The Dehradun-Delhi Economic Corridor will transform the entire region: PM Modi in Uttarakhand
April 14th, 01:25 pm
PM Narendra Modi inaugurated the Delhi-Dehradun Economic Corridor in Dehradun. In his address, he detailed the transformative benefits of the corridor and highlighted the project's multi-dimensional impact on the region. He also spoke about the construction of a nearly 12-kilometre elevated wildlife corridor as part of the expressway and urged tourists and pilgrims to keep sacred spaces clean and plastic-free.Prime Minister Shri Narendra Modi inaugurates Delhi–Dehradun Economic Corridor
April 14th, 01:20 pm
PM Narendra Modi inaugurated the Delhi-Dehradun Economic Corridor in Dehradun. In his address, he detailed the transformative benefits of the corridor and highlighted the project's multi-dimensional impact on the region. He also spoke about the construction of a nearly 12-kilometre elevated wildlife corridor as part of the expressway and urged tourists and pilgrims to keep sacred spaces clean and plastic-free.ନୋଏଡା ଅନ୍ତର୍ଜାତୀୟ ବିମାନବନ୍ଦରର ପ୍ରଥମ ପର୍ଯ୍ୟାୟ ଉଦଘାଟନ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 28th, 12:15 pm
ଉଦଘାଟନ ହୋଇଗଲା ? ଉଦଘାଟନ ହୋଇଗଲା ? ନା, ଏବେ ଅଧା କାମ ହୋଇଛି। ମୁଁ କେବଳ ସେହି ପରଦା ହଟାଇଛି, କିନ୍ତୁ ଆଜି ମୁଁ ଚାହୁଁଛି ଯେ ଏହି ବିମାନବନ୍ଦରର ଉଦଘାଟନ ଅବସରରେ ଏଠାରେ ଯିଏ କେହି ଉପସ୍ଥିତ ଅଛନ୍ତି , ଆପଣମାନେ ସମସ୍ତେ ଏହା କରନ୍ତୁ , ଏବଂ ସେଥିପାଇଁ ଆପଣ ଆପଣଙ୍କର ମୋବାଇଲ୍ ଫୋନ୍ ବାହାର କରନ୍ତୁ ଏବଂ ମୋବାଇଲ୍ ଫୋନ୍ର ଫ୍ଲାସ୍ ଲାଇଟ୍କୁ ଅନ୍ କରନ୍ତୁ ଏବଂ ଭାବନ୍ତୁ ଆପଣ ଏହାର ଉଦ୍ଘାଟନ କରୁଛନ୍ତି । ଆପଣ ଦୀପ ଜାଳି ଏଠାରେ ଉପସ୍ଥିତ ଥିବା ପ୍ରତ୍ୟେକ ବ୍ୟକ୍ତି , ଆଜି ଏହି ବିମାନବନ୍ଦରର ଉଦଘାଟନ କରୁଛନ୍ତି। ଏହା ଆପଣଙ୍କର ସମ୍ପତ୍ତି, ଏହା ଆପଣଙ୍କର ଭବିଷ୍ୟତ, ଏହା ଆପଣଙ୍କର କଠିନ ପରିଶ୍ରମ ଏବଂ ସେଥିପାଇଁ ଏହାର ଉଦଘାଟନ ମଧ୍ୟ ଆପଣମାନଙ୍କ ହାତରେ କରାଯାଉଛି , ଆପଣ ଆପଣଙ୍କର ଭାରତ ମାତାର ଜୟ କହି, ହାତ ଉଠାଇ, ସମ୍ପୂର୍ଣ୍ଣ ଟର୍ଚ୍ଚଲାଇଟ୍ ଦେଖାନ୍ତୁ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଭାରତ ମାତାର ଜୟ। ଅନେକ - ଅନେକ ଧନ୍ୟବାଦ। ଏବେ ଉଦଘାଟନ ହୋଇଗଲା ।