ମନ୍ କି ବାତ୍ ରେ ସ୍ୱଦେଶୀ ଗର୍ବର ସହ ପର୍ବପର୍ବାଣୀ ପାଳନ କରିବାକୁ ପ୍ରଧାନମନ୍ତ୍ରୀ ମୋଦୀଙ୍କ ଅନୁରୋଧ

August 31st, 11:30 am

ଚଳିତ ମାସର ମନ୍ କି ବାତ୍ ଅଭିଭାଷଣରେ ପ୍ରଧାନମନ୍ତ୍ରୀ ମୋଦୀ ବନ୍ୟା ଏବଂ ଭୂସ୍ଖଳନ ପ୍ରଭାବିତ ଲୋକଙ୍କୁ ସାହାଯ୍ୟ କରିଥିବା ସୁରକ୍ଷା ବାହିନୀ ଏବଂ ନାଗରିକମାନଙ୍କୁ ହୃଦୟରୁ କୃତଜ୍ଞତା ଜଣାଇଛନ୍ତି। ଜମ୍ମୁ-କଶ୍ମୀରରେ କ୍ରୀଡ଼ା ପ୍ରତିଯୋଗିତା, ସୌରଶକ୍ତି, 'ଅପରେସନ୍ ପୋଲୋ' ଏବଂ ଭାରତୀୟ ସଂସ୍କୃତିର ବିଶ୍ବବ୍ୟାପୀ ପ୍ରସାର ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ଉପରେ ସେ ଆଲୋକପାତ କରିଥିଲେ। ପାର୍ବଣ ଋତୁରେ ମେଡ୍ ଇନ୍ ଇଣ୍ଡିଆ ଉତ୍ପାଦ କିଣିବା ଏବଂ ସ୍ୱଚ୍ଛତା ବଜାୟ ରଖିବାର ଗୁରୁତ୍ୱ ବିଷୟରେ ପ୍ରଧାନମନ୍ତ୍ରୀ ନାଗରିକମାନଙ୍କୁ ସ୍ମରଣ କରାଇଥିଲେ ।

Prime Minister meets Chancellor of Germany on the sidelines of G7 Summit

June 17th, 11:58 pm

PM Modi met German Chancellor Friedrich Merz on the sidelines of the G7 Summit in Canada, their first meeting since Merz took office in May 2025. Both the leaders agreed to deepen the India-Germany Strategic Partnership, marking 25 years, with focus on trade, defence, green energy, tech, innovation and mobility.

ଚାନ୍ସେଲର ଫ୍ରେଡରିକ୍ ମର୍ଜଙ୍କୁ ଦାୟିତ୍ୱ ଗ୍ରହଣ କରିବା ପରେ ଅଭିନନ୍ଦନ ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

May 20th, 06:25 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଶ୍ରୀ ଫ୍ରେଡରିକ୍ ମର୍ଜଙ୍କ ସହ ଟେଲିଫୋନରେ ଆଲୋଚନା କରିଛନ୍ତି ଏବଂ ଜର୍ମାନୀ ସଂଘୀୟ ଗଣରାଜ୍ୟର ଚାନ୍ସେଲର ଭାବରେ ଦାୟିତ୍ୱ ଗ୍ରହଣ କରିବା ହେତୁ ଅଭିନନ୍ଦନ ଜଣାଇଛନ୍ତି।

Prime Minister congratulates Friedrich Merz on assuming office as German Chancellor

May 06th, 09:53 pm

The Prime Minister, Shri Narendra Modi has extended his warm congratulations to Mr. Friedrich Merz on assuming office as the Federal Chancellor of Germany.

ଭିଡିଓ କନଫରେନ୍ସିଂ ଜରିଆରେ ନ୍ୟୁଜ୍ ୯ ଗ୍ଲୋବାଲ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

November 22nd, 10:50 pm

ମନ୍ତ୍ରୀ ୱିନଫ୍ରିଡ, କ୍ୟାବିନେଟରେ ମୋର ସହଯୋଗୀ, ଜ୍ୟୋତିରାଦିତ୍ୟ ସିନ୍ଧିଆ ଏବଂ ଏହି ଶିଖର ସମ୍ମିଳନୀରେ ସାମିଲ ହେଉଥିବା ମହିଳା ଏବଂ ଭଦ୍ରବ୍ୟକ୍ତିମାନେ!

