ଫଳାଫଳ ତାଲିକା: ପ୍ରଧାନମନ୍ତ୍ରୀଙ୍କ ଘାନା ଗସ୍ତ

July 03rd, 04:01 am

ସାଂସ୍କୃତିକ ବିନିମୟ କାର୍ଯ୍ୟକ୍ରମ (ସିଇପି) ଉପରେ ବୁଝାମଣାପତ୍ର: କଳା, ସଙ୍ଗୀତ, ନୃତ୍ୟ, ସାହିତ୍ୟ ଏବଂ ଐତିହ୍ୟରେ ଅଧିକ ସାଂସ୍କୃତିକ ବୁଝାମଣା ଏବଂ ଆଦାନପ୍ରଦାନକୁ ପ୍ରୋତ୍ସାହିତ କରିବା।