୧୧,୨୦୦ କୋଟି ଟଙ୍କା ନିବେଶରେ ନିର୍ମିତ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦର ପର୍ଯ୍ୟାୟ-୧ର ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 28th, 12:00 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ଜିଓ୍ବାରଠାରେ ନୋଇଡା ଅନ୍ତର୍ଜାତୀୟ ବିମାନବନ୍ଦରର ଉଦ୍ଘାଟନ କରିଛନ୍ତି। ଏହି ଅବସରରେ ଗର୍ବ ଓ ଆନନ୍ଦ ପ୍ରକାଶ କରି ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ବିକଶିତ ଉତ୍ତରପ୍ରଦେଶ ଓ ବିକଶିତ ଭାରତ ଅଭିଯାନ କ୍ଷେତ୍ରରେ ଏକ ନୂଆ ଅଧ୍ୟାୟ ଯୋଡ଼ାଯାଇଛି। ଭାରତର ବୃହତ୍ତମ ରାଜ୍ୟ ଏବେ ସର୍ବାଧିକ ସଂଖ୍ୟକ ଅନ୍ତର୍ଜାତୀୟ ବିମାନବନ୍ଦର ଥିବା ରାଜ୍ୟମାନଙ୍କ ମଧ୍ୟରେ ଅନ୍ୟତମ ପାଲଟିଛି। ପ୍ରଧାନମନ୍ତ୍ରୀ କହିଥିଲେ ଯେ ଆଜି ସେ ଦୁଇଗୁଣ ଆନନ୍ଦ ଅନୁଭବ କରୁଛନ୍ତି, ପ୍ରଥମତଃ ସେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ଓ ଏବେ ଉଦ୍ଘାଟନ ମଧ୍ୟ କରିଛନ୍ତି ଓ ଦ୍ବିତୀୟତଃ ଏହି ବିମାନବନ୍ଦରର ନାମ ଉତ୍ତରପ୍ରଦେଶ ସହିତ ସଂପର୍କିତ ରହିଛି। “ଏହି ରାଜ୍ୟ ମୋତେ ନିଜର ପ୍ରତିନିଧି ଭାବେ ସଂସଦକୁ ପଠାଇଥିଲା ଓ ଏହାର ନାମ ଏବେ ଏହି ଭବ୍ୟ ବିମାନବନ୍ଦର ସହ ଯୋଡ଼ି ହୋଇଛି।ଦିଲ୍ଲୀରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଶୁଭାରମ୍ଭ ଅବସରରେ ପ୍ରଧାନମନ୍ତ୍ରୀଙ୍କ ଅଭିଭାଷଣ
March 08th, 03:54 pm
ଆଜି, ଆମେ ସମସ୍ତେ ଦିଲ୍ଲୀରେ ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ର ହୋଇଛୁ। କିଛି ସମୟ ପୂର୍ବରୁ ଏଠାଂରେ ୩୩,୫୦୦ କୋଟି ଟଙ୍କର ପ୍ରକଳ୍ପର ଶିଳାନ୍ୟାସ ଏବଂ ଲୋକାର୍ପଣ ହୋଇଛି । ମେଟ୍ରୋର ସମ୍ପ୍ରସାରଣରୁ ଆରମ୍ଭ କରି ହଜାର ହଜାର ସରକାରୀ କର୍ମଚାରୀଙ୍କ ବାସଗୃହ ପର୍ଯ୍ୟନ୍ତ, ଦେଶର ରାଜଧାନୀରେ ସୁବିଧାଗୁଡିକର ନିରନ୍ତର ବିସ୍ତାର ହେଉଛି, ଏକ ନୂଆ ଶକ୍ତି ପ୍ରଦାନ କରାଯାଉଛି । ଆପଣମାନେ ଦିଲ୍ଲୀବାସୀ ଗୋଟିଏ ବର୍ଷ ପୂର୍ବରୁ ଯେଉଁ ନୂତନ ଆଶା ଏବଂ ସଂକଳ୍ପ ସହତ ଏଠାରେ ବିଜେପିର ଡବଲ ଇଞ୍ଜିନ ସରକାର ଗଠନ କରିଥିଲେ, ତାହାର ପରିଣାମ ଆଜି ଏଠାରେ ହୋଇଥିବା ବିକାଶମୂଳକ କାର୍ଯ୍ୟରେ ଦୃଶ୍ୟମାନ ହେଉଛି । ମୁଁ ଦିଲ୍ଲୀର ସମସ୍ତ ନାଗରିକମାନଙ୍କୁ ଏହି ବିକାଶର ଏହି ନିରନ୍ତର ଧାରା ପାଇଁ ଅଭିନନ୍ଦନ ଜଣାଉଛି ।ଦିଲ୍ଲୀରେ ପ୍ରାୟ ₹୩୩,୫୦୦ କୋଟିର ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