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନୂଆଦିଲ୍ଲୀରେ ଆୟୋଜିତ ନ୍ୟୁଜ୍ ୯ ଗ୍ଲୋବାଲ୍ ଶିଖର ସମ୍ମିଳନୀକୁ ସମ୍ବୋଧିତ କରିଛନ୍ତି।

November 22nd, 09:00 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜର୍ମାନୀର ଷ୍ଟୁଟଗାର୍ଟଠାରେ ଆୟୋଜିତ ନ୍ୟୁଜ୯ ଗ୍ଲୋବାଲ ଶିଖର ସମ୍ମିଳନୀକୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ସମ୍ବୋଧିତ କରିଛନ୍ତି । ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦୀ କହିଥିଲେ ଯେ ଏହି ଶିଖର ସମ୍ମିଳନୀ ଭାରତ-ଜର୍ମାନୀ ଭାଗିଦାରୀରେ ଏକ ନୂତନ ଅଧ୍ୟାୟ ଯୋଡ଼ିବ । ଆଜିର ସୂଚନା ଯୁଗରେ ଭାରତର ଏକ ଗଣମାଧ୍ୟମ ସଂସ୍ଥା ଜର୍ମାନୀ ଓ ଜର୍ମାନୀ ଲୋକଙ୍କ ସହ ଯୋଗାଯୋଗ କରିବାକୁ ଚେଷ୍ଟା କରୁଥିବାରୁ ମୁଁ ଖୁସି ବୋଲି ସେ କହିଛନ୍ତି। ଏହା ଜର୍ମାନୀ ଏବଂ ଜର୍ମାନୀବାସୀଙ୍କୁ ବୁଝିବା ପାଇଁ ଭାରତବାସୀଙ୍କୁ ଏକ ପ୍ଲାଟଫର୍ମ ପ୍ରଦାନ କରିବ ।

For the BJP, the aspirations and pride of tribal communities have always been paramount: PM Modi in Chaibasa

November 04th, 12:00 pm

PM Modi addressed a massive election rally in Chaibasa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”

PM Modi campaigns in Jharkhand’s Garhwa and Chaibasa

November 04th, 11:30 am

Prime Minister Narendra Modi today addressed massive election rallies in Garhwa and Chaibasa, Jharkhand. Addressing the gathering, the PM said, This election in Jharkhand is taking place at a time when the entire country is moving forward with a resolution to become developed by 2047. The coming 25 years are very important for both the nation and Jharkhand. Today, there is a resounding call across Jharkhand... ‘Roti, Beti, Maati Ki Pukar, Jharkhand Mein…Bhajpa, NDA Sarkar’.”

It is our commitment that the youth of the country should get maximum employment: PM Modi at Rozgar Mela

October 29th, 11:00 am

PM Modi addressed the Rozgar Mela and distributed more than 51,000 appointment letters to newly appointed youth in Government departments and organizations. Citing the Pradhan Mantri Internship Yojana, PM Modi said provisions are made for paid internships in the top 500 companies of India, where every intern would be given Rs 5,000 per month for one year. He added the Government’s target is to ensure one crore youth get internship opportunities in the next 5 years.

ରୋଜଗାର ମେଳାକୁ ସମ୍ବୋଧିତ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ

October 29th, 10:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ରୋଜଗାର ମେଳାକୁ ସମ୍ବୋଧିତ କରିବା ସହ ସରକାରୀ ବିଭାଗ ଏବଂ ସଂଗଠନ ମାନଙ୍କରେ ନବନିଯୁକ୍ତ ଯୁବକ ଯୁବତୀମାନଙ୍କୁ ଭିଡିଓ କନଫରେନ୍ସିଂ ମାଧ୍ୟମରେ ୫୧,୦୦୦ରୁ ଅଧିକ ନିଯୁକ୍ତି ପତ୍ର ବଣ୍ଟନ କରିଛନ୍ତି। ରୋଜଗାର ମେଳା ନିଯୁକ୍ତି ସୃଷ୍ଟିକୁ ପ୍ରାଥମିକତା ଦେବା ପାଇଁ ପ୍ରଧାନମନ୍ତ୍ରୀଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି। ଏହା ଯୁବପିଢ଼ିଙ୍କୁ ରାଷ୍ଟ୍ର ନିର୍ମାଣରେ ଯୋଗଦାନ ପାଇଁ ଅର୍ଥପୂର୍ଣ୍ଣ ସୁଯୋଗ ପ୍ରଦାନ କରି ସଶକ୍ତ କରିବ।

ମିଳିତ ବିବୃତି: ସପ୍ତମ ଭାରତ-ଜର୍ମାନୀ ଆନ୍ତଃ-ସରକାରୀ ପରାମର୍ଶ (ଆଇଜିସି)