March 08th, 10:26 am
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଦିଲ୍ଲୀଠାରେ ପ୍ରାୟ ୩୩,୫୦୦ କୋଟି ଟଙ୍କା ମୂଲ୍ୟର ବହୁବିଧ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଏବଂ ଶିଳାନ୍ୟାସ କରିଛନ୍ତି। ସମାବେଶକୁ ସମ୍ବୋଧିତ କରି ଶ୍ରୀ ମୋଦୀ କହିଥିଲେ ଯେ, ଆଜି, ଆମେ ସମସ୍ତେ ଦିଲ୍ଲୀର ବିକାଶକୁ ଏକ ନୂତନ ଗତି ଦେବା ପାଇଁ ଏଠାରେ ଏକତ୍ରିତ ହୋଇଛୁ।ଉତ୍ତର ପ୍ରଦେଶର ମିରଟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର
February 22nd, 01:30 pm
ଉତ୍ତର ପ୍ରଦେଶର ସମ୍ମାନନୀୟ ଏବଂ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଜୀ, କେନ୍ଦ୍ର କ୍ୟାବିନେଟରେ ମୋର ସହଯୋଗୀ ପଙ୍କଜ ଚୌଧୁରୀ ଜୀ, ଜୟନ୍ତ ଚୌଧୁରୀ ଜୀ, ଉତ୍ତର ପ୍ରଦେଶର ଉପ-ମୁଖ୍ୟମନ୍ତ୍ରୀ ବ୍ରଜେଶ ପାଠକ ଜୀ, ୟୁପି ସରକାରଙ୍କ ମନ୍ତ୍ରୀଗଣ, ସଂସଦରେ ମୋର ସାଥୀମାନେ, ବିଧାୟକଗଣ ଏବଂ ବହୁ ସଂଖ୍ୟାରେ ଏଠାରେ ଏକତ୍ରିତ ହୋଇଥିବା ମୋର ପ୍ରିୟ ଭାଇ ଏବଂ ଭଉଣୀମାନେ!ଭାରତର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡରକୁ ଲୋକାର୍ପଣ କଲେ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ
February 22nd, 01:12 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆଜି ମେରଠରେ ନମୋ ଭାରତ ରାପିଡ୍ ରେଳ ଏବଂ ମେରଠ ମେଟ୍ରୋ ମାର୍ଗକୁ ଉଦଘାଟନ କରିଛନ୍ତି । ଏହି ପ୍ରକଳ୍ପ ‘ବିକଶିତ ଉତ୍ତର ପ୍ରଦେଶ' ଏବଂ ବିକଶିତ ଭାରତ’ ଲକ୍ଷ୍ୟକୁ ଗତିଶୀଳ କରିବ ବୋଲି ସେ କହିଛନ୍ତି। ଭାରତରେ ପ୍ରଥମ ଥର ପାଇଁ ଗୋଟିଏ ପ୍ଲାଟଫର୍ମରୁ ଗୋଟିଏ ଦିନରେ ଗୋଟିଏ ରାପିଡ୍ ରେଳ ଏବଂ ମେଟ୍ରୋ ସେବା ଆରମ୍ଭ ହୋଇଛି।୨୨ ଫେବୃଆରୀରେ ମିରଟ ଗସ୍ତ କରିବେ ପ୍ରଧାନମନ୍ତ୍ରୀ
February 20th, 06:52 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୨ ଫେବୃଆରୀ ୨୦୨୬ରେ ଉତ୍ତର ପ୍ରଦେଶର ମିରଟ ଗସ୍ତ କରିବେ । ମଧ୍ୟ।।ହ୍ନ ପ୍ରାୟ ୧୨:୩୦ ସମୟରେ, ପ୍ରଧାନମନ୍ତ୍ରୀ ଶତାବ୍ଦୀ ନଗର ନମୋ ଭାରତ ଷ୍ଟେସନରେ ମିରଟ ମେଟ୍ରୋ ଏବଂ ନମୋ ଭାରତ ଟ୍ରେନକୁ ପତାକା ଦେଖାଇ ଶୁଭାରମ୍ଭ କରିବେ । ସେଠାରୁ ସେ ମିରଟ ଦକ୍ଷିଣ ଷ୍ଟେସନ ପର୍ଯ୍ୟନ୍ତ ମେଟ୍ରୋ ଯାତ୍ରା କରିବେ । ପ୍ରାୟ ୧ ଟା ସମୟରେ, ପ୍ରଧାନମନ୍ତ୍ରୀ ମିରଟରେ ପ୍ରାୟ ୧୨,୯୩୦ କୋଟି ଟଙ୍କାର ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ଉଦ୍ଘାଟନ ଏବଂ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ । ଏହି ଅବସରରେ ସେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ ।Cabinet approves Rithala-Kundli corridor of Delhi Metro Phase-IV project
December 06th, 08:08 pm
The Union Cabinet, chaired by Prime Minister Narendra Modi, approved the Rithala - Narela -Nathupur (Kundli) corridor of Delhi Metro's Phase - IV project consisting of 26.463 kms which will further enhance connectivity between the national capital and neighbouring Haryana. The corridor is scheduled to be completed in 4 years from the date of its sanction.ଅକ୍ଟୋବର ୨୦ରେ ଭାରତର ପ୍ରଥମ ଆଞ୍ଚଳିକ ରାପିଡ୍ ଟ୍ରାନଜିଟ୍ ସିଷ୍ଟମ (ଆରଆରଟିଏସ୍)ର ଶୁଭାରମ୍ଭ କରିବେ ପ୍ରଧାନମନ୍ତ୍ରୀ
October 18th, 04:23 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଅକ୍ଟୋବର ୨୦ ତାରିଖ ପୂର୍ବାହ୍ନ ପ୍ରାୟ ୧୧ଟା ୧୫ ମିନିଟ୍ ସମୟରେ ଉତ୍ତର ପ୍ରଦେଶର ସାହିବାବାଦ ରାପିଡ୍ ଏକ୍ସ ଷ୍ଟେସନରେ ଦିଲ୍ଲୀ - ଗାଜିଆବାଦ - ମିରଟ ଆର୍ଆର୍ଟିଏସ୍ କରିଡରର ପ୍ରାଥମିକତା ବିଭାଗକୁ ଉଦ୍ଘାଟନ କରିବେ । ଭାରତରେ ଆଞ୍ଚଳିକ ରାପିଡ୍ ଟ୍ରାନଜିଟ୍ ସିଷ୍ଟମ୍ (ଆରଆରଟିଏସ୍) ର ଶୁଭାରମ୍ଭ ଅବସରରେ ସେ ସାହିବାବାଦରୁ ଦୁହାଇ ଡିପୋକୁ ସଂଯୋଗ କରୁଥିବା ରାପିଡ୍ ଏକ୍ସ ଟ୍ରେନକୁ ମଧ୍ୟ ପତାକା ଦେଖାଇ ଶୁଭାରମ୍ଭ କରିବେ । ମଧ୍ୟାହ୍ନ ପ୍ରାୟ ୧୨ଟା ସମୟରେ ପ୍ରଧାନମନ୍ତ୍ରୀ ସାହିବାବାଦ ଠାରେ ଏକ ସାର୍ବଜନୀନ କାର୍ଯ୍ୟକ୍ରମରେ ଅଧ୍ୟକ୍ଷତା କରିବେ , ଯେଉଁଠାରେ ସେ ଦେଶରେ ଆର୍ଆର୍ଟିଏସ୍ର ଶୁଭାରମ୍ଭ ଅବସରରେ ସମାବେଶକୁ ମଧ୍ୟ ସମ୍ବୋଧିତ କରିବେ । ଏହା ବ୍ୟତୀତ ସେ ବେଙ୍ଗାଲୁରୁ ମେଟ୍ରୋର ପୂର୍ବ ପଶ୍ଚିମ କରିଡରର ଦୁଇଟି ଅଂଶକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ କରିବେ ।ପ୍ରଧାନମନ୍ତ୍ରୀ ଗାଜିଆବାଦ-ଅଲିଗଡ଼ ଏକ୍ସପ୍ରେସୱେ ଉପରେ ୧୦୦ ଲେନ୍ କିଲୋମିଟର ପର୍ଯ୍ୟନ୍ତ ବିଟୁମିନସ କଂକ୍ରିଟ ବିଛାଯିବାକୁ ପ୍ରଂଶସା କଲେ