October 25th, 08:28 pm

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏବଂ ଫେଡେରାଲ ଚାନ୍ସେଲର ଓଲାଫ୍ ସ୍କୋଲ୍ଜ୍ ୨୫ ଅକ୍ଟୋବର ୨୦୨୪ରେ ନୂଆଦିଲ୍ଲୀଠାରେ ଭାରତ-ଜର୍ମାନୀ ଆନ୍ତଃସରକାରୀ ପରାମର୍ଶ (ସପ୍ତମ ଆଇଜିସି)ର ସପ୍ତମ ରାଉଣ୍ଡର ସହ-ଅଧ୍ୟକ୍ଷତା କରିଥିଲେ । ଭାରତ ପକ୍ଷରୁ ଏହି ପ୍ରତିନିଧି ଦଳରେ ପ୍ରତିରକ୍ଷା ମନ୍ତ୍ରୀ,ବୈଦେଶିକ ବ୍ୟାପାର ମନ୍ତ୍ରୀ,ବାଣିଜ୍ୟ ଓ ଶିଳ୍ପ ମନ୍ତ୍ରୀ,ଶ୍ରମ ଏବଂ ନିଯୁକ୍ତି ମନ୍ତ୍ରୀ,ବିଜ୍ଞାନ ଓ ପ୍ରଯୁକ୍ତି ବିଦ୍ୟା ମନ୍ତ୍ରୀ (MOS) ଏବଂ ଦକ୍ଷତା ବିକାଶ ମନ୍ତ୍ରୀ (MOS) ଏବଂ ଜର୍ମାନୀ ପକ୍ଷରୁ ଅର୍ଥନୈତିକ ବ୍ୟାପାର ଓ ଜଳବାୟୁ କାର୍ଯ୍ୟ ମନ୍ତ୍ରୀ,ବୈଦେଶିକ ବ୍ୟାପାର ମନ୍ତ୍ରୀ, ଶ୍ରମ ଓ ସାମାଜିକ ବ୍ୟାପାର ଏବଂ ଶିକ୍ଷା ଓ ଗବେଷଣା ମନ୍ତ୍ରୀ ସାମିଲ ଥିଲେ। ଏହା ସହିତ ଏହି ପ୍ରତିନିଧି ଦଳରେ ଜର୍ମାନ ପକ୍ଷରୁ ଅର୍ଥ,ପରିବେଶ, ପ୍ରକୃତି ସଂରକ୍ଷଣ,ପରମାଣୁ ନିରାପତ୍ତା ଏବଂ ଖାଉଟି ସୁରକ୍ଷା ଏବଂ ଅର୍ଥନୈତିକ ସହଯୋଗ ଓ ବିକାଶ ପାଇଁ ସଂସଦୀୟ ରାଜ୍ୟ ସଚିବ ଏବଂ ଉଭୟ ପକ୍ଷର ବରିଷ୍ଠ ଅଧିକାରୀମାନେ ସାମିଲ ଥିଲେ।

List of outcomes during visit of German Chancellor to India

October 25th, 07:47 pm

India and Germany are strengthening partnerships across innovation, green energy, security, science, and education. New agreements focus on green hydrogen, urban mobility, and startup incubation to drive sustainable tech. Enhanced security cooperation includes treaties on legal assistance and data protection. Collaborative science initiatives target disaster mitigation, genomics, ocean research, and mobile diagnostics. Upcoming events include the Asia-Pacific Conference and joint Indo-German naaval exercises.

ଜମ୍ମୁ ଓ କଶ୍ମୀରର ଶ୍ରୀନଗରରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

June 21st, 06:31 am

ଅନ୍ତର୍ଜାତୀୟ ଯୋଗ ଦିବସରେ କଶ୍ମୀରର ଯୋଗ ଓ ସାଧନ ଭୂମିରେ ରହିବାର ସୌଭାଗ୍ୟ ମୋତେ ମିଳିଛି। କାଶ୍ମୀର ଏବଂ ଶ୍ରୀନଗରର ପରିବେଶ, ଶକ୍ତି ଏବଂ ଅନୁଭୂତି ଆମକୁ ଯୋଗରୁ ମିଳୁଥିବା ଶକ୍ତିଅନୁ କରୁଛୁ ।| ଯୋଗ ଦିବସରେ ମୁଁ କଶ୍ମୀର ମାଟିରୁ ଦେଶର ସମସ୍ତ ଜନସାଧାରଣ ଏବଂ ବିଶ୍ୱର କୋଣ ଅନୁକୋଣରେ ଯୋଗ ଅଭ୍ୟାସ କରୁଥିବା ଲୋକମାନଙ୍କୁ ଶୁଭେଚ୍ଛା ଜଣାଉଛି ।

ଜମ୍ମୁ ଓ କଶ୍ମୀରର ଶ୍ରୀନଗରରେ ଅନ୍ତର୍ଜାତୀୟ ଯୋଗ ଦିବସ ୨୦୨୪ ରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ

June 21st, 06:30 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଜମ୍ମୁ ଓ କଶ୍ମୀରର ଶ୍ରୀନଗରଠାରେ ୧୦ମ ଅନ୍ତର୍ଜାତୀୟ ଯୋଗ ଦିବସ (ଆଇୱାଇଡି) କାର୍ଯ୍ୟକ୍ରମକୁ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ଅନ୍ତର୍ଜାତୀୟ ଯୋଗ ଦିବସ ପାଳନର ନେତୃତ୍ୱ ନେଇଥିଲେ ଏବଂ ଯୋଗ ଶିବିରରେ ଅଂଶଗ୍ରହଣ କରିଥିଲେ ।

ଜର୍ମାନ ଗାୟକ କାସଣ୍ଡ୍ରା ମାଏ ସ୍ପିଟ୍‌ମ୍ୟାନଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

February 27th, 10:30 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ପାଲାଡାମ୍‌ରେ ଜର୍ମାନ ଗାୟମ କାସଣ୍ଡ୍ରା ମାଏ ସ୍ପିଟ୍‌ମ୍ୟାନ୍ ଏବଂ ତାଙ୍କ ମା’ଙ୍କୁ ଭେଟିଛନ୍ତି ।

କରୋନା ସଂକ୍ରମିତ ଜର୍ମାନୀ ଚାନ୍ସସେଲର ବୁନ୍ଦେସ୍କାଞ୍ଜେଲର ଓଲାଫ୍ ସ୍କଲ୍‌ଜଙ୍କ ଦ୍ରୁତ ଆରୋଗ୍ୟ କାମନା କଲେ ପ୍ରଧାନମନ୍ତ୍ରୀ

December 18th, 10:39 pm

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଜର୍ମାନୀ ଚାନ୍ସସେଲର ବୁନ୍ଦେସ୍କାଞ୍ଜେଲର ଓଲାଫ୍ ସ୍କଲ୍‌ଜଙ୍କ କୋଭିଡ୍‌-୧୯ରୁ ଦ୍ରୁତ ଆରୋଗ୍ୟ କାମନା କରିଛନ୍ତି ।

ଜର୍ମାନୀ ଦୂତାବାସରେ ‘ନାଟୁ ନାଟୁ’ ସମାରୋହକୁ ପ୍ରଶଂସା କଲେ ପ୍ରଧାନମନ୍ତ୍ରୀ

March 20th, 10:35 am

ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଭାରତ ଓ ଭୁଟାନ ପାଇଁ ଜର୍ମାନୀ ରାଷ୍ଟ୍ରଦୂତ ଡଃ ଫିଲିପ ଆକରମେନଙ୍କ ଦ୍ୱାରା ଶେୟାର କରାଯାଇଥିବା ଭିଡିଓକୁ ପ୍ରଶଂସା କରିଛନ୍ତି । ଭିଡିଓରେ ସେ ଓ ଦୂତାବାସର ସଦସ୍ୟମାନେ ଅସ୍କାର ପୁରସ୍କାରପ୍ରାପ୍ତ ‘ନାଟୁ ନାଟୁ’ ସଂଗୀତର ସଫଳତା ପାଳନ କରୁଥିବା ଦେଖିବାକୁ ମିଳିଛି । ଭିଡିଓ ପୁରୁଣା ଦିଲ୍ଲୀରେ ଶୁଟ୍ ହୋଇଛି ।

ଜର୍ମାନୀର ଚାନ୍‌ସଲରଙ୍କ ଭାରତ ଯାତ୍ରା ସମୟରେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କ ପ୍ରେସ୍ ବକ୍ତବ୍ୟ

February 25th, 01:49 pm

ମୁଁ ମୋର ମିତ୍ର ସୋଲ୍‌ଜ ଏବଂ ତାଙ୍କର ଡେଲିଗେସନଙ୍କୁ ଭାରତରେ ସ୍ବାଗତ କରୁଛି। ଚାନ୍‌ସଲର ସୋଲ୍‌ଜ ଅନେକ ବର୍ଷ ପରେ ଭାରତକୁ ପରିଦର୍ଶନ କରୁଛନ୍ତି। 2012 ରେ ତାଙ୍କର ଭାରତ ଯାତ୍ରା, ହିମବର୍ଗର କୌଣସି ମେୟରଙ୍କ ପ୍ରଥମ ଭାରତ ଯାତ୍ରା ଥିଲା। ଏହା ସ୍ପଷ୍ଟ ଯେ ସେ ଭାରତ-ଜର୍ମାନୀ ସମ୍ପର୍କର ସମ୍ଭାବନାକୁ ବହୁତ ପୂର୍ବରୁ ବୁଝି ସାରିଥିଲେ।