May 19th, 09:11 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗାଜିଆବାଦ-ଅଲିଗଡ଼ ଏକ୍ସପ୍ରେସୱେ ଉପରେ ୧୦୦ ଲେନ୍ କିଲୋମିଟର ପର୍ଯ୍ୟନ୍ତ ବିଟୁମିନସ କଂକ୍ରିଟ୍ ବିଛାଯାଇଥିବା କହିବା ସହ ଏକ ଗୁରୁତ୍ୱପୂର୍ଣ୍ଣ ରାଜପଥ ମାର୍ଗରେ ଏହା ଏକ ଉଲ୍ଲେଖନୀୟ ଉପଲବ୍ଧି ବୋଲି କହିଛନ୍ତି ।ଏହି ନିର୍ବାଚନ ହିଷ୍ଟ୍ରୀ-ସିଟରମାନଙ୍କୁ ବାହାର କରିବା ଏବଂ ଏକ ନୂତନ ଇତିହାସ ସୃଷ୍ଟି କରିବା ବିଷୟରେ : ପ୍ରଧାନମନ୍ତ୍ରୀ ମୋଦୀ
February 04th, 12:01 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମିରଟ, ଗାଜିଆବାଦ, ଆଲିଗଡ, ହାପୁର, ନୋଏଡାର ଭର୍ଚୁଆଲ ଜନ ଚୌପାଲରେ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଏହି ନିର୍ବାଚନ ହିଷ୍ଟ୍ରୀ-ସିଟରମାନଙ୍କୁ ବାହାର କରିବା ଏବଂ ଏକ ନୂତନ ଇତିହାସ ସୃଷ୍ଟି କରିବା ବିଷୟରେ । ମୁଁ ଆନନ୍ଦିତ ଯେ ୟୁପିର ଲୋକମାନେ ସେମାନଙ୍କର ମନ ସ୍ଥିର କରିଛନ୍ତି ଯେ ସେମାନେ ଦଙ୍ଗାକାରୀ ଏବଂ ମାଫିଆମାନଙ୍କୁ ପରଦା ପଛରୁ ୟୁପିକୁ ନିୟନ୍ତ୍ରଣ କରିବାକୁ ଅନୁମତି ଦେବେ ନାହିଁ।ପ୍ରଧାନମନ୍ତ୍ରୀ ମୋଦୀ ପଶ୍ଚିମ ଉତ୍ତରପ୍ରଦେଶର ଏକ ଭର୍ଚୁଆଲ୍ ଜନ ଚୌପାଲଙ୍କୁ ସମ୍ବୋଧିତ କରିଛନ୍ତି
February 04th, 12:00 pm
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଉତ୍ତରପ୍ରଦେଶର ମିରଟ, ଗାଜିଆବାଦ, ଆଲିଗଡ, ହାପୁର, ନୋଏଡାର ଭର୍ଚୁଆଲ ଜନ ଚୌପାଲରେ ସମ୍ବୋଧିତ କରିଛନ୍ତି । ପ୍ରଧାନମନ୍ତ୍ରୀ ମୋଦୀ କହିଛନ୍ତି, ଏହି ନିର୍ବାଚନ ହିଷ୍ଟ୍ରୀ-ସିଟରମାନଙ୍କୁ ବାହାର କରିବା ଏବଂ ଏକ ନୂତନ ଇତିହାସ ସୃଷ୍ଟି କରିବା ବିଷୟରେ । ମୁଁ ଆନନ୍ଦିତ ଯେ ୟୁପିର ଲୋକମାନେ ସେମାନଙ୍କର ମନ ସ୍ଥିର କରିଛନ୍ତି ଯେ ସେମାନେ ଦଙ୍ଗାକାରୀ ଏବଂ ମାଫିଆମାନଙ୍କୁ ପରଦା ପଛରୁ ୟୁପିକୁ ନିୟନ୍ତ୍ରଣ କରିବାକୁ ଅନୁମତି ଦେବେ ନାହିଁ।ଆସନ୍ତାକାଲି ସିଆଇଏସଏଫର 50ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ
March 09th, 05:18 pm
ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଆସନ୍ତାକାଲି ମାର୍ଚ୍ଚ 10, 2019ରେ ଗାଜିଆବାଦ ଠାରେ କେନ୍ଦ୍ରୀୟ ଔଦ୍ୟୋଗିକ ସୁରକ୍ଷା ବାହିନୀ (ସିଆରପିଏଫ)ର 50ତମ ପ୍ରତିଷ୍ଠା ଦିବସ ସମାରୋହରେ ଯୋଗ ଦେବେ ।This Election Is About Putting an End to Vanvas of Development in Uttar Pradesh: PM Modi
February 08th, 08:41 pm
PM Modi addressed a public meeting in Ghaziabad, Uttar Pradesh. Shri Modi said that this election was about putting an end to the ‘Vanvas’ of development in the state. Prime Minister expressed concern over lack of job opportunities for youth in the state. Shri Modi said that BJP Government is committed to ensure employment opportunities for youth of Uttar Pradesh. The PM also assured that interests of small and medium traders would be protected.Prime Minister Modi addresses public meeting in Ghaziabad, Uttar Pradesh
February 08th, 08:40 pm
PM Modi today addressed a public meeting in Ghaziabad, UP. Shri Modi said that this election was about putting an end to the ‘Vanvas’ of development in the state. He further added, “This election is about making Uttar Pradesh, Uttam Pradesh.” PM Modi said that Centre was committed to root out corruption and would continue to take steps in that direction. He urged people of UP to vote for a BJP Government that would ensure welfare of farmers, proper education for children, employment for youth and proper medication for the elderly.ସୋସିଆଲ ମିଡିଆ କର୍ଣ୍ଣର 08 ଫେବୃୟାରୀ 2017
February 08th, 08:11 pm
ସୋସିଆଲ ମିଡିଆରୁ ଗଭରନାନ୍ସ ଅପଡେଟର ପ୍ରତିଦିନ ଡୋଜ । ଗଭରନାନ୍ସରେ ଆପଣଙ୍କ ଟ୍ୱିଟ ଏଠାରେ ପ୍ରତିଦିନ ପାଇପାରିବେ । ପଢନ୍ତୁ ଏବଂ ସେର କରନ୍ତୁ ।ଶ୍ରୀମତୀ ଦୋରିସ ଫ୍ରାନସିସଙ୍କ ଚିକିତ୍ସା ପାଇଁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ ପାଣ୍ଠିରୁ ୩ ଲକ୍ଷ ଟଙ୍କାର ଅନୁଦାନ ରାଶି ମଞ୍ଜୁର କଲେ ପ୍ରଧାନମନ୍ତ୍ରୀ
December 02nd, 05:02 pm
PM Narendra Modi approved a grant of Rs. 3 Lakh from PMNRF for the treatment of Doris Francis, yesterday. PMO took cognizance of a news regarding services rendered by Doris Francis and her sickness due to cancer.